Home Left

ଚୋରି କରିବାକୁ ଆସି ନାଚିଲେ ଚୋର

ଲକ୍ଷ୍ନୌ,୧୮।୪: ଦୋକାନ ଭିତରକୁ ଚୋରି କରିବାକୁ ଆସି ନାଚିଲେ ଚୋର। ଚୋରିର ଏପରି ଏକ ଘଟଣା ଉତ୍ତରପ୍ରଦେଶର ଚାନ୍ଦୁଲିରେ ଥିବା ସିସିଟିଭି କ୍ୟାମେରାରେ କଏଦ ହୋଇଛି। ଏହି ପ୍ରସଙ୍ଗରେ ପୋଲିସ ଏକ ମାମଲା ରୁଜୁ କରିଛି ଏବଂ ଏହି ଅନନ୍ୟ ଚୋରର…

ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ

ଜମନକିରା,୧୮ା୪(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି। ଜମନକିରା ପଞ୍ଚାୟତ ମହକୁମା ଚାହାବଗାନ ପଡ଼ାର ଦୁଃଖ ମିଞ୍ଜ ଓରଫ ଦୁଃଖ ଓରାମଙ୍କ (୪୦) ଠାରୁ ଜମି ଭାଗବଣ୍ଟା ପାଇଁ ରଙ୍ଗପ୍ରଲେପ ଦିଆ ୯ ହଜାର ଟଙ୍କା…

ଦିଲ୍ଲୀ-ଏନ୍‌ସିଆର୍‌ରେ ବଢୁଛି ସଂକ୍ରମଣ

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଗତ ୧୫ ଦିନରେ କୋଭିଡ୍‌ ସଂକ୍ରମଣ ୫୦୦ ପ୍ରତିଶତ ବୃଦ୍ଧି ପାଇଥିବା ଏକ ସର୍ଭେରୁ ଜଣାପଡ଼ିଛି। ଲୋକାଲ ସର୍କଲ୍ସ ପକ୍ଷରୁ କରାଯାଇଥିବା ଏହି ସର୍ଭେରେ ଦିଲ୍ଲୀ-ଏନ୍‌ସିଆର୍‌ ଅଞ୍ଚଳର ୧୯ ପ୍ରତିଶତ ବାସିନ୍ଦା ଭାଗ ନେଇଥିଲେ।…

‘ଜାହାଜ ବୁଡ଼ିଯିବାର ଭୟକରି ଡେଇଁପଡ଼ିଥିଲେ ରାହୁଲ’

ଥିରୁଭାନନ୍ତପୁରମ,୧୮।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅସ୍ଥିର। ତେଣୁ ତାଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରାଯାଇପାରିବ ନାହିଁ ବୋଲି ରାଜ୍ୟ ସଭାର ପୂର୍ବତନ ଉପାଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ପି.ଜେ. କୁରିଏନ୍‌ କହିଛନ୍ତି। ୮୧ ବର୍ଷୀୟ କୁରିଏନ୍‌ କହିଛନ୍ତି, ଜାହାଜ…

ଥାନାରେ ଅଭିଯୁକ୍ତଙ୍କ ମୃତ୍ୟୁ: ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଲେ ସ୍ତ୍ରୀ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ସ୍ଥାନୀୟ ବଡ଼ଗଡ଼ ଥାନାରେ ହାଜତ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ଜଣେ ମହିଳା। ମୃତକ ହେଲେ କପିଳପ୍ରସାଦ ଅଞ୍ଚଳର ଦେବେନ୍ଦ୍ର ଚୌଧୁରୀ। ରବିବାର ରାତିରେ ସେ ରସୁଲଗଡ଼ରୁ ଘରକୁ ଫେରୁଥିବା ବେଳେ ପୋଲିସ ତାଙ୍କୁ ଉଠାଇ ନେଇଥିବା ଦେବେନ୍ଦ୍ରଙ୍କ ସ୍ତ୍ରୀ…

ଗୋଟିଏ ଫିଲ୍ମ ୨୯୨ଥର ଦେଖି ଗିନିଜ୍‌ ୱାର୍ଲଡ ରେକର୍ଡରେ ସ୍ଥାନ ପାଇଲେ ଏହି ବ୍ୟକ୍ତି

ଜଣେ ବ୍ୟକ୍ତି ଗୋଟିଏ ଫିଲ୍ମକୁ କେତେଥର ଦେଖିପାରିବେ? ଥରେ, ଦୁଇଥର କିମ୍ବା ୧୦ଥର କିନ୍ତୁ ଜଣେ ବ୍ୟକ୍ତି ତିନି ମାସ ମଧ୍ୟରେ ଗୋଟିଏ ଫିଲ୍ମକୁ ୨୯୨ ଥର ଦେଖି ଗିନିଜ ୱାଲର୍‌ଡ ରେକର୍ଡରେ ସ୍ଥାନ ପାଇଛନ୍ତି। ଆମେରିକାର ଫ୍ଲୋରିଡାଠାରେ ରହୁଥିବା ରାମିରୋ…

ଆଇପିଏଲରେ ପୁଣି କରୋନା ଭୟ: କ୍ୱାରାଣ୍ଟାଇନ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳ

ମୁମ୍ବାଇ,୧୮।୪:ଆଇପିଏଲ୍‌ର ୧୫ତମ ସିଜିନ୍‌ରେ ମଧ୍ୟ କରୋନା ଏଣ୍ଟ୍ରି କରିଛି। ନିକଟରେ ଦିଲ୍ଲୀ କ୍ୟାପିଟାଲ୍ସ ଫିଜିଓ ପ୍ୟାଟ୍ରିକ ଫରହାର୍ଟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ତାଙ୍କ ପରେ ଏବେ ଆଉ ଜଣେ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। ଏହି କାରଣରୁ ଏବେ ପୂରା…

ପୃଥିବୀର ସୁରକ୍ଷା

ଅନନ୍ତ ଅନ୍ତରୀକ୍ଷରେ ଆମର ପୃଥିବୀ ଏକମାତ୍ର ଗ୍ରହ ଯେଉଁଠି ଜୀବନ ସମ୍ଭବ ହୋଇଛି। ପୃଥିବୀରେ ଜୀବନ ବଞ୍ଚତ୍ବା ପାଇଁ କିଛି ଅନୁକୂଳ ପରିବେଶ ରହିଛି ଯାହା ଅନ୍ୟ କୌଣସି ଗ୍ରହରେ ନାହିଁ। ପ୍ରଥମତଃ ପୃଥିବୀର ତାପମାତ୍ରା ପରିସରରେ ଜୀବନ ନିମନ୍ତେ ମୁଖ୍ୟ…

ଦେଶବାସୀଙ୍କୁ ଚିଠି ଲେଖିଲେ ନଡା

ନୂଆଦିଲ୍ଲୀ,୧୮।୪: ରାଜସ୍ଥାନର କରୌଲି ହିଂସା ତଥା ଦେଶର ବିଭିନ୍ନ ସ୍ଥାନରେ ସାମ୍ପ୍ରଦାୟିକ ଘଟଣା ମଧ୍ୟରେ ଭାଜପା ସଭାପତି ଜେପି ନଡା ଦେଶବାସୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ସିଧାସଳଖ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି,ଆଜି ଦେଶରେ ଦୁଇ…

ଆଶିଷ ମିଶ୍ରାଙ୍କୁ ବଡ଼ ଝଟ୍‌କା

ଲକ୍ଷ୍ନୌ,୧୮।୪: ୟୁପିର ପ୍ରସିଦ୍ଧ ଲଖିମ୍‌ପୁର ଖେରୀ ମାମଲାରେ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷଙ୍କୁ ଦିଆଯାଇଥିବା ଜାମିନକୁ ଆଜି ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଆହ୍ଲାବାଦ ହାଇକୋର୍ଟ ଦେଇଥିବା ଜାମିନକୁ ଖାରଜ କରିବା ସହ ସର୍ବୋଚ୍ଚ ଅଦାଲତ ଆଶିଷ ମିଶ୍ରଙ୍କୁ ଏକ…

ରକ୍ତରେ ପ୍ରେମ ଚିଠି ଲେଖିଥିଲେ ଅମିର

ବଲିଉଡ ଅଭିନେତା ଅମିର ଖାନ ମିଷ୍ଟର ପର୍‌ଫେକ୍ଟନିଷ୍ଟ ଭାବେ ଜଣାଶୁଣା। ସେ ଭାରତୀୟ ସିନେମାକୁ ଅନେକ ହିଟ ଫିଲ୍ମ ଦେଇଛନ୍ତି। ଫିଲ୍ମ ଅପେକ୍ଷା ସେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ଅମିର ଦୁଇଟି ବିବାହ କରିଥିଲେ। ତାଙ୍କର…

ପିତାଙ୍କ ଭୁଲ୍‌ ଯୋଗୁ ରୋହନରୁ ହୋଇଗଲେ କେ.ଏଲ୍‌ ରାହୁଲ

ଭାରତୀୟ କ୍ରିକେଟର୍‌ କେଏଲ୍‌ ରାହୁଲ ଆଜି ୩୦ ବର୍ଷରେ ପଦାର୍ପଣ କରିଛନ୍ତି। ଆଇପିଏଲ୍‌ରେ ୨୦୨୨ରେ ତାଙ୍କ ଅଧିନାୟିକତ୍ୱରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଚମତ୍କାର ପ୍ରଦର୍ଶନ କରୁଛି। ଖୁବ୍‌ କମ୍‌ ଦିନରେ ରାହୁଲ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। କିନ୍ତୁ ଖୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?