ଜାଳିଦେଲେ ଧାର୍ମିକ ପୁସ୍ତକ
ବେଙ୍ଗାଲୁରୁ,୧୨ା୧୨: ଧର୍ମ ପରିବର୍ତ୍ତନ ଅଭିଯୋଗରେ ଦକ୍ଷିଣପନ୍ଥୀ ଗୋଷ୍ଠୀ କର୍ନାଟକର କୋଲାରରେ ଖ୍ରୀଷ୍ଟିଆନ ଧର୍ମର ଧାର୍ମିକ ପୁସ୍ତକ ଜାଳି ଦେଇଛନ୍ତି। ଏହି ଘଟଣାରେ ଏପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇନାହିଁ। ଖ୍ରୀଷ୍ଟିଆନ ସମ୍ପ୍ରଦାୟକୁ ଧାର୍ମିକ ବୁକଲେଟ ନ ବାଣ୍ଟିବାକୁ ଚେତାବନୀ ଦିଆଯାଇଛି। କିନ୍ତୁ ଧାର୍ମିକ…
ବାଇକ୍-ସ୍କୁଟି ମୁହାଁମୁହିଁ, ଗଲା ୨ ଜୀବନ
ରାୟଗଡ଼ା ଅଫିସ,୧୨ା୧୨: ରାୟଗଡ଼ା ସହର ୩୨୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ବାଇକ୍ ଏବଂ ସ୍କୁଟି ମଧ୍ୟରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଦୁଇ ମୃତକ ହେଲେ ବାଇକ୍ ଚାଳକ ଜି.…
ଆମେରିକାକୁ ଉଜାଡିଦେଲା ବାତ୍ୟା
ମେଫିଲ୍ଡ, ୧୨।୧୨: ଆମେରିକାର ମଧ୍ୟପଶ୍ଚିମ ଓ ଦକ୍ଷିଣ ଭାଗରେ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପ୍ରଳୟଙ୍କରୀ ବାତ୍ୟାରେ ଆମେରିକାର ୫ଟି ରାଜ୍ୟରେ ବ୍ୟାପକ କ୍ଷତି ହୋଇଛି। ଆର୍କାନସାସ୍, ମିସୌରି, ଟେନେସି, କେଣ୍ଟୁକିରେ ୫୫ ନିୟୁତରୁ ଊର୍ଦ୍ଧ୍ୱ ଲୋକ ବାତ୍ୟା ଦ୍ୱାରା ପ୍ରଭାବିତ…
ଲୁଣ, ତେଲ ପ୍ୟାକେଟରେ ମୋଦି, ଯୋଗୀଙ୍କ ଫଟୋ
ଲକ୍ଷ୍ନୌ,୧୨ା୧୨: ୮୦ ହଜାର ରାଶନ ଦୋକାନ ଜରିଆରେ ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଫଟୋ ଥିବା ଲୁଣ, ରିଫାଇଣ୍ଡ ତେଲ ଓ ଚଣା ପ୍ୟାକେଟ ବଣ୍ଟନ କରାଯାଉଛି। ରାଜ୍ୟର ମାଗଣା ରାଶନ ଯୋଜନାରେ ଏହି ବଣ୍ଟନ…
୩୦ବର୍ଷରୁ ଊର୍ଦ୍ଧ୍ୱଙ୍କୁ ବୁଷ୍ଟର ଡୋଜ୍
ଲଣ୍ଡନ,୧୨।୧୨: କରୋନାର ଓମିକ୍ରନ୍ ଭାରିଆଣ୍ଟ ସଂକ୍ରମଣ ବଢ଼ୁଥିବାରୁ ବ୍ରିଟେନରେ ୩୦ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କୁ କୋଭିଡ୍ ଟିକାର ବୁଷ୍ଟର ଡୋଜ୍ ଦେବା ନେଇ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ସୋମବାରଠାରୁ ବୁକିଂ ଆରମ୍ଭ ହେଉଛି। ବ୍ରିଟେନରେ ୩୦ରୁ ୩୯ ବର୍ଷ…
ଜେଲ ଦଣ୍ଡରୁ ବର୍ତ୍ତିବା ପାଇଁ ନିଜ ମୃତ୍ୟୁର ଷଡ଼ଯନ୍ତ୍ର
ନୂଆଦିଲ୍ଲୀ,୧୨ା୧୨: ନିଜ ୧୩ ବର୍ଷୀୟା ଝିଅର ହତ୍ୟା ମାମଲାର ଅଭିଯୁକ୍ତ ପାରୋଲରେ ଜେଲରୁ ବାହାରିବା ପରେ ଆଉ ଏକ ହତ୍ୟା କାଣ୍ଡ ଘଟାଇଛନ୍ତି। ମୃତଦେହକୁ ନିଜ ପରିଚୟ ଦେଇ ଜେଲଦଣ୍ଡରୁ ବର୍ତ୍ତିବାକୁ ଉଦ୍ୟମ କରିଥିବା ଗାଜିଆବାଦ ପୋଲିସ ପକ୍ଷରୁ କୁହାଯାଇଛି। ଏହି…
‘ଢେଲା ମାଡ଼ ପ୍ରମାଣିତ ହେଲେ ରାଜନୀତି ଛାଡିଦେବି, କମିଶନର ଚାକିରି ଛାଡିବେ କି’
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାର ପ୍ରତିବାଦ ତଥା ନ୍ୟାୟ ପ୍ରଦାନ ଦାବିରେ ଶୁକ୍ରବାର ଛାତ୍ର କଂଗ୍ରେସର ବିଧାନସଭା ଘେରାଉ ଉଦ୍ୟମକୁ ପୋଲିସ ଦମନ କରିଥିଲା। ଏହି ଘଟଣାକୁ ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଧାରଣସ୍ଥଳରେ ଢେଲା ମାଡ କରାଯାଇଥିବା…
ଚକା ଫାଟିବାରୁ ନଦୀକୁ ଖସିଲା ଟ୍ରକ୍
ପରଜଙ୍ଗ,୧୨।୧୨(ଡି.ଏନ.ଏ.)- ୫୩ ନମ୍ବର ଜାତୀୟ ରାଜପଥର ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ-ଜଟିଆ ଛକ ନିକଟରେ ଏକ ଟ୍ରକ୍ ପୋଲ ଉପରୁ ବ୍ରାହ୍ମଣୀ ନଦୀକୁ ଖସିପଡ଼ିଛି। ଫଳରେ ଚାଳକ ପାଲଲହଡ଼ା ଥାନା ସାମିଆପଲିର ମାନସ ରଞ୍ଜନ ଧୀବରଙ୍କ ମୃତ୍ୟୁ ଘଟିଛି। ପ୍ରକାଶ…
ଋଜୁରାଜ, ଭେଙ୍କଟଶଙ୍କ ପାଇଁ ବଦଳିପାରେ ଭାରତୀୟ ଦିନିକିଆ ଦଳର କମ୍ବିନେଶନ
ନୂଆଦିଲ୍ଲୀ, ୧୨।୧୨: ଆସନ୍ତାବର୍ଷ ଜାନୁୟାରୀରେ ଭାରତ ଓ ଘରୋଇ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ। ଏଥିଲାଗି ଏବେଠାରୁ ଭାରତୀୟ ଦଳର କମ୍ବିନେଶନ କ’ଣ ହେବ ସେ ନେଇ ଅଙ୍କକଷା ଆରମ୍ଭ ହୋଇଛି। ଅବଶ୍ୟ ଏବେ…
ଦରମା ବଦଳରେ ବାଧ୍ୟତାମୂଳକ ଅବସର
ପାରଳାଖେମୁଣ୍ଡି,୧୨ା୧୨(ଡି.ଏନ୍.ଏ.): ଗଜପତି ଜିଲାର ପୂର୍ବତନ ଜିଲା କ୍ରୀଡ଼ା ଅଧିକାରୀ ପ୍ରଭାକର ତ୍ରିପାଠୀଙ୍କ ସମେତ ଅନ୍ୟ ୩ ଜଣ ଭଲିବଲ କୋଚ୍ଙ୍କୁ ବାଧ୍ୟତାମୂଳକ ଅବସର ମିଳିଛି। ନିଜ ପ୍ରାପ୍ୟ ଦରମା ନ ପାଇବାରୁ ନ୍ୟାୟାଳୟରେ ଆଶ୍ରୟ ନେବାରୁ ସରକାରଙ୍କ ଆକ୍ରୋଶର ଶିକାର ହୋଇଛନ୍ତି…
‘ଭାରତୀୟ କ୍ରିକେଟ ପାଇଁ ଭଲ ନିଷ୍ପତ୍ତି’
ମୁମ୍ବାଇ,୧୨ା୧୨: ଆଗାମୀ ଦକ୍ଷିଣ ଆଫ୍ରିକା ଗସ୍ତ ଲାଗି ଭାରତୀୟ ଟେଷ୍ଟ ଦଳ ଘୋଷଣା କରିବା ଅବସରରେ ରୋହିତ ଶର୍ମାଙ୍କୁ ଟି୨୦ ସହ ଦିନିକିଆ ଦଳର ଅଧିନାୟକ ଘୋଷଣା କରିଥିଲା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ। ବିସିସିଆଇର ଏହି ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି…
ବନ୍ଧୁକ ଦେଖାଇ ଲୁଟିନେଲେ ବାଇକ ସହ ୭୦ ହଜାର ଟଙ୍କା
ବାଉଁଶୁଣୀ,୧୨ା୧୨(ଡି.ଏନ.ଏ.): ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ବଉଲପୁର ଗ୍ରାମର ଛେଳି ବ୍ୟବସାୟୀ ଜଗନ୍ନାଥ ଜାଲ ଲୁଟ୍ର ଶିକାର ହୋଇଛନ୍ତି। ପଲାସାଗୋରା ବଜାରରୁ ସେ ଫେରୁଥିବା ବେଳେ ବାଘମୁଣ୍ଡା ଗଁା ନିକଟରେ ୪ଜଣ ଦୁର୍ବୃତ୍ତ ତାଙ୍କୁ ବନ୍ଧୁକ ଦେଖାଇ ୭୦ହଜାର ୫ଶହ…
Archives


