Home Left

ନୂଆ ରୂପରେ କରୋନା ଭୂତାଣୁ

ଦକ୍ଷିଣ ଆଫ୍ରିକାରେ ମିଳିଥିବା କରୋନା ଭୂତାଣୁର ଏକ ନୂଆ ପରିବର୍ତ୍ତିତ ରୂପ ନେଇ ବିଶ୍ୱରେ ଏବେ ଆତଙ୍କ ସୃଷ୍ଟି ହୋଇଛି। ଏହି ନୂତନ ପରିବର୍ତ୍ତିତ ରୂପ ଅତୀତର ଡେଲଟା ରୂପଠାରୁ ଅଧିକ ଭୟାନକ ଓ ସଂକ୍ରମଣଶୀଳ ବୋଲି ଜଣାପଡ଼ିଛି । ଏହି…

ଇତିହାସ ରଚିଲା ଭାରତ

ମୁମ୍ବାଇ,୬।୧୨: ମୁମ୍ବାଇ ଟେଷ୍ଟରେ ନ୍ୟୁଜିଲାଣ୍ଡକୁ ୩୭୨ ରନରେ ପରାସ୍ତ କରିବା ପରେ ଭାରତ ମ୍ୟାଚ ଏବଂ ସିରିଜ ଜିତିଥିଲା। ଟେଷ୍ଟ କ୍ରିକେଟରେ ଏହା ଭାରତର ସବୁଠୁ ବଡ ବିଜୟ। ମ୍ୟାଚ ଜିତିବା ପାଇଁ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୫୪୦ ରନ ଟାର୍ଗେଟ…

ଓ୍ବାସିମ୍‌ ରିଜଭି ଇସଲାମ ଛାଡ଼ି ହିନ୍ଦୁଧର୍ମ ଗ୍ରହଣ କଲେ…

ନୂଆଦିଲ୍ଲୀ,୬।୧୨: ଶିଆ ୱାକଫ ବୋର୍ଡର ପୂର୍ବତନ ଚେୟାରମ୍ୟାନ ୱାସିମ ରିଜଭି ଇସଲାମ ଛାଡି ସୋମବାର ହିନ୍ଦୁଧର୍ମରେ ଦୀକ୍ଷିତ ହୋଇଛନ୍ତି। କୁରାନର ଆୟତଗୁଡ଼ିକୁ ହଟାଇବା ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଥିବା ୱାସିମ ରିଜଭି ହିନ୍ଦୁଧର୍ମ ଗ୍ରହଣ କରିଛନ୍ତି। ସେ ୱାସିମ ରିଜଭିରୁ ଜିତେନ୍ଦ୍ର…

୪୩ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ହାଇଦ୍ରାବାଦ,୬।୧୧: ତେଲେଙ୍ଗାନାର କରିମନଗର ଜିଲାର ବମ୍ମାକାଲରେ ଥିବା ଚାଲମେଡା ଆନନ୍ଦ ରାଓ ଇନଷ୍ଟିଚ୍ୟୁଟ୍‌ ଅଫ ମେଡିକାଲ ସାଇନ୍ସ କଲେଜରୁ ୪୩ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏ ନେଇ କରିମନଗର ଜିଲା ମେଡିକାଲ ସ୍ବାସ୍ଥ୍ୟ ଅଧିକାରୀ…

କପିଲଙ୍କ ପ୍ରଶ୍ନ ଶୁଣି ଲାଜେଇ ଗଲେ ଭିକି

ବଲିଉଡ୍‌ ଅଭିନେତା ଭିକି କୌଶଲ ଏବଂ କାଟ୍ରିନା କୈଫ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହି ସମୟରେ ଭିକିଙ୍କ ଏକ ପୁରୁଣା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ କମେଡି କିଙ୍ଗ୍‌ କପିଲ ଶର୍ମା ଭିକିଙ୍କୁ…

ଆଜି ରାଜ୍ୟରୁ ୧୦୫ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୯ ଶିଶୁ

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୦,୩୫୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୨ ଜଣ ଚିହ୍ନଟ ହୋଇଥିବା…

ପାଣିରେ ପଡ଼ିଛି ପାଚିଲା ଧାନ

ଖୋର୍ଦ୍ଧା ଅଫିସ/ବାଲୁଗାଁ/ଟାଙ୍ଗୀ,୬ା୧୨ (ଡି.ଏନ.ଏ.): ‘ଜଓ୍ବାଦ’ ପ୍ରଭାବରେ ଲଗାଣ ବର୍ଷା ଯୋଗୁ ପାଚିଲା ଧାନ ବିଲରେ ମିଶିଯାଇଛି। ଫଳରେ ବର୍ଷକର ଦାନାପାଣି ଉଜୁଡ଼ିବା ଆଶଙ୍କାରେ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଖୋର୍ଦ୍ଧା ଜିଲା ଅନ୍ତର୍ଗତ ବେଗୁନିଆ, ବୋଲଗଡ଼, ଖୋର୍ଦ୍ଧା, ଟାଙ୍ଗୀ, ଚିଲିକା, ବାଣପୁର, ଜଟଣୀ,…

ଆସନ୍ତାକାଲି ଠାରୁ ରାଜ୍ୟରେ ପାଗ ପରିବର୍ତ୍ତନ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଜୱାଦ’ ଗଭୀର ଅବପାତର ରୂପ ନେବା ପରେ ରବିବାର ଅପରାହ୍ଣରେ ଅବପାତରେ ପରିଣତ ହୋଇଥିଲା। ଆଉ ଏହି ଅବପାତ ଦୁର୍ବଳ ହୋଇଯାଇଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଆହୁରି ଦୁର୍ବଳ ହୋଇ ଗୋଟିଏ ଲଘୁଚାପ…

୧୦୦୦ କାର୍ଡଧାରୀ ରାଶନ ସାମଗ୍ରୀରୁ ବଞ୍ଚିତ

ରସୁଲପୁର,୬ା୧୨(ଡି.ଏନ.ଏ.): ରସୁଲପୁର ବ୍ଲକରେ ୧୦୦୦ରୁ ଊର୍ଦ୍ଧ୍ୱ ରାଶନକାର୍ଡଧାରୀ ସାମଗ୍ରୀ ପାଇବାରୁ ବଞ୍ଚିତ ହୋଇଛନ୍ତି। ହିତାଧିକାରୀଙ୍କ ନାମ ଏକାଧିକ କାର୍ଡରେ ରହିଥିବାରୁ ସେମାନଙ୍କ କାର୍ଡ ବାତିଲ କରି ଦିଆଯାଇଛି। ଏହି ବର୍ଗରେ ଆସୁଥିବା କାର୍ଡଧାରୀଙ୍କ ରାଶନ ସାମଗ୍ରୀ ରିଟେଲରଙ୍କ କୋଟାରୁ କାଟି ଦିଆଯାଇଛି।…

ଅମଳ କମିବ, ଆୟ ପ୍ରଭାବିତ ହେବ

ରସୁଲପୁର,୬ା୧୨(ଡି.ଏନ.ଏ.): ବାତ୍ୟା ଜଓ୍ବାଦ ବିପଦ ଟଳିଥିବାରୁ ରସୁଲପୁର ବ୍ଲକ ଅଞ୍ଚଳରେ ପବନ ବେଗ କମ ପରିଲକ୍ଷିତ ହୋଇଛି। ଫଳରେ ମଞ୍ଚା ଜାତୀୟ ଫସଲ ବିଶେଷକରି ପାନବରଜ ଚାଷୀଙ୍କ ପାଇଁ ଆଶ୍ୱସ୍ତି ଆଣି ଦେଇଛି। ହେଲେ ପରିବା ଫସଲ କିଆରିରେ ବର୍ଷା ଜଳ…

ତୁହାକୁତୁହା ବର୍ଷା, ଚାଷୀ ଆଖିରେ ଲୁହ

କେନ୍ଦ୍ରାପଡ଼ା ଅଫିସ,୬ା୧୨: କେନ୍ଦ୍ରାପଡ଼ା ଜିଲାରେ ଗତ ଦୁଇଦିନ ଧରି ଝିପିଝିପି ବର୍ଷା ହେଉଥିଲା। ରବିବାର ସକାଳଠାରୁ ବାତ୍ୟା ଜଓ୍ବାଦ ପ୍ରଭାବରେ ତୁହାକୁ ତୁହା ବର୍ଷା ହେଉଛି। ସକାଳ ୮ଟା ସୁଦ୍ଧା ଜିଲାରେ ମୋଟ ୪୩୪ ମିଲିମିଟର ବର୍ଷା ହୋଇଛି; ଯାହା ଚାଷୀଙ୍କ…

ପଡ଼ିଆରେ ଅମ୍ପାୟାର୍‌ଙ୍କ ଏଭଳି ଶୈଳୀ ଦେଖି ସମସ୍ତେ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ମୁମ୍ବାଇ,୬।୧୨: ମ୍ୟାଚ୍‌ରେ ଅମ୍ପାୟାରିଂ କରିବା ପ୍ରକୃତରେ ଏକ କଷ୍ଟକର କାର୍ଯ୍ୟ। ଅନ-ଫିଲ୍ଡ କିଛି ସେକେଣ୍ଡ ମଧ୍ୟରେ ଅମ୍ପାୟାରଙ୍କୁ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିଥାଏ। ଏହି ନିଷ୍ପତ୍ତି ସମ୍ପୂର୍ଣ୍ଣ ସଠିକତା ସହିତ ନିଆଯିବା ଆବଶ୍ୟକ, କାରଣ ଗୋଟିଏ ଭୁଲ କଲ ସମଗ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri