Home Left

ମିସ୍‌ ୟୁନିଭର୍ସ ଟାଇଟେଲ୍‌ ଜିତି ଇତିହାସ ରଚିଥିବା ହରନାଜ୍‌ ସାନ୍ଧୁଙ୍କ ବିଷୟରେ ଜାଣନ୍ତୁ

ଜେରୁଜେଲମ୍‌,୧୩।୧୨: ଅଭିନେତ୍ରୀ-ମଡେଲ ହର୍‌ନାଜ୍‌ ସାନ୍ଧୁ ସୋମବାର ଇତିହାସ ସୃଷ୍ଟି କରିଛନ୍ତି। ସେ ମିସ ୟୁନିଭର୍ସ ୨୦୨୧ ଟାଇଟେଲ୍‌ ଜିତିଛନ୍ତି। ୨୧ ବର୍ଷ ପରେ ସେ ଭାରତ ପାଇଟାଇଟଲ ଜିତିଛି – ୮୦ ଟି ଦେଶରୁ ପ୍ରତିଯୋଗୀଙ୍କୁ ପରାସ୍ତ କରିଛି। ସାନ୍ଧୁଙ୍କ ପୂର୍ବରୁ…

ରାଜଧାନୀରେ ଆନ୍ତଃରାଜ୍ୟ କାର ଚୋରି ର଼୍ୟାକେଟ୍‌

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବାହାର ରାଜ୍ୟରୁ ଚୋରି, ଭୁବନେଶ୍ୱରରେ ବିକ୍ରି। ସକ୍ରିୟ ରହିଥିବା ଏକ ଆନ୍ତଃରାଜ୍ୟ କାର୍‌ ଚୋରି ର଼୍ୟାକେଟକୁ ଧରିଛି କମିଶନରେଟ୍‌ ପୋଲିସ। ରବିବାର ଶହୀଦନଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ର଼୍ୟାକେଟର ରହସ୍ୟ ଉନ୍ମୋଚନ କରିଛି। ଗିରଫ…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ବରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

୧୬,୫୦୦ ଫୁଟ ଉଚ୍ଚରେ ଉଡ଼ିଲା ଏନ୍‌ସିସି ପତାକା

ପୁରୀ ଅଫିସ,୧୩ା୧୨: ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ସ୍ବୟଂଶାସିତ ମହାବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍‌ସିସି)ର କ୍ୟାଡେଟ୍‌ ଆଶିଷ ଜେନା ଓଡ଼ିିଶାର ଏକମାତ୍ର କ୍ୟାଡେଟ ଭାବେ ହିମାଳୟର ୧୬ହଜାର ୫୦୦ ଫୁଟ ଉଚ୍ଚ ପର୍ବତାରୋହଣ କରିଛନ୍ତି। ଭାରତ ସରକାରଙ୍କ ପକ୍ଷରୁ ଏନ୍‌ସିସି…

‘ଅନ୍ୟ ସହ ନିଜକୁ ତୁଳନା ନ କରି ଆତ୍ମବିଶ୍ୱାସ ବୃଦ୍ଧି କରିବା ଉଚିତ’ ଉତ୍ତର ଦେଲେ ହରନାଜ୍‌…

ଇଲାଟ୍‌, ୧୩।୧୨: ଲାରା ଦତ୍ତା ମିସ୍‌ ୟୁନିଭର୍ସ ଭାବରେ ବିଜୟୀ ହେବାର ୨୧ବର୍ଷ ପରେ ପୁଣି ଥରେ ଭାରତ ପାଇଁ ଗର୍ବର ଏକ ମୁହୂର୍ତ୍ତ ଆସିଛି। ଭାରତର ହରନାଜ କୌର ସାନ୍ଧୁଙ୍କୁ ମିସ୍‌ ୟୁନିଭର୍ସ ଭାବେ ଚୟନ କରାଯାଇଛି। ତାଙ୍କୁ ମିସ୍‌…

ସଲାସୁତୁରାରେ ଖଣି ଚୋରି

ଯାଜପୁର ଅଫିସ,୧୩ା୧୨: ରାଜ୍ୟରେ ୨୦୧୯-୨୦ରୁ ଅଦ୍ୟାବଧି ଖଣି ଲିଜ୍‌ଧାରୀମାନେ ନିୟମ ଉଲ୍ଲଂଘନ କରି ୮୨୦୧ କୋଟି ଟଙ୍କାର ଲୁହାପଥର ଓ ମାଙ୍ଗାନିଜ ଉତ୍ତୋଳନରେ ଚୋରି, ଅନିୟମିତତା ଓ ଅବହେଳା କରିଛନ୍ତି। ସମ୍ପୃକ୍ତ ଲିଜ୍‌ଧାରୀମାନଙ୍କୁ ଖଣି ବିଭାଗ ପକ୍ଷରୁ ଗତ ୭ ଅଗଷ୍ଟରୁ…

ବାଉଁଶ ଲାଠି, ଛିଣ୍ଡା ଚପଲରେ ହକି ଖେଳ

ମହାକାଳପଡ଼ା,୧୩ା୧୨(ଡି.ଏନ.ଏ.): ହକି ଖେଳ ପ୍ରତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିଛନ୍ତି। ହକିକୁ ବିଶ୍ୱସ୍ତରରେ ପହଞ୍ଚାଇବା ପାଇଁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ବିଶ୍ୱକପ୍‌ ହକି ଅନୁଷ୍ଠିତ ହୋଇଯାଇଛି। ସୁନ୍ଦରଗଡ଼ରେ ଏକ ବିଶ୍ୱସ୍ତରୀୟ ହକି ଷ୍ଟାଡ଼ିୟମ ନିର୍ମାଣ ଚାଲିଛି। ଏହି…

ମେହେନ୍ଦୀ ଉତ୍ସବର ଫଟୋ ଶେୟାର କଲେ ଅଙ୍କିତା

ମୁମ୍ବାଇ: ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ଭିକି ଜୈନ ଖୁବ୍‌ଶୀଘ୍ର ବିବାହ କରିବେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନିକଟରେ ସେ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ମେହେନ୍ଦୀ ଉତ୍ସବର ଫଟୋ ଶେୟାର କରିଛନ୍ତି। ଆଉ କ୍ୟାପସନରେ ଲେଖିଛନ୍ତି ଯେ, ଯେଉଁ ଭଲ…

ଆଇନମନ୍ତ୍ରୀଙ୍କ ସଭା ମଞ୍ଚକୁ ଚପଲମାଡ଼

ମାହାଙ୍ଗା,୧୩ା୧୨(ସ୍ବ.ପ୍ର.): ମାହାଙ୍ଗା ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଭାମଞ୍ଚ ଉପରକୁ ରବିବାର ରାତିରେ ଚପଲ ମାଡ଼ ହୋଇଛି। ଚପଲମାଡ଼ କରିଥିବା ଯୁବକ ବିଜେଡି କର୍ମୀଙ୍କ ଆକ୍ରମଣରେ ଲହୁଲୁହାଣ ହୋଇଛନ୍ତି। ମାହାଙ୍ଗା ଥାନା ପୋଲିସ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର…

ରାତିରେ ଦେଖାଯାଉଛି ଓମିକ୍ରନ୍‌ର ଏମିତି କିଛି ଲକ୍ଷଣ

ନୂଆଦିଲ୍ଲୀ,୧୩ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଏବେ ସାରା ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପି ସାରିଲାଣି । ହେଲେ ଏହାର ନିର୍ଦ୍ଦିଷ୍ଟ ଲକ୍ଷଣ ସମ୍ପର୍କରେ ଏପର୍ଯ୍ୟନ୍ତ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସି ନାହିଁ । ଡେଲ୍ଟା ଭାରିଏଣ୍ଟ ସଂକ୍ରମଣରେ…

ଘରେ ଅସରପା ହେଉଛନ୍ତି କି…

ଘର ଅପରିଷ୍କାର ରହିଲେ ଅସରପା ହେବାର ସମ୍ଭାବନା ଥାଏ। ବର୍ଷା ଏବଂ ଶୀତଦିନେ ଏମାନଙ୍କର ସଂଖ୍ୟା ବଢ଼ିଯାଏ। ଅସରପା ଖାଦ୍ୟ ପଦାର୍ଥରେ ବସିବାଠାରୁ ଆରମ୍ଭ କରି କପଡ଼ା କାଟି ନଷ୍ଟ କରିଦେଉଥିବାରୁ ଅନେକ ସମୟରେ ଚିନ୍ତାର କାରଣ ପାଲଟେ। ସେମାନଙ୍କୁ ମାରିବା…

କାଶୀ ବିଶ୍ୱନାଥ ମନ୍ଦିରର ଲୋକାର୍ପଣ କରିବେ ମୋଦି, କ’ଣ ରହିଛି ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୧୩ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ବାରାଣସୀ ଗସ୍ତରେ ଯାଇ ସାମବାର କାଶୀ ବିଶ୍ୱନାଥ ମନ୍ଦିରର ଶିଳାନ୍ୟାସ କରିବେ । ୧୩ ତାରିଖ ଅର୍ଥାତ୍ ସୋମବାର ଦିନ ପ୍ରାୟ ୧ଟା ବେଳେ ସେ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri