Home Left

ମେହେନ୍ଦୀ ଉତ୍ସବର ଫଟୋ ଶେୟାର କଲେ ଅଙ୍କିତା

ମୁମ୍ବାଇ: ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ଭିକି ଜୈନ ଖୁବ୍‌ଶୀଘ୍ର ବିବାହ କରିବେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନିକଟରେ ସେ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ମେହେନ୍ଦୀ ଉତ୍ସବର ଫଟୋ ଶେୟାର କରିଛନ୍ତି। ଆଉ କ୍ୟାପସନରେ ଲେଖିଛନ୍ତି ଯେ, ଯେଉଁ ଭଲ…

ଆଇନମନ୍ତ୍ରୀଙ୍କ ସଭା ମଞ୍ଚକୁ ଚପଲମାଡ଼

ମାହାଙ୍ଗା,୧୩ା୧୨(ସ୍ବ.ପ୍ର.): ମାହାଙ୍ଗା ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଭାମଞ୍ଚ ଉପରକୁ ରବିବାର ରାତିରେ ଚପଲ ମାଡ଼ ହୋଇଛି। ଚପଲମାଡ଼ କରିଥିବା ଯୁବକ ବିଜେଡି କର୍ମୀଙ୍କ ଆକ୍ରମଣରେ ଲହୁଲୁହାଣ ହୋଇଛନ୍ତି। ମାହାଙ୍ଗା ଥାନା ପୋଲିସ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର…

ରାତିରେ ଦେଖାଯାଉଛି ଓମିକ୍ରନ୍‌ର ଏମିତି କିଛି ଲକ୍ଷଣ

ନୂଆଦିଲ୍ଲୀ,୧୩ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଏବେ ସାରା ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପି ସାରିଲାଣି । ହେଲେ ଏହାର ନିର୍ଦ୍ଦିଷ୍ଟ ଲକ୍ଷଣ ସମ୍ପର୍କରେ ଏପର୍ଯ୍ୟନ୍ତ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସି ନାହିଁ । ଡେଲ୍ଟା ଭାରିଏଣ୍ଟ ସଂକ୍ରମଣରେ…

ଘରେ ଅସରପା ହେଉଛନ୍ତି କି…

ଘର ଅପରିଷ୍କାର ରହିଲେ ଅସରପା ହେବାର ସମ୍ଭାବନା ଥାଏ। ବର୍ଷା ଏବଂ ଶୀତଦିନେ ଏମାନଙ୍କର ସଂଖ୍ୟା ବଢ଼ିଯାଏ। ଅସରପା ଖାଦ୍ୟ ପଦାର୍ଥରେ ବସିବାଠାରୁ ଆରମ୍ଭ କରି କପଡ଼ା କାଟି ନଷ୍ଟ କରିଦେଉଥିବାରୁ ଅନେକ ସମୟରେ ଚିନ୍ତାର କାରଣ ପାଲଟେ। ସେମାନଙ୍କୁ ମାରିବା…

କାଶୀ ବିଶ୍ୱନାଥ ମନ୍ଦିରର ଲୋକାର୍ପଣ କରିବେ ମୋଦି, କ’ଣ ରହିଛି ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୧୩ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ବାରାଣସୀ ଗସ୍ତରେ ଯାଇ ସାମବାର କାଶୀ ବିଶ୍ୱନାଥ ମନ୍ଦିରର ଶିଳାନ୍ୟାସ କରିବେ । ୧୩ ତାରିଖ ଅର୍ଥାତ୍ ସୋମବାର ଦିନ ପ୍ରାୟ ୧ଟା ବେଳେ ସେ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିବେ…

ଧିରେ ଧିରେ ସାପ ମୁହଁକୁ ହାତ ନେଉଛନ୍ତି ବ୍ୟକ୍ତି, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଓମିକ୍ରନ୍ ଟେଷ୍ଟ ପାଇଁ କୋରିଆ ବୈଜ୍ଞାନିକଙ୍କ ନୂଆ ଟେକ୍‌ନିକ୍‌, ୨୦ ମିନିଟରେ ଆସିଯିବ ରିପୋର୍ଟ

ସିଓଲ,୧୩ ।୧୨: ବିଶ୍ୱରେ ଦ୍ରୁତ ଗତିରେ ମାଡି ଚାଲିଥିବା କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଏବେ ଏହି ଓମିକ୍ରନ୍‌ର ଚିହ୍ନଟ ପାଇଁ କୋରିଆର ବୈଜ୍ଞାନିକମାନେ ଏକ ନୂଆ ଟେକ୍‌ନିକ୍ ବାହାର କରିଛନ୍ତି…

ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି କରୋନା ସଂକ୍ରମିତ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର

କେପଟାଉନ,୧୩ ।୧୨: ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସା କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡିଛି । ତାଙ୍କ ନିକଟରେ ସାମାନ୍ୟ ଲକ୍ଷଣ ଥିବା ବେଳେ ଡାକ୍ତର ରାମାଫୋସାଙ୍କ ସ୍ୱାସ୍ଥ୍ୟ ଉପରେ ସମ୍ପୂର୍ଣ୍ଣ…

ନିର୍ବାଚନ ପୂର୍ବରୁ ୟୁପିରେ ଭାଜପାକୁ ବଡ଼ ଝଟ୍‌କା

ଲକ୍ଷ୍ନୌ,୧୩।୧୨: ୨୦୨୨ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଅଧ୍ୟକ୍ଷା ମାୟାବତୀଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ ଦଳର ଜଣେ ଲେଖାଏ ବିଧାୟକ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ ପାର୍ଟି…

ଚଣ୍ଡିଗଡ଼ ପରେ କେରଳ ଛୁଇଁଲା ଓମିକ୍ରନ୍‌, ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩୮

ନୂଆଦିଲ୍ଲୀ,୧୩ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ଭାଇରସର ନୂଆ ଭାରିଏଣ୍ଟ ଓିମକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ଦେଶରେ ୩୮ ଜଣ ଓମିକ୍ରନ୍ ସଂକ୍‌୍ରମିତଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ଏହାରି ଭିତରେ ଓମିକ୍ରନ୍ ଅଧିକ…

ସିରିଜ୍‌ ଅଧାରୁ ଘରକୁ ଫେରିଲେ

ସିଡ୍‌ନୀ,୧୩ା୧୨: ଇଂଲଣ୍ଡ ବିପକ୍ଷ ଆଶେସ ସିରିଜ୍‌ର ଦ୍ୱିତୀୟ ଟେଷ୍ଟରେ ଅଷ୍ଟ୍ରେଲିଆନ ପେସ ବୋଲର ଜୋଶ ହାଜେଲଉଡ୍‌ଙ୍କ ଖେଳିବା ନେଇ ସନ୍ଦେହ ଦେଖାଦେଇଛି। ପ୍ରଥମ ଟେଷ୍ଟରେ ମାଂସପେଶୀ ଟାଣି ହୋଇଯାଇଥିବାରୁ ସେ ଘରକୁ ଫେରି ଯାଇଥିବା କ୍ରିକେଟ ଅଷ୍ଟ୍ରେଲିଆ ପକ୍ଷରୁ ରବିବାର କୁହାଯାଇଛି।…

କାର ବୋମା ସନ୍ଦେହରେ ମେହବୁବାଙ୍କ ସମ୍ମିଳନୀକୁ ମିଳିଲାନି ଅନୁମତି

ଶ୍ରୀନଗର,୧୨।୧୨: କାର ବୋମା ସନ୍ଦେହ ଏବଂ କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀର ପ୍ରଶାସନ ରବିବାର ହେବାକୁ ଥିବା ପିଡିପିର ଯୁବ ସମ୍ମିଳନୀକୁ ଅନୁମତି ଦେଇନାହିଁ। ଏଥିସହିତ ଦଳ ଅଧ୍ୟକ୍ଷା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତିଙ୍କୁ ଗୃହବନ୍ଦୀ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri