Home Left

ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୫ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ଯାଜପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

ପ୍ରଥମଥର ହାତ ଧରାଧରି ହୋଇ ଆସିଲେ ଆଥିଆ-ରାହୁଲ

ବଲିଉଡ ଅଭିନେତା ସୁନୀଲ ଶେଟ୍ଟୀଙ୍କ ଝିଅ ତଥା ଅଭିନେତ୍ରୀ ଆଥିଆ ସେଟ୍ଟି ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ରହିଥା’ନ୍ତି। ସେ କ୍ରିକେଟର କେ.ଏଲ ରାହୁଲଙ୍କ ସହ ସୋସିଆଲ ମିଡିଆରେ ଫଟୋ ଶେୟାର କରନ୍ତି। କେବଳ ଏତିକି ନୁହେଁ,…

କଙ୍ଗନାଙ୍କ ମଜା ଉଡ଼ାଇ ଫସିଲେ ୟୁଟ୍ୟୁବର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ଙ୍କ ମିମିକ୍ରି କରୁଥିବା ୟୁଟ୍ୟୁବର ସଲୋନି ଗୌର ଏଥର ଲୋକଙ୍କୁ ହସାଇବାକୁ ଯାଇ ଅସୁବିଧାରେ ପଡ଼ିଛନ୍ତି। କଙ୍ଗନାଙ୍କୁ ଟାର୍ଗେଟ କରି ୟୁଜରମାନେ ସଲୋନିଙ୍କୁ କଡ଼ା ସମାଲୋଚନା କରୁଛନ୍ତି। ସଲୋନି ତାଙ୍କର ସଦ୍ୟତମ ମିମିକ୍ରି ଭିଡିଓରେ କଙ୍ଗନାଙ୍କ…

ଅଭିନେତ୍ରୀ ହୋଇ ନ ଥିଲେ..

ଅଭିନୟ କରିବା ପୂର୍ବରୁ ଅନେକ କଳାକାର ଅନ୍ୟ ବିଷୟରେ ନିଜକୁ ପରିଚିତ କରାଇ ସାରିଥାଆନ୍ତି। କ୍ରିତି ସାନନ୍‌ ବା ସେଥିରୁ ବାଦ୍‌ ପଡ଼ନ୍ତେ କିପରି ? ପାଠପଢ଼ିବା ସମୟରେ ସେ ବକ୍ସିଂ ସହ ଜଡ଼ିତ ଥିଲେ। ଏପରି କି ରାଜ୍ୟସ୍ତରୀୟ ବକ୍ସିଂ…

୭ ଦିନ ମଧ୍ୟରେ କୋହଲିଙ୍କ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୨।୧୨: ଭାରତର ଟି -୨୦ ଦଳର ଅଧିନାୟକତ୍ୱ ଛାଡିବା ପରେ ବିରାଟ କୋହଲିଙ୍କୁ ମଧ୍ୟ ଦିନିକିଆ ଅଧିନାୟକତ୍ୱରୁ ବଞ୍ଚିତ କରାଯାଇପାରେ। ଦୀର୍ଘ ଦିନ ଧରି ଏହା ବିଷୟରେ କଳ୍ପନାଜଳ୍ପନା ଚାଲିଛି। କୋହଲିଙ୍କ ଭାଗ୍ୟ ଏହି ସପ୍ତାହରେ ସ୍ଥିର ହୋଇପାରେ। ଦକ୍ଷିଣ ଆଫ୍ରିକା…

ଏବେ ପରିଣୀତି କରୁଛନ୍ତି କ’ଣ

ପରିଣୀତି ଚୋପ୍ରାଙ୍କ ମୁଣ୍ଡକୁ ଏକ ନୂଆ ଆଇଡିଆ ଜୁଟିଛି। ଏଣିକି ସେ ଗାର୍ଡେନିଂ ପ୍ରତି କୁଆଡେ ମନୋନିବେଶ କରିବେ। କେବଳ ସେତିକି ନୁହେଁ, ପରିବେଶ ସୁରକ୍ଷା କାର୍ଯ୍ୟକ୍ରମରେ ନିଜକୁ ସାମିଲ କରିବେ। ଏ ନେଇ ପରିଣୀତି କହନ୍ତି, ‘ପିଲାଟି ଦିନରୁ ମୋର…

ଡାଲଚିନି

ଏକଦା ଜଣେ ବ୍ୟାଙ୍କର ଭୁବନେଶ୍ୱରରୁ କୋଣାର୍କ ବୁଲିବାକୁ ବାହାରିଛି। ସାଙ୍ଗରେ ଅଛି ଜଣେ ଝିଅ। ବାଟରେ ଦୁହିଁଙ୍କ ଭିତରେ କ’ଣ ଘଟୁଛି, ସେମାନେ କି କି ପରିସ୍ଥିତିର ସାମ୍‌ନା କରି ସେଠାରୁ ଫେରୁଛନ୍ତି ଆଉ ଏପରି ଯାତ୍ରାର ମଧୁର ପରିସମାପ୍ତି ହେଉଛି…

ଅବ୍ୟବସ୍ଥାରେ ପରିବେଶ ପର୍ଯ୍ୟଟନ କେନ୍ଦ୍ର

ଚଣ୍ଡିଖୋଲ,୨।୧୨(ଡି.ଏନ.ଏ.): ଶୀତ ଋତୁ ଆସିଲେ ବିଭିନ୍ନ ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କ ଭିଡ଼ ହୋଇଥାଏ। ଗତ ବର୍ଷ କୋଭିଡ୍‌ ପାଇଁ ପର୍ଯ୍ୟଟକଙ୍କ ଭିଡ଼ ଦେଖାଯାଇ ନ ଥିଲା। ଚଳିତ ବର୍ଷ ପର୍ଯ୍ୟଟନସ୍ଥଳୀଗୁଡ଼ିକ ଲୋକାରଣ୍ୟ ହେବା ଆଶା ରଖାଯାଇଛି। ତେବେ କୋଟିକୋଟି ଟଙ୍କା ଖର୍ଚ୍ଚ କରାଯାଇ…

ମୌଳିକତା ହରାଇଛି ମୌଳିକ ବିଦ୍ୟାଳୟ

କେନ୍ଦ୍ରାପଡ଼ା ଅଫିସ, ୨।୧୨: ମାଧ୍ୟମିକସ୍ତରରେ ଗୁଣାତ୍ମକ ଶିକ୍ଷାର ବିକାଶ ଓ ଡ୍ରପ ଆଉଟ ରୋକିବାକୁ ରାଜ୍ୟର ସମସ୍ତ ସ୍କୁଲରେ ଧନ୍ଦାମୂଳକ ଶିକ୍ଷା ପ୍ରଚଳନ କରାଯିବ ବୋଲି ୨୦୧୬ରେ ଗଣଶିକ୍ଷା ମନ୍ତ୍ରୀ ଘୋଷଣା କରିଥିଲେ। ଇତିମଧ୍ୟରେ ୫ ବର୍ଷ ବିତିଛି। ହେଲେ ଆଜି…

ଇଫ୍‌କୋକୁ ପ୍ରଦୂଷଣ ପ୍ରୋଟେକଶନ ଆୱାର୍ଡ

ପାରାଦୀପ,୨।୧୨(ସ୍ବ.ପ୍ର.): ପାରାଦୀପରେ ଥିବା ଇଫ୍‌କୋ ସାର କାରଖାନାକୁ ବୁଧବାର ଦିଲ୍ଲୀଠାରେ ପ୍ରଦୂଷଣ ପ୍ରୋଟେକଶନ ଆୱାର୍ଡ ମିଳିଛି। ଫାଇ (ଫର୍ଟିଲାଇଜର ଆସୋସିଏଶନ ଇଣ୍ଡିଆ) ପକ୍ଷରୁ ଆୟୋଜିତ ବାର୍ଷିକ ଉତ୍ସବରେ ଇଫ୍‌କୋ ପାରାଦୀପ ୟୁନିଟକୁ ପ୍ରଥମ ପୁରସ୍କାର ମିଳିଛି। କେନ୍ଦ୍ର ସାର ଓ ରସାୟନ…

ସ୍କୁଲ ଚକ ଚକିଆ: ୧୦ ଶିକ୍ଷକ ପଦବୀ ଖାଲି

ନାଉଗାଁ,୧ା୧୨(ସ୍ବ.ପ୍ର.): ରାଜ୍ୟରେ ସ୍କୁଲ ରୂପାନ୍ତରୀକରଣ ଯୋଜନା କାମ ଜୋରସୋର୍‌ ଚାଲିଛି। ସ୍କୁଲଗୁଡିକର କାୟା ବଦଳି ଯାଇଛି। ସବୁ ଚକାଚକ୍‌ ସ୍ମାର୍ଟ କ୍ଲାସରୁମ ଏବଂ ସ୍କୁଲ ପରିସର ଝଲସୁଛି। ଶିକ୍ଷା ବ୍ୟବସ୍ଥାରେ ଏହି ଯୋଜନା ଏକ ବୈପ୍ଲବିକ ପରିବର୍ତ୍ତନ ଆଣିବ ବୋଲି ଆକଳନ…

ବିଲରୁ ଚାଷୀ ଧାନ ଉଠାଇ ପାରୁନାହାନ୍ତି

ଜଗତ୍‌ସିଂହପୁର ଅଫିସ, ୨।୧୨: ଜଗତ୍‌ସିଂହପୁର ଜିଲାର ଚାଷୀକୁଳ ସମ୍ଭାବ୍ୟ ବାତ୍ୟା ଜୱାଦକୁ ନେଇ ଚିନ୍ତାରେ ପଡିଛନ୍ତି। ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଉଛି। ଗୁରୁବାର ମାଣବସା ଥିବାରୁ ବିଲରୁ ଧାନ ଉଠିବା ସମ୍ଭବ ନୁହେଁ। ଶୁକ୍ରବାରଠାରୁ ବର୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri