୫ ମ୍ୟାଚ୍ରେ ଋତୁରାଜଙ୍କ ଚତୁର୍ଥ ଶତକ
ରାଜକୋଟ,୧୪।୧୨: ଚଳିତ ବିଜୟ ହଜାରେ ଟ୍ରଫିରେ ମହାରାଷ୍ଟ୍ର ଅଧିନାୟକ ତଥା ଓପନର ଋତୁରାଜ ଗାଏକ୍ୱାଡ ତାଙ୍କର ଦମ୍ଦାର ଫର୍ମ ଜାରି ରଖିଛନ୍ତି। ସେ ଏପର୍ଯ୍ୟନ୍ତ ୫ଟି ମ୍ୟାଚ୍ ଖେଳି ୪ଟି ଶତକ ଅର୍ଜନ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ଛତିଶଗଡ଼ ବିପକ୍ଷ ବିଜୟ…
ଗର୍ଲଫ୍ରେଣ୍ଡ କଥା ନ ହେବାରୁ ଏମିତି କାଣ୍ଡ ଘଟାଇଲେ ଯୁବକ
ଗାଙ୍ଗଟକ(ସିକ୍କିମ),୧୪।୧୨: ଗର୍ଲଫ୍ରେଣ୍ଡ କଥା ହେବାକୁ ମନା କରି ଦେବାରୁ ଜଣେ ଡାକ୍ତରଙ୍କ ସମେତ ହସ୍ପିଟାଲରେ ଦୁଇ ଜଣଙ୍କୁ ଛୁରାମାଡ଼ କରିଛନ୍ତି ଜଣେ ଯୁବକ। ଏଭଳି ଘଟଣା ରାଜ୍ୟ ସରକାରଙ୍କ ଦ୍ୱାର ପରିଚାଳିତ ଏସ୍ଟିଏନ୍ଏମ୍ ହସ୍ପିଟାଲରେ ଘଟିଛି। ଫୋନ ଉଠାଉ ନ ଥିବା…
୨ ଦିନରେ ଦ୍ୱିଗୁଣିତ ଓମିକ୍ରନ୍
ଲଣ୍ଡନ,୧୪ା୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ସଂକ୍ରମଣ ୬୦ରୁ ଅଧିକ ଦେଶରେ ତୀବ୍ର ଗତିରେ ମାଡ଼ିଚାଲିଛି। ବିଶେଷ କରି ବ୍ରିଟେନରେ ଦୈନିକ ସଂକ୍ରମଣ ବଢ଼ିବାରେ ଲାଗିଛି। ସୋମବାର ଜଣେ ଓମିକ୍ରନ୍ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଏବେ ଚିନ୍ତା ବଢ଼ିଛି। ବ୍ରିଟେନ ବିଶେଷଜ୍ଞଙ୍କ…
ମଣ୍ଡିରୁ ଜବତ ହେଲା ୩୨ କୁଇଣ୍ଟାଲ ଧାନ
ବରଗଡ଼ ଅଫିସ୍,୧୪।୧୨: ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମାଣ୍ଡୋସିଲ ଧାନ କ୍ରୟକେନ୍ଦ୍ର(ମଣ୍ଡି)ରୁ ମଙ୍ଗଳବାର ଯୋଗାଣ ବିଭାଗ ୮୧ ପକେଟ୍ ଧାନ ଜବତ କରିଛି। ଜବତ ଧାନର ପରିମାଣ ୩୨ କୁଇଣ୍ଟାଲ ୯୦କିଗ୍ରା ରହିଛି । ନିୟନ୍ତ୍ରିତ ବଜାର କମିଟି(ଆର୍ଏମ୍ସି) କର୍ମଚାରୀ…
ଫାୟାରିଂ ମାମଲାରେ କୋର୍ଟରେ ହାଜର ହେଲେ ସୋନୁ ସୁଦ
ମୁମ୍ବାଇ,୧୪।୧୨: ଫିଲ୍ମ ପ୍ରଡ୍ୟୁସର କରିମ ମୋରାନିଙ୍କ ବ୍ୟାଙ୍ଗଲୋରେ ୨୦୧୪ରେ ଘଟିଥିବା ଫାୟାରିଂ ମାମଲାରେ ମଙ୍ଗଳବାର ସାକ୍ଷୀ ଭାବେ ସ୍ବତନ୍ତ୍ର କୋର୍ଟରେ ହଜାର ହୋଇଛନ୍ତି ବଲିଉଡ୍ ଅଭିନେତା ସୋନୁ ସୁଦ। ଫିଲ୍ମ ‘ହାପି ନ୍ୟୁ ଇୟର’ର ପ୍ରୋମୋଶନରେ ଅଂଶଗ୍ରହଣ ନ କରିବା ପାଇଁ…
ବିବାହ ଭୋଜିରୁ ଫେରୁଥିବା ବେଳେ ବସ୍ ଦୁର୍ଘଟଣା, ୪୦ ଆହତ
ରାୟଗଡ଼(ଗଜପତି),୧୪ା୧୨(ଡି.ଏନ.ଏ.): ଗଜପତି ଜିଲା ରାୟଗଡ଼ ଥାନା ବମିକା ଛକ ନିକଟରେ ମଙ୍ଗଳବାର ଏକ କନ୍ୟା ଯାତ୍ରୀ ମିନି ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ୫ ଶିଶୁଙ୍କ ସମେତ ପ୍ରାୟ ୪୦ ଯାତ୍ରୀ ଆହତ ହୋଇଛନ୍ତି। ୬ ଜଣ ଗୁରୁତର ହୋଇଥିବା ଜଣାପଡିଛି। ଗଞ୍ଜାମ…
ବୟଫ୍ରେଣ୍ଡଙ୍କୁ ବିବାହ କରିବା ପାଇଁ ମିଛ ଗଣବଳାତ୍କାର ଅଭିଯୋଗ ଆଣିଲେ ଯୁବତୀ
ନାଗପୁର,୧୪।୧୨: ଜଣେ ୧୯ ବର୍ଷୀୟା ଯୁବତୀ ତାଙ୍କ ବୟଫ୍ରେଣ୍ଡକୁ ବିବାହ କରିବା ପାଇଁ ପୋଲିସରେ ଗଣବଳାତ୍କାର ଅଭିଯୋଗ କରିଥିଲେ। ଦିନ ତମାମ ନାଗପୁର ପୋଲିସ ତଦନ୍ତ କରିବା ପରେ ଯୁବତୀ ମିଛ ଅଭିଯୋଗ କରିଥିବା ଜଣାପଡ଼ିଥିବା ଅଧିକାରୀ କହିଛନ୍ତି। ଯୁବତୀ ଜଣଙ୍କ…
ମହିଳା ପୋଷ୍ଟ ମାଷ୍ଟରଙ୍କୁୁ ଆକ୍ରମଣ କରିଥିବା ଯୁବକଙ୍କୁ ବାନ୍ଧି ଛେଚିଲେ
ସାରସକଣା,୧୪।୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ଥିବା ଏକ ଶାଖା ଡାକଘରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ଜଣେ ମହିଳା ପୋଷ୍ଟ ମାଷ୍ଟରଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣକାରୀ ଯୁବକଙ୍କୁ ସ୍ଥାନୀୟ ଲୋକେ ଧରି ନିର୍ଧୁମ ଛେଚିବା…
ଏନ୍କାଉଣ୍ଟରରେ ନିପାତ ହେଲା ଲଶ୍କର ଆତଙ୍କବାଦୀ
ଜମ୍ମୁ,୧୪।୧୨: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ସୁରକ୍ଷା ବଳର ଏନକାଉଣ୍ଟରେ ନିହତ ହୋଇଛି ଲଶ୍କର-ଇ-ତୋଇବା (ଏଲଇଟି)ର ଜଣେ ଟପ୍ ପାକିସ୍ତାନୀ ଆତଙ୍କବାଦୀ। ଏ ନେଇ ଅଧିକାରୀମାନେ ମଙ୍ଗଳବାର ସୂଚନା ଦେଇଛନ୍ତି। ଅନ୍ୟ ଜଣେ ଆତଙ୍କବାଦୀଙ୍କ ପାଇଁ ସେହି ଅଞ୍ଚଳରେ ସର୍ଚ୍ଚ ଅପରେଶନ ଚାଲିଛି।…
ରିଲିଜ୍ ପୂର୍ବରୁ ଅଡୁଆରେ ‘ପୁଷ୍ପା’!
ମୁମ୍ବାଇ: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ମୋଷ୍ଟ ୱାଣ୍ଟେଡ ଫିଲ୍ମ ‘ପୁଷ୍ପା-ଦ ରାଇଜ’ ଆସନ୍ତା ୧୭ ତାରିଖରେ ରିଲିଜ୍ ହେବାକୁ ଯାଉଛି । ହେଲେ ଏହା ପୂର୍ବରୁ ମିଳିଥିବା ଖବରରୁ ଜଣାପଡିଛି ମେକର୍ସଙ୍କ ବିରୋଧରେ ଅଭିଯୋଗ ହୋଇଛି । କୁହାଯାଇଛି କି…
ବ୍ରେନ୍ୱାଶ ସ୍ପେଶାଲିଷ୍ଟ ପାକିସ୍ତାନ ଆତଙ୍କବାଦୀ ନିହତ
ଜମ୍ମୁ,୧୪ ।୧୨: ଅକ୍ଟୋବର ୧୧ରେ ଜମ୍ମୁ-କଶ୍ମୀରର ପୁଂଛରେ ଭାରତୀୟ ସେନା ଉପରେ ଆକ୍ରମଣ କରିଥିବା ପାକିସ୍ତାନୀ ଆତଙ୍କବାଦୀ ଲସ୍କର କମାଣ୍ଡର ଅବୁ ଜରାର ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଦ୍ୱାରା ନିହତ ହୋଇଛନ୍ତି । ନିହତ ଆତଙ୍କବାଦୀଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର, ଗ୍ରେନେଡ, ଭାରତୀୟ କରେନ୍ସି…
ଡିବିରି ନିଆଁରେ ଜଳିଗଲେ କଲେଜ ଛାତ୍ରୀ
ବଣାଇଁ,୧୪।୧୨(ସ୍ବ.ପ୍ର. ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଧୀନ ଭାଲୁଡୁଙ୍ଗୁରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଡିବିରିରୁ ନିଆଁ ଲାଗିଯିବାରୁ ଯୁକ୍ତ ତିନି ପଢୁଥିବା ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସ୍ବପ୍ନେଶ୍ୱରୀ ମୁଣ୍ଡା। ଖବର ପାଇ ବଣାଇଁ…
Archives


