Home Left

ପ୍ରି-ଓ୍ବେଡିଂ ଫଟୋ ଶେୟାର କଲେ ଅଙ୍କିତା

ମୁମ୍ବାଇ: ବଲିଉଡ୍‌ ସେଲିବ୍ରିଟିଙ୍କ ପାଇଁ ଏବେ ବିବାହ ଋତୁ ଚାଲିଛି। ଅନେକ ଯୋଡ଼ି ଚଳିତବର୍ଷ ବିବାହ ବନ୍ଧନରେ ବାନ୍ଧି ହୋଇଥିବା ବେଳେ ଆଉ କିଛି ସେଲିବ୍ରିଟି ସେମାନଙ୍କ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚଳାଇଛନ୍ତି। ଏହି ଯୋଡ଼ିମାନଙ୍କ ମଧ୍ୟରୁ ଛୋଟପରଦାର ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ…

ରାଗିଗଲେ କୋହଲି, ପିଟିଲେ ବ୍ୟାଟ୍‌: ଦେଖନ୍ତୁ ଭିଡିଓ

ମୁମ୍ବାଇ,୩।୧୨: ଟି-୨୦ ବିଶ୍ୱକପ ପରେ ଭାରତୀୟ ଦଳକୁ ଫେରିଥିବା ବିରାଟ କୋହଲି ନ୍ୟୁଜିଲାଣ୍ଡ ବିପକ୍ଷ ମୁମ୍ବାଇ ଟେଷ୍ଟରେ ଶୂନ ରେ ଆଉଟ୍‌ ହୋଇଥିଲେ। ତାଙ୍କୁ ଏଜାଜ ପଟେଲ ଆଉଟ୍‌ କରିଥିଲେ। ତାଙ୍କ ଆୁଟ୍‌କୁ ନେଇ ଏବେ ଅମ୍ପାୟାରଙ୍କ ଉପରେ ପ୍ରଶ୍ନ ଉଠିଛି।…

ମହଙ୍ଗା ହେବ ଏଟିଏମ୍‌ ବ୍ୟବହାର, ଦେବାକୁ ପଡ଼ିବ…

ନୂଆଦିଲ୍ଲୀ,୩ା୧୨: ନୂଆବର୍ଷରୁ ଏଟିଏମ୍‌ ବ୍ୟବହାର ମହଙ୍ଗା ହେବାକୁ ଯାଉଛି। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ୨୦୨୨ ଜାନୁୟାରୀ ୧ରୁ ଏଟିଏମ୍‌ କାରବାରର ଚାର୍ଜ ବଢ଼ାଇବା ପାଇଁ ଅନୁମତି ଦେଇଛି। ବ୍ୟାଙ୍କ ପକ୍ଷରୁ ଦିଆଯାଉଥିବା ମାଗଣା କାରବାର ବ୍ୟବହାର ପରେ ଆଉ ଅଧିକ…

ବିବାହ ପୂର୍ବରୁ ସ୍ବତନ୍ତ୍ର ଡାଏଟ୍‌ ଫଲୋ କରୁଛନ୍ତି କାଟ୍ରିନା

ମୁମ୍ବାଇ: ଗତ କିଛି ଦିନ ଧରି କାଟ୍ରିନା କୈଫ ଏବଂ ଭିକି କୌଶଲଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି। ପ୍ରତିଦିନ ତାଙ୍କ ବିବାହକୁ ନେଇ କିଛି ନା କିଛି ଅପଡେଟ୍‌ ସାମ୍ନାକୁ ଆସୁଛି। କିନ୍ତୁ ଏବେ ଯାଏ କ୍ୟାଟ ଏବଂ…

ମମିତା ହତ୍ୟା ମାମଲା: ଷ୍ଟାଟସ ରିପୋର୍ଟ ଦାଖଲ କଲେ ରାଜ୍ୟ ସରକାର

କଟକ ଅଫିସ,୩।୧୨: ରାଜ୍ୟ ସରକାର ମମିତା ହତ୍ୟା ମାମଲାର ଷ୍ଟାଟସ ରିପୋର୍ଟ ଶୁକ୍ରବାର ହାଇକୋର୍ଟରେ ଦାଖଲ କରିଛନ୍ତି। ତଦନ୍ତର ଅଗ୍ରଗତି ନେଇ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ କରିଛନ୍ତି। ସୂଚନାନୁସାରେ, ମମିତାଙ୍କ ପରିବାର ଲୋକେ ଝିଅକୁ ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ…

ଲିକ୍ ହେବନାହିଁ କ୍ୟାଟ୍ରିନା-ଭିକ୍କିଙ୍କ ବିବାହ ଫଟୋ, ରାଇଟ୍ସ ବିକ୍ରି ସରିଛି ଅନ୍ତର୍ଜାତୀୟ ମାଗାଜିନକୁ!

ମୁମ୍ବାଇ: ଏବେ ବଲିଉଡର ବହୁ ଚର୍ଚ୍ଚିତ ଯୋଡି ହେଉଛନ୍ତି କ୍ୟାଟ୍ରିନା କୈଫ ଓ ଭିକ୍କି କୌଶଲ । ଆଉ ମାତ୍ର ୨-୩ ଦିନ ପରେ ତାଙ୍କର ବିବାହ ହେବ । ଏବେ ଏମାନଙ୍କ ବିବାହକୁ ନେଇ ବହୁତ ପ୍ରକାର ଖବର ସାମ୍ନାକୁ…

୧୧୭ ସଂସ୍ଥାର ବହୁ କୋଟି ବକେୟା

କଟକ ଅଫିସ,୩ା୧୨: ସମ୍ବଲପୁର ସିଟି,ଜିଏସ୍‌ଟି ସର୍କଲ-୨ ଅଧୀନ ୧୧୭ ବ୍ୟକ୍ତିଗତ ଓ ବାଣିଜି୍ୟକ ସଂସ୍ଥାର କୋଟି କୋଟି ଟଙ୍କା ବକେୟା ପଡ଼ିଛି। ଗତ ନଭେମ୍ବର ୨୫ତାରିଖ ସୁଦ୍ଧା କେତେ ଟଙ୍କା ଟିକସ ବାବଦକୁ ବାକି ରହିଛି, ତାହାର ତଥ୍ୟ ହସ୍ତଗତ ହୋଇଛି।…

ଗୋଲ୍ଡେନ୍‌ ଗ୍ଲୋବ୍ସ- ୨୦୨୨ ଆଓ୍ବାର୍ଡ୍‌ରେ ପ୍ରବେଶ କଲା ଫିଲ୍ମ‘ଜୟ ଭୀମ’

ମୁମ୍ବାଇ : ଫିଲ୍ମ‘ଜୟ ଭୀମ’ ଅଫିସିଆଲି ଗୋଲ୍ଡେନ୍‌ ଗ୍ଲୋବ୍ସ ୨୦୨୨ ରେ ସର୍ବଶ୍ରେଷ୍ଠ ଅଣ-ଇଂରାଜୀ ଭାଷା ଫିଲ୍ମ କ୍ୟାଟେଗରୀରେ ମନୋନୀତ ହୋଇଛି । ଏହି ଫିଲ୍ମଟି ରିଲିଜ୍‌ ହେବା ପରେ ଲଗାତର ବିବାଦ ମଧ୍ୟରେ ରହିଛି । କିନ୍ତୁ ଏହା ପରେ…

ଟସ୍‌ ଜିତିଲା ଭାରତ

ମୁମ୍ବାଇ,୩।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ବିରାଟ କୋହଲି ଭାରତର ଅଧିନାୟକତ୍ୱ କରୁଛନ୍ତି। ବିରାଟ କୋହଲି ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି…

ଫଟୋ ଶେୟାର କରି ଟ୍ରୋଲ ହେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ମୌନୀ ରାୟଙ୍କୁ କିଏବା ନ ଜାଣେ । ସେ ତାଙ୍କର ଦମ୍‌ଦାର ଅଭିନୟ ଏବଂ ଷ୍ଟାଇଲରେ ସମସ୍ତଙ୍କ ହୃଦୟରେ ରାଜ୍‌ କରନ୍ତି । ସୋସିଆଲ ମିଡିଆରେ ମଧ୍ୟ ବେଶ୍‌ ଆକ୍ଟିଭ ସେ। ଅନେକ ସମୟରେ ସେ ଫଟୋ,…

ଓମିକ୍ରନ ବିରୋଧରେ ପ୍ରଭାବଶାଳୀ କୋଭାକ୍ସିନ୍‌: ଆଇସିଏମ୍‌ଆର

ନୂଆଦିଲ୍ଲୀ,୩।୧୨: ସାରା ବିଶ୍ୱରେ କରୋନା ଭାଇରସର ଏକ ନୂଆ ରୂପ ଓମିକ୍ରନର ପ୍ରଭାବ ବୃଦ୍ଧି ପାଉଛି। ଏହି ସମୟରେ, ଅନେକ ଟିକା କମ୍ପାନୀ ଏହି ଭାରିଆଣ୍ଟ ବିରୋଧରେ ସେମାନଙ୍କ ଟିକାକରଣର ଫଳପ୍ରଦତା ଉପରେ ସନ୍ଦେହ ସୃଷ୍ଟି କରିଛନ୍ତି । ତଥାପି, ଇଣ୍ଡିଆନ…

ଏକ୍ସ ବୟଫ୍ରେଣ୍ଡଙ୍କୁ ବିବାହ ନିମନ୍ତ୍ରଣ କରିନାହାନ୍ତି କାଟ୍ରିନା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଭିକି କୌଶଲ ଏବଂ ଅଭିନେତ୍ରୀ କାଟ୍ରିନା କୈଫ୍‌ଙ୍କ ବିବାହ ଚଳିତମାସ ୯ ତାରିଖରେ ଜୟପୁରରେ ହେବ। ବିବାହ ପ୍ରସ୍ତୁତି ଜୋରସୋର୍‌ରେ ଚାଲିଛି। ସୋସିଆଲ ମିଡିଆରେ ବି ଏନେଇ ଖୁବ୍‌ ଚର୍ଚ୍ଚା। ତେବେ ଶୁଣିବାକୁ ମିଳୁଛି ଏହି ବିବାହରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri