Home Left

ଦିଲ୍ଲୀ ହାଇକୋର୍ଟରେ ଭର୍ଚୁଆଲ ଶୁଣାଣି ବେଳେ ଅଶ୍ଳୀଳ ଭିଡିଓ ଚାଲିଲା,ଆଉ ତା’ପରେ…

ନୂଆଦିଲ୍ଲୀ,୩୦ା୪: ଦିଲ୍ଲୀ ହାଇକୋର୍ଟରେ ଭର୍ଚୁଆଲ ଶୁଣାଣି ଚାଲିଥିଲାବେଳେ ଏକ ଅଶ୍ଳୀଳ କଣ୍ଟେଣ୍ଟ ଚାଲିବାରୁ ଶୁଣାଣି ବାଧାପ୍ରାପ୍ତ ହୋଇଥିଲା। କୋର୍ଟରୁମ୍‌ରେ ସାଇବର ସୁରକ୍ଷାର ଉଲ୍ଲଂଘନକୁ ନେଇ ଚିନ୍ତା ପ୍ରକଟ କରାଯିବା ସହ ଘଟଣାର ତଦନ୍ତ କରାଯାଉଛି। ସ୍କ୍ରିନ୍‌ରେ ଅଶ୍ଳୀଳ କ୍ଲିପିଙ୍ଗ୍‌ ଚାଲିବା ସମୟରେ…

ଭାରତରେ ଜଳ ସଙ୍କଟ ବଢ଼ିବ: ଜାଣନ୍ତୁ କାରଣ କ’ଣ…

ନୂଆଦିଲ୍ଲୀ,୩୦ା୪: ଭାରତରେ ଇନ୍ଧନ ସଙ୍କଟ ଦୂର କରିବାକୁ ଯାଇ ୮୦% ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ କରାଯାଉଥିବାବେଳେ ଆଗାମୀ ଦିନରେ ୧୫% ପେଟ୍ରୋଲରେ ୮୫% ଇଥାନଲ ମିଶ୍ରଣ କରିବାକୁ ସରକାର ଯୋଜନା କରୁଛନ୍ତି। ଅଧିକ ଇଥାନଲ ମିଶ୍ରିତ ଇନ୍ଧନ ବ୍ୟବହାର ପାଇଁ…

ଭାଜପା ଆଗରେ ରହିବା ପୂର୍ବାନୁମାନକୁ ଟିଏମ୍‌ସିର ଖଣ୍ଡନ

କୋଲକାତା,୩୦ା୪: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ଆଗରେ ରହିବ ବୋଲି ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ ପୂର୍ବାନୁମାନ କରିଥିବାବେଳେ ଟିଏମ୍‌ସି ରାଜ୍ୟ ସଭା ସଦସ୍ୟ ଡେରେକ୍‌ ଓ’ବ୍ରାଏନ୍‌ ଏହାକୁ ଖଣ୍ଡନ କରିଛନ୍ତି। ସେ ଏଭଳି ପୂର୍ବାନୁମାନର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇଛନ୍ତି। ଗତ ବିଧାନସଭା…

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହାଇଡ୍ରାମା: ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ଅମ୍ପାୟାରଙ୍କ ସହ କୋହଲିଙ୍କ ଝଗଡ଼ା

ଅହମ୍ମଦାବାଦ,୩୦।୪: ଆଇପିଏଲ ୨୦୨୬ରେ ପୁଣି ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB)ର ଅଧିନାୟକ ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ରଣକ୍ଷେତ୍ର ପାଲଟିଥିଲା ମଇଦାନ। ପରିସ୍ଥିତି ଏପରି ହୋଇଥିଲା ଯେ, ବରିଷ୍ଠ…

ଭୀଷଣ ବର୍ଷା, ବେଙ୍ଗାଲୁରୁ ସହର ଜଳାର୍ଣ୍ଣବ

ବେଙ୍ଗାଲୁରୁ,୩୦ା୪: ବେଙ୍ଗାଲୁରୁରେ ଅଚାନକ ଭାବେ ଆରମ୍ଭ ହୋଇଥିବା ବର୍ଷା ପରବର୍ତ୍ତୀ ସମୟରେ ଭୀଷଣ ରୂପ ନେବାରୁ ସାରା ସହର ଜଳାର୍ଣ୍ଣବ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ ହୋଇପଡ଼ିବା ସହ ବର୍ତ୍ତମାନ ସୁଦ୍ଧା ବିଭିନ୍ନ ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା…

ପୁଅକୁ ଦୋକାନରେ ବସାଇ ଜଳଖିଆ ଖାଇବାକୁ ଯାଇଥିଲେ ବାପା, ଆସିଲା ବେଳକୁ…

ଅତାବିରା,୩୦।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ମୁଖ୍ୟ ବଜାର ସମ୍ମୁଖ ଏକ ପାନ ଦେକାନ ଫ୍ରିଜରେ ଲାଗିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁବାର ସନ୍ଧ୍ୟାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାଲିଆ ସିଂଙ୍କ ବଡ଼ ପୁଅ…

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ମମତାଙ୍କ ବଡ଼ ବୟାନ

କୋଲକାତା,୩୦ା୪: ପଶ୍ଚିମବଙ୍ଗରେ ଏଥର ଭାଜପା ଏବଂ ଟିଏମ୍‌ସି ମଧ୍ୟରେ କଡ଼ା ଟକ୍କର ହେବ ବୋଲି କେତେକ ପୋଲ୍‌ ଏଜେନ୍ସି ଆକଳନ କରିଥିଲାବେଳେ ଭାଜପା ସର୍ବାଧିକ ଆସନ ପାଇ ସରକାର ଗଢ଼ିବ ବୋଲି ଅଧିକାଂଶ ଏଜେନ୍ସି ମତ ଦେଇଛନ୍ତି। ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

TMCର ବଡ଼ ଅଭିଯୋଗ, ‘ବାଲଟ ବକ୍ସ ଖୋଲିବାକୁ ଚେଷ୍ଟା’, ଆସିଲା ସିସିଟିଭି ଫୁଟେଜ!

କୋଳକାତା,୩୦।୪: ବିଧାନସଭା ନିର୍ବାଚନ ପରେ ପଶ୍ଚିମବଙ୍ଗରେ ପୁଣିଥରେ ରାଜନୀତି ଉଷ୍ମ ହୋଇଛି। ନେତାଜୀ ଇଣ୍ଡୋର ଷ୍ଟାଡିୟମ ବାହାରେ ଥିବା ଷ୍ଟ୍ରଙ୍ଗ ରୁମ ସମ୍ମୁଖରେ ଟିଏମସି ନେତା ଶଶି ପାଞ୍ଜା ଏବଂ କୁନାଲ ଘୋଷ ଧାରଣା ଦେଉଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ…

୪,୪,୪,୪,୪… ଗୋଟିଏ ଓଭରରେ କ୍ରମାଗତ ୫ଟି ଚୌକା ମାରି ଇତିହାସ ସୃଷ୍ଟି କଲେ ବିରାଟ କୋହଲି, ଏହି ସ୍ବତନ୍ତ୍ର ତାଲିକାରେ ସ୍ଥାନ ପାଇଲେ

ନୂଆଦିଲ୍ଲୀ,୩୦।୪: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚରେ ବିରାଟ କୋହଲି ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କାଗିସୋ ରାବାଡାଙ୍କ ଦ୍ୱାରା ବୋଲ୍ଡ ହୋଇଥିବା ଗୋଟିଏ ଓଭରରେ ସେ ଲଗାତାର ପାଞ୍ଚଟି ଚୌକା ମାରିଥିଲେ, ଏହି ଓଭରରେ ମୋଟ 21 ରନ କରିଥିଲେ।…

କୋକସରା ଅଞ୍ଚଳରେ ପୁଣି ମୃଦୁ ଭୂମିକମ୍ପ, ଆତଙ୍କିତ ହୋଇ…

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ଗୁରୁବାର ସା ୭.ଟା ୨୦.ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। କିଛି ସେକେଣ୍ଡ ପାଇଁ ଭୂମିକମ୍ପ ଝଟକା ଅନୁଭୁତ ହୋଇଥିଲା। ଫଳରେ ଲୋକେ ଆତଙ୍କିତ ହୋଇ ଘରୁ ବାହାରକୁ ଚାଲିଆସିଥିଲେ। ଅନ୍ୟପକ୍ଷେ…

ନିର୍ବାଚନ ଫଳାଫଳ ପୂର୍ବରୁ ବଡ଼ ବୟାନ ଦେଲେ ସଞ୍ଜୟ

ନୂଆଦିଲ୍ଲୀ,୩୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ଅଧିକ ରହିଛି। ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରକାଶିତ ଅଧିକାଂଶ ଏକଜିଟ ପୋଲରେ ଭାଜପା ଆଗୁଆ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଉଦ୍ଧବ ଠାକରେ ଗୋଷ୍ଠୀର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ…

IPL 2026 ଛାଡ଼ି ରାତାରାତି ଫେରିଗଲେ ପର୍ପଲ କ୍ୟାପ୍‌ ଖେଳାଳି, ଏହି ଟିମ୍‌ର ୩ ଖେଳାଳି ହଠାତ୍‌…

ନୂଆଦିଲ୍ଲୀ,୩୦।୪: ଆଇପିଏଲ୍‌ ୨୦୨୬ ସିଜନ ଏବେ ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ରେ ପହଞ୍ଚିଛି। ଅଧାରୁ ଅଧିକ ମ୍ୟାଚ ଶେଷ ହୋଇଥିବା ବେଳେ ଖେଳାଳିଙ୍କ ଆହତ ସମସ୍ୟା ଟିମ୍‌ଗୁଡ଼ିକ ପାଇଁ ଚିନ୍ତାର କାରଣ ସାଜିଛି। ଏହାରି ମଧ୍ୟରେ ସନରାଇଜର୍ସ ହାଇଦ୍ରାବାଦର ତିନିଜଣ ପ୍ରମୁଖ ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?