ମେଥି ହେୟାର ମାସ୍କ
କେଶକୁ ସୁନ୍ଦର କରିବା ପାଇଁ ବିଭିନ୍ନ ପ୍ରକାରର ଦାମୀ ପ୍ରଡକ୍ଟ ବ୍ୟବହାର କରାଯାଏ। କିନ୍ତୁ ଘରୋଇ ଉପାୟରେ ମେଥି ବ୍ୟବହାର କରି ସୁନ୍ଦର ଘନ କେଶ ପାଇ ହେବ… ମେଥି ହେୟାର ମାସ୍କ ଲଗାଇବା ଫଳରେ କେଶ ଝଡ଼ିବା, କେଶ ଧଳା…
ଘରୋଇ ଉପାୟରେ ଦୂରାନ୍ତୁ ମଶା
ପ୍ରବଳ ଗରମ ସାଙ୍ଗକୁ ମଶାଙ୍କ ଦୌରାତ୍ମ୍ୟ ଭାରି କଷ୍ଟ ଦେଇଥାଏ। ତେବେ ମଶା କାମୁଡ଼ାରୁ ବର୍ତ୍ତିବା ପାଇଁ ଚାହୁଁଥିଲେ ଜାଣି ରଖନ୍ତୁ କିଛି ଘରୋଇ ଉପାୟ… ମଶା ଘଉଡାଇବା ପାଇଁ ରସୁଣ ବେଶ୍ ଫଳପ୍ରଦ। ଏଥିପାଇଁ ଆପଣ କିଛି ରସୁଣକୁ ଛେଚି…
କହିବା ଆଗରୁ…
କହିବାର କଳା ତ ପ୍ରାୟ ସମସ୍ତେ ଜାଣନ୍ତି କିନ୍ତୁ ନ କହିବା ବି ଏକ ସୁନ୍ଦର କଳା ଏକଥାକୁ ହୁଏତ କେତେଜଣ ଜାଣନ୍ତି। ଆଉ ଥରେ ଏଇ କଳା ଜାଣିଗଲେ ପରିବାରରେ ସୁଖଶାନ୍ତି ଆସିବା ସହିତ ଢେର୍ ମଧୁର ହୋଇଥାଏ ସମ୍ପର୍କ।…
ଝିଅର ଆତ୍ମହତ୍ୟା ପଛରେ ହଷ୍ଟେଲ ପରିଚାଳିକାଙ୍କ ସମ୍ପୃକ୍ତି: ପରିବାର ଲୋକେ
ସୁନ୍ଦରଗଡ଼,୧୨ା୪(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ବ୍ଲକ ପଟୁଆଡ଼ିହି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ଶାରୀରିକ ଓ ମାନସିକ ଚାପ ସହି ନ ପାରି ଦଶମ ଶ୍ରେଣୀ ଛାତ୍ରୀ ଅପର୍ଣ୍ଣା ପାଣ୍ଡେ ହଷ୍ଟେଲ ଛାତରୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏହି ଘଟଣାର ତଦନ୍ତ…
ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ
ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। କଳା ଓ ବିଜ୍ଞାନ ବିଭାଗର ଗଣିତ, କଳା ବିଭାଗର ଗୃହ ବିଜ୍ଞାନ ଓ ଧନ୍ଦାମୂଳକ ବିଭାଗର ବାୟୋଲୋଜି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଏସବୁ ବିଷୟର ପରୀକ୍ଷା ମେ’ ୧୯ରେ…
ଆଜି ସନ୍ଧ୍ୟାରେ ବସିବ ଛତିଶା ନିଯୋଗ ବୈଠକ
ଭୁବନେଶ୍ୱର,୧୨।୪(ବ୍ୟୁରୋ): ଆଜି ଅପରାହ୍ନ ୫ଟାରେ ଛତିଶା ନିଯୋଗ ବୈଠକ ବସିବ। ପୁରୀ ବଡ଼ଦାଣ୍ଡସ୍ଥିତ ନିଳାଦ୍ରୀ ଭକ୍ତ ନିବାସଠାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ନୂତନ ଭାବେ ଦାୟିତ୍ୱଗ୍ରହଣ କରିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ…
ରାସାୟନିକ ଆକ୍ରମଣ ପରେ ରାସ୍ତାରେ ପଡ଼ିରହିଛି ହଜାର ହଜାର ମୃତଦେହ
କ୍ୱିଭ୍,୧୨।୪: ରୁଷିଆ ଓ ୟୁକ୍ରେନରେ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୪୮ଦିନରେ ପହଞ୍ଚିଛି। ଏହି ଯୁଦ୍ଧର କେବେ ସମାପ୍ତି ହେବ ତାହା କାହାକୁ ଜଣାନାହିଁ। ଉକ୍ତ ଦେଶ ଉପରେ ରୁଷିଆ ସୈନ୍ୟଙ୍କ ଆକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ୟୁକ୍ରେନର…
ବାଘ ବୁଲୁବା ଘଟଣାକୁ ଗୁଜବ କହିଲେ ବନାଞ୍ଚଳ ଅଧିକାରୀ
ମାଲକାନଗିରି,୧୨ା୪(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଗତ ସପ୍ତାହରେ ଏକ ପିଚୁପଡିଆ ରାସ୍ତାରେ ଗୋଟିଏ ମହାବଳ ବାଘ ବୁଲୁଥିବା ଭିଡିଓ ଭାଇରାଲ ହୋଇଛି। ତେବେ ଏହାକୁ ଗୁଜବ ବୋଲି ମାଲକାନଗିରି ବନାଞ୍ଚଳ ଅଧିକାରୀ ସୁଶାନ୍ତ କୁମାର ଦଳେଇ କହିଛନ୍ତି। ସମ୍ପୃକ୍ତ ଅଞ୍ଚଳର ଲୋକମାନେ ଭୟଭୀତ…
ଧାନବିଲକୁ ପଶିଗଲା ଯାତ୍ରୀବାହୀ ବସ୍
ଅତାବିରା,୧୨।୪(ଡି.ଏନ୍.ଏ.): ସୋନପୁର-ଗୋଡ଼ଭଗା ୫୪ ନମ୍ବର ରାଜ୍ୟ ରାଜପଥର ଅତାବିରା ବ୍ଳକ ଦୁଲମପୁର ସାଇ ମନ୍ଦିର ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ସୋନପୁର ପଟରୁ ଗୋଡଭଗା ପଟକୁ ଆସୁଥିବା ଏକ ଯାତ୍ରୀବାହୀ ବସ୍ ରାସ୍ତା ପାଶର୍ବ ଧାନବିଲକୁ ପଶି…
କୋର୍ଟରେ ହାଜର ହେଲେ ଡି-ବ୍ରଦର୍ସ
କଟକ ଅଫିସ,୧୨।୪ : କଟକ ଜିଲା କୋର୍ଟରେ ହାଜର ହେଲେ ଡି-ବ୍ରଦର୍ସ। ଦୀପୁ ମଲ୍ଲିକ ଏବଂ ଓମ ସ୍ବାଇଁ ହତ୍ୟା ଘଟଣାରେ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତଙ୍କୁ କୋର୍ଟରେ ହାଜର କରିଛି ପୋଲିସ । ସୂଚନାନୁସାରେ, ୨୦୧୩ ନଭେମ୍ବରରେ ଦୀପୁ ଏବଂ…
ମୋଦିଙ୍କ ଗଡ଼ରେ ଭାଜପାର ପରାଜୟ
ବାରାଣସୀ,୧୨।୪: ଉତ୍ତର ପ୍ରଦେଶର ବିଧାନ ପରିଷଦ (ଏମ୍ଏଲସି) ନିର୍ବାଚନ ଫଳାଫଳ ଆଜି ଘୋଷଣା କରାଯାଉଛି। ୨୭ଟି ବିଧାନ ପରିଷଦ ଆସନର ଫଳାଫଳ ଆଜି ଅପରାହ୍ନ ସୁଦ୍ଧା ବାହାରିବ। ବିଧାନସଭା ନିର୍ବାଚନରେ ସକାଳ ୮ଟାରୁ ୨୭ଟି ଜିଲାର ମୁଖ୍ୟାଳୟରେ ଥିବା କଲେକ୍ଟରେଟରେ ଭୋଟ…
ତୃତୀୟ ସପ୍ତାହରେ ଫିଲ୍ମ ‘ଆରଆରଆର’ର ଜବରଦସ୍ତ ରେକର୍ଡ
ମୁମ୍ବାଇ: କୋମାରାମ ଭୀମ ଓ ଆଲୁରୀ ସୀତାରାମ ରାଜୁଙ୍କ ଚରିତ୍ରରେ ଅଭିନୟ କରିଥିବା ଜୁନିୟର ଏନ୍ଟିଆର ଓ ରାମଚରଣଙ୍କ ବେଶ୍ ରୋମାଞ୍ଚକର କାହାଣୀ ‘ଆରଆରଆର’ ବକ୍ସ ଅଫିସ୍ରେ ଏବେ ଧମାଲ୍ କରୁଛି। ଦିନକୁ ଦିନ ଏହି ଫିଲ୍ମ ସମସ୍ତ ରେକର୍ଡ ଭାଙ୍ଗିବାରେ…

