ଓମିକ୍ରନ ଭାରିଆଣ୍ଟ ଡାକ୍ତର ସୁସ୍ଥ ହେବାପରେ ପୁଣି କରୋନା ପଜିଟିଭ୍
ବେଙ୍ଗାଲୁରୁ,୭।୧୨: କରୋନା ଭାଇରସର ଓମିକ୍ରନ ଭାରିଆଣ୍ଟ ଏବେ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇଛି। ଭାରତରେ ମଧ୍ୟ ଏହି ଭାରିଆଣ୍ଟର ୨୦ରୁ ଅଧିକ ମାମଲା ଦେଖିବାକୁ ମିଳିଛି। ଏହି ସମୟରେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଓମିକ୍ରନ ଭାରିଆଣ୍ଟ ରେ ପୀଡିତ…
ଚତୁର୍ଥୀ ରାତିରେ ସ୍ବାମୀ ରଖିଲେ ଏମିତି ସର୍ତ୍ତ, ଛାଡପତ୍ର ପର୍ଯ୍ୟନ୍ତ ଗଲା କଥା
ରାଞ୍ଚି,୭।୧୨: ଝାଡଖଣ୍ଡର ପୂର୍ବ ସିଂହବୁମ ଜଲାରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ବ୍ୟାଙ୍କ ଅଫିସର ସ୍ବାମୀ ଚତୁର୍ଥୀ ରାତିରେ ସ୍ତ୍ରୀଙ୍କ ଆଗରେ ଏପରି ସର୍ତ୍ତ ରଖିଥିଲେ ଯେ, ଏବେ ଛାଡପତ୍ର ପର୍ଯ୍ୟନ୍ତ କଥା ପହଞ୍ଚିଛି। ଫଳରେ ନବବିବାହିତା ଘର…
ପାଟଣାରେ ବେଆଇନ ଗ୍ୟାସ ଗୋଦାମ ଉପରେ ଯୋଗାଣ ବିଭାଗର ଚଢ଼ାଉ
ପାଟଣା,୭।୧୨(ସ୍ବ ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସଅଁରାପଶି ଗ୍ରାମର ରବୀନ୍ଦ୍ର ମହାରଣାଙ୍କ ଘରେ ମଙ୍ଗଳବାର ଚଢ଼ାଉ ହୋଇଛି। ଘର ଭିତରେ ବେଆଇନ ଭାବେ ଏଚ୍ପି ଗ୍ୟାସ ଟାଙ୍କି ରଖି ବ୍ୟବସାୟ କରୁଥିବା ଅଭିଯୋଗରେ ମଙ୍ଗଳବାର ଯୋଗାଣ ବିଭାଗର ୫ ଜଣିଆ…
ପଦ୍ମଶ୍ରୀ ନନ୍ଦ ସାର୍ଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କର ମଙ୍ଗଳବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ହୋଇଥିଲା। ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟ୍ କରି କହିଛନ୍ତି, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ…
ମୁକେଶ ଅମ୍ବାନି ପାଳନ କରିବେ ଘରର ସବୁଠାରୁ ଛୋଟ ସଦସ୍ୟଙ୍କ ପ୍ରଥମ ଜନ୍ମଦିନ, କରୋନା ପାଇଁ ହେବ କ୍ୱାରଣ୍ଟିନ ବବଲ ପାର୍ଟି!
ମୁମ୍ବାଇ,୭ ।୧୨: ଦେଶର ସବୁଠାରୁ ବଡ ଉଦ୍ଦ୍ୟୋଗପତି ମୁକେଶ ଅମ୍ବାନୀ ତାଙ୍କ ନାତି ଆକାଶ ଅମ୍ବାନୀ ଓ ଶ୍ଳୋକା ଅମ୍ବାନୀଙ୍କ ପୁଅ ପୃଥ୍ୱୀ ଅମ୍ବାନୀଙ୍କ ପ୍ରଥମ ଜନ୍ମଦିନ ଖୁବ୍ ଧୁମଧାମରେ ପାଳନ କରିବାକୁ ଯାଉଛନ୍ତି । ଏହି ସମୟରେ ପରିବାର ପକ୍ଷରୁ…
ଡେଙ୍ଗୁ ସମୀକ୍ଷା ପାଇଁ ରଜତ ଆନେଜା ଆମିକସ୍ କ୍ୟୁରୀ ନିଯୁକ୍ତ…
ନୂଆଦିଲ୍ଲୀ,୭।୧୨: ଦିଲ୍ଲୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ଦିଲ୍ଲୀ ହାଇକୋର୍ଟ ସରକାରଙ୍କୁ ଭର୍ସନା କରିଛନ୍ତି। ହାଇକୋର୍ଟ କହିଛନ୍ତି ଯେ, ଡେଙ୍ଗୁ ରୋକିବାରେ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ଡେଙ୍ଗୁ ସମୀକ୍ଷା ପାଇଁ ଆଇନଜୀବୀ ରଜତ ଆନେଜାଙ୍କ୍ୁ ଆମିକସ୍…
୧ କୋଟି ଟଙ୍କା ଦାନ ଦେଲେ ପ୍ରଭାସ
ସାଉଥ ସିନେମାର ସୁପରଷ୍ଟାର ପ୍ରଭାସ ଆଗାମୀ ଫିଲ୍ମ ‘ରାଧେ ଶ୍ୟାମ’କୁ ଆସନ୍ତା ବର୍ଷ ଜାନୁୟାରୀରେ ରିଲିଜ୍ ହେବାକୁ ଯାଉଛି। ଦର୍ଶକମାନେ ପ୍ରଭାସ ଏବଂ ପୂଜା ହେଗଡେଙ୍କ ଅନସ୍କ୍ରିନ କେମେଷ୍ଟ୍ରୀ ଦେଖିବାକୁ ଅପେକ୍ଷା କରିଛନ୍ତି। ରୂପେଲି ପରଦାରେ ପ୍ରଭାସଙ୍କୁ ଜଣେ ଶକ୍ତିଶାଳୀ ଅଭିନେତା…
ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି, କହିଲେ ଲାଲ ଟୋପି ବାଲା ୟୁପି ପାଇଁ ରେଡ ଆଲର୍ଟ
ଗୋରଖପୁର,୭ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତର ପ୍ରଦେଶର ଗୋରଖପୁର ଗସ୍ତ କରିଛନ୍ତି । ଏହି ଅବସରରେ ସେଠାରେ ସେ ପାଖାପାଖି ୯୬୦୦କୋଟି ଟଙ୍କା ପରିଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରେ ମୋଦି କହିଛନ୍ତି ଖାଦ କାରଖାନା ଓ…
ଓମିକ୍ରନ ପାଇଁ ଆସିଲା ଔଷଧ!
ଲଣ୍ଡନ,୭।୧୨: ସାରା ବିଶ୍ୱରେ ଏବେ କରୋନାର ଭାରିଆଣ୍ଟ ଓମିକ୍ରନ ଆତଙ୍କ ସୃଷ୍ଟି କରିଛି। ଏବେ ଏହି ଭାରିଆଣ୍ଟ ପାଇଁ ବ୍ରିଟିଶ ବୈଜ୍ଞାନିକମାନେ ‘ସୋଟ୍ରୋଭିମାବ୍’ ନାମକ ଏକ ଔଷଧ ପ୍ରସ୍ତୁତ କରିଛନ୍ତି। ଏହି ଔଷଧ ଓମିକ୍ରନ ବିରୋଧରେ ସଫଳ ସାବ୍ୟସ୍ତ ହେବ ବୋଲି…
ତାଇଓ୍ବାନ ଆକାଶମାର୍ଗରେ ୪ ଚାଇନା ଯୁଦ୍ଧ ବିମାନର ଅନୁପ୍ରବେଶ…
ବେଜିଂ,୭।୧୨: ଚାଇନା ପୁଣି ଥରେ ତାଇଓ୍ବାନ ଉପରେ ନିଜର ଦାଦାଗିରି ଆରମ୍ଭ କରିଛି। ତାଇୱାନର ଆକାଶ ମାର୍ଗ ସୀମାରେ ଚାଇନାର ୪ ଯୁଦ୍ଧ ବିମାନ ପୁଣି ଅନୁପ୍ରବେଶ କରିଛି। ଚାଇନା ଏଭଳି କରି ତାଇଓ୍ବାନକୁ ଭୟଭୀତ କରିବାକୁ ଚେଷ୍ଟା କରିଛି। ଚାଇନାର…
ରାଜ୍ୟରୁ ପୁଣି ଜଣେ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୨୪କୁ ବୃଦ୍ଧି ପାଇଛି। ମୃତକ ଜଣକ ଢେଙ୍କାନାଳ ଜିଲାର। ତେବେ ଆଜି ରାଜ୍ୟରେ । ୧୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୫୧ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୮୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୬୨ ଜଣ ଲୋକାଲ…
Archives


