Home Left

ଅଜୀର୍ଣ୍ଣ ସମସ୍ୟା ହୋଇଥିଲେ…

ଆଜିକାଲି ମନଲୋଭା ଖାଦ୍ୟ ଦେଖିଲେ ତାହାକୁ ଖାଇବାକୁ ପ୍ରାୟ ଅନେକେ ମନ ବଳାଇ ଥାଆନ୍ତି। ଏହି ସମୟରେ ନିଜ ଲୋଭକୁ ସମ୍ବରଣ କରି ନ ପାରି ଆମେ ଅଜୀର୍ଣ୍ଣ ସମସ୍ୟା ସମ୍ମୁଖୀନ ହୋଇଥାଉ। କାରଣ ସେତେବେଳେ ଜଣେ ଏଭଳି ଖାଦ୍ୟ...

କଣ୍ଟେନର୍‌ ଭର୍ତ୍ତି ଜାହାଜରେ ଭୟଙ୍କର ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି…

କୋଚି,୯।୬: କେରଳ ଉପକୂଳରେ ସମୁଦ୍ର ଭିତରେ ସୋମବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। କଣ୍ଟେନର୍‌ ଭର୍ତ୍ତି ଜାହାଜରେ ଏହି ବିସ୍ଫୋରଣ ଘଟିଛି। ବିସ୍ଫୋରଣ ପରେ ଜାହାଜରେ ଥିବା କେତେଜଣ କ୍ରୁ ସଦସ୍ୟ ନିଖୋଜ ହୋଇଯାଇଥିବା ବେଳେ ୫ଜଣ ବିସ୍ଫୋରଣରେ ଆହତ...

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୯।୬: ଉପକୂଳ ସହ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ସୋମବାର ୫ ଜିଲାକୁ ଅରେଞ୍ଜ ଓ ୨୫ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହିସବୁ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗ୍ରାମ

ଭୁବନେଶ୍ୱର,୯।୬: ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ୧୦୦ରୁ ୧୫୦ ଗାଁକୁ ମହାପୁରୁଷ ଆଦର୍ଶ ଗାଁ କରିବାକୁ ମନ୍ତ୍ରୀ ସୂଚନା ଦେଇଛନ୍ତି। ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଆଦର୍ଶ ଗାଁର ଉନ୍ନତି କରାଯିବ। ଏଥିରେ...

ଓଢଣୀ ଖୋଲିଲେ ଖାନ ସାର୍‌ଙ୍କ ସ୍ତ୍ରୀ! ଦେଖିବାକୁ ‘କୋହିନୁର’ ପରି… ଭାଇରାଲ ହେଉଛି ଭିଡିଓ

ଦେଶର ସବୁଠାରୁ ଲୋକପ୍ରିୟ ଶିକ୍ଷକ ଖାନ ସାର୍‌ ଆଜିକାଲି ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଚର୍ଚ୍ଚାରେ ଅଛନ୍ତି। ସମ୍ପ୍ରତି ସେ ଗୁପ୍ତ ଭାବରେ ବିବାହ କରିଛନ୍ତି ବୋଲି କହି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ଏହା ପରେ ଜୁନ ୨ରେ ଖାନ...

ସୁକମାରେ ବଡ଼ ଧରଣର ଆଇଇଡି ବିସ୍ଫୋରଣ: ASP ଶହୀଦ

ସୁକମା,୯।୬: ଛତିଶଗଡ଼ ସୁକମା ଜିଲା କୋଣ୍ଟା-ଏରାବୋରା ରାସ୍ତାରେ ସୋମବାର ଏକ ବଡ଼ଧରଣର ଆଇଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ଜଣେ ଅତିରିକ୍ତ ସୁପରିଣ୍ଟେଣ୍ଡେଣ୍ଟ ASP ର଼୍ୟାଙ୍କ ପୋଲିସ ଅଧିକାରୀ ପ୍ରାଣ ହରାଇଥିବା ବେଳେ ଅନେକ କର୍ମଚାରୀ ଏବଂ ଅଧିକାରୀ ଆହତ ହୋଇଛନ୍ତି।...

୫୦୦ ଟଙ୍କିଆକୁ ନେଇ ଆସିଲା ବଡ଼ ଅପଡେଟ, ପୁଣି ଫେରିବକି ୯ ବର୍ଷ ପୁରୁଣା ପରିସ୍ଥିତି

ଅମରାବତୀ,୯।୬: ଗତ କିଛି ଦିନ ଧରି ଦେଶରେ ୫୦୦ ଟଙ୍କିଆ ନୋଟ ଖବରରେ ରହିଛି। କିଛି ଲୋକ ବିଶ୍ୱାସ କରନ୍ତି ଯେ ସରକାର ଏହାକୁ ନିଷିଦ୍ଧ କରିପାରନ୍ତି। ତଥାପି, କେନ୍ଦ୍ର ସରକାର ଏହାକୁ ଅସ୍ବୀକାର କରିଛନ୍ତି ଏବଂ ସ୍ପଷ୍ଟ କରିଛନ୍ତି...

କିପରି ହୋଇଥାଏ ବ୍ରେନ୍‌ ଷ୍ଟ୍ରୋକ୍‌

କିପରି ସଂଘଟିତ ହୁଏ ବ୍ରେନ୍‌ ଷ୍ଟ୍ରୋକ୍‌- ଏ ବିଷୟରେ ଆମେ ନିଶ୍ଚୟ କିଛି ଜାଣିବା ନିହାତି ଦରକାର। ମସ୍ତିଷ୍କକୁ ରକ୍ତ ଯୋଗାଉଥିବା ଧମନୀ ଅଭ୍ୟନ୍ତରରେ ରକ୍ତ ଜମାଟ ବାନ୍ଧିଲେ ସ୍ନାୟୁକୋଷ ନିକଟକୁ ରକ୍ତ ସଂଚାଳନ ହୋଇପାରେ ନାହିଁ। ଏହାଦ୍ୱାରା ସ୍ନାୟୁକୋଷଗୁଡ଼ିକ...

ସରିଲା ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା, ହଜାର ହଜାର ଭକ୍ତଙ୍କ ଗହଣରେ ନିଜସ୍ବ ମନ୍ଦିରରେ ପହଞ୍ଚିଲେ…

ପୁରୁଷୋତ୍ତମପୁର,୯ା୬(ସୀମାଞ୍ଚଳ ମିଶ୍ର): ଶେଷ ହୋଇଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପଞ୍ଚ ଠାକୁରାଣୀ ଯାତ୍ରା। ରବିବାର ବିଳମ୍ବିତ ରାତ୍ରରେ ଭାବ ବିହ୍ବଳହୋଇ ମା’ଙ୍କୁ ବିଦାୟ ଦେଇ ପୁଣି ଦୁଇବର୍ଷ ପରେ ମା’ଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ସହରବାସୀ। ବାଦ୍ୟବାଜଣା...

ଜେଲରୁ ବାହାରିବେ ଇମ୍ରାନ! ଜାଣନ୍ତୁ କେଉଁ ମାମଲାରେ ମିଳିବ ଜାମିନ…

ଇସଲାମାବାଦ,୯।୬: ପାକିସ୍ତାନ ତେହେରିକ-ଏ-ଇନସାଫ (ପିଟିଆଇ)ର ସଭାପତି ବାରିଷ୍ଟର ଗୌହର ଅଲି ଖାନ ଦାବି କରିଛନ୍ତି ଯେ ଦଳର ପ୍ରତିଷ୍ଠାତା ଇମ୍ରାନ ଖାନଙ୍କୁ ଏବେ ଜାମିନ ମିଳିବ। ଏଥିପାଇଁ ଜୁନ ୧୧ ତାରିଖ ବହୁତ ଗୁରୁତ୍ୱପୂର୍ଣ୍ଣ। ଗଣମାଧ୍ୟମ ସହିତ କଥାବାର୍ତ୍ତା କରି...

୨୦ରୁ ଅଧିକ ସହରରେ କୁକୁର ବୁଲାଇବା ଉପରେ ଲାଗିଲା ପ୍ରତିବନ୍ଧକ, ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ତେହେରାନ,୯।୬: ସାମାଜିକ ବ୍ୟବସ୍ଥା ଏବଂ ସୁରକ୍ଷାକୁ ଦୃଷ୍ଟିରେ ରଖି ଇରାନ ୨୦ରୁ ଅଧିକ ସହରରେ କୁକୁର ବୁଲିବା ଉପରେ ନିଷେଧାଦେଶ ଜାରି କରିଛି। ତେହେରାନ-ଭିତ୍ତିକ ଫରାଜ ନ୍ୟୁଜର ଏକ ରିପୋର୍ଟ ଅନୁଯାୟୀ, ଯେଉଁ ସହରଗୁଡ଼ିକରେ ଏହି ନିଷେଧ ଲାଗୁ କରାଯାଇଛି...

ଲୋକାଲ ଟ୍ରେନ୍‌ରେ ବଡ଼ ଦୁର୍ଘଟଣା: ଟ୍ରେନ୍‌ରୁ ପଡ଼ି ୮ ଯାତ୍ରୀଙ୍କ ଚାଲିଗଲା ଜୀବନ

ଥାନେ,୯।୬: ମହାରାଷ୍ଟ୍ରର ଥାନେରେ ଏକ ଲୋକାଲ ଟ୍ରେନ୍‌ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମୁମ୍ବାଇର ହୃଦସ୍ପନ୍ଦନ କୁହାଯାଉଥିବା ଲୋକାଲ ଟ୍ରେନ୍‌ରୁ ପଡ଼ି ୮ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ସେହି ସମୟରେ ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ଆଜି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri