ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନର ଆଜି ତୃତୀୟ ଦିନ। ଆଜି ବି ଚାଲିପାରୁନି ଗୃହ କାର୍ଯ୍ୟ। ତେବେ ପୁଣି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ପୂର୍ବରୁ ୧୧.୩୦ ଯାଏ ଗୃହକୁ ମୁଲତବୀ…
ୟୁପିର ଅଜବ ଯୁକ୍ତି: ପାକିସ୍ତାନରୁ ଆସୁଥିବା ବାୟୁ, ଦିଲ୍ଲୀକୁ ପ୍ରଦୂଷିତ କରୁଛି
ନୂଆଦିଲ୍ଲୀ,୩।୧୨: ଦିଲ୍ଲୀ-ଏନସିଆରରେ ବିପଜ୍ଜନକ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ଦିଲ୍ଲୀ ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ପ୍ରଦୂଷଣ ଯାଞ୍ଚ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ଦିଲ୍ଲୀ ସରକାରଙ୍କୁ ୨୪ ଘଣ୍ଟା ମଧ୍ୟରେ ଏହି ଯୋଜନା ଜଣାଇବାକୁ କହିଛନ୍ତି।…
ଆଜିଠୁ ୩ଦିନ ଶ୍ରୀମନ୍ଦିରରେ ଦେବ ଦୀପାବଳି
ପୁରୀ ଅଫିସ, ୩ା୧୨: ମାର୍ଗଶିର ମାସ ଚତୁର୍ଦ୍ଦଶୀ ତିଥି ଅବସରରେ ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ଦେବ ଦୀପାବଳି ଉତ୍ସବ ଅନୁଷ୍ଠିତ ହେବ। ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଶ୍ରୀଜଗନ୍ନାଥ ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦ…
ଗଜପତିରେ ପହଞ୍ଚିଲା ଏନଡିଆରଏଫ୍ , ଓଡ୍ରାଫ ଟିମ୍
ପାରଳାଖେମୁଣ୍ଡି,୩।୧୧(ଡି.ଏନ୍.ଏ.): ସମ୍ଭାବ୍ୟ ବାତ୍ୟା ଶୁକ୍ରବାର ବାତ୍ୟାର ରୂପ ନେଇପାରେ। ତେବେ ବାତ୍ୟାର ମୁକାବିଲା ପାଇଁ ଗଜପତି ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଅଛନ୍ତି। ଆଜି ସକାଳେ ପଞ୍ଚାୟତ ସମିତି ଅଫିସ ଠାରେ ଏନଡିଆରଏଫ୍ ୨୦ ଜଣିଆ ଟିମ୍ ଓ ୨୭ ଜଣିଆ ଓଡ୍ରାଫ…
ଏନ୍ଏସି କାର୍ଯ୍ୟାଳୟରେ ତାଲା ପକାଇଲେ ଠିକାଦାର
ହିନ୍ଦୋଳ,୩ା୧୨(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍ଏସି କାର୍ଯ୍ୟାଳୟରେ ଶୁକ୍ରବାର ପୂର୍ବାହ୍ନରେ ବକେୟା ବିଲ୍ ପାଇବା ଦାବିରେ ଠିକାଦାରମାନେ ତାଲା ପକାଇଛନ୍ତି। ଏନ୍ଏସିର ପ୍ରାୟ ୨୫ ଜଣ ଠିକାଦାର ବିଗତ ତିନିମାସ ହେଲା ବିଭିନ୍ନ ଉନ୍ନୟନ କାର୍ଯ୍ୟ ସାରିଥିଲେ ମଧ୍ୟ ବିଲ୍ ପାଇବାରୁ…
ଦିନେ ବଢିଲେ ଦିନେ କମୁଛି
ନୂଆଦିଲ୍ଲୀ,୩।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୯,୨୧୬ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୯୧ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…
ଆଉ ଦୁଇ ଅଭିଯୁକ୍ତଙ୍କୁ ୱାଣ୍ଟେଡ୍ ଘୋଷଣା କଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଫେରାର ଥିବା ଆଉ ଦୁଇ ଅଭିଯୁକ୍ତଙ୍କୁ କ୍ରାଇବ୍ରାଞ୍ଚ ୱାଣ୍ଟେଡ୍ ଘୋଷଣା କରିଛି। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଏବଂ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଫ୍)ର ପୃଥକ ମାମଲାରେ ଉଭୟ ଅଭିଯୁକ୍ତ ଥିଲେ॥ ଇଓଡବ୍ଲ୍ୟୁ ମାମଲାରେ ୱାଣ୍ଟେଡ୍ ହେଲେ ବରଗଡ଼…
ଆଜି ବି ଚାଲି ପାରୁନି ବିଧାନସଭା
ଭୁବନେଶ୍ବର,୩।୧୨(ବ୍ୟୁରୋ): ଆଜି ବି ଆରମ୍ଭ ହେଉ ହେଉ ୧୧.୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଗୃହ ମୁଲତବୀ କରାଯାଇଛି ।ତେବେ ବିଧାନସଭା ଶୀତ ଅଧିବେଶର ଆଜି ତୃତୀୟ ଦିନ।…
୨ ଦିନ ବନ୍ଦ ରହିବ ଶିମିଳିପାଳ
ଭୁବନେଶ୍ୱର,୩।୧୨(ବ୍ୟୁରୋ): ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ୪ ଓ ୫ ଦିନ ଶିମିଳିପାଳ ବନ୍ଦ ରହିବ। ଉତ୍ତର ଶିମିଳିପାଳ ଡେପୁଟି ଡାଇରେକ୍ଟର ଏହି ସୂଚନା ଦେଇଛନ୍ତି। ତେବେ ସମ୍ଭାବ୍ୟ ଲଘୁଚାପ ବର୍ଷା ନେଇ ଶିମିଳିପାଳ ବନ୍ଦ ରହିବ। ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ…
ଭାରତକୁ ବଡ଼ ଝଟ୍କା
ମୁମ୍ବାଇ,୩।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଆଜିଠାରୁ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆରମ୍ଭ ହେଉଛି। ଏହା ହେଉଛି ଦୁଇ ମ୍ୟାଚ ବିଶିଷ୍ଟ ସିରିଜର ଶେଷ ମ୍ୟାଚ। ଏହି ମ୍ୟାଚ୍ ଯିଏ ଜିତିବ ସେହି ଦଳ ସିରିଜ୍ ହାତେଇବ।…
ଶାସ୍ତ୍ରୀୟ ନୃତ୍ୟଶିଳ୍ପୀରୁ ‘ଲେଡି ତେନ୍ଦୁଲକର’
ଦୁନିଆର ସର୍ବୋତ୍ତମ ମହିଳା କ୍ରିକେଟ କ୍ରିକେଟ ମଧ୍ୟରୁ ମିଥାଲି ରାଜ ୨ ଦଶନ୍ଧିରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ କ୍ରିକେଟ ଖେଳୁଛନ୍ତି। ତାଙ୍କ ବ୍ୟାଟର ଜ୍ୟୋତି ଏପର୍ଯ୍ୟନ୍ତ କ୍ଷୀଣ ହୋଇନାହିଁ। ଡିସେମ୍ବର ୩, ୧୯୮୨ ରେ ମିଥାଲି ରାଜସ୍ଥାନର ଯୋଧପୁର (ମିତାଲି…
ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ ଏବଂ ସୁନ୍ଦରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…
Archives


