ବ୍ରାଇଡାଲ୍ ଆଉଟଫିଟ୍
ବାହାଘର ସିଜନ୍ରେ ୟୁନିକ ଦେଖାଯିବାକୁ କିଏ ନ ଚାହେଁ। ହଳଦୀ ବିଧି, ସଙ୍ଗୀତ, ମେହେନ୍ଦୀଠାରୁ ଆରମ୍ଭ କରି ବାହାଘର ପର୍ଯ୍ୟନ୍ତ ସବୁ କାର୍ଯ୍ୟକ୍ରମରେ ଟ୍ରେଣ୍ଡି ଆଉ ୟୁନିକ ଦେଖାଯିବାକୁ ଚାହୁଁଥିଲେ ଏହିପରି ଷ୍ଟାଇଲିସ୍ ଲୁକ୍ରେ ସଜେଇ ହୁଅନ୍ତୁ… ହଳଦୀ ବିଧି ସମୟରେ…
ମେଥି ହେୟାର ମାସ୍କ
କେଶକୁ ସୁନ୍ଦର କରିବା ପାଇଁ ବିଭିନ୍ନ ପ୍ରକାରର ଦାମୀ ପ୍ରଡକ୍ଟ ବ୍ୟବହାର କରାଯାଏ। କିନ୍ତୁ ଘରୋଇ ଉପାୟରେ ମେଥି ବ୍ୟବହାର କରି ସୁନ୍ଦର ମୁଲାୟମ କେଶ ପାଇ ହେବ। ମେଥି ହେୟାର ମାସ୍କ ଲଗାଇବା ଫଳରେ କେଶ ଝଡ଼ିବା, କେଶ ଧଳା…
ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣା ଲଗାଇବାକୁ ଦାବି କଲେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ: ବିଶ୍ୱର ୧୫ରୁ ଅଧିକ ଦେଶରେ ଏବେ ମାରାତ୍ମକ ‘ଓମିକ୍ରନ’ ଭାରିଏଣ୍ଟ ବ୍ୟାପି ଗଲାଣି। ବିଭିନ୍ନ ଦେଶରୁ ବିମାନ ଭାରତକୁ ଆସୁଛି। ଡିସେମ୍ବର ୧୫ରୁ ମଧ୍ୟ ନିୟମିତ ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ତେଣୁ ଭାରତରେ ‘ଓମିକ୍ରନ’ ଭାଇରସ…
ଭାରତୀୟଙ୍କ ହାତରେ ବିଶ୍ୱ ଡିଜିଟାଲ ଜଗତର ଦାୟିତ୍ୱ
ନୂଆଦିଲ୍ଲୀ,୩୦।୧୧: ଟୁଇଟ୍ର ସିଇଓ ପଦରୁ ଜ୍ୟାକ୍ ଡୋର୍ସି ଇସ୍ତଫା ଦେବା ପରେ ଭାରତୀୟ ବଂଶୋଦ୍ଭବ ପରାଗ ଅଗ୍ରୱାଲଙ୍କୁ ଏହି ପଦରେ ନିଯୁକ୍ତ କରାଯାଇଛି। ଫଳରେ ଏହି ସମୟରେ ବିଶ୍ୱର ଡିଜିଟାଲ ଜଗତର ଭାର ଭାରତୀୟଙ୍କ ହାତରେ ଅଛି । ମାଇକ୍ରୋସଫ୍ଟ ହେଉ…
ଚିନ୍ତା ବଢ଼ାଇଲାଣି ଲଘୁଚାପ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ସମ୍ଭାବ୍ୟ ଲଘୁଚାପ ଚାଷୀକୁଳ ଚିନ୍ତା ବଢ଼ାଇ ଦେଇଛି। ବିଲରେ ପାଚିଲା ଧାନ ଲହଡି ଭାଙ୍ଗୁଛି। ଗତ ୨ଦିନ ହେବ ଚାଷୀମାନେ ପାଚିଲା ଓ ଦରପାଚିଲା ଧାନକୁ କାଟି ଖଳାକୁ ବୋହିବାରେ ଲାଗିଛନ୍ତି। ଚାଷୀମାନଙ୍କର ନିଦ ହଜି ଯାଇଛି। କେବଳ ଧାନ…
ଏପରି ଲୋକଙ୍କୁ ଅମୃତଭଣ୍ଡା ଖାଇବା ମନା
ଅମୃତଭଣ୍ଡା ଖାଇଲେ ଶରୀର ପାଇଁ ପର୍ଯ୍ୟାପ୍ତ ପୁଷ୍ଟିକର ଖାଦ୍ୟ ଏବଂ ଶକ୍ତି ମିଳିଥାଏ। ତେଣୁ ବିଭିନ୍ନ ରୋଗର ଚିକିତ୍ସା ଭାବରେ ଅମୃତଭଣ୍ଡା ଖାଇବା ପାଇଁ ଡାକ୍ତର ପରାମର୍ଶ ଦେଇଥାନ୍ତି। ଅମୃତଭଣ୍ଡାରେ ଫାଇବର, ଭିଟାମିନ ଏବଂ ମିନେରାଲରେ ଭରପୂର ମାତ୍ରାରେ ଥାଏ, ଯାହା…
ବିବାହ ବନ୍ଧନରେ ବାନ୍ଧି ହେବେ ସୋନାକ୍ଷୀ
ମୁମ୍ବାଇ: ବଲିଉଡ୍ରେ ବିବାହ ଋୁତୁ ଆରମ୍ଭ ହୋଇ ଯାଇଛି । ନିକଟରେ କିଛି ସେଲିବ୍ରିଟି ହାତକୁ ଦି’ ହାତ ହୋଇଛନ୍ତି। ଆଉ କିଛି ସେଲିବ୍ରିଟିଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି । ତେବେ ଏହି ଲିଷ୍ଟରେ ଏବେ ଅଭିନେତ୍ରୀ ସୋନାକ୍ଷୀ…
ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୧୧କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ାରୁ ଜଣେ ଥିବା ବେଳେ ନୂଆପଡ଼ା ଜିଲାରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ…
ଦେବସ୍ଥାନମ୍ ବୋର୍ଡ ଭଙ୍ଗ କଲେ ଧାମି ସରକାର…
ଡେରାଡୁନ୍,୩୦।୧୧: ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ସରକାର ଦେବସ୍ଥାନମ୍ ବୋର୍ଡ ଭଙ୍ଗ ସମ୍ପର୍କରେ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟ ସରକାର ଚାର ଧାମ୍ ଦେବସ୍ଥାନମ୍ ପ୍ରବନ୍ଧନ ବୋର୍ଡ ବିଧେୟକକୁ ଫେରାଇ ନେବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ୨୦୧୯ରେ…
‘ଏ ପର୍ଯ୍ୟନ୍ତ ପିପିଲି ପୀଡ଼ିତାଙ୍କୁ ନ୍ୟାୟ ମିଳିନି’
ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ପିପିଲିର ବେବିନା ଗଣବଳାତ୍କାର ଘଟଣାକୁ ସୋମବାର ୧୦ବର୍ଷ ପୂରିଛି। ହେଲେ ଏପର୍ଯ୍ୟନ୍ତ ଅପରାଧୀମାନେ ଦଣ୍ଡ ପାଇନାହାନ୍ତି କି ତଦନ୍ତ କମିଶନ ରିପୋର୍ଟ ବିଧାନସଭାରେ ଉପସ୍ଥାପନ ହୋଇନାହିଁ ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ସୋମବାର ରାଜ୍ୟ କଂଗ୍ରେସ…
ଓବିସିଙ୍କ ପାଇଁ ଆନ୍ଦୋଳନ କରିବ ଭାଜପା
ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ଓଡ଼ିଶାରେ ପଛୁଆ ବର୍ଗ ଅବହେଳିତ। ଓବିସିମାନଙ୍କୁ କେବଳ ୧୧.୨୫% ସଂରକ୍ଷଣ କଥା କହି ବାସ୍ତବ କ୍ଷେତ୍ରରେ ରାଜ୍ୟ ସରକାର ମାତ୍ର ୨ରୁ ୩ ପ୍ରତିଶତ ସଂରକ୍ଷଣ ଦେଉଛନ୍ତି। ସ୍କୁଲ କଲେଜରେ ଓବିସି ଛାତ୍ରୀଛାତ୍ରଙ୍କୁ ସଂରକ୍ଷଣ ବ୍ୟବସ୍ଥାରୁ ବଞ୍ଚିତ ରଖାଯାଉଛି।…
ଚାଞ୍ଚଲ୍ୟକର ଖୁଲାସା କଲେ ମହାନ୍ ଅଲରାଉଣ୍ଡର
ସିଡନୀ,୩୦।୧୧: ଆସେଶ ସିରିଜ୍ ପୂର୍ବରୁ ଇଂଲଣ୍ଡର ଅଲରାଉଣ୍ଡର ବେନ ଷ୍ଟୋକ୍ସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ଥରେ ଏକ ବଟିକା ତାଙ୍କ ଗଳାରେ ଫସିଯିବା ପରେ ସେ ଭୟଭୀତ ହୋଇପଡିଥିଲେ। କିନ୍ତୁ ଘଟଣା କେବେ ଏବଂ କେଉଁଠାରେ ଘଟିଥିଲା ତାହା ସ୍ପଷ୍ଟ…
Archives


