Home Left

କନିଅର ମଞ୍ଜି ଖାଇ ଜୀବନ ହାରିଲେ

ପାଟଣା,୭।୧୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ଗଣ୍ଡବେଡ଼ା ଗ୍ରାମର ଜଣେ ବ୍ୟକ୍ତି ପାରିବାରିକ କଳହକୁ ନେଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ରାଜେନ୍ଦ୍ର ମୁଣ୍ଡା। ଗତ ଶନିବାର ସେ କନିଅର ମଞ୍ଜି ଖାଇ ଗୁରୁତର ହୋଇ ପଡ଼ିଥିଲେ। ପରିବାର…

ମେହେନ୍ଦି ସେରିମନିରେ ଖୁବ୍ ନାଚିଲେ କ୍ୟାଟ୍ରିନା!

ମୁମ୍ବାଇ: ବଲିଉଡର ହିଟ୍ ନାୟିକା କ୍ୟାଟ୍ରିନା କୈଫଙ୍କ ବିବାହକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି । ପ୍ରତିଟି ମୁହୂର୍ତ୍ତର ଖବର ସୋସିଆଲ ମିଡିଆରେ ଭାଇରାଲ ହେଉଛି । ପ୍ରଶଂସକ ବି ବଡ ଉତ୍ସୁକତର ସହ କ୍ୟାଟଙ୍କ ବିବାହକୁ ଯେମିତି ଅପେକ୍ଷା…

ଚୋରାରେ ବିକୁଥିଲେ ଗ୍ୟାସ, ଧରା ପକାଇ ଦେଲେ ପଡ଼ୋଶୀ

ପାଟଣା,୭ା୧୨(ସ୍ବ ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ସଅଁରାପଶି ଗ୍ରାମର ରବୀନ୍ଦ୍ର ମହାରଣାଙ୍କ ଘରେ ଯୋଗାଣ ବିଭାଗର ୫ଜଣିଆ ଟିମ୍‌ ଚଢ଼ାଉ କରି ମଙ୍ଗଳବାର ୧୬ଟି ଖାଲି ସିଲିଣ୍ଡର ଜବତ କରିଛି। ରବୀନ୍ଦ୍ର ପଡ଼ୋଶୀ ମୟୂରଭଞ୍ଜ ଜିଲା କରଞ୍ଜିଆର ଜଣେ…

ଚୁଲି ନିଆଁରେ ପାଉଁଶ ହେଲା ୩ ବଖରା

ପାପଡାହାଣ୍ଡି,୭।୧୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ଚାନ୍ଦିଲି ଗ୍ରାମରେ ନିଆଁ ଲାଗି ଭୁଜ ଗୌଡ଼ଙ୍କ ୩ ବଖରା ଘର ପୋଡି ନଷ୍ଟ ହୋଇଯାଇଛି। ଚୁଲିରୁ ନିଆଁ ଉଠି ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ସୋମବାର ବଳମ୍ବିତ ରାତିରେ ଘରେ…

ଦୁଇ ମାସ ପାଇଁ କ୍ରିକେଟରୁ ଦୂରେଇ ରହିବେ

ଅକଲାଣ୍ଡ,୭।୧୨: ନ୍ୟୁଜିଲାଣ୍ଡ ଦଳର ଅଧିନାୟକ କେନ ଓ୍ବିଲିୟମସନ କହୁଣୀ ଜନିତ ସମସ୍ୟା କାରଣରୁ ଆଗାମୀ ଦୁଇ ମାସ ପାଇଁ କ୍ରିକେଟରୁ ଦୂରେଇ ରହିବେ। ଫଳରେ ସେ ଜାନୁୟାରୀରୁ ଆରମ୍ଭ ହେବାକୁ ଥିବା ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌…

ସରକାରୀ କାର୍ଯ୍ୟାଳୟରେ ପିସ୍ତଲ ଦେଖାଇଲେ ଟିଏମ୍‌ସି ନେତ୍ରୀ

କୋଲକତା,୭।୧୨: ପଶ୍ଚିମବଙ୍ଗରେ ଶାସକ ଟିଏମସିକୁ ନେଇ ଏକ ନୂଆ ବିବାଦ ଦେଖାଦେଇଛି। ରାଜ୍ୟର ମାଲଦା ଜିଲାର ଏକ ସରକାରୀ କାର୍ଯ୍ୟାଳୟରେ ଟିଏମସି ନେତ୍ରୀ ମୃଣାଳିନୀ ମଣ୍ଡଳ ମୌତି ବସିଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଫଟୋରେ ସେ ହାତରେ ପିସ୍ତଲ…

କଂଗ୍ରେସକୁ ଟକ୍କର ଦେବାକୁ ସଜ ହେଉଛନ୍ତି ଅମରିନ୍ଦର, ଉଦଘାଟନ କଲେ କାର୍ଯ୍ୟାଳୟ

ଚଣ୍ଡିଗଡ଼,୭।୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ବସ୍ତୁତ ହେଉଛନ୍ତି। ୨୦୨୨ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡି ପଞ୍ଜାବ ଲୋକ କଂଗ୍ରେସ ପାର୍ଟି ଗଠନ କରିଥିବା ଅମରିନ୍ଦର ଆଜି ସେକ୍ଟର -୯ରେ ତାଙ୍କ ଦଳର କାର୍ଯ୍ୟାଳୟର…

ଓମିକ୍ରନ ଭାରିଆଣ୍ଟ ଡାକ୍ତର ସୁସ୍ଥ ହେବାପରେ ପୁଣି କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୭।୧୨: କରୋନା ଭାଇରସର ଓମିକ୍ରନ ଭାରିଆଣ୍ଟ ଏବେ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇଛି। ଭାରତରେ ମଧ୍ୟ ଏହି ଭାରିଆଣ୍ଟର ୨୦ରୁ ଅଧିକ ମାମଲା ଦେଖିବାକୁ ମିଳିଛି। ଏହି ସମୟରେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଓମିକ୍ରନ ଭାରିଆଣ୍ଟ ରେ ପୀଡିତ…

ଚତୁର୍ଥୀ ରାତିରେ ସ୍ବାମୀ ରଖିଲେ ଏମିତି ସର୍ତ୍ତ, ଛାଡପତ୍ର ପର୍ଯ୍ୟନ୍ତ ଗଲା କଥା

ରାଞ୍ଚି,୭।୧୨: ଝାଡଖଣ୍ଡର ପୂର୍ବ ସିଂହବୁମ ଜଲାରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ବ୍ୟାଙ୍କ ଅଫିସର ସ୍ବାମୀ ଚତୁର୍ଥୀ ରାତିରେ ସ୍ତ୍ରୀଙ୍କ ଆଗରେ ଏପରି ସର୍ତ୍ତ ରଖିଥିଲେ ଯେ, ଏବେ ଛାଡପତ୍ର ପର୍ଯ୍ୟନ୍ତ କଥା ପହଞ୍ଚିଛି। ଫଳରେ ନବବିବାହିତା ଘର…

ପାଟଣାରେ ବେଆଇନ ଗ୍ୟାସ ଗୋଦାମ ଉପରେ ଯୋଗାଣ ବିଭାଗର ଚଢ଼ାଉ

ପାଟଣା,୭।୧୨(ସ୍ବ ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସଅଁରାପଶି ଗ୍ରାମର ରବୀନ୍ଦ୍ର ମହାରଣାଙ୍କ ଘରେ ମଙ୍ଗଳବାର ଚଢ଼ାଉ ହୋଇଛି। ଘର ଭିତରେ ବେଆଇନ ଭାବେ ଏଚ୍‌ପି ଗ୍ୟାସ ଟାଙ୍କି ରଖି ବ୍ୟବସାୟ କରୁଥିବା ଅଭିଯୋଗରେ ମଙ୍ଗଳବାର ଯୋଗାଣ ବିଭାଗର ୫ ଜଣିଆ…

ପଦ୍ମଶ୍ରୀ ନନ୍ଦ ସାର୍‌ଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କର ମଙ୍ଗଳବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ହୋଇଥିଲା। ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟ୍‌ କରି କହିଛନ୍ତି, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ…

ମୁକେଶ ଅମ୍ବାନି ପାଳନ କରିବେ ଘରର ସବୁଠାରୁ ଛୋଟ ସଦସ୍ୟଙ୍କ ପ୍ରଥମ ଜନ୍ମଦିନ, କରୋନା ପାଇଁ ହେବ କ୍ୱାରଣ୍ଟିନ ବବଲ ପାର୍ଟି!

ମୁମ୍ବାଇ,୭ ।୧୨: ଦେଶର ସବୁଠାରୁ ବଡ ଉଦ୍ଦ୍ୟୋଗପତି ମୁକେଶ ଅମ୍ବାନୀ ତାଙ୍କ ନାତି ଆକାଶ ଅମ୍ବାନୀ ଓ ଶ୍ଳୋକା ଅମ୍ବାନୀଙ୍କ ପୁଅ ପୃଥ୍ୱୀ ଅମ୍ବାନୀଙ୍କ ପ୍ରଥମ ଜନ୍ମଦିନ ଖୁବ୍ ଧୁମଧାମରେ ପାଳନ କରିବାକୁ ଯାଉଛନ୍ତି । ଏହି ସମୟରେ ପରିବାର ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri