Home Left

‘କେଜିଏଫ୍‌ -୨’କୁ ନେଇ ଏମିତି କହିଲେ ନିର୍ମାତା

ଫିଲ୍ମ ‘କେଜିଏଫ୍‌ -୨’ ବକ୍ସ ଅଫିସରେ ହିଟ୍‌ ହୋଇଥିବା ବେଳେ ଏହାକୁ ନେଇ ନିର୍ମାତା ରାମ ଗୋପାଳ ବର୍ମା ଅନେକ ଟୁଇଟ୍‌ କରିଛନ୍ତି। ସେ ଫିଲ୍ମକୁ ପ୍ରଶଂସା କରିବା ସହ ଏହା ବଲିଉଡ ପାଇଁ କେବଳ ଗ୍ୟାଙ୍ଗଷ୍ଟର ଫିଲ୍ମ ନୁହେଁ ବରଂ…

ଉତ୍ତର ପ୍ରଦେଶରେ ମାସ୍କ ପିନ୍ଧିବା ହେଲା ବାଧ୍ୟତାମୂଳକ

ଲକ୍ଷ୍ନୌ,୧୮ ।୪: ଦେଶରେ କରୋନା ମହାମାରୀର ଚତୁର୍ଥ ଲହର ଆରମ୍ଭ ହୋଇଯାଇଛି ବୋଲି ଅନୁମାନ କରାଯାଉଛି । କିଛିଦିନ ହେବ କରୋନା ସଂକ୍ରମଣ କମ୍ ହୋଇଥିବା ବେଳେ ଏବେ ପୁଣିଥରେ ସଂକ୍ରମଣ ବଢିବାରେ ଲାଗିଛି । ରାଜଧାନୀ ଦିଲ୍ଲୀ ସମେତ ଉତ୍ତର…

ନିଷ୍ପତ୍ତି ବଦଳାଇଲେ ସରକାର

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସେଲ୍ଫ ଫାଇନାନ୍ସିଂ କୋର୍ସ ନେଇ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର। ତେବେ ନିଷ୍ପତ୍ତି ପରିବର୍ତ୍ତନ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କ ଚିଠି। ପୂର୍ବଭଳି କଲେଜ ଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବ। ସେଲ୍ଫ ଫାଇନାନ୍ସିଂ କୋର୍ସ ପାଇଁ…

‘ହୁନରବାଜ’ ବିଜେତା ଆକାଶଙ୍କ ସଂଘର୍ଷର କାହାଣୀ:ଘରେ ନାହିଁ ଟିଭି…

ଯଦି କିଛି କରିବାକୁ ସଂକଳ୍ପ ଏବଂ ଉତ୍ସାହ ଅଛି, ତେବେ ନିଶ୍ଚିତ ଭାବରେ ସଫଳତା ମିଳିବ। ଏହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କଲର୍ସ ଚ୍ୟାନେଲର ରିଆଲିଟି ଶୋ’ ‘ହୁନରବାଜ: ଦେଶ୍‌ କି ଶାନ୍‌’ର ବିଜେତା ଆକାଶ ସିଂ। ସେ ବିହାରର ଭାଗଲପୁରର…

କମିଶନଙ୍କଠାରେ ହାଜର ହେବେ କେନ୍ଦୁଝର ଜିଲାପାଳ

କେନ୍ଦୁଝର,୧୮।୪(ସ୍ବ.ପ୍ର.), ୧୮।୪: ଜାତୀୟ ଜନଜାତି କମିଶନଙ୍କଠାରେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେ ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ହାଜର ହେବେ। ତେବେ ଜିଲାପାଳଙ୍କୁ ହାଜର କରାଇବାକୁ ପୋଲିସ ଡିଜି ଆଇଜି ଅମିତେନ୍ଦ୍ର ନାଥ ସିହ୍ନାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, କେନ୍ଦୁଝର ଆଦିବାସୀ ସଂଗଠନ…

ପ୍ରେଗ୍ନେସିକୁ ନେଇ ବଡ ରାଜ ଖୋଲିଲେ ସୋନମ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସୋନମ କପୁର ଏବେ ମା’ ହେବାର ଅନୁଭୁତିକୁ ତାଙ୍କ ପ୍ରଶଂସକଙ୍କ ସହ ଶେୟାର କରୁଛନ୍ତି । ଅଭିନେତ୍ରୀ ଖୁବଶୀଘ୍ର ଆନନ୍ଦ ଆହୁଜାଙ୍କ ପିଲାର ମା’ ହେବାକୁ ଯାଉଛନ୍ତି । ବିବାହାର ୪ ବର୍ଷ ପରେ ସୋନମ ଗର୍ଭବତୀ…

୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ କିଛି ଜିଲାରେ ଝଡବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। କୋରାପୁଟ, ରାୟଗଡା, ଗଜପତି, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଜାହାଙ୍ଗୀରପୁରୀରେ ପୁଣି ଉତ୍ତେଜନା: ପୋଲିସ ଟିମ୍‌ ଉପରେ ପଥରମାଡ

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀର ଜାହାଙ୍ଗୀରପୁରୀରେ ପୁଣି ଅଶାନ୍ତ ପରିବେଶ ଦେଖିବାକୁ ମିଳିଛି। ସୋମବାର ପୋଲିସ ଟିମ ଜାହାଙ୍ଗୀରପୁରୀରେ ପହଞ୍ଚି ଗୁଳି ଚଳାଇଥିବା ବ୍ୟକ୍ତି ସୋନୁ ଚିକନାଙ୍କ ସ୍ତ୍ରୀଙ୍କୁ ପଚରାଉଚରା କରିବା ପାଇଁ ଯାଇଥିଲେ। କିନ୍ତୁ ପୋଲିସ ଟିମ୍‌ ଉପରେକୁ ପଥର ମାଡ କରାଯାଇଥିଲା।…

ମୋଦିଙ୍କ ଗସ୍ତ ପୂର୍ବରୁ ଗୁଜରାଟରେ ହିଂସାକାଣ୍ଡ: ୧୫ ଗିରଫ

ଅହମଦାବାଦ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ ରବିବାର ରାତିରେ ଗୁଜରାଟର ବଡୋଦରାରେ ହିଂସାକାଣ୍ଡ ଘଟିଛି। ରାୱପୁରା ଟାୱାର ଅଞ୍ଚଳରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଏପରି କି ୨ ଗୋଷ୍ଠୀ ପରସ୍ପର ଉପରକୁ ପଥର ମାଡ଼ କରିଥିଲେ। ଏଥିରେ ୫…

ପାଣିରେ ବୁଡ଼ି ଚାଲିଗଲା ଇସ୍ରୋ ବୈଜ୍ଞାନିକଙ୍କ ଜୀବନ

ବରଗଡ଼ ଅଫିସ,୧୮ା୪: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଝାରପାଲି ଗ୍ରାମରେ ଜନ୍ମଗ୍ରହଣ କରିଥିବା ଇସ୍ରୋ(ଭାରତୀୟ ଅନ୍ତରୀକ୍ଷ ବିଜ୍ଞାନ ଓ ପ୍ରାଦୌଗିକ ସଂସ୍ଥାନ)ରେ କାର୍ଯ୍ୟରତ ବୈଜ୍ଞାନିକ ନିହାର ରଞ୍ଜନ ପ୍ରଧାନ(୨୭)ଙ୍କ ସୋମବାର ମୃତ୍ୟୁ ହୋଇଛି। ଗ୍ରାମର ଏକ ଜଳାଶୟରେ ଗାଧୋଉ ଥିବାବେଳେ…

୪ର୍ଥ ଲହର ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଦିଲ୍ଲୀ ଭଳି କିଛି ରାଜ୍ୟରେ ସଂକ୍ରମଣ ବଢ଼ିବା ପରେ ରାଜ୍ୟ ସରକାର ପୁଣି ସଜାଗ ହୋଇଛନ୍ତି। ଯଦିଓ ଆମ ରାଜ୍ୟରେ ସଂକ୍ରମଣ ହାର କମ୍‌ ରହିଛି ତଥାପି ଆଗାମୀ ୪ର୍ଥ ଲହର ପାଇଁ ସତର୍କ ରହିବାକୁ ସମସ୍ତ ଜିଲାର ଜିଲାପାଳମାନଙ୍କୁ…

ଅଳ୍ପ ବୟସରେ ହୃଦ୍‌ରୋଗ

ସୈନ୍ୟ ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୧୭ ବର୍ଷର କିଶୋରଠାରେ ବାଇପାସ୍‌ ସର୍ଜରି ହୋଇସାରିଲାଣି। ତା’ର ରକ୍ତ-କୋଲେଷ୍ଟରଲ୍‌ର ମାତ୍ରା ଅନୁମୋଦିତ ସ୍ତରରେ ରହିଥିଲା, ତଥାପି ତା’ର ଧମନୀରେ ପ୍ରକାଶ ପାଇସାରିଥିଲା ଆଥେରୋସ୍କେରୋସିସ୍‌। ବୟସ ମାତ୍ର ୨୨ ବର୍ଷ। ତା’ଠାରେ ହଠାତ୍‌ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?