ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ଆନ୍ଦୋଳନ ମାନ୍ୟତା ନ ମିଳିବା ପ୍ରସଙ୍ଗ: ପୁନର୍ବିଚାର ଦାବି
ଖୋର୍ଦ୍ଧା ଅଫିସ,୫ା୧୨: ପାଇକ ବିଦ୍ରୋହ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ନୁହେଁ ବୋଲି ଗୁରୁବାର କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି.କିଷାନ ରେଡ୍ଡି ରାଜ୍ୟ ସଭାରେ କହିଛନ୍ତି।ଭାରତୀୟ ଐତିହାସିକ ଅନୁସନ୍ଧାନ ପରିଷଦ(ଆଇସିଏଚ୍ଆର୍)ରୁ ମିଳିଥିବା ରିପୋର୍ଟ ଅନୁଯାୟୀ ପାଇକ ବିଦ୍ରୋହକୁ ସ୍ବାଧୀନତାର ପ୍ରଥମ ଯୁଦ୍ଧ…
ପାଠକଙ୍କ ଘରୁ କାର୍, କାଗଜପତ୍ର ଜବତ କଲା ଇଡି
ଭୁବନେଶ୍ୱର,୫।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ଆଇଏଫ୍ଏସ୍ ଅଧିକାରୀ ଅଭୟକାନ୍ତ ପାଠକଙ୍କ ବିବେକାନନ୍ଦ ମାର୍ଗସ୍ଥିତ ଘରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିଲା। ଶନିବାର ମଧ୍ୟ…
ସିସୋର୍ର ଆଉ ୫.୬୭ କୋଟିର ସମ୍ପତ୍ତି ବାଜ୍ୟାପ୍ତି
ଭୁବନେଶ୍ୱର,୫।୧୨(ବ୍ୟୁରୋ): ସିସୋର୍ ଚିଟ୍ଫଣ୍ଡ ସଂସ୍ଥାର ଆଉ ୫.୬୭ କୋଟି ଟଙ୍କାର ସମ୍ପତ୍ତିକୁ ବାଜ୍ୟାପ୍ତି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଏହି ଟଙ୍କା ସିସୋର ଆକାଉଣ୍ଟରୁ ୨ ବ୍ୟବସାୟୀ ମହାରାଷ୍ଟ୍ରର ଦିଲୀପ ଅମୃତଲାଲ ଗୁଡାକା ଓ ଭୁବନେଶ୍ୱରର ହେରାଲ୍ଡ ଓଭରସିସ୍ ପ୍ରାଇଭେଟ୍ ଲିମିଟେଡ୍ର ଏମ୍ଡି…
ଯୁବବର୍ଗଙ୍କ ଉପରେ ଲାଠିଚାର୍ଜ ନେଇ ସରକାରଙ୍କୁ ଘେରିଲେ ରାହୁଲ-ବରୁଣ…
ଲକ୍ଷ୍ନୌ,୫।୧୨: ଉତ୍ତରପ୍ରଦେଶରେ ୬୯ ହଜାର ସହାୟକ ଶିକ୍ଷକ ନିଯୁକ୍ତିରେ ଅନିୟମିତତାକୁ ନେଇ ରାଜନୈତିକ ସ୍ଥିତି ବେଶ୍ ସରଗରମ ହେବାରେ ଲାଗିଛି। ଏହି ଘଟଣାରେ ଏକ କ୍ୟାଣ୍ଡେଲ ରାଲି ଉପରେ ପୋଲିସ ପକ୍ଷରୁ ଲାଠି ଚାର୍ଜ କରାଯାଇଛି। ଏହାକୁ ନେଇ କଂଗ୍ରେସ ପକ୍ଷରୁ…
ଟେଲି ପୁରସ୍କାରରୁ ବାଦ୍ ପଡ଼ିଲା ‘ନିମ୍କି’
ଭୁବନେଶ୍ୱର,୫।୧୨ (ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ମସିହା ପାଇଁ ୩୧ତମ ‘ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର’ ଓ ୮ମ ‘ରାଜ୍ୟ ଓଡ଼ିଆ ଟେଲି ଚଳଚ୍ଚିତ୍ର ପୁରସ୍କାର’ ଘୋଷଣା ହେବା ପରେ ଏହାକୁ ନେଇ ବିବାଦ ଲାଗି ରହିଥିଲା। ପୁରସ୍କାର ପ୍ରଦାନ କ୍ଷେତ୍ରରେ…
ସେନାଙ୍କୁ ଦୁର୍ବଳ ବୋଲି ନ ଭାବନ୍ତୁ ଶତ୍ରୁ: ଶାହ
ଜୟପୁର,୫ ।୧୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରବିବାର ରାଜସ୍ଥାନର ଜୈସଲମେରରେ ଆୟୋଜିତ ସୁରକ୍ଷାକର୍ମୀଙ୍କ ୫୭ ତମ ସ୍ଥାପନା ଦିବସ ସମାରୋହରେ ଯୋଗ ଦେଇଛନ୍ତି । ଏହି ଅବସରରେ ସେ ସୁରକ୍ଷାର୍କମୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ କାର୍ଯ୍ୟପାଇଁ ପଦକ ପ୍ରଦାନ କରିଛନ୍ତି…
ଉପକୂଳ ଜଗିଛି ୧୦ ସୁନାମି ଆଲର୍ଟ ଟାୱାର
ମହାକାଳପଡ଼ା,୫ା୧୨(ଡି.ଏନ୍.ଏ.): ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବାତ୍ୟା ଭୟ ଲାଗି ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ବାତ୍ୟା ପ୍ରଭାବରେ ସମୁଦ୍ରରେ ଉଚ୍ଚ ଜୁଆର ଉଠି କୂଳ ଅଭିମୁଖେ ମାଡ଼ି ଆସିବ। ତେବେ ବ୍ଲକର ସମୁଦ୍ର ଉପକୂଳ ଅଞ୍ଚଳରେ ୧୦ଟି ସୁନାମୀ ଟାୱାର…
ଫସଲ ନଷ୍ଟ ଆଶଙ୍କାରେ ଚାଷୀ
କେନ୍ଦ୍ରାପଡ଼ା ଅଫିସ, ୫ା୧୨: କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ସ୍ଥାନରେ ଗତ ଶୁକ୍ରବାର ସନ୍ଧ୍ୟାରୁ ଝିପିଝିପି ବର୍ଷା ଆରମ୍ଭ ହୋଇଛି। ବର୍ଷାରେ ଚାଷୀଙ୍କ ଫସଲ ନଷ୍ଟ ହେବା ଆଶଙ୍କା ରହିଛି। ସମୁଦ୍ର ଅଶାନ୍ତ ହୋଇଛି। ତଟାଞ୍ଚଳରେ ଉଚ୍ଚ ଜୁଆର ଦେଖିବାକୁ ମିଳିଛି। ବାତ୍ୟାର ମୁକାବିଲା…
ଜିଲାରେ ୨୭୦ ଏମ୍ଏମ୍ ବର୍ଷା ରେକର୍ଡ
ଜଗତ୍ସିଂହପୁର ଅଫିସ, ୫ା୧୨: ବାତ୍ୟା ‘ଜୱାଦ’କୁ ନେଇ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଏହା ଦୁର୍ବଳ ହେବା ଖବର ମିଳିବା ପରେ ଲୋକଙ୍କୁ କିଛିମାତ୍ରାରେ ଆଶ୍ୱସ୍ତି ମିଳିଛି। କିନ୍ତୁ ପ୍ରବଳ ବର୍ଷା ଆଶଙ୍କାଥିବାରୁ ଚାଷ ଉଜୁଡ଼ିିବା ଚିନ୍ତାଘାରିଛି। ଶୁକ୍ରବାର…
ଖାଦ୍ୟ ସୁରକ୍ଷା ଲାଗି ମାଟି ମାଆର ଯତ୍ନ ଜରୁରୀ
ମାଟି ହେଉଛି ମାଆ। ତା’ରି କୋଳରେ ଜୀବଜଗତ ଜନ୍ମ ଲାଭ କରେ ଆଉ ତା’ରି କୋଳରେ ମୃତ୍ୟୁବରଣ କରେ। ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ନିଜ କୋଳରେ ଜୀବଜଗତକୁ ଧରି ରଖିବା ସହିତ ତା’ର ନାନାବିଧ ଆବଶ୍ୟକତା ମଧ୍ୟ ପୂରଣ କରେ। ସେ…
ମାଟି ପାଇଁ ପଦେ
ମାଟି, ଯେଉଁଠୁ ଜୀବନ ଜିଇଁବାର ଅଧ୍ୟାୟ ଆରମ୍ଭ, ଯାହା ଉପରେ ମଣିଷ ନିଜ ମୌଳିକ ଆବଶ୍ୟକତାକୁ ପୂରଣ ପାଇଁ ନିରନ୍ତର ଜାରି ରଖେ ସଂଘର୍ଷ। ଆରମ୍ଭରୁ ମାଟି ହିଁ ଜୀବଜଗତ ପାଇଁ ସାହାରା ପାଲଟିଛି… ମାଟି ଏକ ମାଧ୍ୟମ ଯାହା କି…
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଦାବି ଭାରତରେ ୫୦ ପ୍ରତିଶତ ନେଇଛନ୍ତି କରୋନା ଟିକାର ଦ୍ୱିତୀୟ ଡୋଜ
ନୂଆଦିଲ୍ଲୀ,୫ ।୧୨: କରୋନା ଲଢେଇରେ ଭାରତ ଆଉ ଏକ ଉପଲବ୍ଧି ନିଜ ନାଁରେ କରିଥିବା ଦାବି କରିଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ ରବିବାର କହିଛନ୍ତି ଦେଶରେ ୫୦ ପ୍ରତିଶତ ଲୋକ କରୋନା ଭ୍ୟାକ୍ସିନର ଦ୍ୱିତୀୟ ଡୋଜ ନେଇ ସାରିଛନ୍ତି…
Archives


