Home Left

ତରଭୁଜ ଖାଇ ୪ ଜଣଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଅପଡେଟ, ଫଳରେ ନ ଥିଲା ବିଷ ପୀଡ଼ିତଙ୍କ ଶରୀରରୁ ମିଳିଲା ଅସାଧାରଣ ପଦାର୍ଥ

ମୁମ୍ବାଇ,୨।୫: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ତରଭୁଜ ଖାଇବା ପରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଥିବା ମାମଲା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି। ସୂତ୍ର ଅନୁଯାୟୀ, ମୃତକଙ୍କ ଶରୀରରେ ସାଧାରଣ ବିଷାକ୍ତ ପଦାର୍ଥଠାରୁ ଭିନ୍ନ ପଦାର୍ଥ ଚିହ୍ନଟ ହୋଇଥିଲା। ସୂତ୍ର…

ହିଲ୍ସ ପିନ୍ଧି ନାଚୁଥିଲେ ଅକ୍ଷୟ କୁମାର: ଆଉ ତା’ପରେ ଘଟିଲା

ବଲିଉଡ ଅଭିନେତା ଅକ୍ଷୟ କୁମାର ବର୍ତ୍ତମାନ ତାଙ୍କ ଫିଲ୍ମ ‘ଭୂତ ବଙ୍ଗଳା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ହରର କମେଡି ଫିଲ୍ମଟି ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରୁଛି। ‘ଭୂତ ବଙ୍ଗଳା’ ବ୍ୟତୀତ ଖିଲାଡି କୁମାର ତାଙ୍କ ଗେମ ଶୋ ‘ହ୍ବିଲ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ୩ ଦିନ ଧରି…

ଫୁଲବାଣୀ,୨ା୫(ରାକେଶ କୁମାର ରାଉତ): ଫୁଲବାଣୀରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଭଡ଼ାଘରୁ ସ୍ବୟଂ ଶାସିତ ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଦେଖି ଲୋକଙ୍କ ହୋସ୍‌ ଉଡ଼ିଯାଇଛି। ଅଧ୍ୟାପିକାଙ୍କ ମୃତ୍ୟୁ ୩ ଦିନ ପୂର୍ବରୁ ହୋଇଥିବା ଅନୁମାନ କରାଯାଉଛି।…

ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ: ଆଉ ତା’ପରେ…

ସୋର,୨।୫(ଜନ୍ମେଜୟ ମିଶ୍ର): ସୋର ତହସିଲର ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଇଛି ବାଲି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ସୋର ଅତିରିକ୍ତ ତହସିଲଦାର କୃଷ୍ଣମୋହନ ସିଂ l ୧୬ ନମ୍ବର ଜାତୀୟ ରାଜପଥ ପଣପଣା ନିକଟରେ ଘଟିଛି। ଏହି ଦୁର୍ଘଟଣା ବେଆଇନ…

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ । ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଓ ପୋଲିସର ଚଢ଼ାଉ ଦେଖି ବର…

US-Iran War: ଶେଷ ହେଲା ଆମେରିକା-ଇରାନ ଯୁଦ୍ଧ? US ସାଂସଦଙ୍କୁ ଚିଠି ଲେଖିଲେ ଟ୍ରମ୍ପ, ଜାଣନ୍ତୁ ଡିଲକୁ ନେଇ କ’ଣ କହିଛନ୍ତି

ଓ୍ବାଶିଂଟନ,୨।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ US ସାଂସଦମାନଙ୍କୁ ସୂଚନା ଦେଇଛନ୍ତି ଯେ ଇରାନ ବିରୁଦ୍ଧରେ ଯୁଦ୍ଧ ଶେଷ ହୋଇଛି; ତେଣୁ, ସାମରିକ କାର୍ଯ୍ୟାନୁଷ୍ଠାନ ପାଇଁ କଂଗ୍ରେସ ଅନୁମୋଦନ ନେବାକୁ ତାଙ୍କୁ ଆବଶ୍ୟକ କରୁଥିବା ବୈଧାନିକ ସମୟସୀମା ତାଙ୍କ ପାଇଁ ପ୍ରଯୁଜ୍ୟ…

ସୁପ୍ରିମକୋର୍ଟରୁ TMCକୁ ଶକ୍ତ ଝଟକା, କୋର୍ଟ କହିଲେ, ‘କେନ୍ଦ୍ରୀୟ କର୍ମଚାରୀଙ୍କୁ ବିଶ୍ୱାସ କରନ୍ତୁ’

ନୂଆଦିଲ୍ଲୀ,୨।୫: ଶନିବାର ସୁପ୍ରିମକୋର୍ଟରେ ନିର୍ବାଚନ କମିଶନଙ୍କ ବିରୋଧରେ ତୃଣମୂଳ କଂଗ୍ରେସ (TMC) ଦ୍ୱାରା ଦାୟର ଏକ ଆବେଦନର ଶୁଣାଣି ହୋଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଦଳକୁ ଏହି ମାମଲାରେ ଏକ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ଏହି ମାମଲାରେ…

ଚାକିରି ରେଗୁଲାର କରାଇଦେବା ନାଁରେ ଚାହୁଁଥିଲେ ଯୌନ ସୁଖ: ରସିକିଆ ସମ୍ପାଦକ ବାବୁଙ୍କ ନାଁରେ ମାମଲା ରୁଜ୍ଜୁ

ଅତାବିରା,୨।୫(ଯୁଧିଷ୍ଠିର ମହାପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ନାଁରେ ଆସିଲା ଯୌନ କେଳେଙ୍କାରୀର ଅଭିଯୋଗ। ବରଗଡ଼ ଜିଲା ଅତାବିରା ଆରଏମସି ସମ୍ପାଦକ ଶଶାଙ୍କ ଶେଖର ସାହାଣି ନିଜ ଅଫିସରେ କାର୍ଯ୍ୟରତ ଜଣେ ଅସ୍ଥାୟୀ ମହିଳା କର୍ମଚାରୀଙ୍କୁ ସ୍ଥାୟୀ ଚାକିରି କରାଇ ଦେବା…

ନୃଶଂସ କାଣ୍ଡ: ପୁଅର ଶିଳପୁଆ ମାଡରେ ବାପର ମୃତ୍ୟୁ

ଆଠଗଡ,୨।୫(ସତ୍ୟ ପ୍ରସାଦ ରଥ): ଆଠଗଡ ଥାନା ଅନ୍ତର୍ଗତ ଜାଗିଆପଡା ଗ୍ରାମ ତଅଁଳା ସାହିରେ ଶନିବାର ସକାଳୁ ଘଟିଯାଇଛି ଅଘଟଣ।ନିଶାଶକ୍ତ ପୁଅ ବିଭୂତି ନାଏକ(୪୦)ର ଶିଳପୁଆ ମାଡରେ ବାପା ବିକଳ ନାଏକଙ୍କ ମୃତ୍ୟୁ ଘଟିଛି। ଘଟଣା ଘଟିବା ପରେ ଗ୍ରାମବାସୀ ବିଭୂତିକୁ କାବୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଚିଡ଼ାଇବା ପଡ଼ିଲା ମହଙ୍ଗା: ଏହି କ୍ରିକେଟର୍‌ଙ୍କୁ ଦଣ୍ଡ ଦେଲା BCCI

ନୂଆଦିଲ୍ଲୀ,୨।୫: IPL 2026 ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ରାଜସ୍ଥାନର ଜୟପୁରର ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ ୭ ଉଇକେଟରେ ହାରିଯାଇଥିଲା ରାଜସ୍ଥାନ। ଏହି ସମୟରେ, ଫର୍ମରେ ଥିବା ବ୍ୟାଟସମ୍ୟାନ…

ଅଣ୍ଟା ଭାଙ୍ଗି ଖଟରେ ପଡ଼ିଛନ୍ତି ରୋଜଗାରିଆ ପୁଅ: ଅର୍ଥ ଅଭାବରୁ ଅଧାରେ ଚିକିତ୍ସା

ଥୁଆମୂଳ ରାମପୁର,୨।୫(ଦୁର୍ଗା କୀର୍ତ୍ତି): ବଡ଼ ବଡ଼ କମ୍ପାନୀର ବେପରୁଆ କାର୍ଯ୍ୟଶୈଳୀ କେମିତି ଜଣେ ଗରିବ ପରିବାରର ହସଖୁସି ଛଡ଼ାଇ ନିଏ, ତାହାର କରୁଣ ଚିତ୍ର ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ପଞ୍ଚାୟତର ରଣପୁର ଗ୍ରାମରେ। ଜିଓ…

ଯୁଦ୍ଧ ମଧ୍ୟରେ ନୂଆ ଚକ୍ରବ୍ୟୁହ ରଚିଲା ଆମେରିକା: ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨।୫: ଇରାନ ସହିତ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ଦୁଇ ମାସ ଧରି ଚାଲିଥିବା ଯୁଦ୍ଧର ଗତି କିଛିଟା ହ୍ରାସ ପାଇଥିଲେ ମଧ୍ୟ, ଉତ୍ତେଜନା ଅପରିବର୍ତ୍ତିତ ରହିଛି। ଏହାର ମୁଖ୍ୟ କାରଣ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?