Home Left

ଜାତୀୟ ଖାଦ୍ୟ ସୁରକ୍ଷା ସୂଚକାଙ୍କରେ ଅଗ୍ରଗତି

ଭୁବନେଶ୍ୱର,୨।୧୨(ବ୍ୟୁରୋ): ବିଭିନ୍ନ ଖାଦ୍ୟ ସୁରକ୍ଷା ପଦକ୍ଷେପ ଯୋଗୁ ଜାତୀୟ ଖାଦ୍ୟ ସୁରକ୍ଷା ସୂଚକାଙ୍କରେ ଓଡ଼ିଶା ଅଗ୍ରଗତି ହାସଲ କରିଛି। ୨ଠ୧୮-୧୯ରେ ୨୬ତମ ସ୍ଥାନରେ ଓଡ଼ିଶା ରହିଥିବାବେଳେ ୨ଠ୧୯-୨ଠରେ ୧୩ତମ ଏବଂ ୨ଠ୨ଠ-୨୧ରେ ୪ର୍ଥ ସ୍ଥାନରେ ରହିଛି ରାଜ୍ୟ। ମୁଖ୍ୟ ଶାସନ ସଚିବ…

ଆଜି ସ୍ପଷ୍ଟ ହେବ ବାତ୍ୟା ଗତିପଥ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଗୁରୁବାର ଅବପାତରେ ପରିଣତ ହେବ। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଗୁରୁବାର ଅବପାତର ରୂପ ନେବ। ଅବପାତରେ ପରିଣତ ହେଲା ପରେ ବାତ୍ୟା କେଉଁଠି ମାଡ଼ ହେବ…

ସିବିଆଇ ତଦନ୍ତ ଦାବିକଲା ଭାଜପା

ଭୁବନେଶ୍ୱର,୨।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ସମ୍ପୃକ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଦୋଷ ଘୋଡ଼ାଇବା ପାଇଁ ମୂଳରୁ ରାଜ୍ୟ ସରକାର ଷଡ଼ଯନ୍ତ୍ର କରିଛନ୍ତି। ହେଲେ ବିଚାର ବିଭାଗ ଉପରେ ପୂର୍ଣ୍ଣ ବିଶ୍ୱାସ ରହିଥିବା ଭାଜପା ବିଧାୟକ ଦଳ ପକ୍ଷରୁ କୁହାଯାଇଛି। ଭାଜପା…

ବିବାହ ପାଇଁ ଏସ୍‌ଓପି ଜାରି କଲେ କାଟ୍ରିନା

ମୁମ୍ବାଇ: ବଲିଉଡର କାଟ୍ରିନା କୈଫ ଏବଂ ଭିକି କୌଶଲ ଖୁବ୍‌ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ଆସନ୍ତା ୯ ତାରିଖରେ ଏମାନଙ୍କ ବିବାହ ହେବା ନେଇ ସେମାନେ ସମସ୍ତ ପ୍ରକାର ଆୟୋଜନ କରିସାରିଛନ୍ତି। ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଜୋରସୋରରେ ଚର୍ଚ୍ଚା ଚାଲିଛି।…

ବିରୋଧୀଙ୍କୁ ଘେରିବାକୁ ପିଏମ୍‌ଏଓ୍ବାଇ ଅସ୍ତ୍ର

ଭୁବନେଶ୍ୱର,୨।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବୁଧବାର କଂଗ୍ରେସ ଓ ଭାଜପା ସଦସ୍ୟମାନେ ବିଧାନସଭାରେ ହୋହଲ୍ଲା ସହ ପ୍ରତିବାଦ କରିଛନ୍ତି। ହେଲେ ବିଜେଡି ଏହାର ମୁକାବିଲା ଲାଗି ପିଏମ୍‌ଏଓ୍ବାଇକୁ ମୁଖ୍ୟ ଅସ୍ତ୍ର କରିଛି।…

ଏସବୁ ଖାଇଲେ ଖୁବ୍‌ଶୀଘ୍ର ବଢ଼ିବ ପିଲାଙ୍କ ଉଚ୍ଚତା

ପିଲାଙ୍କ ଉଚ୍ଚତା ବଢ଼ିବା ନେଇ ଅନେକ ମା’ ବାପା ଚିନ୍ତାରେ ଥାନ୍ତି। ଏଥିପାଇଁ କ’ଣ ଖାଇବା ପିଇବାକୁ ଦେବେ ଦ୍ୱନ୍ଦ୍ୱରେ ପଡ଼ିଥାନ୍ତି। ତେବେ ପିଲାଙ୍କୁ ପ୍ରତିଦିନ ପ୍ରୋଟିନ୍‌ ଏବଂ କ୍ୟାଲସିୟମ ଯୁକ୍ତ ଖାଦ୍ୟ ଦେବା ଉଚିତ୍‌। କ୍ଷୀର: ଏଥିରେ ବହୁ ପରିମାଣର…

କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ୍‌’କୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ସତର୍କ କରାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ କରାଇବା ସହିତ କୋଭିଡ୍‌ ନିୟମାବଳୀକୁ…

୨ ମିନିଟ୍‌ରେ ୨୦ ହଜାର କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନର ପ୍ରଥମ ଦିନ ବୁଧବାର ଆଗତ ହୋଇଛି ୨୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍‌। ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ବିରୋଧୀଙ୍କ ହଟ୍ଟଗୋଳରେ ଗୃହ କମ୍ପୁଥିବାବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅପରାହ୍ନରେ ଏହାକୁ…

ବିଧାନସଭାରେ ମମିତା ତାତି

ଭୁବନେଶ୍ୱର, ୨।୧୨(ବ୍ୟୁରୋ): କଳାହାଣ୍ଡି ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକୁ ନେଇ ବୁଧବାର ବିଧାନସଭା ହୁଲସ୍ଥୂଲ ହୋଇଛି। ଶୀତକାଳୀନ ଅଧିବେଶନ ଆରମ୍ଭରୁ ଏକ ଭିନ୍ନ ପରିବେଶ ଦେଖିବାକୁ ମିଳିଥିଲା। ପୂର୍ବ ଘୋଷଣା ଅନୁଯାୟୀ କଂଗ୍ରେସ ସଦସ୍ୟମାନେ ୧୦ଟା ୩୦…

ପ୍ରେମ ସମ୍ପର୍କକୁ ସୁଦୃଢ଼ କରିବାକୁ ଚାହୁଁଥିଲେ…

ସବୁଠୁ ମଧୁର ସମ୍ପର୍କ ହେଉଛି ପ୍ରେମ। ପ୍ରେମ କାହା ସହ କେଉଁ ମୂହୁର୍ତ୍ତରେ ହୋଇଯାଏ ଜଣାପଡେନା। ହେଲେ ସମ୍ପର୍କରେ ବାନ୍ଧିହେବା ଯେତିକି ସହଜ ସମ୍ପର୍କକୁ ଅତୁଟ ରଖିବା ସେତିକି କଷ୍ଟକର ହୋଇଥାଏ। ଏଣୁ ଯଦି ଆପଣ ପ୍ରେମରେ ପଡ଼ିଛନ୍ତି ତେବେ ଏହି…

ସମାନତା ହିଁ ବିକାଶର ପ୍ରଥମ ପାହାଚ

ମଣିଷ ମଣିଷ ମଧ୍ୟରେ ସମାନତା ରହିଲେ ପୃଥିବୀର ସାମଗ୍ରିକ ବିକାଶ ଧାରା ସହଜ ହୋଇଥାଏ। ସମାନତା ହିଁ ବିକାଶର ପ୍ରଥମ ପାହାଚ। ଏହାକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ଡିସେମ୍ବର ୨ରେ ଅନ୍ତର୍ଜାତୀୟ ଦାସତ୍ୱ ବିଲୋପ ଦିବସ ପାଳନ କରାଯାଇଥାଏ। ଦାସତ୍ୱର ବିଲୋପ…

ଜୀବନ ପାଇଁ ପ୍ରଦୂଷଣ ମୁକ୍ତ ପରିବେଶ

ମଣିଷ ବଞ୍ଚି ରହିବା ପାଇଁ ପ୍ରଦୁଷଣ ମୁକ୍ତ ପରିବେଶ ଅପରିହାର୍ଯ୍ୟ। ସେହିପରି ପ୍ରଦୂଷଣ ମୁକ୍ତ ପରିବେଶ ଲାଗି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ଡିସେମ୍ବର ୨ରେ ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ ପାଳନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri