Home Left

ପ୍ରେମ ବିବାହ ପରେ ପ୍ରତାରଣା, ସ୍ବାମୀ ଗିରଫ

ଚଣ୍ଡିଖୋଲ,୩ା୧୨(ଡି.ଏନ.ଏ.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅଧୀନ ମହୀପୁର ଗ୍ରାମର ଜଣେ ଯୁବତୀ ପ୍ରେମବିବାହ ପରେ ପ୍ରତାରଣାର ଶିକାର ହୋଇଛନ୍ତି। ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ ଗଞ୍ଜାମ…

ପ୍ରଶାସନ-ଅଭିଯୋଗକାରୀଙ୍କ ଆଲୋଚନା, ୨୦ ସୁଦ୍ଧା ଫଳ

କେନ୍ଦ୍ରାପଡ଼ା ଅଫିସ, ୩ା୧୨: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ବିବାଦରେ ହାଇକୋର୍ଟ ହସ୍ତକ୍ଷେପ ପରେ ପ୍ରଥମଥର ପାଇଁ ରାଜ୍ୟ ପ୍ରଶାସନ ଓ ଅଭିଯୋଗକାରୀଙ୍କ ମଧ୍ୟରେ ଗୁରୁବାର ଆଲୋଚନା ହୋଇଛି। ଅଭିଯୋଗକାରୀ ରାଜକନିକା ବ୍ଲକ ବଡରାଜାର ସୁକାନ୍ତ କୁମାର ଦାସ…

୪୫ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ

ଜଗତ୍‌ସିଂହପୁର ଅଫିସ, ୩ା୧୨: ସମ୍ଭାବ୍ୟ ବାତ୍ୟା ‘ଜଓ୍ବାଦ’ର ମୁକାବିଲ ପାଇଁ ଜିଲାର ୪୫ ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ସମେତ ସ୍କୁଲ ଗୃହ, ଅଙ୍ଗନୱାଡି ଗୃହ, କଲ୍ୟାଣ ମଣ୍ଡପ ଆଦି ପ୍ରସ୍ତୁତ ରଖିବାକୁ ପଡ଼ିବ। ଆବଶ୍ୟକସ୍ଥଳେ ତଳୁଆ ଅଞ୍ଚଳ ଓ…

ଶିକ୍ଷକ ଅଭାବ, ପାଠପଢ଼ା ବାଧାପ୍ରାପ୍ତ

ରସୁଲପୁର,୩ା୧୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ମଙ୍ଗରାଜପୁର ପଞ୍ଚାୟତ ବୀରଭାନୁପୁର ଗ୍ରାମର ଶ୍ରୀଜଗନ୍ନାଥ ନୋଡାଲ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ସମସ୍ୟା ମଧ୍ୟରେ ଚାଲିଛି। ବିଶେଷ କରି ଶିକ୍ଷକ ଅଭାବ ଯୋଗୁ ପାଠପଢ଼ା ବାଧାପ୍ରାପ୍ତ ହୋଇଛି। ଏହାକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ଚିନ୍ତା…

ସଲମାନଙ୍କ ଭଉଣୀଙ୍କୁ ବିବାହରେ ନିମନ୍ତ୍ରଣ କରିନାହାନ୍ତି କାଟ୍ରିନା

ମୁମ୍ବାଇ: ଅଭିନେତ୍ରୀ କାଟ୍ରିନା କୈଫ୍‌ ଏବଂ ଭିକି କୌଶଲଙ୍କ ବିବାହ ଚଳିତମାସ ୯ ତାରିଖରେ ରାଜସ୍ଥାନରେ ହେବ ବୋଲି କୁହାଯାଉଛି। ବିବାହର ସମସ୍ତ ପ୍ରସ୍ତୁତି ସରିବା ଉପରେ। ଅତିଥିଙ୍କ ତାଲିକା ମଧ୍ୟ ହୋଇସାରିଛି। ତେବେ ଶୁଣିବାକୁ ମିଳୁଛି କାଟ୍ରିନା-ଭିକିଙ୍କ ବିବାହରେ ବଲିଉଡ୍‌…

ରେଳ ଟ୍ରାକ୍‌ରେ ବି ଗଡ଼ିବ ବସ୍‌

ପରମାଣୁ ବୋମା ଆକ୍ରମଣର ସମ୍ମୁଖୀନ ହେବା ପରେ ଜାପାନ ଯେଉଁ ପ୍ରଗତିରେ ଆଜି ଠିଆ ହୋଇଛି, ତାହା ବିଶ୍ୱ ସାମ୍ନାରେ ଏକ ଅନନ୍ୟ ଉଦାହରଣ ଅଟେ। ଏହା ଏପରି ଏକ ଦେଶ, ଯେଉଁଠାରେ ମାନବ ସମ୍ବଳ ସବୁବେଳେ କିଛି ନୂଆ କରିବାକୁ…

ଓମିକ୍ରନ ମୁକାବିଲା ପାଇଁ ଦକ୍ଷିଣ ଆଫ୍ରିକାକୁ ଏକ ଟିମ୍‌ ପଠାଇଲା ଡବ୍ଲୁଏଚ୍‌ଓ

ଜେନେଭା,୩।୧୨: ସାରା ବିଶ୍ୱରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ଏହାର ଅଧିକାରୀମାନଙ୍କର ଏକ ଟିମ ଦକ୍ଷିଣ ଆଫ୍ରିକାକୁ ପଠାଇଛି। ଏହି ଦଳ କରୋନାର ଓମିକ୍ରନ ଭାରିଆଣ୍ଟ ସହିତ ମୁକାବିଲା କରିବା…

କେମିତି ଭାରତକୁ ଆସିଲା ଓମିକ୍ରନ୍‌

ବେଙ୍ଗାଲୁରୁ,୩।୧୧: କରୋନା ଭାଇରସ ଓମିକ୍ରନର ନୂତନ ଭାରିଆଣ୍ଟକୁ ସମଗ୍ର ବିଶ୍ୱରେ ଭୟର ବାତାବରଣ ଅଛି । ବିଶ୍ୱର ବଡ଼ ବଡ଼ ବୈଜ୍ଞାନିକମାନେ ଅନୁସନ୍ଧାନରେ ନିୟୋଜିତ ଅଟନ୍ତି। ଚଳିତ ସପ୍ତାହ ମଧ୍ୟରେ ଓମିକ୍ରନ ୨୯ଟି ଦେଶକୁ ବ୍ୟାପିଛି। ଏପର୍ଯ୍ୟନ୍ତ ୩୭୩ ଜଣ ଲୋକ…

୯୮ ବର୍ଷ ଇତିହାସରେ ପ୍ରଥମ: ଡିଜ୍‌ନୀର ଅଧ୍ୟକ୍ଷ ହେବେ ଜଣେ ମହିଳା

କାର୍ଲିଫର୍ନିଆ,୩।୧୨: ମନୋରଞ୍ଜନ ଜଗତର ପ୍ରମୁଖ କମ୍ପାନୀ ୱାଲ୍ଟ ଡିଜନି ୯୮ ବର୍ଷ ଇତିହାସରେ ପ୍ରଥମ ଥର ପାଇଁ ଜଣେ ମହିଳାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛି। ୬୭ ବର୍ଷୀୟ ସୁସାନ ଅର୍ନୋଲ୍ଡ କମ୍ପାନୀର ନୂତନ ବୋର୍ଡ ଚେୟାରମ୍ୟାନ ହେବାକୁ ଯାଉଛନ୍ତି। ସେ ୧୪…

ଫାସିବାଦୀ ଶକ୍ତିକୁ ସହାୟତା କରୁଛନ୍ତି ମମତା

ନୂଆଦିଲ୍ଲୀ, ୩।୧୨:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଂଗ୍ରେସ ସୁବିଧାବାଦୀ ରାଜନେତ୍ରୀ ବୋଲି କହିଛନ୍ତି। ଦେଶର ସର୍ବପୁରାତନ ଦଳ ବିରୋଧରେ ଲଢ଼ି ସେ ଫାସିଦାଦୀ ଶକ୍ତିକୁ ସହାୟତା କରୁଥିବା କଂଗ୍ରେସ ସାଧାରଣ ସମ୍ପାଦକ ତଥା ମୁଖ୍ୟ ମୁଖପାତ୍ର ରଣଦୀପ ସୁର୍ଜଓ୍ବୋଲା ଅଭିଯୋଗ କରିଛନ୍ତି।…

କଂଗ୍ରେସ ଜିତିବନି ୨୦୨୪ ନିର୍ବାଚନ

ଶ୍ରୀନଗର/ନୂଆଦିଲ୍ଲୀ,୩।୧୨:୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ ଦଳ ୩୦୦ ଆସନ ଜିତିପାରିବ ନାହିଁ। ଜି-୨୩ ଗୋଷ୍ଠୀର ନେତା ଗୁଲାମନବୀ ଆଜାଦ ଜମ୍ମୁ-କଶ୍ମୀରର ଏକ ସଭାକୁ ସମ୍ବୋଧନ ବେଳେ ଏହି ଭବିଷ୍ୟବାଣୀ କରିଛନ୍ତି। କଂଗ୍ରେସରେ ନେତୃତ୍ୱ ପ୍ରସଙ୍ଗକୁ ନେଇ ଅନ୍ତର୍ଦ୍ୱନ୍ଦ୍ୱ ଲାଗିରହିଥିବାବେଳେ ନିଜ ଦଳ…

ଆଇଏମ୍‌ଏଫ୍‌ର ଫାଷ୍ଟ ଡେପୁଟି ମ୍ୟାନେଜିଂ ଡାଇରେକ୍ଟର ହେବେ ଗୀତା ଗୋପିନାଥ

ନୂଆଦିଲ୍ଲୀ,୩ ।୧୨: ଅନ୍ତରାଷ୍ଟ୍ରୀୟ ମୁଦ୍ରା କୋଷ(ଆଇଏମ୍‌ଏଫ୍‌)ର ପ୍ରଥମ ଡେପୁଟି ମ୍ୟାନେଜିଂ ଡାଇରେକ୍ଟର(ଏଫ୍‌ଡିଏମ୍‌ଡି) ଜିୟୋଫ୍ରୋ ଓକାମୋଟୋ ଆସନ୍ତା ବର୍ଷ ଆରମ୍ଭରେ ନିଜ ପଦରୁ ଇସ୍ତଫା ଦେବାକୁ ଘୋଷଣା କରିଛନ୍ତି । ସେ ଇସ୍ତଫା ଦେବା ପରେ ଏହି ପଦରେ ବିଶିଷ୍ଟ ଅର୍ଥଶାସ୍ତ୍ରୀ ଗୀତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri