Home Left

ଭାରତୀୟ ଛାତ୍ରଙ୍କୁ ହାତକଡ଼ି ପକାଇ ତଳେ କଚାଡି ଦେଲେ ଆମେରିକା ସୁରକ୍ଷାକର୍ମୀ

ଓ୍ବାଶିଂଟନ,୧୦ା୬:ଆମେରିକାର ନ୍ୟୁଜର୍ସିସ୍ଥିତ ନଓ୍ବୋର୍କ ଲିବର୍ଟି ଅନ୍ତର୍ଜାତୀୟ ବିମାନବନ୍ଦରରେ ଜଣେ ଭାରତୀୟ ଛାତ୍ରଙ୍କୁ ହାତକଡ଼ି ପକାଇ ସୁରକ୍ଷାକର୍ମୀମାନେ ତାଙ୍କୁ ତଳେ ଚାପି ଧରିଥିବାର ଭିଡିଓ ଭାଇରାଲ ହୋଇଛି। ଏହା ଜଣାପଡ଼ିବା ପରେ ନ୍ୟୁୟର୍କସ୍ଥିତ ଭାରତୀୟ ବାଣିଜି୍ୟକ ଦୂତାବାସ ପକ୍ଷରୁ କର୍ତ୍ତୃପକ୍ଷଙ୍କୁ ଜବାବ...

ମାତ୍ର ୨୯ ବର୍ଷ ବୟସରେ କ୍ରିକେଟ୍‌ରୁ ସନ୍ୟାସ ଘୋଷଣା କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୦।୬: ୱେଷ୍ଟଇଣ୍ଡିଜ କ୍ରିକେଟ ଷ୍ଟାର କ୍ରିକେଟର୍‌ ନିକୋଲାସ ପୁରନ ତାଙ୍କ ପ୍ରଶଂସକମାନଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସେ ମାତ୍ର ୨୯ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏହି ଖବର କ୍ରିକେଟ ଜଗତ ପାଇଁ ଏକ...

ରେକର୍ଡ ସ୍ତରରେ ରୁପା ଦର

ଭୁବନେଶ୍ୱର,୧୦।୬: ସାରା ଦେଶରେ ବିବାହ ଓ ଶୁଭ କାର୍ଯ୍ୟ ଜାରି ରହିଥିଲା ବେଳେ ରୁପା ଦର ରେକର୍ଡ ସ୍ତରରେ ପହଞ୍ଚିଛି। ରୁପା ଓ ସୁନା ଦର ବୃଦ୍ଧି ମଧ୍ୟରେ ଉଭୟ ଗ୍ରାହକ ଓ ବ୍ୟବସାୟୀ ଆଶାଆଶଙ୍କାରେ ରହିଛନ୍ତି। ନୂଆଦିଲ୍ଲୀ ବଜାରରେ...

ପରକୀୟା ପ୍ରୀତି ହେଲା କାଳ: ସ୍ତ୍ରୀଙ୍କ ଗଳା କାଟି ହତ୍ୟା ପରେ ଗଛରେ ଝୁଲିପଡ଼ିଲେ ସ୍ବାମୀ

ପାରଳାଖେମୁଣ୍ଡି, ୧୦ା୬(ଗିରଧାରୀ ପରିଛା):ଗଜପତି ଜିଲା ସେରଙ୍ଗ ଥାନା ଅନ୍ତର୍ଗତ ଗାଇବା ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଭୋର ସମୟରେ ସ୍ତ୍ରୀଙ୍କ ଗଳାକାଟି ହତ୍ୟା କରିବା ପରେ ଅପରାହ୍ନରେ ସ୍ବାମୀ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।...

ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ: ଜେଲ ଗଲେ ଅଭିଯୁକ୍ତ ଯୁବକ

ଭୁବନେଶ୍ୱର,୧୦ା୬: ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ମହିଳା ଥାନା ପୋଲିସ ଗିରଫ କରିଛି। ସେ ହେଲେ ସମ୍ବଲପୁର ଅଇଁଠାପାଲି ଥାନା ଅଞ୍ଚଳର ଶୁଭ୍ରଜିତ୍‌ ଜେନା (୩୨)। କୋର୍ଟଚାଲାଣ...

ପ୍ରେମିକଙ୍କୁ ପ୍ରତିଶ୍ରୁତି,ସ୍ବାମୀଙ୍କୁ ଧୋକା: ବିବାହର ମାତ୍ର ୫ ଦିନ ପରେ ସ୍ବାମୀଙ୍କ ହତ୍ୟାର ସ୍କ୍ରିପ୍ଟ ପ୍ରସ୍ତୁତ କରିଥିଲେ ସୋନମ

ଶିଲଂ/ଇନ୍ଦୋର/ଗାଜିପୁର,୧୦ା୬:ନବ ଦମ୍ପତି ରାଜା ରଘୁବଂଶୀ ଓ ସୋନମ ହନିମୁନ୍‌ରେ ଇଷ୍ଟ୍‌ ଖାସି ହିଲ୍ସ ଚେରାପୁଞ୍ଜି ବୁଲିବାକୁ ଯାଉଥିଲେ। ମେ’ ୨୩ରେ ଉଭୟେ ନିଖୋଜ ହୋଇଯାଇଥିଲେ। ଏହାର ଦିନକ ପରେ ଦୁହଁିଙ୍କୁ ଶେଷଥର ପାଇଁ ନୋଙ୍ଗ୍‌ରିଆଟ୍‌ର ବାଲାଜୀ ହୋମ୍‌ଷ୍ଟେ’ରେ ଦେଖିବାକୁ ମିଳିଥିଲା।...

ବ୍ରହ୍ମୋସ ଭୟରେ ଏବେ ବି ଥରୁଛି ପାକିସ୍ତାନ: ଭାରତର ବନ୍ଧୁକୁ ମାଗିଲା ସାହାଯ୍ୟ

ନୂଆଦିଲ୍ଲୀ,୧୦।୬: ଅପରେଶନ ସିନ୍ଦୂର ସମୟରେ ପାକିସ୍ତାନକୁ ବହୁତ କ୍ଷତି ସହିବାକୁ ପଡିଥିଲା। ଭାରତର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ ସମୟରେ ଏହାର ଅନେକ ବାୟୁସେନା ଘାଟି ନଷ୍ଟ ହୋଇଯାଇଥିଲା। ପାକିସ୍ତାନ ଏପର୍ଯ୍ୟନ୍ତ ଏହାକୁ ଭୁଲିନାହିଁ। ଏବେ ସେ ସାହାଯ୍ୟ ପାଇଁ ପର ଦୁଆର...

ବଢୁଛି ଭୟ, ରାଜ୍ୟରେ ୫୦ ପାର୍‌ କଲା କରୋନା ସଂକ୍ରମଣ

ଭୁବନେଶ୍ୱର,୧୦ା୬: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ଜିଲାରୁ ସଂକ୍ରମିତ ଚିହ୍ନଟ ହେଉଥିବାବେଳେ ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ପାର୍‌ କରିଛି। କରୋନାକୁ ନେଇ ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗ ବାରମ୍ବାର କହୁଥିବା ବେଳେ ଲଗାତର...

ପାକିସ୍ତାନର ବଡ଼ ଗେମ୍‌ ପ୍ଲାନ୍‌; ବିପଦରେ ଭାରତ: ଇସଲାମିକ ଦେଶ ହୋଇଯିବ…

ନୂଆଦିଲ୍ଲୀ/ଢାକା,୧୦।୬: ଭାରତର ପଡ଼ୋଶୀ ଦେଶ ବାଂଲାଦେଶ ଆଗାମୀ କିଛି ସପ୍ତାହ ମଧ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ ଦେଖିବାକୁ ମିଳିପାରେ। ବାଂଲାଦେଶର ପ୍ରସିଦ୍ଧ ଲେଖକ ଏବଂ ସାମ୍ବାଦିକ ସଲାହୁଦ୍ଦିନ ସୋଏବ ଚୌଧୁରୀଙ୍କ ଦ୍ୱାରା ଲିଖିତ ଏକ ଆର୍ଟିକିଲ ଅନୁଯାୟୀ, ମହମ୍ମଦ...

ଟେରାକୋଟା ଦେଇଛି ସ୍ବତନ୍ତ୍ର ପରିଚୟ: ବଦଳିଯାଇଛି ଜୀବନଧାରା

ନୂଆପଡ଼ା,୧୦ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା ବୋଡ଼େନ ବ୍ଲକ୍‌ ମହରାଜୋର ଗାଁର କୁମ୍ଭକାର ସମ୍ପ୍ରଦାୟର ପରିବାରକୁ ଟେରାକୋଟା ଦେଇଛି ସ୍ବତନ୍ତ୍ର ପରିଚୟ। ଜିଲା ପ୍ରଶାସନ ଓ ହସ୍ତଶିଳ୍ପ ବିଭାଗର ସହାୟତା ସେମାନଙ୍କ ଜୀବନଧାରାକୁ ସମ୍ପୂର୍ଣ୍ଣ ବଦଳାଇଦେଇଛି। ଅଭାବ ଅନଟନରେ ଥିବା ଏହି...

ଆଜି ଅପରାହ୍ନ ୨ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ, ୧୦।୬(ଅଜିତ୍‌ କୁମାର ମହାନ୍ତି): ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଚତୁର୍ଦ୍ଦଶୀ ତିଥି ଅବସରରେ ମଙ୍ଗଳବାର ମହାପ୍ରଭୁଙ୍କ ସେନାପଟା ନୀତି ଅନୁଷ୍ଠିତ ହେବ। ସେନାପଟା ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ପ୍ରଦାନ କରିଥାଏ। ତେଣୁ ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପହଣ୍ଡି ପୂର୍ବରୁ ଦଇତାପତି...

ଓଏଏସ୍‌ ଅଧିକାରୀସ୍ତରରେ ବଡ଼ଧରଣର ବଦଳି: ଜାଣନ୍ତୁ କାହାକୁ ଦିଆଗଲା କେଉଁଠି ନିଯୁକ୍ତି

ଭୁବନେଶ୍ୱର,୧୦ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଦକ୍ଷିଣାଞ୍ଚଳ ଡିଭିଜନ-ବ୍ରହ୍ମପୁର ଆରଡିସି କାର୍ଯ୍ୟାଳୟର ଅତିରିକ୍ତ ଆୟୁକ୍ତ ବୀରସେନ ପ୍ରଧାନଙ୍କୁ ଆରଡିସିଙ୍କ ସଚିବ ଭାବେ ନିଯୁକ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri