Home Left

ଯୁବକଙ୍କୁ ଚାପୁଡ଼ା ମାରି ହଟହଟା ହେଲେ ଗଞ୍ଜାମ ତହସିଲଦାର

ଗଞ୍ଜାମ,୧୩ା୪(ଡି.ଏନ୍‌.ଏ.): ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କୁ ବିନା କାରଣରେ ମାଡ଼ ମାରି ଅଡୁଆରେ ପଡ଼ିଛନ୍ତି ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ। ଏହି ଘଟଣାକୁ ନେଇ ଗଞ୍ଜାମ ବ୍ଲକ ଅନ୍ତର୍ଗତ ସିପକୁଦା ଗ୍ରାମରେ ତହସିଲଦାରଙ୍କୁ ଘେର କୈଫିୟତ ମାଗିଥିଲେ। ସୂଚନାନୁଯାୟୀ, ତହସିଲଦାର…

ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର

ଭଦ୍ରକ ଅଫିସ,୧୩ା୪: ଲାଞ୍ଚ ନେବାବେଳେ ସାଦା ପୋଷାକରେ ଉପସ୍ଥିତ ଥିବା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ସେକ୍ସନ ଅଫିସରଙ୍କୁ ଧରିଛନ୍ତି। ଏପରିକି ତାଙ୍କଠାରୁ ଲାଞ୍ଚ ଟଙ୍କା ମଧ୍ୟ ଜବତ କରାଯାଇଛି। ଭଦ୍ରକ ଟାଉନରେ ଏପରି ଘଟଣା ଦେଖିବାକୁ ମିଳିଛି। ଧୂଷୁରୀ ସାଆଁଳପୁର ଆଇଜିଏମ…

ମଣିଷ ପରି ଚାଲୁଛି କୁକୁର, ଭିଡିଓ ଦେଖିଲେ…

କୁହାଯାଏ, ଇଚ୍ଛା ଥିଲେ ସବୁ ସମ୍ଭବ। ଏହା କେବଳ ମଣିଷମାନଙ୍କ ପାଇଁ ଯେ, ପ୍ରଯୁଜ୍ୟ ତାହା ନୁହେଁ; ଏହା ପଶୁପକ୍ଷୀଙ୍କ କ୍ଷେତ୍ରରେ ମଧ୍ୟ ସମ୍ଭବ ହୋଇଥାଏ। ସୋସିଆଲ ମିଡିଆରେ ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହା ଦେଖିଲେ ଆଶ୍ଚର୍ଯ୍ୟ…

ଶାଳଗଛରେ ଭାଲୁ: ଆତଙ୍କରେ ଗ୍ରାମବାସୀ

ଉମରକୋଟ,୧୩ା୪(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୁର୍ସୀ ପଞ୍ଚାୟତର ଜୁନାପାଣି ଗ୍ରାମ ନିକଟସ୍ଥ ଜଙ୍ଗଲର ଏକ ଶାଳଗଛରେ ଭାଲୁଟି ଚଢ଼ିଯାଇଛି। ଗଛଟି ବହୁତ ଉଚ୍ଚ ଥିବାରୁ ତଳକୁ ଆସି ପାରୁନାହିଁ। ସ୍ଥାନୀୟ ବାସିନ୍ଦାଙ୍କ କହିବା ଅନୁଯାୟୀ, ସକାଳୁ ଗ୍ରାମର କିଛି ଲୋକ…

ମିଳିଲା ଶତାଧିକ ଚୋରି ମୋବାଇଲ

ବରଗଡ଼ ଅଫିସ,୧୩ା୪: ବରଗଡ଼ ଜିଲା ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର୍‌ ସେଲର ସହାୟତା ନେଇ ପୋଲିସ ୧୦୧ଟି ମୋବାଇଲ ଜବତ କରିଛି। ଜବତ ମୋବାଇଲର ସମୁଦାୟ ମୂଲ୍ୟ ୧୧ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଆକଳନ କରାଯାଇଛି। ବୁଧବାର…

ପ୍ରଧାନମନ୍ତ୍ରୀଙ୍କୁ ‘ଅନ୍ତର୍ଜାତୀୟ ଭିକାରୀ’ କହିଲେ ଏମ୍‌ପି

ଇସଲାମାବାଦ୍‌,୧୩।୪: ପାକିସ୍ତାନରେ ରାଜନୈତିକ ସଙ୍କଟ ଶେଷ ହୋଇଛି। ଅନାସ୍ଥା ଭୋଟରେ ପରାଜୟ ପରେ ଇମ୍ରାନ ଖାନ ସରକାର ଗାଦିଚ୍ୟୁତ ହୋଇଛି। ଶେହଓ୍ବାଜ୍‌ ଶରିଫ ବର୍ତ୍ତମାନ ଦେଶର ନୂତନ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ପାକିସ୍ତାନକୁ ଆର୍ଥିକ ସଙ୍କଟରୁ ମୁକ୍ତ କରିବା ପାଇଁ ଶେହଓ୍ବାଜ୍‌ ଅନ୍ତର୍ଜାତୀୟ…

ପୁଟିନ୍‌ଙ୍କ ନିକଟତମ ଭିକ୍ଟରଙ୍କୁ ଗିରଫ, ବଦଳରେ ୟୁକ୍ରେନ୍‌ ନାଗରିକଙ୍କ ମୁକ୍ତି ଦାବି କଲେ ଜେଲେନସ୍କି…

କ୍ୱିଭ୍‌, ୧୩।୪ : ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିନ୍‌ଙ୍କ ନିକଟତମ କୁହାଯାଉଥିବା ଭିକ୍ଟର ମେଦଓ୍ବେଦଚୁକ୍‌ଙ୍କୁ ୟୁକ୍ରେନ୍‌ ସୈନ୍ୟ ଗିରଫ କରିଛନ୍ତି। ରାଷ୍ଟ୍ରପତି ଭୋଲଡାମିଅର ଜେଲେନସ୍କି ଭିକ୍ଟରଙ୍କ ବଦଳରେ ଅଟକଥିବା ୟୁକ୍ରେନ୍‌ ନାଗରିକଙ୍କ ମୁକ୍ତି ଦାବି କରିଛନ୍ତି। ଭିକ୍ଟରଙ୍କର ଏକ ଫଟୋ ମଧ୍ୟ…

ପୁଣି ବଢ଼ିଲା ସିଏନ୍‌ଜି, ପିଏନ୍‌ଜି ଦାମ୍‌

ମୁମ୍ବାଇ,୧୩।୪: ପୁଣିଥରେ ସିଏନ୍‌ଜି ଓ ରନ୍ଧନ ଗ୍ୟାସ୍‌ ପିଏନ୍‌ଜି ଦାମ ବୃଦ୍ଧି କରିଛି ମହାନଗର ଗ୍ୟାସ ଲିମିଟେଡ୍‌ (ଏମ୍‌ଜିଏଲ୍‌)। ଏହି ତୈଳ କମ୍ପାନୀ ସିଏନ୍‌ଜି ଦାମ କେଜି ପିଛା ୫ ଟଙ୍କା ବଢ଼ାଇଥିବା ବେଳେ ପିଏନ୍‌ଜି ଦର ୪.୫୦ ଟଙ୍କା ବୃଦ୍ଧି…

୨ ବ୍ରାଉନ ସୁଗାର ମାଫିଆ ଗିରଫ

ପୁରୀ ଅଫିସ,୧୩।୪: ପୁରୀ ଦୟା ବ୍ରିଜ ନିକଟ ହଳଦିପଦର ଛକରୁ କଣାସ ପୋଲିସ ୨ ବ୍ରାଉନ ସୁଗାର ମାଫିଆଙ୍କୁ ଗିରଫ କରିଛି। ସେମାନେ ହେଲେ ଖୋର୍ଦ୍ଧା ଥାନା ସାମନ୍ତରାୟପୁରର ମହେନ୍ଦ୍ର ବେହେରା ଓ ବେଗୁନିଆ ଥାନା ଅଞ୍ଚଳର ଶିଶିର ମହାନ୍ତି। ସେମାନଙ୍କଠାରୁ…

କର୍ନାଟକ ସ୍କୁଲର ମଧ୍ୟାହ୍ନ ଭୋଜନରେ ସାମିଲ ହେବ ଅଣ୍ଡା

ବେଙ୍ଗାଲୁରୁ,୧୩।୪: କେତେକ ଧାର୍ମିକ ଗୋଷ୍ଠୀ ଏବଂ ସମ୍ପ୍ରଦାୟର ବିରୋଧ ସତ୍ତ୍ୱେ ମଧ୍ୟ କର୍ନାଟକରେ ମଧ୍ୟାହ୍ନ ଭୋଜନରେ ଅଣ୍ଡାକୁ ସାମିଲ କରାଯାଇପାରେ। ଆଗାମୀ ଏକାଡେମିକ ସେସନରେ ଭାଜପା ସରକାର ଏହାକୁ ଆରମ୍ଭ କରିପାରନ୍ତି। ଭାଜପା ସରକାର ଏକ ପାଇଲଟ ପଦକ୍ଷେପ ଉପରେ କାର୍ଯ୍ୟ…

ମାରିଆପୋଲରେ ହଜାରେରୁ ଊର୍ଦ୍ଧ୍ୱ ୟୁକ୍ରେନ ସୈନ୍ୟ କଲେ ଆତ୍ମସମର୍ପଣ: ଦାବି କଲା ରୁଷିଆ

କ୍ୱିଭ୍‌,୧୩।୪: ୟୁକ୍ରେନ-ରୁଷିଆ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୫୦ଦିନରେ ପହଞ୍ଚିଛି। ୨ଦେଶ ମଧ୍ୟରେ ଯୁଦ୍ଧ ଥମି ନ ଥିବା ବେଳେ ବେଳକୁ ବେଳ ରୁଷିଆ ଆକ୍ରମଣାତ୍ମକ ହେବାରେ ଲାଗିଛି। ରୁଷିଆ ସୈନ୍ୟଙ୍କ ପକ୍ଷରୁ ୟୁକ୍ରେନ ସହରଗୁଡ଼ିକରେ ବୋମା ବିସ୍ଫୋରଣ ଜାରି ରହିଛି।…

କଳା ପଲସରରେ ଆସି ଝାମ୍ପିନେଲେ ଚେନ୍‌

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଝିଅକୁ ସ୍କୁଲରେ ଛାଡି ଘରକୁ ଫେରୁଥିବା ବେଳେ କଳା ପଲସରରେ ପଛରୁ ଆସି ସୁନା ଚେନ ଝାମ୍ପି ନେଲେ ଲୁଟେରା। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଞ୍ଚଳରେ। ସ୍କୁଟିରୁ ପଡି ମହିଳା ଜଣଙ୍କ ଗୁରୁତର ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?