Home Left

ବଡ଼ବିଲରେ ଫାଙ୍କା ଗୁଳିଚାଳନା: ୨.୭ ଲକ୍ଷ ଟଙ୍କା ଲୁଟି ଦୁର୍ବୃତ୍ତ ଫେରାର

ବଡବିଲ,୧୮।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଠାକୁରାଣୀସ୍ଥିତ ଲୌହ ଖଣିର ମୁଖ୍ୟ ଫାଟକ ନିକଟରେ ଥିବା ଏକ ଖଣିଜ ପରିବହନକାରୀ ସଂସ୍ଥାର ଅସ୍ଥାୟୀ କାର୍ଯ୍ୟାଳୟରୁ ସୋମବାର ପୂର୍ବାହ୍ନରେ ଲୁଟ୍‌ ହୋଇଛି। ସୂଚନାନୁଯାୟୀ, ପୂର୍ବାହ୍ନରେ ଏକ କଳାରଙ୍ଗର ବାଇକ୍‌ରେ ୩ ଜଣ ଦୁର୍ବୃତ୍ତ…

ଏମ୍‌ପିଙ୍କୁ ଦାବିପତ୍ର ଦେଲେ ଗ୍ରାମବାସୀ

କୋକସରା,୧୮।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ନେଗୀଗୁଡାରୁ ବେହେରା ପର୍ଯ୍ୟନ୍ତ ରାସ୍ତାକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏନେଇ ଗ୍ରାମବାସୀ କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡାଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା…

ଏପ୍ରିଲ ୨୧ରେ ତାତିରୁ ମିଳିପାରେ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀରେ ଏପ୍ରିଲ ୨୧ରେ ହାଲୁକା ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ସମତଳ ଅଞ୍ଚଳରେ ଆଗାମୀ ବର୍ଷା ଏବଂ ବଜ୍ରପାତ ହେତୁ ୪ଡିଗ୍ରୀ ସେଲସିୟସ ହ୍ରାସ ହେବାର…

ଜନଜାତି କମିଶନଙ୍କ ହାଜର ନିର୍ଦ୍ଦେଶ ଉପରେ ରହିତାଦେଶ ଲଗାଇଲେ ହାଇକୋର୍ଟ

କଟକ ଅଫିସ,୧୮।୪(ବ୍ୟୁରୋ): କେନ୍ଦୁଝର ଜିଲାପାଳଙ୍କୁ ଜାତୀୟ ଜନଜାତି କମିଶନଙ୍କ ହାଜର ନିର୍ଦ୍ଦେଶ ଉପରେ ରହିତାଦେଶ ଲାଗିଛି । କମିଶନଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଜିଲାପାଳଙ୍କ ପ୍ରତିନିଧିଙ୍କ ଉପସ୍ଥିତିରେ କମିଶନ ମାମଲା ଆଗକୁ ନେଇ ପାରିବେ ବୋଲି…

ପଞ୍ଚଭୂତରେ ବିଲୀନ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ୱର,୧୮।୪(ବ୍ୟୁରୋ): ପଞ୍ଚଭୂତରେ ବିଲୀନ ହେଲେ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର। ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ମହାଦୀପ କର ମୁଖାଗ୍ନି ଦେଇଥିଲେ । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ତରଫରୁ ମନ୍ତ୍ରୀ ପ୍ରତାପ…

ଏପ୍ରିଲ ୨୧ରେ ରାଷ୍ଟ୍ରକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୮।୪: ଶିଖ୍‌ ଗୁରୁ ତେଗ ବାହାଦୂର ସାହିବଙ୍କ ୪୦୦ତମ ପ୍ରକାଶ ପର୍ବ ତଥା ଜନ୍ମ ବାର୍ଷିକୀ ଅବସରରେ ଏପ୍ରିଲ ୨୧ରେ ଲାଲ କିଲାରୁ ଦେଶକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନବମ ଶିଖ୍‌ ଗୁରୁ ଶ୍ରୀ ଗୁରୁ ତେଗ ବାହାଦୂର…

ମାସ୍କ ବାଧ୍ୟତାମୂଳକ କଲେ ଯୋଗୀ ସରକାର

ଲକ୍ଷ୍ନୌ,୧୮।୪: କିଛି ମାସ ହେଲା କରୋନା ସଂକ୍ରମଣ ତଳମୁହଁା ଥିବା ବେଳେ ୧୫ ଦିନ ହେଲା କେତେକ ରାଜ୍ୟରେ ସଂକ୍ରମଣ ପୁଣି ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ସରକାର ରାଜଧାନୀ ଲକ୍ଷ୍ନୌ ଏବଂ ଏନ୍‌ସିଆର୍‌ର ୬ଟି ଜିଲାର ସର୍ବସାଧାରଣ…

ସାମନ୍ଥାଙ୍କ ଶରୀରରେ ଅଛି ଏପରି ୩ ଚିହ୍ନ, ଛାଡ଼ପତ୍ର ପରେ ଟାଟୁକୁ ନେଇ କରୁଛନ୍ତି କି ଅନୁତାପ…

ସାଉଥ୍‌ ସୁନ୍ଦରୀ ସାମନ୍ଥା ରୁଥ୍‌ ପ୍ରଭୁ ସୋସିଆଲ ମିଡିଆରେ ବେଶ ସକ୍ରିୟ। ସେ ତାଙ୍କ ଫ୍ୟାନ୍ସଙ୍କ ଫାଇଁ କିଛି ବି କରି ପାରନ୍ତି। ସେ ଇନଷ୍ଟାଗ୍ରାମରେ ଆସ୍କ ମି ଏନିଥିଙ୍ଗ ସେକ୍ସନ କରିଥିଲେ। ଯେଉଁଥିରେ ପ୍ରଂଶସକ ତାଙ୍କୁ ଅନେକ ପ୍ରଶ୍ନ ପଚାରିବା…

ନିରାଶ ହୋଇପଡିଲେଣି ୟୁକ୍ରେନ ରାଷ୍ଟ୍ରପତି

କ୍ୱିଭ,୧୮।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ନେଉନାହିଁ। ରୁଷିଆ ଆକ୍ରମଣରେ ହଜାର ହଜାର ସାଧାରଣ ଲୋକ ପ୍ରାଣ ହରାଇଛନ୍ତି। ୟୁକ୍ରେନ ରାଷ୍ଟ୍ରପତି ଭୋଲରଦିମିର ଜେଲେନସ୍କି ଆକ୍ରମଣମାରୀ ରୁଷିଆ ବିରୋଧରେ ବାରମ୍ବାର ସାହାଯ୍ୟ ସହାୟତା ପାଇଁ ବିଶ୍ୱ ସମୁଦାୟକୁ…

ବିବାହ ପରେ କାମକୁ ଫେରିଲେ ରଣବୀର

ବିବାହ ପରେ ପୁଣି ଥରେ କାମକୁ ଫେରିଛନ୍ତି ଅଭିନେତା ରଣବୀର କପୁର। ନିକଟରେ ତାଙ୍କୁ ଟି-ସିରିଜ ଅଫିସ୍‌ ବାହାରେ ଦେଖିବାକୁ ମିଳିଥିଲା। ସେ ଏକ ଧଳା ରଙ୍ଗର ଟି-ସାର୍ଟ ଏବଂ ବେଜି ରଙ୍ଗର ପ୍ୟାଣ୍ଟରେ ନଜର ଆସିଥିଲେ। ଏପ୍ରିଲ ୧୪ରେ ରଣବୀର…

ଦ୍ୱିତୀୟ ବିବାହ କରିବେ ନାଗା ଚୈତନ୍ୟ!

ସାଉଥ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଯୋଡି ଭାବେ ଜଣାଶୁଣା ଥିଲେ ନାଗା ଚୈତନ୍ୟ ଏବଂ ସାମନ୍ଥା ରୁଥ୍‌ ପ୍ରଭୁ। ଉଭୟଙ୍କୁ ପ୍ରଶଂସକମାନେ ମଧ୍ୟ ଭଲ ପାଉଥିଲେ। କିନ୍ତୁ ବିବାହର ୪ ବର୍ଷ ପରେ ଦୁହେଁ ନିକଟରେ ଛାଡପତ୍ର ଘୋଷଣା କରିଥିଲେ। ଦମ୍ପତି…

ମାଛ ପ୍ରୋସେସିଂ ୟୁନିଟ୍‌ରେ ଅଘଟଣ: ଚାଲିଗଲା ୫ କର୍ମଚାରୀଙ୍କ ଜୀବନ

ମାଙ୍ଗାଲୋର,୧୮।୪: କର୍ନାଟକର ଏକ ମାଛ ପ୍ରୋସେସିଂ ୟୁନିଟ୍‌ରେ ଅଘଟଣ ଘଟିଛି। ଅଣନିଃଶ୍ୱାସୀ ହୋଇ ୫ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ସମସ୍ତେ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ସେମାନଙ୍କ ବୟସ ୨୦ରୁ ୨୨ ବର୍ଷ ମଧ୍ୟରେ ହେବ। ମାଙ୍ଗାଲୋର ପୋଲିସ କମିଶନର ଏନ୍‌.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?