ହରନାଜ୍ ପିନ୍ଧିଥିବା ମୁକୁଟର ଦାମ କେତେ ଜାଣନ୍ତି
ନୂଆଦିଲ୍ଲୀ,୧୪।୧୨:ଭାରତର ହରନାଜ୍ ସାନ୍ଧୁ ମିସ ୟୁନିଭର୍ସ ୨୦୨୧ର ମୁକୁଟ ଜିତିଛନ୍ତି। ୨ଲାମିଟ ବର୍ଷ ବୟସରେ ହରନାଜ୍ ଟାଇଟେଲ୍ ହାତେଇଛନ୍ତି। ୭୦ ତମ ମିସ ୟୁନିଭର୍ସ ପ୍ରତିଯୋଗିତା ଚଳିତ ବର୍ଷ ଡିସେମ୍ବର ୧୨ରେ ଇସ୍ରାଏଲରେ ହୋଇଥିଲା। ତୃତୀୟ ଥର ପାଇଁ ମିସ ୟୁନିଭର୍ସ…
ଅନ୍ଲାଇନ ଗେମ ହେଲା କାଳ; ସାନ ଭାଇଙ୍କୁ ହତ୍ୟା କଲେ ବଡ ଭାଇ
ଜୟପୁର,୧୪।୧୨: ଅନ୍ଲାଇନ ଗେମ ପାଇଁ ଜଣେ ୧୬ ବର୍ଷୀୟ ବାଳକ ନିଜ ସମ୍ପର୍କୀୟ ସାନ ଭାଇକୁ ଅତ୍ୟନ୍ତ ହତ୍ୟା କରିଛି। ରାଜସ୍ଥାନର ନାଗୁର ଜିଲା ଲାଡନୁରେ ଏଭଳି ଘଟଣା ଘଟିଛି। ହତ୍ୟା କରିବା ପରେ ସେ ମୃତଦେହକୁ ନିକଟସ୍ଥ ପଡିଆରେ ପୋତି…
ଇଣ୍ଡୋନେସିଆରେ ଭୂକମ୍ପ ଝଟ୍କା: ସୁନାମୀ ଚେତାବନୀ ଜାରି
ଜାକର୍ତ୍ତା,୧୪।୧୨: ପୂର୍ବ ଇଣ୍ଡୋନେସିଆରେ ମଙ୍ଗଳବାର ଭୂକମ୍ପ ଝଟ୍କା ଲାଗିଛି। ରିକ୍ଟର ସ୍କେଲରେ ଏହାର ୭.୭ ତୀବ୍ରତା ରହିଛି। ଭୂକମ୍ପ ଝଟ୍କା ପରେ ସହରରେ ସୁନାମୀ ଚେତାବନୀ ଜାରି କରାଯାଇଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ରିପୋର୍ଟ ଅନୁଯାୟୀ, ଭୋର ପ୍ରାୟ ୩:୨୦ରେ ମୌମେର…
ସହଜରେ ଛଡ଼ାନ୍ତୁ ଟାଟୁ ଦାଗ
ଟେମ୍ପରାରୀ ଟାଟୁ ସାଧାରଣତଃ କିଛି ଦିନ ପରେ ଆପେ ଆପେ ଛାଡ଼ି ଯାଇଥାଏ। କିନ୍ତୁ ଏହାକୁ ଅତିଶୀଘ୍ର ଛଡ଼ାଇବା ପାଇଁ ଚାହୁଁଥିଲେ ଜାଣି ରଖନ୍ତୁ କିଛି ଘରୋଇ ଉପାୟ… ବଡି ସ୍କ୍ରବ ମାଧ୍ୟମରେ ଟେମ୍ପରାରୀ ଟାଟୁକୁ ସହଜରେ ଛଡାଇ ହେବ। ତେଣୁ…
ପିକ୍ନିକ୍ ଟାଇମ୍
ଫ୍ୟାମିଲି ପିକ୍ନିକ୍। ମାନେ ଖୁସି, ମଜା, ମସ୍ତି। ଧରାବନ୍ଧା ନିୟମରୁ ବାହାରି ଭିନ୍ନ ଏକ ପରିବେଶରେ କିଛି ମୁହୂର୍ତ୍ତ। ଯାହା ସମସ୍ତଙ୍କ ପାଇଁ ଏକ ସୁନ୍ଦର ଅବସର। ହେଲେ ପିକ୍ନିକ୍ର ପ୍ରକୃତ ମଜା ନେବା ପାଇଁ ଯିବା ପୂର୍ବରୁ ଠିକ୍ ଭାବରେ…
ବିଶ୍ୱରେକର୍ଡ କଲେ ଏହି କ୍ରିକେଟର୍
କରାଚି,୧୪।୧୨: ପାକିସ୍ତାନର ଉଇକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜୱାନ ଟି-୨୦ ଅନ୍ତର୍ଜାତୀୟ ସ୍ତରରେ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ରିଜୱାନ ମଧ୍ୟ ଟି -୨୦ ବିଶ୍ୱକପ ୨୦୨୧ରେ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ସୋମବାର ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ଅନ୍ତର୍ଜାତୀୟ…
ପେଗାସସ୍ ବନ୍ଦ କରିବାକୁ ଯୋଜନା…
ଓ୍ବାଶିଂଟନ, ୧୪।୧୨: ସ୍ପାଏୱେୟାର ଫାର୍ମ ଏନ୍ଏସ୍ଓ ଗ୍ରୁପ ଲିମିଟେଡ ପକ୍ଷରୁ ଏହାର ବିବାଦୀୟ ପେଗାସସ୍ ୟୁନିଟକୁ ବନ୍ଦ କରିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ଋଣ ଭାର ଯୋଗୁ ବିପଦରେ ଥିବା ଏହି କମ୍ପାନୀ ଏକ ଭିନ୍ନ ବିକଳ୍ପ ଖୋଜୁଛି ବୋଲି କୁହାଯାଉଛି।…
୯ ମାସର ଶିଶୁକୁ ଚୋରିକରି ବିକ୍ରି
କାମାକ୍ଷାନଗର, ୧୪।୧୨(ଡି.ଏନ୍.ଏ.): ଜଣେ ମା’ ହୋଇ ବୁଝିଲେନି ଅନ୍ୟ ଜଣେ ମା’ର ମମତା। ଓଲଟି ପଡ଼ୋଶୀ ଭାବେ ଚଳୁଥିବା ମହିଳାଙ୍କ ଅସହାୟତାର ଫାଇଦା ନେଲେ। ତାଙ୍କର ୯ମାସର ଶିଶୁପୁତ୍ରକୁ ଘରୁ କୌଶଳକ୍ରମେ ଚୋରି କରିନେଇ ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ବ୍ୟକ୍ତିଙ୍କୁ ବିକ୍ରି…
ରାଜ୍ୟରେ ବଢୁଛି ଶୀତ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ପାରଦ କମିବା ସହିତ ଶୀତ ଫେରିଛି। ଦିନ ଏବଂ ରାତିର ତାପମାତ୍ରା ହ୍ରାସ ପାଉଥିବା ବେଳେ ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। କନ୍ଧମାଳର ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ…
ଫସଲ କ୍ଷୟକ୍ଷତି ଆକଳନ କରି ଫେରିଲା କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ଜନିତ ପ୍ରବଳ ବର୍ଷାରେ ରାଜ୍ୟରେ ବ୍ୟାପକ ଫସଲ ନଷ୍ଟ ହୋଇଛି। ଏହି କ୍ଷୟକ୍ଷତିର ଆକଳନ କରି କେନ୍ଦ୍ରୀୟ ଟିମ୍ ସୋମବାର ଦିଲ୍ଲୀ ଫେରି ଯାଇଛନ୍ତି। ଗୃହ ମନ୍ତ୍ରଣାଳୟର ଯୁଗ୍ମ ଶାସନ ସଚିବ ସୌରଭ ରାୟଙ୍କ ନେତୃତ୍ୱରେ ଓଡ଼ିଶା…
ସହରାଞ୍ଚଳ ପାନୀୟ ଜଳ ବିପଜ୍ଜନକ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ସହରାଞ୍ଚଳକୁ ଯୋଗାଇ ଦିଆଯାଉଥିବା ପାନୀୟ ଜଳ ସ୍ବାସ୍ଥ୍ୟ ପାଇଁ ବିପଜ୍ଜନକ। ପାନୀୟ ଜଳ ଯୋଗାଇ ଦେବା ପୂର୍ବରୁ ସେଗୁଡିକର ମାନ ବିଆଇଏସ୍(ବ୍ୟୁରୋ ଅଫ ଇଣ୍ଡିଆନ ଷ୍ଟାଣ୍ଡାଡର୍ସ) କିମ୍ବା ଆଇଏସ୍ ୧୦୧୫୦୦:୧୫୦୦ ନିର୍ଦ୍ଧାରିତ ମାନକ ଅନୁସାରେ କରାଯାଉ ନାହିଁ। ଦୈନିକ ଯେତିକି…
ଭାରତୀୟ ଦଳରେ ଫାଟ, ଦକ୍ଷିଣ ଆଫ୍ରିକା ସିରିଜ୍ରୁ ଓହରିଯିବେ କୋହଲି!
ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ସିରିଜ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ ଆରମ୍ଭ ପୂର୍ବରୁ ମଧ୍ୟ ଅନେକ ଘଟଣାକ୍ରମ ସାମ୍ନାକୁ ଆସୁଛି। ବିରାଟ କୋହଲି ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜରୁ ଓହରିଯିବାକୁ ନିଷ୍ପତ୍ତି…
Archives


