Home Left

ଚାଷୀ ଧାରଣାକୁ ବଢୁଛି ସମର୍ଥନ: ପ୍ରବଳ ଶୀତରେ ଧାରଣାରେ…

ବରଗଡ଼,୧୩।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ଅମଳ ଜୋର୍‌ ଧରିଲାଣି। ଜିଲାର ସବୁ ଅଞ୍ଚଳରେ ଚାଷୀମାନେ ନିଜ କଷ୍ଟୋପାର୍ଜିତ ଧାନ ଅମଳ କରୁଛନ୍ତି। କିନ୍ତୁ ଏପର୍ଯ୍ୟନ୍ତ ଜିଲାରେ ମଣ୍ଡି ଖୋଲିବା ତ ଦୂରର କଥା, ଜିଲାର ପ୍ରାୟ ୫ହଜାର ଚାଷୀ ଧାନ…

ନୂଆ କଳାକାରଙ୍କୁ ଏଥର ସୁଯୋଗ: ଚୟନ ପୂର୍ବରୁ ୨ ଆଶାୟୀ କଂସ ନିରାଶ

ବରଗଡ଼,୧୩ା୧୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୪ରୁ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ତାରିଖ ଯାଏ ଏହା ଚାଲିବ। ଏଥର ଧନୁଯାତ୍ରା କଳାକାର ଚୟନ ହେଉଛି। ଏହି କ୍ରମରେ ଆସନ୍ତା ୧୭ ତାରିଖ ବରଗଡ଼…

ଭୁବନେଶ୍ୱର ୟୁନିଟ ୪ ଅଞ୍ଚଳରେ ସେକ୍ସ ରାକେଟ୍ ଠାବ, ନାବାଳିକା ଉଦ୍ଧାର

ଭୁବନେଶ୍ୱର,୧୩।୧୧: ରାଜଧାନୀ ଭୁବନେଶ୍ୱରର ୟୁନିଟ୍-୪ ଅଞ୍ଚଳରେ ଦେହ ବ୍ୟବସାୟରେ ଫସାଇବାକୁ ଉଦ୍ୟମ କରାଯାଉଥିବା ଜଣେ ନାବାଳିକାଙ୍କୁ ବୁଧବାର ଖାରବେଳ ନଗର ପୋଲିସ ଏକ ହୋଟେଲରୁ ଉଦ୍ଧାର କରିଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ସୂଚନା…

ବିବାହର ‘ଏକ୍ସପାଏରୀ ଓ ନବୀକରଣ ତାରିଖ’ ରହିବା ଦରକାର: କାଜୋଲ୍‌

ମୁମ୍ବାଇ: ‘ଟୁ ମଚ୍ ୱିଥ୍ କାଜୋଲ୍ ଆଣ୍ଡ୍ ଟ୍ୱିଙ୍କଲ୍’ ଶୋ’ର ଫାଇନାଲ୍ ଏପିସୋଡ୍ ମୁକ୍ତିଲାଭ ପୂର୍ବରୁ ଆଲୋଚନା ସୃଷ୍ଟି କରିଛି। ଏହି ଫାଇନାଲ୍ ଏପିସୋଡ୍‌ରେ ଅତିଥି ଭାବରେ ଭିକି କୌଶଲ୍ ଓ କ୍ରିତି ସାନନ୍ ଯୋଗ ଦେଇଛନ୍ତି। ଏହି ଶୋ’ର ଏକ…

ଫେସ୍‌ବୁକ୍‌ରେ ରାୟଗଡ଼ା ଜିଲାପାଳଙ୍କ ନାଁରେ ନକଲି ଆକାଉଣ୍ଟ,ପୋଲିସକୁ ସୂଚନା ଦେଲେ…

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ସାଇବର ଅପରାଧୀମାନେ ରାୟଗଡ଼ା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନାଁରେ ଏକ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଜିଲାର ଜନସାଧାରଣଙ୍କୁ ଭୁଆଁ ବୁଲାଉଛନ୍ତି। ରାୟଗଡ଼ା ସହରର ଜଣେ ଯୁବକ ଅଂଶୁମାନ ପଟ୍ଟନାୟକ ଏ ନେଇ ସୂଚନା ଦେଇଛନ୍ତି। ଅଂଶୁମାନଙ୍କ…

ଖାଇବା ଦେବାରେ ବିଳମ୍ବ ହେଲା ବୋଲି ବାପାଙ୍କ ବେକରେ ଛିଡ଼ା ହୋଇ ପଡ଼ିଲେ ପୁଅ, ଚାଲିଗଲା ଜୀବନ

କେନ୍ଦୁଝର,୧୨।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ଠାକୁରପାଟଣା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଖାଇବାକୁ ନେଇ ଏକମାତ୍ର ପୁଅ ମାଡରେ ବାପାଙ୍କ ମୃତ୍ୟୁ ଘଟିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମୃତ ବାପାଙ୍କ ନାମ…

ନିର୍ମାଣ କାର୍ଯ୍ୟରେ ତ୍ରୁଟି, ଦୁର୍ଘଟଣା ସ୍ପଟ୍‌ ପାଲଟିଛି ପୋଲ

ଖଜୁରୀପଡ଼ା,୧୨ା୧୧(ବିଦୁର ବେହେରା): ସରକାର ରାସ୍ତା, ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଦାୟିତ୍ୱରେ ଥିବା ବିଭାଗର ଅବହେଳା ଏବଂ ଠିକାଦାର ଓ ଯନ୍ତ୍ରୀଙ୍କ ପୋଲ ନିର୍ମାଣ କାର୍ଯ୍ୟ ତ୍ରୁଟି ଯୋଗୁ ଏବେ ପୋଲ ଦୁର୍ଘଟଣାର…

ଚିକିତ୍ସା ପାଇଁ ନିଖୋଜ ଥିଲେ ବୃଦ୍ଧ, ୧୫ ଦିନ ପରେ ମିଳିଲା ମୃତଦେହ

ବାଲିଗୁଡ଼ା,୧୨ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଧିନସ୍ଥ ଗୁଟିଙ୍ଗିଆ ପଞ୍ଚାୟତର ତରାପିଡ଼ା ଗ୍ରାମର ୬୭ ବର୍ଷୀୟ ବୃଦ୍ଧ ଦିବାକର ଦିଗାଳ ନିଖୋଜ ହେବାର ୧୫ ଦିନ ପରେ ନିକଟସ୍ଥ ଖଡ଼ଗ ନଦୀରୁ ଗଳିତ ମୃତଦେହ…

ବୋମା ଆକ୍ରମଣକାରୀଙ୍କ ଦ୍ୱିତୀୟ କାର୍ ଖୋଜୁଛି ପୋଲିସ୍, ଲାଲ୍ ରଙ୍ଗର ଏହି କାର୍‌ ଉପରେ ନଜର

ନୂଆଦିଲ୍ଲୀ,୧୨।୧୨: ଦିଲ୍ଲୀ ଲାଲ୍ କିଲ୍ଲା ବିସ୍ଫୋରଣ ମାମଲାରେ ପୋଲିସ୍ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇବା ପରେ ଦିଲ୍ଲୀ, ହରିଆଣା ଏବଂ ଉତ୍ତର ପ୍ରଦେଶରେ ବ୍ୟାପକ ଖୋଜାଖୋଜି ଆରମ୍ଭ କରିଛି। ଅନୁସନ୍ଧାନକାରୀମାନେ ବିଶ୍ୱାସ କରୁଛନ୍ତି ଯେ, ଏହି ଆକ୍ରମଣରେ ଅଭିଯୁକ୍ତମାନେ ବ୍ୟବହାର କରିଥିବା…

ବିବାହ ମଞ୍ଚରେ ବରକୁ ଛୁରାମାଡ଼: ଆକ୍ରମଣକାରୀଙ୍କୁ ୨ କିମି ପର୍ଯ୍ୟନ୍ତ ଗୋଡ଼ାଇଲା ଡ୍ରୋନ୍ କ୍ୟାମେରା

ନୂଆଦିଲ୍ଲୀ,୧୨।୧୨: ମହାରାଷ୍ଟ୍ରର ଅମରାବତୀରେ ଏକ ବିବାହ ଉତ୍ସବ ସମୟରେ ବରକୁ ମଞ୍ଚ ଉପରେ ଛୁରାମାଡ଼ କରାଯିବା ପରେ ପରିବେଶ ଏକ ଅପରାଧ ସ୍ଥଳରେ ପରିଣତ ହୋଇଛି। କ୍ୟାମେରାମ୍ୟାନ୍‌ଙ୍କ ଦ୍ୱାରା ଉତ୍ସବର ଭିଡିଓ ରେକର୍ଡିଂ ପାଇଁ ବ୍ୟବହୃତ ଏକ ଡ୍ରୋନ୍ କ୍ୟାମେରା କେବଳ…

ମହିଳାଙ୍କୁ ପନିକିରେ ହାଣିଲେ ପଡ଼ୋଶୀ

ପୁରୁଷୋତ୍ତମପୁର,୧୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ ଦେଉଳପଲ୍ଲୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ସମ୍ବନ୍ଧୀୟ ପୂର୍ବ ଶତ୍ରୁତାକୁ ନେଇ ମଙ୍ଗଳବାର ରାତିରେ କୁନି ମହାନ୍ତି ନାମକ ମହିଳାଙ୍କୁ ତାଙ୍କ ପଡ଼ୋଶୀ ପନିକିରେ ହାଣି ପକାଇଛନ୍ତି।…

ରେକର୍ଡପତ୍ରର ସ୍ବଚ୍ଛତାକୁ ନେଇ ଖୁସି ପ୍ରକଟ କଲେ ଜିଲାପାଳ

ପୁରୁଷୋତ୍ତମପୁର,୧୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତିଭାସନ ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟକୁ ବୁଧବାର ଆସି ବିଭିନ୍ନ ରେକର୍ଡପତ୍ର ଯାଞ୍ଚ କରିଛନ୍ତି। ତହସିଲଦାର ବିନୋଦ କୁମାର ବେହେରା ଓ ଅତିରିକ୍ତ ତହସିଲଦାର ସଙ୍ଗୀତା ସେଠୀଙ୍କ ସହ ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିବା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri