ଓ୍ବେବ୍ ସିରିଜ୍ରେ ଶ୍ରଦ୍ଧା
ଅଭିନେତ୍ରୀ ଶ୍ରଦ୍ଧା ପାଣିଗ୍ରାହୀ ଏବେ ନୂଆ ଦୁନିଆରେ ପାଦ ଦେଇଛନ୍ତି। ଚଳଚ୍ଚିତ୍ର ଏବଂ ଧାରାବାହିକ ପରେ ତାଙ୍କୁ ଓ୍ବେବ୍ ସିରିଜରେ ଦେଖିବାକୁ ମିଳିବ। ଚଳିତ ମାସ ୧୦ରୁ ପ୍ରସାରିତ ହେବାକୁ ଯାଉଥିବା ଓଟିଟି ପ୍ଲାଟଫର୍ମ ‘କଞ୍ଚାଲଙ୍କା’ର ନୂଆ ଓ୍ବେବ୍ ସିରିଜ ‘ବ୍ରେକ୍…
ଐଶ୍ଙ୍କ କଥା ରହିଲା
ବେଶ୍ କିଛି ବର୍ଷର ଗ୍ୟାପ୍ ପରେ ଐଶ୍ୱର୍ଯ୍ୟା ରାୟବଚ୍ଚନ ପୁଣି ଥରେ ବଡ଼ ପରଦାରେ ଆସୁଛନ୍ତି। ରବୀନ୍ଦ୍ର ନାଥ ଟାଗୋରଙ୍କ ପୁସ୍ତକ ‘ଥ୍ରୀ ଓ୍ବମେନ୍’କୁ ଆଧାର କରି ନିର୍ମିତ ହେଉଥିବା ଫିଲ୍ମରେ ସେ ଅଭିନୟ କରିବାକୁ ଯାଉଛନ୍ତି। ଯେତେବେଳେ ସେ ଏହାର…
ଜରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଗଣଧାରଣା
ବିଞ୍ଝାରପୁର,୯।୧୨(ଡି.ଏନ.ଏ.): ଜରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମାନ୍ୟତା ସହ ସ୍ଥାୟୀ ଡାକ୍ତର, ଫାର୍ମାସିଷ୍ଟ ଓ ଷ୍ଟାଫନର୍ସ ନିଯୁକ୍ତି ଦାବିରେ ବୁଧବାର ଆଞ୍ଚଳିକ ବୁଦ୍ଧିଜୀବୀ ମଞ୍ଚ ପକ୍ଷରୁ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଗଣଧାରଣା ଦିଆଯାଇଛି। ମଞ୍ଚ ସମ୍ପାଦକ ବ୍ରହ୍ମାନନ୍ଦ ମଲ୍ଲିକଙ୍କ ନେତୃତ୍ୱରେ ଜରି,…
ଏମାନଙ୍କୁ ହୃଦ୍ଘାତ ଆଶଙ୍କା ଅଧିକ
ନିକଟରେ ହୋଇଥିବା ଏକ ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଭିଟାମିନ ‘ଡି’ ହାର୍ଟ ପାଇଁ ଖୁବ୍ ଜରୁରୀ। ଏହା ହାଡ଼କୁ ମଜଭୂତ କରିବା ସହ ହାର୍ଟକୁ ମଧ୍ୟ ସୁସ୍ଥ ରଖେ। ଦକ୍ଷିଣ ଅଷ୍ଟ୍ରେଲିଆ ବିଶ୍ୱବିଦ୍ୟାଳୟର ଅନୁସନ୍ଧାନକାରୀଙ୍କ ଦ୍ୱାରା କରାଯାଇଥିବା ଏହି ଅଧ୍ୟୟନ ୟୁରୋପୀୟ…
ଏଏମ୍ଏନ୍ଏସ୍ କମ୍ପାନୀ ଫାଟକ ଆଗରେ ଧାରଣା
ପାରାଦୀପ,୯।୧୨(ସ୍ବ.ପ୍ର.): ପାରାଦୀପର ଏଏମ୍ଏନ୍ଏସ୍ (ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ) କମ୍ପାନୀର ମୁଖ୍ୟ ଫାଟକ ଆଗରେ ବୁଧବାର ୪ ଜଣ ଠିକା ଶ୍ରମିକଙ୍କ ପରିବାର ଧାରଣା ଦେଇଥିଲେ। ୮ ମାସର ବକେୟା ଦରମା, ସ୍ଥାୟୀ ନିଯୁକ୍ତି ଦାବିରେ ଉକ୍ତ ଶ୍ରମିକ ପରିବାର ସହର…
ପାହାଡ଼ ଭିତରେ ପ୍ରାଚୀନ ଗୁମ୍ପା ଠାବ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ଓଡ଼ିଶାରେ ଏବେ ବି ବହୁ ଐତିହାସିକ କୀର୍ତ୍ତିରାଜ ଲୁକ୍କାୟିତ ହୋଇ ରହିଛି। ସେଗୁଡ଼ିକୁ ଖୋଜିବା ସହ ଲୋକଲୋଚନ ତଥା ସରକାରଙ୍କ ଦୃଷ୍ଟିକୁ ଆଣିବା ପାଇଁ ଅନେକ ସଂସ୍ଥା ତଥା ଅନୁଷ୍ଠାନ ପ୍ରୟାସ ଜାରି ରଖିଛନ୍ତି। ତେବେ ଏଭଳି ଏକ ପ୍ରାଚୀନ…
କାଜୁ ଖାଉଛନ୍ତି କି…
କାଜୁ ଖାଇବା ଲାଗି ସ୍ବାଦିଷ୍ଟ ହୋଇଥିବା ବେଳେ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର। ଏଥିରେ ଭିଟାମିନ୍ ଓ ପ୍ରୋଟିନ୍ର ମାତ୍ରା ଅଧିକ ରହିଥାଏ। ଶୀତଦିନେ ଏହାକୁ ଖାଇବା ଲାଭଜନକ ହେବା ସହ ଅନେକ ରୋଗକୁ ମୁକ୍ତି ଦେଇଥାଏ ଜାଣନ୍ତୁ ସେ ସମ୍ପର୍କରେ……
ମାପ ଓଜନରେ ବ୍ୟାପକ ଠକେଇ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ଗତ ୨ ବର୍ଷରେ ମାପ ଓ ଓଜନ ନିୟମ ଉଲ୍ଲଂଘନକାରୀଙ୍କ ଠାରୁ ୨ କୋଟି ୮୩ ଲକ୍ଷ ୬୮ ହଜାର ୩୬୫ ଟଙ୍କା ଆଦାୟ ହୋଇଛି । ୨୦୧୯-୨୦ରେ ୧ କୋଟି ୩୧ ଲକ୍ଷ ୯୪ ହଜାର ୬୧୫ ଟଙ୍କାର…
ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦାବିକଲା କଂଗ୍ରେସ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ‘ଜୱାଦ’ଜନିତ ଅଦିନିଆ ବର୍ଷାରେ ଓଡ଼ିଶାରେ ବ୍ୟାପକ ଫସଲ ନଷ୍ଟ ହୋଇଛି। କେବଳ ଧାନ ଚାଷୀ ନୁହନ୍ତି, ପରିବା ଚାଷୀ ମଧ୍ୟ କ୍ଷତିଗ୍ରସ୍ତ ହୋଇଛନ୍ତି। ଏଭଳି ବିପତ୍ାତ ସମୟରେ ରାଜ୍ୟ ଓ କେନ୍ଦ୍ର ସରକାର ତୁରନ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ…
୧୩ରେ ‘ଦିବ୍ୟ କାଶୀ-ଭବ୍ୟ କାଶୀ’ର ଲୋକାର୍ପଣ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ଭଗବାନ ଶିବଙ୍କ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ମଧ୍ୟରୁ ଏକ ପ୍ରାଚୀନ ଧାର୍ମିକ ସହର କାଶୀ ବିଶ୍ୱନାଥ ଧାମର ସୌନ୍ଦର୍ଯ୍ୟକରଣ ଓ ସାମଗ୍ରିକ ବିକାଶ କାର୍ଯ୍ୟ ‘ଦିବ୍ୟ କାଶୀ-ଭବ୍ୟ କାଶୀ’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୩ ତାରିଖରେ ଲୋକାର୍ପଣ କରିବେ। ସାରା…
ରାଲିରେ ଯୋଗ ଦେବାକୁ କଂଗ୍ରେସ ରଖିଲା ସର୍ତ୍ତ: ଆଣିବାକୁ ହେବ ୭୨ ଘଣ୍ଟା ପୂର୍ବରୁ କରାଯାଇଥିବା ଆର୍ଟିପିସିଆର୍ ଟେଷ୍ଟ ରିପୋର୍ଟ
ଜୟପୁର,୯ ।୧୨: କଂଗ୍ରେସ ନେତା ଜ୍ୟୋତି ଖଣ୍ଡେଲୱାଲ ରାଷ୍ଟ୍ରୀୟ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପତ୍ର ଲେଖି କହିଛନ୍ତି କି ଜୟପୁରରେ ୧୨ ଡିସେମ୍ବରକୁ ହେବାକୁ ଥିବା ମହଙ୍ଗା ମାଡ ବିରୋଧୀ ରାଲିକୁ ସ୍ଥଗିତ ରଖିବା ଦରକାର । ଜ୍ୟୋତି ଖଣ୍ଡେଲୱାଲ ତାଙ୍କ…
ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୯।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍)ରୁ ‘ବ୍ରହ୍ମୋସ’ ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ଏୟାରଭର୍ସନ୍ର ପରୀକ୍ଷଣ ସଫଳ ହୋଇଛି। ବୁଧବାର ପୂର୍ବାହ୍ନ ୧୦ଟା ୩୦ମିନିଟ୍ ସମୟରେ ସୁଖୋଇ-୩୦ ଏମ୍କେ-୧ ଯୁଦ୍ଧବିମାନରୁ ଏହି କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଥିଲା। ବିମାନରୁ ସମସ୍ତ…
Archives


