Home Left

ରାଜ୍ୟରେ ୩ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୨ ଜଣ ଏବଂ ବରଗଡରୁ ଜଣେ ଆକ୍ରାନ୍ତଙ୍କର…

ଧୋନୀଙ୍କ ହେଲିକପ୍ଟର ଶଟ୍‌ ଖେଳିଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି। ଧନଶ୍ରୀ ଜଣେ କୋରିଓଗ୍ରାଫର। ସେ ଇନଷ୍ଟାଗ୍ରାମରେ ନିଜର ଡ୍ୟାନ୍ସ ଭିଡିଓ ଶେୟାର୍‌ କରନ୍ତି ଏବଂ ପ୍ରଶଂସକମାନେ ତାଙ୍କୁ ବହୁତ ପସନ୍ଦ…

ସୋସିଆଲ ମିଡିଆରେ ଅଶ୍ଳୀଳ ଫଟୋ ଶେୟାର କଲେ ଶିକ୍ଷୟିତ୍ରୀ, ଆଉ ତା’ ପରେ…

ମସ୍କୋ,୧୦ା୧୨: ରୁଷିଆର ଜଣେ ଶିକ୍ଷୟିତ୍ରୀଙ୍କ ଏମିତି ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥି ପାଇଁ ତାଙ୍କୁ ଚାକିରି ହରାଇବାକୁ ପଡ଼ିଛି। ଶିକ୍ଷୟିତ୍ରୀ ଜଣକ ଅଶ୍ଳୀଳ ଭିଡିଓ କରି ଏହାକୁ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଭିଡିଓ ଭାଇରାଲ ହେବା ପରେ ତାଙ୍କ…

ପଡ଼ିଲା ତେଜସ୍ବୀଙ୍କ ହାତଗଣ୍ଠି

ନୂଆଦିଲ୍ଲୀ,୧୦।୧୧: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସାନପୁଅ ତେଜସ୍ବୀ ଯାଦବ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଏହି ବିବାହ ସମ୍ପର୍କରେ ତେଜସ୍ବୀ ଯାଦବଙ୍କ ପୁରା ପରିବାର ଦିଲ୍ଲୀରେ ଅଛନ୍ତି। ତେବେ ବରିଷ୍ଠ ଆରଜେଡି ନେତାଙ୍କ ସମେତ ପରିବାର ବାହାରେ ଥିବା…

ମୁକେଶ ଅମ୍ବାନୀଙ୍କ ଝିଅ ବାହାଘରର ଗୋଟିଏ କାର୍ଡର ମୂଲ୍ୟ ଜାଣିଲେ…

ବର୍ତ୍ତମାନ କାଟ୍ରିନା ଭିକି କୌଶଲଙ୍କ ବିବାହକୁ ନେଇ ଫ୍ୟାନ୍ ଫଲୋର୍ସଙ୍କ ମଧ୍ୟରେ ବେଶ ଉତ୍କଣ୍ଠା ବଢ଼ିଛି। ତେବେ ପ୍ରସିଦ୍ଧ ବ୍ୟକ୍ତିଙ୍କ ବିବାହ ସବୁବେଳେ ଚର୍ଚ୍ଚାରେ ରହିଆସିଛି। ଏହାର ଏକ ବିଶେଷ କାରଣ ହେଉଛି ସେମାନଙ୍କ ବିବାହ ସମାରୋହ ବହୁତ ବିଳାସପୂର୍ଣ୍ଣ। ବିବାହରେ…

ରାଜସ୍ଥାନର ସମସ୍ତ ୯ ଓମିକ୍ରନ୍ ଆକ୍ରାନ୍ତଙ୍କ ରିପୋର୍ଟ ଆସିଲା ନେଗେଟିଭ୍‌

ଜୟପୁର,୧୦ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା ରାଜସ୍ଥାନର ସମସ୍ତ ୯ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି । ରାଜସ୍ଥାନ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ସମସ୍ତ ଆକ୍ରାନ୍ତଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏହାସହ ସେମାନଙ୍କୁ…

ଅଯୋଧ୍ୟା ରାୟ ପରେ ବିଚାରପତିମାନଙ୍କୁ ପାର୍ଟି ଦେଇଥିଲେ ଜଷ୍ଟିସ୍‌ ଗୋଗୋଇ

ନୂଆଦିଲ୍ଲୀ,୧୦।୧୨: ୨୦୧୯ ନଭେମ୍ବର ୯ରେ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ୍‌ ମାମଲାରେ ଐତିହାସିକ ରାୟ ପ୍ରଦାନ ପରେ ତତ୍କାଳୀନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ ଖଣ୍ଡପୀଠରେ ଥିବା ତାଙ୍କ ସହକର୍ମୀ ବିଚାରପତିମାନଙ୍କୁ ଡିନର ପାଇଁ ହୋଟେଲ ତାଜ୍‌ ମାନସିଂକୁ ନେଇଥିଲେ। ଏବଂ…

ସମାନତା ହିଁ ବିକାଶର ମୂଳମନ୍ତ୍ର

ପୃଥିବୀରେ ବିଭିନ୍ନ ବର୍ଗର ଲୋକଙ୍କ ମଧ୍ୟରେ ସମାନତା ବଜାୟ ରହିବା ଅପରିହାର୍ଯ୍ୟ। ଏହାଦ୍ୱାରା ବିକାଶଧାରା ଅବ୍ୟାହତ ରହିବା ସହ ପୃଥିବୀ ଏକ ବୃହତ୍‌ ପରିବାରର ଧାରଣା ସୃଷ୍ଟି ହୋଇଥାଏ। ବିଶ୍ୱ ଭ୍ରାତୃତ୍ୱକୁ ଆଗେଇ ନେବାକୁ ପ୍ରତିବର୍ଷ ଡିସେମ୍ବର ୧୦ରେ ଅନ୍ତର୍ଜାତୀୟସ୍ତରରେ ମାନବାଧିକାର…

୫୭ ବର୍ଷରେ ବାପା ହେଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ, ୧୦ା୧୨: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ(୫୭) ପୁଣି ବାପା ହୋଇଛନ୍ତି। ସ୍ତ୍ରୀ କ୍ୟାରି ଜନ୍‌ସନ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିବା ଗୁରୁବାର ଉଭୟେ ଘୋଷଣା କରିଛନ୍ତି। ଏହା ସେମାନଙ୍କ ଦ୍ୱିତୀୟ ସନ୍ତାନ। ଗତ ବର୍ଷ ଏପ୍ରିଲରେ କ୍ୟାରି ପୁଅ…

ଘଣ୍ଟାକୁ ୩୬୨ କିମି ବେଗରେ ଦୌଡ଼ିବ ଟ୍ରେନ

ପ୍ୟାରିସ,୧୦।୧୨: ବ୍ରିଟେନର ନୂଆ ହାଇସ୍ପିଡ୍‌ ରେଲଓ୍ବେ ଲାଇନ ଏଚ୍‌ଏସ୍‌୨ରେ ୟୁରୋପର ସବୁଠୁ ଦୂତତମ ଟ୍ରେନ ଦୌଡ଼ିବ। ଏହା ଘଣ୍ଟା ପ୍ରତି ୩୬୨ କିମି (୨୨୫ ମାଇଲ) ବେଗରେ ଚାଲିବ ବୋଲି କୁହାଯାଇଛି। ଫ୍ରାନ୍ସର ଅଲଷ୍ଟମ ଓ ଜାପାନର ହିଟାଚି ରେଲ କମ୍ପାନୀ…

‘ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି’

ନୂଆଦିଲ୍ଲୀ,୯।୧୨: ”ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ଜେନେରାଲ ବିପିନ ରାଓ୍ବତଙ୍କ ମୃତ୍ୟୁ ନେଇ ଲୋକଙ୍କ ମନରେ ଅନେକ ସନ୍ଦେହ ସୃଷ୍ଟି ହୋଇଛି। ଏହା କିଛି ବଡ଼ କଥା ନୁହେଁ ପ୍ରତ୍ୟେକ ଥର ଏଭଳି ଦୁର୍ଘଟଣା ପରେ…

ଛିଡ଼ା ହୋଇଥିବା ଟ୍ରକ୍‌କୁ ପଛରୁ ପିଟିଲେ

ଝାରସୁଗୁଡା ଅଫିସ୍‌,୧୨।୧୨: ଝାରସୁଗୁଡ଼ା ଜିଲା ତାଳପଟିଆ ଫାଣ୍ଡି ଅଧୀନ ଦୁଲର୍ଗା ଗୌଡପଡା ଛକରେ ଗୁରୁବାର ରାତିରେ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଏକ ଟ୍ରକ୍‌ ପଛରେ ପିଟି ହୋଇ ଏକ ବାଇକ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବାଇକ୍‌ରେ ଥିବା ୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri