Home Left

୬୫ ହଜାର ହେକ୍ଟର ଜମିରେ ଧାନଚାଷ କ୍ଷତି

ଭଦ୍ରକ ଅଫିସ, ୧୬।୧୨: ଭଦ୍ରକ ଜିଲାରେ ‘ଜଓ୍ବାଦ’ ପ୍ରଭାବରେ ବର୍ଷା ଯୋଗୁ ପ୍ରାୟ ୬୫ ହଜାର ହେକ୍ଟର ଜମିରେ ଧାନ ଚାଷ କ୍ଷତିଗ୍ରସ୍ତ ହୋଇଥିବା ଜିଲା କୃଷି ବିଭାଗ ପ୍ରାଥମିକ ଆକଳନ କରିଛି। ୭ ବ୍ଲକର ୧୯୬ ପଞ୍ଚାୟତ ଓ ୩…

ଆଜି ଧନୁ ସଂକ୍ରାନ୍ତି

ଭୁବନେଶ୍ୱର,୧୬।୧୨ (ବ୍ୟୁରୋ): ଆଜି ଧନୁ ସଂକ୍ରାନ୍ତି । ଏହି ଦିନରେ ଓଡ଼ିଆଙ୍କ ଘରେ ଧନୁ ମୁଆଁ ପୂଜା ହୁଏ । ବହୁ ପୁରାତନ କାଳରୁ ଏହି ପରମ୍ପରା ଚାଲି ଆସିଛି । ମୁଆଁର ସ୍ବାଦ ମଧ୍ୟ ବିଭିନ୍ନ ସହରରେ ଅଲଗା। ଆଧୁନିକତା…

ମୋଦି କଲେ ଏମିତି କାମ: ସୋସିଆଲ ମିଡିଆରେ ଛୁଟିଲା ପ୍ରଶଂସା ସୁଅ

ନୂଆଦିଲ୍ଲୀ,୧୬।୧୨: ଡିସେମ୍ବର ୧୩ ଏବଂ ୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ବାରାଣସୀ ଗସ୍ତ କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ତାଙ୍କ ସ୍ବପ୍ନର ପ୍ରକଳ୍ପ କାଶୀ ବିଶ୍ୱନାଥ କରିଡରର ଉଦଘାଟନ କରିଥିଲେ ଏବଂ ଗଙ୍ଗା ଆରତୀରେ ମଧ୍ୟ ଭାଗ…

ଦେଶୀ ପିସ୍ତଲ ଜବତ;୨ ଗିରଫ

କେସିଙ୍ଗା,୧୬।୧୨: କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁଇ ଜଣ ଆସାମୀ ବିନା ଲାଇସେନ୍ସର ଦେଶୀ ପିସ୍ତଲ ରଖି କ୍ରାଇମ ଯୋଜନା ପ୍ରସ୍ତୁତ କରୁଥିବାବେଳେ କେସିଙ୍ଗା ପୋଲିସ ଚଢ଼ାଉ କରିଛି। ଚଢ଼ାଉ କରି ଗୋଟିଏ ପିସ୍ତଲ ଜବତ କରିବା ସହ ଦୁଇ ଜଣକୁ…

‘ଚିଫ୍‌ ଅଫ୍‌ ଷ୍ଟାଫ୍‌ କମିଟି’ର ଅଧ୍ୟକ୍ଷ ହେଲେ ଏମ୍‌ଏମ୍‌ ନରଭାଣେ

ନୂଆଦିଲ୍ଲୀ,୧୬।୧୨: ସ୍ଥଳ ସେନା ମୁଖ୍ୟ ଜେନେରାଲ ଏମ୍‌ଏମ୍‌ ନରଭାଣେ ୩ ସେନା ବାହିନୀ ପାଇଁ ଗଠିତ କମିଟିର ଅଧ୍ୟକ୍ଷ ପଦର ଦାୟିତ୍ୱ ଗ୍ରହଣ କରିଛନ୍ତି। ଡିସେମ୍ବର ୮ରେ ଆଇଏଫ୍‌ ହେଲିକପ୍ଟର ଦୁର୍ଘଟଣାରେ ପ୍ରତିରକ୍ଷା କର୍ମଚାରୀଙ୍କ ମୁଖ୍ୟ ଜେନେରାଲ ବିପିନ ରାୱତଙ୍କ ମୃତ୍ୟୁ…

ଆଜିଠୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ ଅଫିସ୍‌, ୧୬।୧୨ : ଶ୍ରୀମନ୍ଦିରରେ ଆଜିଠୁ ପହିଲି ଭୋଗ ଆରମ୍ଭ ହୋଇଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ ହୋଇଛି । ଏହି ନୀତି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ ।…

ପ୍ରେମିକାଙ୍କ ସ୍ବାମୀଙ୍କୁ ଦେଖି ୫ ମହଲାରୁ ଡେଇଁଲେ ପ୍ରେମିକ: ଆଉ ତା’ପରେ

ଜୟପୁର,୧୬।୧୨: ରାଜସ୍ଥାନର ଜୟପୁରର ପ୍ରତାପନଗର ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଲିଭ୍‌-ଇନ ରିଲେସନଶିପରେ ରହୁଥିବା ଜଣେ ଯୁବକ ମହିଳାଙ୍କ ସ୍ବାାମୀଙ୍କୁ ଦେଖି ଆପାର୍ଟମେଣ୍ଟର ପଞ୍ଚମ ମହଲାରୁ ତଳକୁ ଡେଇଁ ମୃତ୍ୟୁବରଣ କରିଛନ୍ତି। ପୋଲିସର ସୂଚନାନୁସାରେ, ଉତ୍ତର…

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୦କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଦୀପିକା-ରଣଭୀରଙ୍କ ମଧ୍ୟରୁ କିଏ କାହାକୁ ବେଶୀ ଡରନ୍ତି

୨୦୨୧ରେ ବଲିଉଡ୍‌ର ସବୁଠୁ ପାୱାର୍‌ଫୁଲ୍‌ ଦମ୍ପତି ତାଲିକାର ସର୍ବାଗ୍ରେ ଅଛନ୍ତି ଅଭିନେତା ରଣଭୀର ସିଂ ଏବଂ ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ଦୀପିକା ପାଦୁକୋନ। ଏକ ସର୍ଭେରେ ଏହି ଯୋଡି ଇଣ୍ଡଷ୍ଟ୍ରିରେ ଶୀର୍ଷ ସ୍ଥାନ ହାସଲ କରିଛନ୍ତି। ଦୁହେଁ ସୋସିଆଲ ମିଡିଆରେ ମଧ୍ୟ…

ଝିଅଙ୍କ ବିବାହ ବୟସ ସୀମା ବଢାଇବା ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୬।୧୨: ମହିଳାମାନଙ୍କ ପାଇଁ ବିବାହର ସର୍ବନିମ୍ନ ବୟସ ୧୮ରୁ ୨୧କୁ ବୃଦ୍ଧି କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଛନ୍ତି। ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରି ହୋଇଯାଇଛି। ଏହି ପ୍ରସ୍ତାବ ସଂସଦର ଚଳିତ ଅଧିବେଶନରେ ଉପସ୍ଥାପିତ ହେବାର ସମ୍ଭାବନା ରହିଛି। ବିବାହର…

ବ୍ରିଟେନରେ କରୋନା ଭାଙ୍ଗିଲା ସବୁ ରେକର୍ଡ

ଲଣ୍ଡନ,୧୬।୧୨: ବ୍ରିଟେନରେ କରୋନା ପରିସ୍ଥିତି ଭୟଙ୍କର ହୋଇଛି। ଓମିକ୍ରନର ବିପଦ ମଧ୍ୟରେ ବ୍ରିଟେନରେ କରୋନା ସମସ୍ତ ପୂର୍ବ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୮,୬୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ଦୈନିକ ସର୍ବାଧିକ ରେକର୍ଡ ମାମଲା…

ବୋଲ୍ଡ ଶଟ୍‌ ପାଇଁ..

ନୁସରତ ଭରୁଚାଙ୍କ ଆଇଡିଆକୁ ମାନିବାକୁ ପଡ଼ିବ। ନିକଟରେ ସେ ଅଭିନୟ କରୁଥିବା ସିନେମା ‘ଛୋଟେ ଛୋଟେ ପେଗ୍‌’ ଟାଇଟଲ ବିଶିଷ୍ଟ ଏକ ସିନେମାର ଶୁଟିଂ ସେଟ୍‌କୁ ନିଜ ପରିବାରକୁ ନେଇ ଯାଇଥିଲେ। କିନ୍ତୁ ଶୁଟିଂ ଅଧାରେ ତାଙ୍କ ପରିବାରକୁ ଘରକୁ ଫେରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri