Home Left

ସଚିନଙ୍କ ପାଦ ଛୁଇଁଲେ ଏହି ମହାନ କ୍ରିକେଟର୍‌

ପୁଣେ,୧୫।୪: ଆଇପିଏଲ ୨୦୨୨ର ୨୩ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ମୁମ୍ବାଇ ଇଣ୍ଡିଆନ୍ସକୁ ୧୨ ରନ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ପରେ ସୋସିଆଲ ମିଡିଆରେ ଜଣ୍ଟି ରୋଡସ ଏବଂ ସଚିନ ତେନ୍ଦୁଲକରଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି…

ଓଲଟିଲା ଡିଜେ ଗାଡ଼ି, ଚାପି ହୋଇଗଲେ ୧୦ ଜଣ

ବାରିପଦା ଅଫିସ,୧୫ା୪: ମୟୂରଭଞ୍ଜ ଜିଲା ମୋରଡ଼ା ବଜାରରେ ଏକ ଅଭାବନୀୟ ଘଟଣା ଘଟିଛି। ଡିଜେ ପ୍ରତିଯୋଗିତା ବେଳେ ଡିଜେ ଗାଡ଼ି ଓଲଟି ପଡ଼ିଛି। ଫଳର ଏହା ତଳେ ଚାପି ହୋଇ ୧୦ରୁ ଅଧିକ ଆହତ ହୋଇଥିବା ବେଳେ ୩ ଜଣ ଗୁରୁତର…

ଚାଇନାର ଚାଲାକି, ପାକିସ୍ତାନରେ ପ୍ରସ୍ତୁତ ହେଉଛି କରୋନାର ନୂଆ ଷ୍ଟ୍ରେନ୍‌!

ନୂଆଦିଲ୍ଲୀ/ଇସଲାମାବାଦ,୧୫ ।୪: କରୋନା ଭାଇରସର ଉତ୍ପତି ସ୍ଥଳ ଚାଇନା । ଏବେ ଏହି ସନ୍ଦେହ ଦୂର ହୋଇ ନ ଥିବା ବେଳେ ପୁଣି ଏକ ବିପଦ ମୁଣ୍ଡ ଟେକିଲାଣି । ଅଷ୍ଟ୍ରେଲିଆ ପୋର୍ଟାଲ ଦ କ୍ଲେସଂନରେ ଏନ୍ଥନି କ୍ଲେନଙ୍କ ଏକ ରିପୋର୍ଟ…

ଲୋକ କଲ୍ୟାଣ ପାଇଁ ଗ୍ରାଉଣ୍ଡ ଜିରୋରୁ କାମ କରିବେ ଯୋଗୀଙ୍କ ଟିମ, ୫ ବର୍ଷ ପାଇଁ ପ୍ରସ୍ତୁତ ହୋଇଛି ରଣନୀତି

ଲକ୍ଷ୍ନୌ,୧୫ ।୪: ଉତ୍ତର ପ୍ରଦେଶରେ ଯୋଗୀ ସରକାର ୨.୦ରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଫୁଲ ଫର୍ମରେ ନଜର ଆସିଛନ୍ତି । ମୁଖ୍ୟମନ୍ତ୍ରୀ ଯୋଗୀ ଲୋକ କଲ୍ୟାଣକୁ ନଜରରେ ରଖି ଶାସନ ସ୍ତରରେ ଆସନ୍ତା ୫ ବର୍ଷ ପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି…

ବ୍ୟକ୍ତିଗତ ଜମିରେ ରାସ୍ତା ନିର୍ମାଣକୁ ବିରୋଧ

ଆଳି,୧୫ା୪(ଡି.ଏନ.ଏ.): ଆଳି ବ୍ଲକ ଅନ୍ତର୍ଗତ ଅରଗଳ ଗଁଶରେ କେତେଜଣ ବ୍ୟକ୍ତିଙ୍କ ବ୍ୟକ୍ତିଗତ ଜମିରେ ପଞ୍ଚାୟତ କର୍ତ୍ତୃପକ୍ଷ ଜୋରଜବରଦସ୍ତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) ରାସ୍ତା ନିର୍ମାଣକୁ ସମ୍ପୃକ୍ତ ବ୍ୟକ୍ତିମାନେ ବିରୋଧ କରିଛନ୍ତି। ଏହି କାର୍ଯ୍ୟ…

ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟ୍‌କା: ଲୋକେ ଭୟଭୀତ

ଇଟାନଗର,୧୫।୪: ଅରୁଣାଚଳ ପ୍ରଦେଶରେ ଶୁକ୍ରବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ ରହିଛି। ଭୂକମ୍ପ ଅନୁଭୂତ ହେବା ପରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ…

ଭାରତୀୟ ମୂଳ ବାସିନ୍ଦା ବ୍ରିଟିଶ ଡାକ୍ତର ୪୮ ମହିଳା ରୋଗୀଙ୍କ ଯୌନ ଉତ୍ପିଡନ ମାମଲାରେ ଦୋଷୀ ସାବ୍ୟସ୍ତ

ଲଣ୍ଡନ,୧୫ ।୪: ସ୍କଟଲାଣ୍ଡରେ ପ୍ରାକ୍ଟିସ କରୁଥିବା ଭାରତୀୟ ମୂଳ ବାସିନ୍ଦା ୭୨ ବର୍ଷିୟ ଜଣେ ଡାକ୍ତର ୩୫ ବର୍ଷ ଧରି ୪୮ ମହିଳା ରୋଗୀଙ୍କୁ ଯୌନ ଶୋଷଣ ମାମଲାରେ ଗୁରୁବାର ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଜେନରାଲ ପ୍ରାକ୍ଟିଶନର କୃଷ୍ଣା ସିଂଙ୍କ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୬ ଜୀବନ

ଯୋଧପୁର,୧୫।୪:ରାଜସ୍ଥାନର ଯୋଧପୁର ନିକଟ ବିଲାରାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଏକ ବୋଲେରା ଟ୍ରକ ମାଡିଯିବା ଏହି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ଏହି…

ଲୁଣା, ହେନ୍ତାଳବଣ ପ୍ରତି ବଢୁଛି ବିପଦ

ମହାକାଳପଡ଼ା,୧୫ା୪(ଡି.ଏନ୍‌.ଏ.): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ପଡ଼ୋଶୀ ଜଗତ୍‌ସିଂହପୁର ଜିଲା ପାରାଦୀପ ଶିଳ୍ପାଞ୍ଚଳରେ ଥିବା କଳକାରଖାନାର ନିର୍ଗତ ନିଆଁ, ଧୂଆଁ ଓ ଧୂଳିର ପ୍ରଭାବ ବ୍ଲକ ଅଞ୍ଚଳରେ…

ଆଜିଠାରୁ ହିଙ୍ଗୁଳାଯାତ୍ରା

ତାଳଚେର,୧୫ା୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ପ୍ରସିଦ୍ଧ ବାର୍ଷିକ ଯାତ୍ରା ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ମହାମାରୀ କରୋନା ଯୋଗୁ ଗତ ୨ ବର୍ଷ ହେଲା ମା’ଙ୍କ ବାର୍ଷିକ ଯାତ୍ରା କେବଳ ରୀତିନୀତି…

୬ ଦିନ ମଧ୍ୟରେ ଜିରୋରୁ ହିରୋ ହେଲେ ଏହି କ୍ରିକେଟର୍‌

ପୁଣେ,୧୫।୪: ଆଇପିଏଲ ୨୦୨୨ ଆଇପିଏଲ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର୍‌ ଓଡିଆନ ସ୍ମିଥଙ୍କୁ ବହୁ ଉତ୍‌ଥାନ-ପତନ ଦେଇ ଗତି କରିବାକୁ ପଡିଛି। ଚଳିତବର୍ଷ ସେ ପଞ୍ଜାବ ପକ୍ଷରୁ ଖେଳୁଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଅନ୍ତିମ ୨ଟି ବଲରେ ୨ଟି ଛକା ଖାଇବା ପରେ ସ୍ମିଥଙ୍କ…

କୋର୍ଟରେ ହାଜର ହେଲେ ନାହିଁ ରାମ୍‌କୋ କର୍ତ୍ତୃପକ୍ଷ

ଯାଜପୁର ଅଫିସ,୧୫ା୪: ଯେତେ ନୀତିନିୟମ ଉଲ୍ଲଂଘନ କଲେ ବି ଶିଳ୍ପ କାରଖାନା କର୍ତ୍ତୃପକ୍ଷଙ୍କ ପ୍ରତି ସରକାର କେତେ ସହାନୁଭୂତିଶୀଳ ଏକଥା ରାମ୍‌କୋ ସିମେଣ୍ଟ କମ୍ପାନୀ କ୍ଷେତ୍ରରେ ଦେଖିବାକୁ ମିଳୁଛି । ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାଶପୁରଠାରେ ପ୍ରତିଷ୍ଠିତ ରାମ୍‌କୋ ସିମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?