ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା
କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି ସମ୍ପୂର୍ଣ୍ଣ ହୋଇ ପାରୁ ନ ଥିବାରୁ କୋମଳମତି ଶିଶୁଙ୍କ ଶିକ୍ଷାଦାନ କ୍ଷେତ୍ରରେ ଘୋର…
କାଳବୈଶାଖୀର କରାଳ ରୂପ: ଉଡ଼ିଗଲା ଗରିବଙ୍କ ଘରର ଛାତ, ଗଛ ପଡ଼ି ଗାଈ- ବାଛୁରୀର ମୃତ୍ୟୁ
ଥୁଆମୂଳ ରାମପୁର, ୨।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ୩୦ ତାରିଖ ରାତିରୁ ଆରମ୍ଭ କରି ୧ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କାଳବୈଶାଖୀ ଜନିତ ଝଡ଼ତୋଫାନ ଓ ପ୍ରବଳ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ପ୍ରକୃତିର…
ପୁଣି ଟାରିଫ୍ ଝଟକା ଦେଲେ ଟ୍ରମ୍ପ: ୟୁରୋପୀୟ ସଂଘ ସହିତ ଭାଙ୍ଗିଲେ ବାଣିଜ୍ୟ ଚୁକ୍ତି, ଏହି ଜିନିଷ ଉପରେ ଲଗାଇଲେ ୨୫% ଟ୍ୟାକ୍ସ
ଓ୍ବାଶିଂଟନ୍,୨।୫: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ଟାରିଫ୍ ବୋମା ପକାଇଛନ୍ତି। ସେ ୟୁରୋପୀୟ ସଂଘ ସହିତ ବାଣିଜ୍ୟ ଚୁକ୍ତି ଭାଙ୍ଗିଛନ୍ତି ଏବଂ ୟୁରୋପୀୟ କାର ଉପରେ ୨୫ ପ୍ରତିଶତ ଟାରିଫ୍ ଘୋଷଣା କରିଛନ୍ତି। ଟ୍ରମ୍ପଙ୍କ ଏହି ନୂତନ…
ସିମନବାଡିରେ ବିଦ୍ୟୁତ ସେବା ଠପ୍: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ
ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା ବେଳେ ବିଦ୍ୟୁତ ସେବା ବାଧାପ୍ରାପ୍ତ ଯୋଗୁ ଏହି ସବୁ ଅଞ୍ଚଳରେ ମୋବାଇଲ, ଇଣ୍ଟରନେଟ…
ପେଟ୍ରୋଲ-ଡିଜେଲ ଦାମ୍କୁ ନେଇ ଆସିଲା ବଡ଼ ଅପଡେଟ୍: ଏତେ ଟଙ୍କା ମହଙ୍ଗା ହୋଇଯିବ…
ନୂଆଦିଲ୍ଲୀ,୨।୫: ମେ ମାସ ମୁଦ୍ରାସ୍ଫୀତି କ୍ଷେତ୍ରରେ ଜନସାଧାରଣଙ୍କୁ ଚକିତ କରିପାରେ। ଏହା ୧ ମେ’ ରେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା। ଏବେ, ଆଉ ଏକ ଖବର ଆପଣଙ୍କୁ ବିଚଳିତ କରିପାରେ। ସରକାରୀ ସୂତ୍ରକୁ ଉଦ୍ଧୃତ…
Love You Darling…. ଚିତ୍କାର କରି ଧୋନୀଙ୍କୁ ଏମିତି କହିଦେଲେ ଏହି କ୍ରିକେଟର୍, ଦେଖନ୍ତୁ Video
ନୂଆଦିଲ୍ଲୀ,୨।୫: IPL 2026ରେ ଏମ୍ସ୍୍ ଧୋନୀଙ୍କୁ ପଡ଼ିଆରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଦିନରୁ ଅପେକ୍ଷା କରିଛନ୍ତି। ତାଙ୍କ ପ୍ରତି ସେମାନଙ୍କର ପ୍ରେମ ଅତୁଟ ରହିଛି। କେବଳ ତାଙ୍କ ପ୍ରଶଂସକ ନୁହଁନ୍ତି, ବରଂ ତାଙ୍କ ସହିତ ଖେଳିଥିବା କ୍ରିକେଟରମାନେ ମଧ୍ୟ ତାଙ୍କୁ…
ବ୍ୟାଟ ଦେଖାଇଲେ ଜାଡେଜା, ଧକ୍କା ମାରିଲେ କୁଲଦୀପ ଯାଦବ: ଲାଇଭ ମ୍ୟାଚ ସମୟରେ ମଧ୍ୟରେ ଘଟିଲା ଏମିତି, ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨।୫: IPL ୨୦୨୬ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିଲା, ଯେଉଁଥିରେ ଡିସି RRକୁ ୭ ଉଇକେଟ୍ରେ ପରାସ୍ତ କରିଥିଲା। ଏହି ମ୍ୟାଚ ସମୟରେ, ଦିଲ୍ଲୀ ବୋଲର କୁଲଦୀପ ଯାଦବ ଏବଂ…
ଆଇଏମ୍ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା
ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ବଡ଼ ସୂଚନା ଦିଆଯାଇଛି। ପଶ୍ଚିମ ଏସିଆରୁ ଆରମ୍ଭ…
ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ
ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ସହରର ଶ୍ରୀରାମ ନଗରରେ ଥିବା ଏକ ଖୁଚୁରା ଦୋକାନରେ। ସହରର ଏକ ଲେଡିସ…
ମଇ ଆରମ୍ଭରୁ ଫୋନ୍ ଦାମ୍ ବଢ଼ାଇଲେ ଏହି ୩ କମ୍ପାନୀ, ଗ୍ରାହକଙ୍କ ପକେଟରେ ଚାବୁକ୍; ଜାଣନ୍ତୁ ନୂଆ ମୂଲ୍ୟ
ନୂଆଦିଲ୍ଲୀ,୧।୫:ଯଦି ଆପଣ ଏକ ନୂଆ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟ ଉପରେ ଏବେ ଅଧିକ ଚାପ ପଡ଼ିପାରେ। Nothing, Realme ଏବଂ OnePlus ଭଳି ତିନୋଟି ବଡ଼ ବ୍ରାଣ୍ଡ ସେମାନଙ୍କର ଅନେକ ଲୋକପ୍ରିୟ ଫୋନର ଦର ବୃଦ୍ଧି…
କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ
କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ବି ୧୦ରୁ ଊଦ୍ଧର୍ବ ମହିଳା, ପୁରୁଷ ମୃତ୍ୟୁ ସହ ସଂଗ୍ରାମ…
କମର୍ସିଆଲ ଏଲ୍ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍ଶୀଘ୍ର ହୋଇପାରେ ଘୋଷଣା!
ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ। ଏହାପୂର୍ବରୁ ସରକାର ୧ ମଇ…

