କଙ୍କଡ଼ା ସହ ମାଙ୍କଡ଼ କରୁଛନ୍ତି ଏପରି, ଭିଡିଓ ଦେଖିଲେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ତ୍ୱଚା ସମସ୍ୟା ଦୂରକରେ ପିଆଜ
ପିଆଜର ଅନେକ ଉପକାରୀ ଗୁଣ ରହିଛି। ଅଧିକାଂଶ ମାସକୁ ଥରେ ପାର୍ଲର ଯାଉଥିବା ବେଳେ ଅନେକ ବିୟ୍ୟୁଟି ଟିପ୍ସର ବ୍ୟବହାର କରିଥାନ୍ତି। ଯାହା ଅନେକାଂଶ ସମୟରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇଥାଏ। ମାତ୍ର ପିଆଜର ବ୍ୟବହାରରେ ତ୍ୱଚା ଉଜ୍ଜ୍ୱଳ ହେବା ସହ ସେପରି…
ଏହି କ୍ରିକେଟର୍ଙ୍କ ଯୋଗୁ ସର୍ବସାଧାରଣରେ ଶର୍ଟ ଖୋଲିଦେଇଥିଲେ ଗାଙ୍ଗୁଲି
ଭାରତୀୟ କ୍ରିକେଟ ଦଳର ଚମତ୍କାର ଫିଲ୍ଡର ମହମ୍ମଦ କୈଫ ଆଜି ୪୧ତମ ଜନ୍ମଦିନ ପାଳନ କରୁଛନ୍ତି। ପ୍ରୟାଗରାଜ (ତତ୍କାଳୀନ ଆହ୍ଲାବାଦ) ରେ ଜନ୍ମଗ୍ରହଣ କରିଥିବା କୈଫ ମେୱାଲାଲ ଅଯୋଧ୍ୟା ପ୍ରସାଦ ଇଣ୍ଡରମିଡିୟଡ କଲେଜ ଦ୍ୱାଦଶ ପର୍ଯ୍ୟନ୍ତ ଅଧ୍ୟୟନ କରିଥିଲେ। ଏହା ପରେ…
ହାରିବାନି ହରାଇବା
କୌଣସି ଶାରୀରିକ ସମସ୍ୟାକୁ ନ ଡ଼ରି ଏହା ବିରୋଧରେ ଲଢ଼େଇ କରିବା ଆବଶ୍ୟକ। ବିଶ୍ୱସ୍ତରରେ ଏଡସ୍ର ମୁକାବିଲା ଲାଗି ଏବଂ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଡିସେମ୍ବର ୧ରେ ବିଶ୍ୱ ଏଡସ୍ ଦିବସ ପାଳିତ ହୋଇଥାଏ। ଏହି ଦୂରରୋଗ୍ୟ…
କରୋନାର ନୂଆ ରୂପ ‘ଓମିକ୍ରନ’ର ଲକ୍ଷଣ ଜାଣନ୍ତୁ
କେପଟାଉନ,୧।୧୨: ଦକ୍ଷିଣ ଆଫ୍ରିକାରେ କରୋନା ଭାଇରସର ଏକ ନୂତନ ପ୍ରକାର ଭାରିଏଣ୍ଡ ‘ଓମିକ୍ରନ’ ମିଳିବା ପରେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ଏହି ସମୟରେ, ଦକ୍ଷିଣ ଆଫ୍ରିକାର ଜଣେ ଡାକ୍ତର ନୂତନ କୋଭିଡ ଭାରିଆଣ୍ଟ ଓମିକ୍ରନର ଲକ୍ଷଣ କ’ଣ ପ୍ରକାଶ…
ଦୁର୍ଘଟଣାରେ ମୃତ୍ୟୁ ହେଲେ ଖବରକାଗଜ ବିତରକଙ୍କୁ ମିଳିବ ୨ ଲକ୍ଷ
ଭୁବନେଶ୍ୱର,୧ା୧୨(ବ୍ୟୁରୋ)- ସୂଚନା ଓ ଖବର ପ୍ରସାରଣରେ ବିତରକମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର କର୍ମମୟ ଜୀବନ ଆରମ୍ଭ ହୋଇଥାଏ। ଜନସାଧାରଣଙ୍କୁ ଖବର ସହ ଯୋଡ଼ିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ…
ଏମ୍ଏସ୍ପି ଲାଗି ଚାଷୀଙ୍କୁ ନେତାଙ୍କ ନାଁ ମାଗିଲା କେନ୍ଦ୍ର
ନୂଆଦିଲ୍ଲୀ,୧।୧୨: ପାର୍ଲାମେଣ୍ଟରେ ୩ ବିବାଦୀୟ କୃଷି ଆଇନ ରଦ୍ଦ ବିଲ୍ ଗୃହୀତ ହେବାର ଦିନକ ପରେ କୃଷିଜାତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ଏବଂ ଅନ୍ୟ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା ପାଇଁ କେନ୍ଦ୍ର ସରକାର ଏକ କମିଟି ଗଠନ କରିବାକୁ…
‘ପଞ୍ଜାବ ମୁଖ୍ୟମନ୍ତ୍ରୀ ଚନ୍ନି ଦକ୍ଷ ନେତା ନୁହନ୍ତି’
ନୂଆଦିଲ୍ଲୀ,୩୦।୧୧: ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନି ଜଣେ ଦକ୍ଷ ନେତା ନୁହନ୍ତି। ଏଭଳି କହି ଚନ୍ନିଙ୍କୁ ସମାଲୋଚନା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ। ”ଚନ୍ନି କିଛି ବି କହିପାରନ୍ତି। କିନ୍ତୁ ସେ ମୋତେ ଭୟ କରନ୍ତି। ସେ ମୁଖ୍ୟମନ୍ତ୍ରୀ…
୨ଲକ୍ଷର ହିସାବ ଦେଇପାରିଲେନି ଥାନା ଅଧିକାରୀ
ବରଗଡ଼ ଅଫିସ୍,୩୦।୧୧: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଅଧିକାରୀ ବିନୋଦ ବିହାରୀ ନାୟକ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ଏକ କାର୍(ନଂ-ଓଡ଼ି୧୫କେ ୬୧୧୧) ଯୋଗେ ସମ୍ବଲପୁର ଯାଉଥିବା ବେଳେ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ଟୋଲପ୍ଲାଜା ନିକଟରେ ଭିଜିଲାନ୍ସ ଟିମ୍…
ବଦଳିଲା ନିୟମ: ଦିଲ୍ଲୀ ବିମାନ ବନ୍ଦରରେ ଯାତ୍ରୀଙ୍କୁ ୬ ଘଣ୍ଟା ଅପେକ୍ଷା କରିବାକୁ ପଡ଼ିବ
ନୂଆଦିଲ୍ଲୀ,୩୦।୧୧: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହୋଇଥିବା ୧୪ ଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ନିୟମ ପରିବର୍ତ୍ତନ କରାଯାଇଛି। ଏଥିଯୋଗୁ ସେହି ଦେଶରୁ ଆସୁଥିବା ଯାତ୍ରୀମାନେ ବିନା ଆରଟିପିସିଆର ଟେଷ୍ଟରେ ବିମାନ ବନ୍ଦର ଛାଡ଼ିପାରିବେ ନାହିଁ। ଏଣୁ ସେମାନଙ୍କୁ ଦିଲ୍ଲୀ…
କଣ୍ଟେନମେଣ୍ଟ କଟକଣାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବଢ଼ାଇଲେ ସରକାର
ନୂଆଦିଲ୍ଲୀ,୩୦ା୧୧: ଓମିକ୍ରନ୍କୁ ନେଇ ବିଶ୍ୱରେ ଭୟ। ଏଭଳି ସ୍ଥିତିରେ କେନ୍ଦ୍ର ସରକାର କଣ୍ଟେନମେଣ୍ଟ କଟକଣାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଗତ ୨୫ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…
ଦିନକୁ ୩୨୮ ଜଣ ଛାଡୁଛନ୍ତି ଭାରତୀୟ ନାଗରିକତ୍ୱ
ନୂଆଦିଲ୍ଲୀ,୩୦ା୧୧: ଗତ ୫ ବର୍ଷରେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଭାରତୀୟ ସେମାନଙ୍କ ନାଗରିକତ୍ୱ ତ୍ୟାଗ କରିଛନ୍ତି। ଏ ନେଇ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାଏ ମଙ୍ଗଳବାର ଲୋକ ସଭାରେ ସୂଚନା ଦେଇଛନ୍ତି।ଏହାକୁ ହିସାବକୁ କଲେ ଗତ ୫ ବର୍ଷ ମଧ୍ୟରେ…
Archives


