ପର୍ବତ କୁହେ ସଭ୍ୟତାର କାହାଣୀ
ଯାଯାବର ଭାବେ ଜୀବନ ବିତାଉଥିବା ମଣିଷ ସ୍ଥାୟୀ ଭାବେ ବସବାସ କରିଥିଲା। ନିଜ ମନର କଥାକୁ ବିଭିନ୍ନ ସମୟରେ ମଣିଷ ପର୍ବତ ଗୁମ୍ଫାରେ ନାନା ଉପାୟରେ ଲିପିବଦ୍ଧ କରିବାର ପ୍ରୟାସ କରିଥିଲା। ଏହାଦ୍ୱାରା ଭବିଷ୍ୟତ ପିଢ଼ିଙ୍କୁ ମଧ୍ୟ ସହାୟତା ମିଳୁଥିଲା। ବହୁ…
ଡ୍ୟାନ୍ସ ଭିଡିଓ ଶେୟାର କରି ପ୍ରିୟଙ୍କାଙ୍କୁ ଟାର୍ଗେଟ କଲେ ଅମିତ ମାଳବିୟ, ଜନତା ଶେୟାର କଲେ ସିନ୍ଧିଆଙ୍କ ଫଟୋ
ନୂଆଦିଲ୍ଲୀ,୧୧ ।୧୨: ଦେଶର ପ୍ରଥମ ସିଡିଏସ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ୧୩ ଜଣଙ୍କର ହେଲିକପ୍ଟର ଦୁର୍ଘଟଣା ଜନିତ ମୃତ୍ୟୁ ପରେ ସାରା ଦେଶରେ ଶୋକର ଛାୟା ଖେଳି ଯାଇଥିଲା । ଶୁକ୍ରବାର ରାୱତ ଦମ୍ପତିଙ୍କ…
ଶେଷ ହେଲା ଶ୍ରୀ କାଶୀ ବିଶ୍ୱନାଥ ଧାମର କାମ: ଲୋକାର୍ପଣ କରିବେ ମୋଦି
ବାରାଣସୀ,୧୧ ।୧୨: ଶ୍ରୀ କାଶୀ ବିଶ୍ୱନାଥ ମନ୍ଦିରର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ପୂର୍ବରୁ ମନ୍ଦିରର ପ୍ରଥମ ପର୍ଯ୍ୟାୟ କାମ ଶେଷ ହୋଇଥିବା ସୂଚନା ମିଳିଛି । ଦୀର୍ଘ ୩୩ ମାସ ପରେ ସେଠାରୁ ମେଶିନକୁ ବାହାରକୁ…
ହରିଦ୍ୱାରରେ ବିସର୍ଜନ ହେବ ସିଡିଏସ୍ ବିପିନ ରାୱତ, ପତ୍ନୀ ମଧୁଲିକାଙ୍କ ଅସ୍ଥି
ନୂଆଦିଲ୍ଲୀ,୧୧ ।୧୨: ଦେଶର ପ୍ରଥମ ସିଡିଏସ୍ ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ଅସ୍ଥି ଶନିବାର ହରିଦ୍ୱାର ଗଙ୍ଗାରେ ବିସର୍ଜନ କରାଯିବ । ସକାଳ ୧୦ଟାରେ ଏହି ଅସ୍ଥି ବିସର୍ଜନ କରାଯିବ ବୋଲି ଜଣାପଡିଛି । ଜିଲାଧିକାରୀ…
ଖୋଲା ସ୍ଥାନରେ ନମାଜ ପାଠକୁ ସହ୍ୟ କରାଯିବ ନାହିଁ
ନୂଆଦିଲ୍ଲୀ,୧୧।୧୨: ଗୁରଗାଓଁରେ ମୁସଲମାନମାନେ ଖୋଲା ସ୍ଥାନରେ ଶୁକ୍ରବାର ନମାଜ ପାଠ କରିବା ଉଚିତ ନୁହେଁ। ଏଭଳି କହିଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଖଟ୍ଟର। ୨୦୧୮ରେ ହିନ୍ଦୁ ସମ୍ପ୍ର୍ରଦାୟ ସହ ବିବାଦ ପରେ ସହରର କିଛି ନିର୍ଦ୍ଦିଷ୍ଟ ସ୍ଥାନରେ ଶୁକ୍ରବାର ନମାଜ ପାଠ…
ବାତ୍ୟା କ୍ଷୟକ୍ଷତି ଆକଳନ କରିବେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସିବ। ସ୍ବରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ ଯୁଗ୍ମ ସଚିବ ସୌରଭ ରାୟଙ୍କ ନେତୃତ୍ୱରେ ଆସୁଥିବା ଏହି ଟିମ୍ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ। ୧୨ ଓ ୧୩ ତାରିଖ ୨…
ପ୍ରିୟଙ୍କାଙ୍କ ଗସ୍ତ ଦିନ ଗୋଆ କଂଗ୍ରେସକୁ ଶକ୍ତ ଧକ୍କା
ନୂଆଦିଲ୍ଲୀ,୧୦।୧୨: କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୋଆ ଗସ୍ତରେ ଯାଇଥିବା ବେଳେ ବହୁସଂଖ୍ୟାରେ ନେତା ଇସ୍ତଫା ଦେବା ଦଳକୁ ଶକ୍ତ ଧକ୍କା ଦେଇଛି। ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଦଳଗୁଡ଼ିକ ସହ ହେବାକୁ ଥିବା ମେଣ୍ଟକୁନେଇ ଦ୍ୱନ୍ଦ୍ୱ ଦେଖାଦେଇଛି।…
ଡିବିରିରେ ଜଳିଗଲା ସଂସାର
ପାଟଣା,୧୦ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାକୁଣ୍ଡାପାଳ ପଞ୍ଚାୟତ ଜଡ଼ିଚାତର ଗାଁ ଉପରସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଡିବିରିରୁ ନିଆଁ ଲାଗି ବୃଦ୍ଧ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଲାଲମୋହନ ମହାନ୍ତ(୬୨) ଓ ତାଙ୍କ ସ୍ତ୍ରୀ ଲବଙ୍ଗ(୫୫)। ସୂଚନା…
କ୍ଷମା ମାଗିଲେ ନଓ୍ବାବ
ମୁମ୍ବାଇ, ୧୦ା୧୨: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି) ଆଞ୍ଚଳିକ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖଡେଙ୍କ ବିରୋଧରେ ମନ୍ତବ୍ୟ ଦେଇଥିବାରୁ ଏନ୍ସିବି ନେତା ତଥା ମହାରାଷ୍ଟ୍ର ମନ୍ତ୍ରୀ ନଓ୍ବାବ ମଲ୍ଲିକ ମୁମ୍ବାଇ ହାଇକୋର୍ଟରେ ନିଃସର୍ତ୍ତ କ୍ଷମା ମାଗିଛନ୍ତି। ଆଗକୁ ପ୍ରତ୍ୟକ୍ଷ କିମ୍ବା ପରୋକ୍ଷରେ ଏପରି…
ନିୟମରେ ପରିବର୍ତ୍ତନ ଲାଗି ଅନୁରୋଧ କଲେ ଆର୍ଯ୍ୟନ
ମୁମ୍ବାଇ,୧୦।୧୨: ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ଏବେ ଡ୍ରାଗ୍ସ ଅନ୍ କ୍ରୁଜ ମାମଲାରେ ଜାମିନରେ ବାହାରେ ଅଛନ୍ତି। କିନ୍ତୁ ଜାମିନର ସର୍ତ୍ତ ମୁତାବକ, ତାଙ୍କୁ ପ୍ରତି ଶୁକ୍ରବାର ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି)ର ଦକ୍ଷିଣ ମୁମ୍ବାଇ କାର୍ଯ୍ୟାଳୟରେ ହାଜର…
ବରଗଡ଼ ଧନୁଯାତ୍ରା ସ୍ଥଗିତ
ବରଗଡ଼ ଅଫିସ୍,୧୦।୧୨: ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ସ୍ଥଗିତ ରଖାଯାଇଛି। ରାଜ୍ୟ ସରକାରଙ୍କ କୋଭିଡ୍ ଗାଇଡ୍ ଲାଇନକୁ ଦୃଷ୍ଟିରେ ରଖି ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳଙ୍କ ଅଫିସ ସମ୍ମିଳନୀ କକ୍ଷରେ ଧନୁଯାତ୍ରା ମହୋତ୍ସବ ସମିତି ଅଧ୍ୟକ୍ଷ ତଥା ଜିଲାପାଳ ମୋନିଷା…
ନାବାଳିକାଙ୍କୁ ଗର୍ଭବତୀ କଲେ ବଡ଼ ଭଉଣୀଙ୍କ ଦିଅର
ଜୟପୁର, ୧୦ା୧୨(ନି.ପ୍ର.): ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଇ ଗର୍ଭବତୀ କରିଥିବା ନେଇ କୋରାପୁଟ ଜିଲା ଜୟପୁର ମହିଳା ଥାନା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୋଗ ମୁତାବକ,…
Archives


