Home Left

ମଣ୍ଡପରେ କନ୍ୟାଙ୍କୁ ଦେଖି ଭୋ’ ଭୋ’ ହୋଇ କାନ୍ଦିଲେ ବର, ଦେଖନ୍ତୁ ଭିଡିଓ

ସାଧାରଣତଃ ବିବାହରେ କନ୍ୟା ବିଦାୟୀ ସମୟରେ ମସ୍ତଙ୍କ ଆଖିରେ ଲୁହ ଥାଏ। କନ୍ୟାଙ୍କ ମାତାପିତାଙ୍କଠାରୁ ଆରମ୍ଭ କରି ସମ୍ପର୍କୀୟମାନେ ବହୁତ କାନ୍ଦିଥାନ୍ତି। କିନ୍ତୁ ନିକଟରେ ଏକ ନିଆରା ବିବାହର ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ବର ନିଜ ପ୍ରେମିକାଙ୍କୁ କନ୍ୟା ବେଶରେ…

ମୋତିଆବିନ୍ଦୁ ଅସ୍ତ୍ରୋପଚାର ପରେ ୧୫ ଜଣ ହରାଇଲେ ଦୃଷ୍ଟିଶକ୍ତି

ମୁଜାଫାରପୁର,୨।୧୨: ଉତ୍ତର ବିହାର ଏହି ଜିଲାରେ ଏକ ହସ୍ପିଟାଲ ଦ୍ୱାରା ଆୟୋଜିତ ମାଗଣା କ୍ୟାମ୍ପରେ ମୋତିଆବିନ୍ଦୁ ଅସ୍ତ୍ରୋପଚାର କରାଇଥିବା ଅତିକମ୍‌ରେ ୧୫ ଜଣ ସମ୍ପୂର୍ଣ୍ଣ ଦୃଷ୍ଟିଶକ୍ତି ହରାଇଛନ୍ତି। ମୁଜାଫାରପୁର ସିଭିଲ ସର୍ଜନ ବିନୟ କୁମାର ଶର୍ମା କହିଛନ୍ତି, ମୁଜାଫାରପୁର ଆଇ ହସ୍ପିଟାଲ…

କଣ୍ଟ୍ରାସେପଶନ ବ୍ୟବହାର କରୁନାହାନ୍ତି ୫୭% ଭାରତୀୟ

ନୂଆଦିଲ୍ଲୀ,୧।୧୨: ବିଶ୍ୱ ଏଡସ ଦିବସ ଅବସରରେ ଏକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ୫୭ ପ୍ରତିଶତ ଭାରତୀୟ ଯୌନ ସମ୍ପର୍କ ସମୟରେ କଣ୍ଡୋମ ଭଳି କୌଣସି ପ୍ରକାର କଣ୍ଟ୍ରାସେପଶନ ବ୍ୟବହାର କରୁ ନାହାନ୍ତି। ଯାହା ଫଳରେ ସେମାନଙ୍କୁ…

‘ଏବେ ୟୁପିଏର ଅସ୍ଥିତ୍ୱ ନାହିଁ’

ନୂଆଦିଲ୍ଲୀ,୧।୧୨: ମିଳିତ ପ୍ରଗତିଶୀଳ ସହଯୋଗୀ ମେଣ୍ଟ (ୟୁପିଏ/ଉପା) କ’ଣ? ଏହାର ଏବେ ଅସ୍ଥିତ୍ୱ ନାହିଁ। ମୁମ୍ବାଇରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାରଙ୍କୁ ଭେଟିବା ପରେ ଏଭଳି ମନ୍ତବ୍ୟ ଦେଇଛନ୍ତି ପଞ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ତାଙ୍କର ଏଭଳି…

କିଙ୍ଗ୍ସ ପଞ୍ଜାବରୁ ଅଲଗା ହେଲେ ଆଣ୍ଡି ଫ୍ଲାଓ୍ବର

ନୂଆଦିଲ୍ଲୀ,୧।୧୨: ଆଇପିଏଲ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସରୁ ଅଲଗା ହୋଇଛନ୍ତି ଆସିଷ୍ଟାଣ୍ଟ କୋଚ ଆଣ୍ଡି ଫ୍ଲାଓ୍ବର। ସେ ନିକଟରେ ଦଳକୁ ଇସ୍ତଫା ପତ୍ର ପଠାଇଛନ୍ତି। ତାଙ୍କ ଇସ୍ତଫାକୁ ଗ୍ରହଣ କରି ନିଆଯାଇଛି। ତାଙ୍କ ପାଖରେ ନୂଆ ଫ୍ରାଞ୍ଚାଇଜ (ଲକ୍ଷ୍ନୌ ଓ ଅହମ୍ମଦାବାଦ)ର ମୁଖ୍ୟ…

ଅଶ୍ୱିନଙ୍କ ଅପେକ୍ଷାରେ ରେକର୍ଡ

ମୁମ୍ବାଇ,୧।୧୨: ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ନେଇଥିବା ଭାରତୀୟଙ୍କ ତାଲିକାରେ ହରଭଜନ ସିଂଙ୍କୁ ପଛରେ ପକାଇଥିବା ରବିଚନ୍ଦ୍ରନ ଅଶ୍ୱିନ ଆଉ ଏକ ରେକର୍ଡ ହାତେଇବାକୁ ଯାଉଛନ୍ତି। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ୍‌ ଇତିହାସରେ ସର୍ବାଧିକ ସଂଖ୍ୟକ ଉଇକେଟ…

‘ମୋ ହୃଦୟ ଓ ଆତ୍ମା ଆରସିବି ସହ ଅଛି’

ନୂଆଦିଲ୍ଲୀ,୧।୧୨: ମୁଁ ମୋ ହୃଦୟ ଓ ଆତ୍ମ ସହ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପାଇଁ ଖେଳିବି। ଏହି ଅଭିଯାନ ଜାରି ରହିଛି। ମୋତେ ଯେତେବେଳେ ଯୋଗାଯୋଗ କରାଗଲା, ମୁଁ ଦ୍ୱିତୀୟ କିଛି ଚିନ୍ତା କରି ନ ଥିଲି। ବର୍ଷ ବର୍ଷ…

ରଶିଦଙ୍କୁ କାହିଁକି ରଖିଲା ନାହିଁ ସନରାଇଜର୍ସ

ନୂଆଦିଲ୍ଲୀ,୧।୧୨: ଆଗାମୀ ସିଜନ ଲାଗି ହେବାକୁ ଥିବା ମେଗା ଅକଶନ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ତା’ର ସୁବଠୁ ମୁଖ୍ୟ ଖେଳାଳି ରଶିଦ ଖାନଙ୍କୁ ରିଟେନ କରିନାହିଁ। ଏହା ଆଇପିଏଲ ରିଟେନଶନ ଇଭେଣ୍ଟର ସବୁଠୁ ଚର୍ଚ୍ଚିତ ବିଷୟ ଥିଲା। ତେବେ ଅଧିକ…

ଛାତ୍ରୀଙ୍କୁ ଅପହରଣ

ଗଣିଆ,୧।୧୨(ଡି.ଏନ୍‌.ଏ.): କଲେଜ ଗେଟ୍‌ର ଅନତି ଦୂରରେ ଘଟିଛି ଅପହରଣ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଏମିତି ଘଟଣା ଘଟିଛି ନୟାଗଡ଼ ଜିଲା ଗଣିଆ କଲେଜ ଗେଟଠାରୁ ଅନତି ଦୂରରେ। ଦୁଇ ଜଣ ଛାତ୍ରୀ ଅପହରଣ ହୋଇଥିବା ନେଇ ପ୍ରଚାରିତ ହେବା…

ପେନ୍‌ସନ୍‌ରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀ

କର୍ଲାମୁଣ୍ଡା,୧।୧୨(ଡି.ଏନ୍‌.ଏ.): ସରକାର ଷାଠିଏ ବର୍ଷରୁ ଊଦ୍ଧର୍‌ବ ମହିଳା,ପୁରୁଷ ତଥା ବିଧବା ଓ ଦିବ୍ୟଙ୍ଗ ମାନଙ୍କ ପାଇଁ ସାମାଜିକ ସୁରକ୍ଷା ଯୋଜନାରେ ପେନ୍‌ସନ୍‌ ଦେବାକୁ ନିୟମ ତିଆରି କରିଥିଲେ ହେଁ ଯୋଗ୍ୟ ବ୍ୟକ୍ତିମାନେ ଏହି ଯୋଜନାର ସୁଫଳ ପାଇ ପାରୁ ନ ଥିବା…

ନିକ୍‌ଙ୍କଠାରୁ ପ୍ରିୟଙ୍କାଙ୍କ ସମ୍ପତ୍ତି ଅଧିକ, ଜାଣନ୍ତୁ କେତେ

ମୁମ୍ବାଇ: ଆଜି ହେଉଛି ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବଂ ନିକ୍‌ ଜୋନାସଙ୍କ ବିବାହ ବାର୍ଷିକୀ। ୧ ଡିସେମ୍ବର ୨୦୧୮ରେ ଦୁହେଁ ଯୋଧପୁରର ଏକ ଭବନରେ ହିନ୍ଦୁ ଏବଂ ଖ୍ରୀଷ୍ଟୀୟାନ ରୀତିନୀତିରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। କିଛିଦିନ ତଳେ ପ୍ରିୟଙ୍କା…

‘ଯଦି ରାହୁଲଙ୍କୁ ନୂଆ ଟିମ୍‌ ଯୋଗାଯୋଗ କରିଛି, ତେବେ ଏହା ନିୟମ ବିରୋଧରେ’

ନୂଆଦିଲ୍ଲୀ,୧।୧୨: ପଞ୍ଜାବ କିଙ୍ଗ୍ସ ଦଳର ଅଧିନାୟକ ଲୋକେଶ ରାହୁଲ ନୂଆ ଫ୍ରାଞ୍ଚାଇଜ ଯୋଗାଯୋଗରେ ଥିବା ରିପୋର୍ଟ ପ୍ରକାଶ ପାଇବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ପଞ୍ଜାବ ଫ୍ରାଞ୍ଚାଇଜର ସହମାଲିକ ନେସ ଓ୍ବାଡିଆ। ଯଦି ରାହୁଲଙ୍କୁ ନୂଆ ଫ୍ରାଞ୍ଚାଇଜ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri