ବାତ୍ୟାରେ ଜିରୋ କାଜୁଆଲ୍ଟିକୁ ଗୁରୁତ୍ୱ
ଭୁବନେଶ୍ୱର, ୪।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ ପୁରୀ ଉପକୂଳ ଦେଇ ଗତି କରିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ରାଜଧାନୀ ଭୁବନେଶ୍ୱର ମଧ୍ୟ ପ୍ରଭାବିତ ହେବା ସମ୍ଭାବନା ରହିଛି। ତେଣୁ ବାତ୍ୟା ସ୍ଥିତିର ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)…
ବାତ୍ୟା ପାଇଁ ଖାଲିହେଲା ଧାରଣାସ୍ଥଳ
ଭୁବନେଶ୍ୱର,୪।୧୨(ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)ର ଆକଳନ ଅନୁସାରେ ଦକ୍ଷିଣ ଆଣ୍ଡାମାନ ସମୁଦ୍ରରେ ସୃଷ୍ଟ ଲଘୁଚାପ ବାତ୍ୟା ‘ଜଓ୍ବାଦ’ର ରୂପନେଇ ଓଡ଼ିଶା ଉପକୂଳ ଆଡକୁ ମାଡ଼ି ଆସୁଛି। ଏହା ପୁରୀଠାରେ ସ୍ଥଳଭାଗକୁ ଛୁଇଁବ ଓ ଏଥିରେ ଭୁବନେଶ୍ୱର ବି ପ୍ରଭାବିତ ହେବା…
ମନ୍ତ୍ରୀଙ୍କ ଘର ଆଗରେ ବସିଲେ ସମବାୟ ସମିତି କର୍ମଚାରୀ
ଭୁବନେଶ୍ୱର,୪।୧୨ (ବ୍ୟୁରୋ): ସମବାୟ ସମିତିରେ ମୁଖ୍ୟ କାର୍ଯ୍ୟ ନିର୍ବାହୀ ନିଯୁକ୍ତି ପ୍ରସ୍ତାବକୁ ରଦ୍ଦ କରିବା ସହ ଓଡ଼ିଶାର ସମସ୍ତ ୨୭୦୮ ପ୍ରାଥମିକ ସମବାୟ ସମିତି ଓ ଲ୍ୟାମ୍ପସରେ କାର୍ଯ୍ୟରତ କର୍ମଚାରୀଙ୍କୁ ସରକାରୀ ମାନ୍ୟତା ଆଦି ୫ ଦଫା ଦାବି ନେଇ ଆନ୍ଦୋଳନ…
ତେଜିଲା ଅସନ୍ତୋଷ, ହେବ ଆଉ ଏକ ବିଦ୍ରୋହ
ଭୁବନେଶ୍ୱର,୪।୧୨(ବ୍ୟୁରୋ): ପାଇକ ବିଦ୍ରୋହ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ନୁହେଁ ବୋଲି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗୁରୁବାର ରାଜ୍ୟ ସଭାରେ କହିବା ପରେ ଓଡ଼ିଶାରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହା ସାଢେ ୪କୋଟି ଓଡ଼ିଶାବାସୀଙ୍କ ଭାବାବେଗକୁ ଆଘାତ ଦେଇଥିବା ନିଖିଳ…
ଅଭୟକାନ୍ତ ପାଠକଙ୍କ ଘରେ ଇଡି
ଭୁବନେଶ୍ୱର,୪।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ଆଇଏଫ୍ଏସ୍ ଅଧିକାରୀ ଅଭୟକାନ୍ତ ପାଠକଙ୍କ ଘରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଛି। ଭୁବନେଶ୍ୱର ବିବେକାନନ୍ଦ ମାର୍ଗସ୍ଥିତ ତାଙ୍କ…
୨୩ରେ ଅନୁଗୋଳ-ଭୁବନେଶ୍ୱର ବସ୍ ବନ୍ଦ
ଅନୁଗୋଳ ଅଫିସ, ୪।୧୨: କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ସମ୍ପ୍ରସାରଣ ଶେଷ ହେଉନାହିଁ। ଏପରି କି କାର୍ଯ୍ୟ ତ୍ୱରାନ୍ବିତ ହେଉ ନ ଥିବାରୁ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଫଳରେ ଏହି ରାଜପଥ ଦେଇ ଦୈନିକ ଅନୁଗୋଳରୁ କଟକ ଓ ଭୁବନେଶ୍ୱର ଯାଉଥିବା…
ଦେଶରେ ୪୦ ଓମିକ୍ରନ୍ ସନ୍ଦିଗ୍ଧଙ୍କର ମିଳୁନି ପତ୍ତା
ନୂଆଦିଲ୍ଲୀ,୪ ।୧୨: କରୋନା ମହାମାରୀର ସବୁଠାରୁ ମାରାତ୍ମକ ରୂପ ଓମିକ୍ରନ୍ ଏବେ ବିଶ୍ୱର ଅଧିକାଂଶ ଦେଶରେ କାୟା ବିସ୍ତାର କରିବା ଆରମ୍ଭ କରିଛି । ଆମ ଦେଶରେ ବି ୨ ଓମିକ୍ରନ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଲୋକେ ଭୟଭୀତ ହୋଇ…
ମାନଚିତ୍ରରେ ନ ଥିବା ଗାଁ ଚିହ୍ନଟ କଲେ ତହସିଲଦାର
ମାଲକାନଗିରି, ୪।୧୨ (ଡି.ଏନ୍.ଏ.): ମାଲକାନଗିରି ଜିଲା ମାନଚିତ୍ରରେ ନ ଥିବା ଗାଁ ଚିହ୍ନଟ କରିଛନ୍ତି ତହସିଲଦାର। ଏହି ନୂତନ ଗ୍ରାମ ହେଲା ଖଇରପୁଟ ବ୍ଲକ ରାସବେଡ଼ା ପଞ୍ଚାୟତ ଅନ୍ତର୍ଗତ ଘାସିଙ୍ଗବେଡ଼ା। ଗାଁରେ ୭୦ରୁ ଊର୍ଦ୍ଧ୍ୱ ଡିଡାଇ ସମ୍ପ୍ରଦାୟର ଲୋକେ ବସବାସ କରୁଛନ୍ତି।…
ଆଣ୍ଟାର୍କଟିକା ଯିବେ ରାଉରକେଲା ଝିଅ ନିବେଦିତା
ରାଉରକେଲା ଅଫିସ,୪।୧୨: ଜଳବାୟୁ ପରିବର୍ତ୍ତନ ଉପରେ ଗବେଷଣା ପାଇଁ ଆଣ୍ଟାର୍କଟିକା ଯିବେ ରାଉରକେଲା ଝିଅ ନିବେଦିତା ବିଶ୍ୱାଳ। ଗ୍ଲେସିୟର ତରଳିବା ବିଶ୍ୱବାସୀଙ୍କ ପାଇଁ କେତେ ବିପଦପୂର୍ଣ୍ଣ ତାହା ଉପରେ ପ୍ରଶିକ୍ଷଣ ନେବା ସହ ସେଠାକାର ଜୀବଜନ୍ତୁ ଓ ପରିବେଶ ଉପରେ ସେ…
ଶୀତଦିନେ ଦହି ଖାଉଛନ୍ତି କି…
ଦହି ସ୍ବାସ୍ଥ୍ୟପ୍ରତି ହିତକର ବୋଲି ଜାଣିଛେ। ମାତ୍ର ଶୀତଦିନେ ଦହି ଖାଇଲେ ସ୍ବାସ୍ଥ୍ୟ ପ୍ରତି କ୍ଷତିକାରକ ହୋଇଥାଏ। ଆୟୁର୍ବେଦ ବିଶେଷଜ୍ଞଙ୍କ ମତରେ , ଦହି ଖାଇବା ଫଳରେ କଫ ସମସ୍ୟା ଦେଖାଯାଇଥାଏ। ଏହା ସହିତ ଯେଉଁମାନଙ୍କର ଇମ୍ୟୁନ ସିଷ୍ଟମ ଦୁର୍ବଳ ସେମାନଙ୍କ…
ଚିନିଶିଳ୍ପ ଅତିଥି ଭବନରେ ତପସ୍ବିନୀ, ସୁମିତ
ଆସିକା,୪।୧୨(ଡି.ଏନ୍.ଏ.): ବ୍ରହ୍ମପୁର ବ୍ରହ୍ମାନଗରଠାରେ ଶାଶୁଘରେ ରହିବା ଲାଗି ଧାରଣା ଦେଇଥିବା ତପସ୍ବିନୀ ଦାସ ଗୁରୁବାର ରାତିରେ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସ୍ବାମୀ ସୁମିତ ସାହୁଙ୍କ ସହ ଆସିକା ଯାଇଥିଲେ। ସେମାନେ ଆସିକାରେ ୭ ଦିନ ଏକାଠି ରହିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…
ଦୂରନ୍ତୋ ଏକ୍ସପ୍ରେସ୍ ଲାଇନଚ୍ୟୁତ
ଧର୍ମଶାଳା/ଚଣ୍ଡିଖୋଲ, ୩ା୧୨(ଡି.ଏନ.ଏ.): ଯଶୋବନ୍ତପୁର-ହାୱଡ଼ା ଦୂରନ୍ତୋ ଏକ୍ସପ୍ରେସର ଏକ ବଗି ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ହରିଦାସପୁର ରେଳଷ୍ଟେଶନ ନିକଟରେ ଲାଇନଚ୍ୟୁତ ହୋଇଛି। ଏହି ଦୁର୍ଘଟଣାରେ କୌଣସି ଯାତ୍ରୀଙ୍କ କ୍ଷତି ହୋଇନାହିଁ। ତେବେ ରେଳଧାରଣା କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଅବହେଳା ପାଇଁ…
Archives


