Home Left

IPL ନିଲାମ ପୂର୍ବରୁ ମାତ୍ର ୪ଟି ମ୍ୟାଚ ଖେଳିବା ପାଇଁ ଏତେ କୋଟି ଟଙ୍କା ମାଗିଲେ ଏହି ଅଷ୍ଟ୍ରେଲୀୟ ଖେଳାଳି, ଜାଣିଲେ…

ନୂଆଦିଲ୍ଲୀ,୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡିସେମ୍ବର ୯, ୨୦୨୫ରୁ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସମସ୍ତେ ଏହି ସିରିଜ ସମୟରେ ହେବାକୁ ଥିବା IPL ୨୦୨୬ ପାଇଁ ମିନି ନିଲାମକୁ ଉତ୍ସାହର ସହିତ ଅପେକ୍ଷା...

ନନ୍ଦନକାନନ ଆସିଲେ ୧୯ ପଶୁପକ୍ଷୀ

ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ଶୁକ୍ରବାର ଭୋର୍‌ ସମୟରେ ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ଅଦଳବଦଳ ପ୍ରକିୟାରେ ୧୯ ନୂଆ ଅତିଥି (ପଶୁପକ୍ଷୀ) ଆସି ପହଞ୍ଚିଛନ୍ତି। ଏହି ଅଦଳବଦଳ ପ୍ରକିୟା ନନ୍ଦନକାନନ ଓ ଗୁଜରାଟର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ପ୍ରାଣୀଉଦ୍ୟାନ ମଧ୍ୟରେ ହୋଇଛି। ଆସିଥିବା ନୂଆ...

Putin Family: ହାଇ ସିକ୍ୟୁରିଟି ଖାଦ୍ୟଠାରୁ….ପୁଟିନଙ୍କର ଅଛନ୍ତି କେତେ ଝିଅ, କ’ଣ କରନ୍ତି ସହଧର୍ମିଣୀ? ଜାଣନ୍ତୁ କିଛି ଅଜଣା କଥା

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବର ୪ରେ ଦୁଇ ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ସାରା ବିଶ୍ୱ ତାଙ୍କ ଗସ୍ତ ଉପରେ ନଜର ରଖିଛି। ପୁଟିନ ଖୁବ ହାଇ ସିକ୍ୟୁରିଟି ମଧ୍ୟରେ ଯାତ୍ରା କରନ୍ତି, କିନ୍ତୁ ଅନ୍ୟ...

ଶୀତ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର: ପୂଜାର୍ଚ୍ଚନା ସହ ଆରମ୍ଭ ହେଲା ପାଣ୍ଠି ସଂଗ୍ରହ

ଦାରିଙ୍ଗବାଡି, ୫।୧୨ (ଅରୁଣ ସାହୁ ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରେ ଆସନ୍ତା ଜାନୁୟାରୀ ୮ ଠାରୁ ୧୧ ପର୍ଯ୍ୟନ୍ତ ୪ ଦିନ ଧରି ଶୀତ ମହୋତ୍ସବ ଅନୁଷ୍ଠିତ ହେବ। ଏନେଇ ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ ମେଳାରେ ଅପର ପ୍ରାଇମେରୀ ସ୍କୁଲ ଏବଂ ହାଇସ୍କୁଲରୁ ଛାତ୍ରୀଛାତ୍ରମାନେ ୧୫୦ରୁ ଉର୍ଦ୍ଧ୍ୱ ପ୍ରକଳ୍ପ...

ସମ୍ପର୍କୀୟ ଘରକୁ ଆସିଥିଲେ, ବାଇକରେ ଯାଉଥିବା ବେଳେ ପଛପଟୁ ଧକ୍କା ଦେଲା ଆମ୍ବୁଲାନ୍ସ, ତା’ପରେ…

ବଲାଙ୍ଗୀର, ୫।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ପାଟଣାଗଡ଼ ୫୭ନମ୍ବର ରାଜ୍ୟ ରାଜପଥ ରାସ୍ତା ାଙ୍କରପାଲି ଆର୍‌.ଆର୍‌.କଲୋନୀ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଲୋଇସିଂହା ଥାନା...

ସ୍ମାର୍ଟଫୋନ କି ଇଣ୍ଟରନେଟ ଚଲାନ୍ତି ନାହିଁ ପୁଟିନ, କିନ୍ତୁ କାହିଁକି? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ବିଶ୍ୱ ରାଜନୀତିରେ ସେ ଜଣେ ଅତ୍ୟନ୍ତ ପ୍ରଭାବଶାଳୀ ନେତା ଭାବରେ ଖ୍ୟାତି ଅର୍ଜନ କରିଛନ୍ତି, କିନ୍ତୁ ତାଙ୍କର ଏକ ଅଭ୍ୟାସ ସର୍ବଦା ଲୋକଙ୍କୁ ଆଶ୍ଚର୍ଯ୍ୟ କରେ। ସେ...

ବଲାଙ୍ଗୀରରୁ ରାମେଶ୍ୱରମ – ମଦୁରାଇ ଅଭିମୁଖେ ଯାତ୍ରା, ବାହାରିଲେ ଏତେ ତୀର୍ଥଯାତ୍ରୀ

ବଲାଙ୍ଗୀର, ୪।୧୨(ସୁନିଲ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ କାର୍ଯ୍ୟକ୍ରମରେ ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରୁ ବଲାଙ୍ଗୀର ଜିଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳରୁ ୧୪୦ ଜଣ ତୀର୍ଥଯାତ୍ରୀ ରାମେଶ୍ୱରମ-ମଦୁରାଇ ଅଭିମୁଖେ ଯାତ୍ରା କରିଛନ୍ତି ।...

ସ୍ମୃତି-ପଲାଶଙ୍କ ବିବାହ ସ୍ଥଗିତ ରହିବା ପରେ ପ୍ରଥମ ଥର ଏମିତି କହିଲେ ଭଉଣୀ ପଲକ, କଲେ ବଡ଼ ଖୁଲାସା

ମୁମ୍ବାଇ,୫।୧୨: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ ବିଶ୍ୱକପ ବିଜୟୀ ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହକୁ ନେଇ ବହୁତ ଆଲୋଚନା ଚାଲିଛି। ନଭେମ୍ବର ୨୩ ତାରିଖରେ ହେବାକୁ ଥିବା ସେମାନଙ୍କ ବିବାହ ହଠାତ୍‌ ସ୍ଥଗିତ...

ପୁଣି ବଢିଲା ଶୀତ: ଘନ କୁହୁଡି ପାଇଁ ଗାଡି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୫।୧୨ (ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତର ପ୍ରଭାବ ଜାରି ରହିଛି। ଶୁକ୍ରବାର ତାପମାତ୍ରାରେ ଆହୁରି ହ୍ରାସ ପାଇଛି। ଉକ୍ତ ଅଞ୍ଚଳରେ ତାପମାତ୍ରା ସକାଳ ସୁଦ୍ଧା ୮.୫ ଡିଗ୍ରୀ ତାପମାତ୍ରା ରହିଥିବା ବିଡ଼ିଓ ପ୍ରୀତିରଞ୍ଜନ ରଥ...

ଭଉଣୀ ଜ୍ୱାଇଁ ଘରକୁ ଯାଉଥିଲେ ପ୍ରଧାନଶିକ୍ଷକ, ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ଭବାନୀପାଟଣା,୫ା୧୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଲଗାଁ ପଞ୍ଚାୟତର କୁସୁମଦର ଗ୍ରାମ କେନାଲ ରାସ୍ତାରେ ଗୁରୁବାର ଏକ ପିକ୍‌ଅପ ଭ୍ୟାନ ଧକ୍କାରେ ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଭବାନୀପାଟଣା...

ଟ୍ରମ୍ପଙ୍କୁ କଡ଼ା ମେସେଜ୍‌ ଦେଲେ ପୁଟିନ୍‌: କହିଲେ, ମୁଁ ଆଉ ମୋଦି କେବେ…

ନୂଆଦିଲ୍ଲୀ,୫।୧୨: ଭାରତ ଏବଂ ରୁଷିଆ ମଧ୍ୟରେ ବଢୁଥିବା ସହଯୋଗ ଆମେରିକା ସମେତ କୌଣସି ତୃତୀୟ ଦେଶ ବିରୋଧରେ ନୁହେଁ ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି। ଏକ ସାକ୍ଷାତକାରରେ ପୁଟିନ ଭାରତ-ରୁଷିଆ ସମ୍ପର୍କର ଭବିଷ୍ୟତ ଏବଂ ଆମେରିକାର ପ୍ରତିକ୍ରିୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri