Home Left

ବିବାହ ପୂର୍ବରୁ କାଟ୍ରିନା-ଭିକିଙ୍କ ନାଁରେ ମାମଲା

ଜୟପୁର: ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା ଏବଂ ଭିକିଙ୍କ ବିବାହ ଆଉ ଦୁଇ ଦିନ ପରେ ଅନୁଷ୍ଠିତ ହେବ। ଆଜିଠୁ ଉଭୟଙ୍କ ବିବାହ ରୀତିନୀତି ଆରମ୍ଭ ହୋଇଛି। ରାଜସ୍ଥାନର ଜୋଧପୁରରେ ଅତିଥି ଓ ସେଲିବ୍ରିଟିମାନେ ମଧ୍ୟ ପ୍ରାୟ ଆସିସାରିଥିବା କୁହାଯାଉଛି। ତେବେ ବିବାହ…

ଭିଜିଲାନ୍ସ ଜାଲରେ ନୂଆଗଡ ଫରେଷ୍ଟର

ପାରଳାଖେମୁଣ୍ଡି,୭।୧୨(ଡି.ଏନ୍‌.ଏ.): ଗଜପତି ଜିଲା ନୂଆଗଡ ଫରେଷ୍ଟର ଗଣେଶ ପ୍ରଧାନ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକକାଳୀନ ତାଙ୍କ ପାରଳାଖେମୁଣ୍ଡି ଗାନ୍ଧୀନଗର, ହରିଶ୍ଚନ୍ଦ୍ରପୁର ପୈତୃକ ବାସଭବନ, ପାତପାଟନାସ୍ଥିତ ବାସଭବନ ସହ ନୂଆଗଡ ସରକାରୀ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରହିଛି। ପ୍ରାଥମିକ ତଦନ୍ତରେ ପାରଳାଖେମୁଣ୍ଡି…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଖୋର୍ଦ୍ଧା ଅଫିସ,୭।୧୨: ଜଳସେଚନ ବିଭାଗର ଅତିରିକ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀ କାମଦେବ ବିଶ୍ବାଳଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢାଉ କରିଛି। ବିଲ ପାସ କରାଇଦେବା ପାଇଁ ଦଶ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଭିଜିଲାନ୍ସ ହାତରେ ଧରପଡିଛନ୍ତି। ତାଙ୍କ…

ପଡ଼ିଆରେ ନାଚିଲେ କୋହଲି

ମୁମ୍ବାଇ,୭।୧୨: ମୁମ୍ବାଇରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ କିୱି ଦଳକୁ ୩୭୨ ରନରେ ପରାସ୍ତ କରି ଏକ ଐତିହାସିକ ବିଜୟ ହାସଲ କରିଛି। ଦୁଇ ଦେଶ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜକୁ ୧-୦ରେ ଜିତିବାରେ…

ମଡେଲିଂ ଜଗତରେ ପାଦ ଥାପିଲେ ସଚିନଙ୍କ ଝିଅ

କ୍ରିକେଟର୍‌ ଭଗବାନ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ନିଜ ଫ୍ୟାଶନ ସେନ୍ସ ଯୋଗୁ ପ୍ରାୟତଃ ଚର୍ଚ୍ଚାରେ ଥା’ନ୍ତି। ସେ ନିଜ ଷ୍ଟାଇଲିସ ଲୁକ ପାଇଁ ଜଣାଣୁଣା। ଏବେ ସେ ମଡେଲିଂରେ ପାଦ ଥାପିଛନ୍ତି। ନିକଟରେ ସାର ଏକ ଲୋକପ୍ରିୟ ପୋଷାକ ବ୍ରାଣ୍ଡ…

ଭାପା ଆଳୁ

ଆବଶ୍ୟକ ସାମଗ୍ରୀ: ଆଳୁ- ୨୦୦ଗ୍ରାମ୍‌, ସୋରିଷ ତେଲ-୨ ଚାମଚ, ଶୁଖିଲା ଲଙ୍କା-୨ଟା, ସୋରିଷ ବଟା-ଅଧା ଚାମଚ, ବସାଦହି-୧ ଚାମଚ, ନଡ଼ିଆ ପେଷ୍ଟ-୩/୪ ଚାମଚ, କଦଳୀ ପତ୍ର-୨ଟା, ଜିରା, ଗୁଜୁରାତି, କଳା ସୋରିଷ, ମେଥି ଓ କଲଞ୍ଜିର ମିଶ୍ରଣ-ଅଧା ଚାମଚ, କଞ୍ଚା ଲଙ୍କା…

କମ ଫିଲ୍ମ କରି ମଧ୍ୟ କୋଟି କୋଟି ଟଙ୍କାର ମାଲିକାଣୀ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ମନି ଲଣ୍ଡରିଂ ମାମଲାରେ ଏବେ ରହିଛନ୍ତି। ଡିସେମ୍ବର ୮ରେ ପଚରାଉଚରା ପାଇଁ ଜ୍ୟାକଲିନଙ୍କୁ ଇଡି ଡାକିଛି। ସୁକେଶ ଚନ୍ଦ୍ରଶେଖର ଏବଂ ଅନ୍ୟମାନଙ୍କ ବିରୋଧରେ ପ୍ରାୟ ୨୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ତାଙ୍କୁ ପଚରାଉଚରା କରାଯିବ।…

ଆଦର୍ଶ ଦମ୍ପତି

ବିବାହ ପରେ ବାପଘର ଏରୁଣ୍ଡି ଡେଇଁ ଯେବେ ସ୍ବାମୀଙ୍କ ହାତଧରି ନାରୀଟିଏ ଶାଶୁଘରେ ପାଦ ଦିଏ, ସେଇଠୁ ଆରମ୍ଭ ହୁଏ ଦାମ୍ପତ୍ୟ ଜୀବନ। ଏହି ସମ୍ପର୍କ ଈଶ୍ୱରଙ୍କ ଏକ ଅନୁପମ ସୃଷ୍ଟି; ଯେଉଁଥିରେ ଭରି ରହିଥାଏ ପରସ୍ପର ପ୍ରତି ସ୍ନେହ, ଶ୍ରଦ୍ଧା…

ପିଲାଙ୍କୁ ବୁଦ୍ଧିଆ କରେ ଗପ

ଆଜିକାଲି ଅଧିକାଂଶ ପିଲା ମୋବାଇଲ୍‌, ଟାବଲେଟ୍‌, ଟିଭି, କମ୍ପ୍ୟୁଟର କିମ୍ବା ଲାପ୍‌ଟପ୍‌ରେ ଅଧିକ ସମୟ କଟାଉଛନ୍ତି। ଫଳରେ ପରିବାର ଭିତରେ ଥାଇ ସୁଦ୍ଧା ସେମାନେ ଏକାକୀ ନିଜ ଡିଜିଟାଲ୍‌ ଦୁନିଆରେ ସୀମିତ ରହୁଥିବା ଦେଖିବାକୁ ମିଳୁଛି; ଯାହାଦ୍ୱାରା ସେମାନଙ୍କ ଉପରେ ଅନେକ…

ପ୍ରେମିକାଙ୍କୁ ସର୍‌ପ୍ରାଇଜ୍‌ ଦେଲେ ଅର୍ଜୁନ

ନିକଟରେ ଅଭିନେତ୍ରୀ ମଲାଇକା ଆରୋରା ପ୍ରେମିକ ଅର୍ଜୁନ କପୁର ସହ ମାଳଦ୍ୱୀପ ଛୁଟିରୁ ଫେରିଛନ୍ତି। ଏଠାରେ ଦୁହେଁ ଖୋଲାଖୋଲି ଉପଭୋଗ କରିଥିଲେ। ସେଠାକୁ ଫେରିବା ପରେ ମଧ୍ୟ ଏହି ଛୁଟିଦିନର ଆନନ୍ଦ ଉଭୟ ଭୁଲି ପାରୁ ନାହାନ୍ତି। ବିଶେଷକରି ଅର୍ଜୁନ ଏହି…

ଏମ୍‌ଏମ୍‌ଡିଆର୍‌ ଆଇନ ସଂଶୋଧନ ପରେ ନିଲାମ ହୋଇଛି ୩୫ ଖଣି

ଭୁବନେଶ୍ୱର,୭।୧୨(ବ୍ୟୁରୋ): ଦେଶରେ ମାଇନ୍ସ ଆଣ୍ଡ ମିନେରାଲ (ଡେଭେଲପମେଣ୍ଟ ଆଣ୍ଡ ରେଗୁଲେଶନ) ସଂଶୋଧନ ଆଇନ-୨୦୧୫ ପରେ ରାଜ୍ୟରେ ୩୫ଟି ଖଣି ନିଲାମ ହୋଇଛି। ସେହି ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ ଜିଲାର ଗୋରାବୁରାନି-ସାଗାସାହି ଲୁହାପଥର ଖଣି, ମାଲକାନଗିରି ଜିଲାର କୋଟାମେଟା ଲାଇମଷ୍ଟୋନ୍‌, କେନ୍ଦୁଝରର ଲାସର୍ଦାପଚେରୀ…

ସାଙ୍ଗୀତିକ ଧାରାକୁ ଦିଆଯାଇନି ଶାସ୍ତ୍ରୀୟ ମାନ୍ୟତା

ଭୁବନେଶ୍ୱର (ବ୍ୟୁରୋ)/ ନୂଆଦିଲ୍ଲୀ,୭।୧୨(ସ୍ବ.ପ୍ର.): ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେବା ପାଇଁ ଦୀର୍ଘବର୍ଷ ଧରି ଦାବି ହୋଇ ଆସୁଥିବାବେଳେ କେନ୍ଦ୍ର ସରକାର ନିରାଶ କରିଛନ୍ତି। ସରକାର କୌଣସି ସାଙ୍ଗୀତିକ ଧାରାକୁ ଶାସ୍ତ୍ରୀୟ ମାନ୍ୟତା ଦେଇନାହାନ୍ତି ବୋଲି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି.…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri