ଜୀବନ୍ତ ଜଳିଗଲେ ୫ ହଜାର କୁକୁଡା
ଉଦୟପୁର,୧୫।୧୨: ରାଜସ୍ଥାନର ଉଦୟପୁରରେ ମଙ୍ଗଳବାର ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ବିଳମ୍ବିତ ରାତିରେ ଏଠାରେ ଏକ କୁକୁଡ଼ା ଫାର୍ମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିଲା। ଏହି କାରଣରୁ କୁକୁଡ଼ା ଫାର୍ମରେ ରଖାଯାଇଥିବା ୫୦୦୦ କୁକୁଡ଼ା ଜୀବନ୍ତ ଜଳିଯାଇଛନ୍ତି। ଏହି ଦୁଃଖଦ ଘଟଣା…
ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ କେନ୍ଦୁଝରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…
ଡବ୍ଲ୍ୟୁଏଚ୍ଓର ଚେତାବନୀ: ଡେଲ୍ଟାଠାରୁ ଦ୍ରୁତ ଗତିରେ ବ୍ୟାପୁଛି ଓମିକ୍ରନ
ଜେନେଭା,୧୫।୧୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) କରୋନାର ନୂଆ ଭାରିଆଣ୍ଟକୁ ନେଇ ପୁଣି ଚେତାବନୀ ଦେଇଛି। ଡବ୍ଲ୍ୟୁଏଚ୍ଓ ମୁଖ୍ୟ ଟେଡ୍ରୋସ ଏ ଗେବ୍ରେୟେସସ କହିଛନ୍ତି ଯେ, ଓମିକ୍ରନ ଭାରିଆଣ୍ଟ ଦ୍ରୁତ ଗତିରେ ବ୍ୟାପୁଛି। ଏହି ଭାରିଆଣ୍ଟ ୭୭ଟି ଦେଶରେ ଆସିଛି। ପୂର୍ବ…
୧୨୭ ପାନୀୟ ଜଳ ପ୍ରକଳ୍ପ ପାଇଁ ୬୪୩ କୋଟି ଖର୍ଚ୍ଚ ବରାଦ
ଜଗତ୍ସିଂହପୁର ଅଫିସ, ୧୫।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଜଗତ୍ସିଂହପୁର ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ)ରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ ଅବସରରେ ୭୯୪ କୋଟି ଟଙ୍କାରେ ୩୬୨ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍ଘାଟନ କରିଛନ୍ତି।…
ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ ଖେଳାଯିବ
ନୂଆଦିଲ୍ଲୀ,୧୫।୧୨: ପୁଣି ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ଏଥର ପୁରୁଷ ନୁହେଁ,ମହିଳା କ୍ରିକେଟ ଦଳ ସାମ୍ନାସାମ୍ନି ହେବେ। ଆସନ୍ତା ବର୍ଷ ମାର୍ଚ୍ଚ ୬ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଆଇସିସି ମହିଳା କ୍ରିକେଟ ବିଶ୍ୱକପ ୨୦୨୨ ମ୍ୟାଚ…
ପଲିଥିନ ତଳେ ବିତୁଛି ଦିବ୍ୟାଙ୍ଗ ମହିଳାଙ୍କ ଜୀବନ
ମହାକାଳପଡ଼ା,୧୫ା୧୨ (ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବଙ୍କୁ ଆବାସ ଯୋଜନାରେ ଗୃହ ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି। ହେଲେ ଜଣେ ଦିବ୍ୟାଙ୍ଗ ମହିଳା ଛିଣ୍ଡା ପଲିଥିନ ତଳେ ଜୀବନ ବିତାଉଥିବାର କରୁଣ ଚିତ୍ର ଦେଖିବାକୁ…
ପୁନର୍ଗଠନ ହେଉନି ବିଦ୍ୟାଳୟ ପରିଚାଳନା କମିଟି
ରସୁଲପୁର,୧୫ା୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ୧୯୪ ବିଦ୍ୟାଳୟରେ ପରିଚାଳନା କମିଟି ପୁନର୍ଗଠନ ହେଉନାହିଁ। ସେଥିରେ ୯୮ ପ୍ରାଥମିକ ବିଦ୍ୟାଳୟ, ୬୬ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ୧୭ ବ୍ଲକ୍ଗ୍ରାଣ୍ଟ, ୮ଟି ଏଡେଡ୍ ବିଦ୍ୟାଳୟ ଓ ୫ଟି ମଦରସା ରହିଛି। ଏ ସମସ୍ତ…
କାମରେ ଲାଗୁନି ପାନୀୟ ଜଳ ଯୋଗାଣ ପ୍ରକଳ୍ପ
ଚଣ୍ଡିଖୋଲ,୧୫ା୧୨(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ବାଲିପଡ଼ିଆ ପଞ୍ଚାୟତରେ ନିର୍ମିତ ପାନୀୟ ଜଳ ଯୋଗାଣ ପ୍ରକଳ୍ପଟି କାମରେ ଲାଗୁନି। ୨୦୧୮-୧୯ରେ ୧ କୋଟି ୩୦ ଲକ୍ଷ ଟଙ୍କା ବ୍ୟୟ କରାଯାଇ ଉକ୍ତ ପ୍ରକଳ୍ପ ନିର୍ମାଣ କରାଯାଇଥିଲା। ହେଲେ ପ୍ରକଳ୍ପଟି ତା’ର ମୂଳଲକ୍ଷ୍ୟରୁ ଦୂରେଇ…
ବିଚାର ବିଭାଗୀୟ ତଦନ୍ତ ଦାବିକଲା କଂଗ୍ରେସ
ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ନିକଟରେ ଛାତ୍ର କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ ଉଦ୍ୟମ କରାଯାଇଥିଲା। ଏହି ସମୟରେ ପୋଲିସ ଏବଂ ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସ ପକ୍ଷରୁ ଲାଠିଚାର୍ଜ ମଧ୍ୟ କରାଯାଇଥିଲା। ଛାତ୍ର କଂଗ୍ରେସ କର୍ମୀ…
ପାଓ୍ବାର, ଅବ୍ଦୁଲ୍ଲାଙ୍କ ସହ ସୋନିଆଙ୍କ ମନ୍ତ୍ରଣା
ନୂଆଦିଲ୍ଲୀ,୧୫।୧୨: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଙ୍ଗଳବାର କେତେଜଣ ବରିଷ୍ଠ ବିରୋଧୀ ନେତାଙ୍କୁ ଭେଟି ପାର୍ଲାମେଣ୍ଟର ଶୀତ ଅଧିବେଶନ ଲାଗି ମିଳିତ ରଣନୀତି ବାହାର କରିବା ଉପରେ ଆଲୋଚନା କରିଛନ୍ତି। ସୋନିଆଙ୍କୁ ୧୦ ଜନପଥ ବାସଭବନରେ ସାକ୍ଷାତ୍ କରିଥିବା ନେତାମାନେ ହେଲେ…
ହାତୀ ସୁରକ୍ଷା ପାଇଁ ବିଦ୍ୟୁତ୍ କାଟ
ସମ୍ବଲପୁର,୧୫।୧୨(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମ ଉପକଣ୍ଠ ଅଞ୍ଚଳରେ କିଛିଦିନ ହେବ ହାତୀ ଚଳାଚଳ ବୃଦ୍ଧି ପାଇଛି। ହାତୀଙ୍କ ସୁରକ୍ଷା ପାଇଁ ବନ ବିଭାଗର ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଦ୍ୟୁତ୍ କାଟ କରାଯିବ ବୋଲି ଟାଟା ପାୱାର ପକ୍ଷରୁ ସୂଚନା ଦିଅଯାଇଛି। ସୂଚନା…
ସିବିଆଇଠାରୁ ସମ୍ମତି ପ୍ରତ୍ୟାହାର କରିଥିବା ରାଜ୍ୟ ପୁନର୍ବିଚାର କରନ୍ତୁ: ଜିତେନ୍ଦ୍ର ସିଂ
ନୂଆଦିଲ୍ଲୀ,୧୫।୧୨: କୌଣସି ରାଜ୍ୟରେ ତଦନ୍ତ କରିବାକୁ ହେଲେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ସମ୍ପୃକ୍ତ ରାଜ୍ୟ ସରକାରଙ୍କ ଅନୁମତି ନେବାକୁ ପଡ଼ିଥାଏ। ଏହାକୁ ଜେନେରାଲ କନ୍ସେଣ୍ଟ ବା ସାଧାରଣ ସମ୍ମତି କୁହାଯାଏ। କେନ୍ଦ୍ର ସରକାର ବିରୋଧୀ ନେତାମାନଙ୍କୁ ଟାର୍ଗେଟ କରିବା ପାଇଁ…
Archives


