Home Left

ଆଜି ସବୁ ଦଳର ବିଧାୟକଙ୍କ ବୈଠକ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏଥିରେ ମୋଟ ୨୬ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ଆରମ୍ଭ ଦିନ ରାଜ୍ୟ ସରକାର ଅତିରିକ୍ତ ବଜେଟ ଆଗତ କରିବେ। ହେଲେ ଏହା ପୂର୍ବରୁ ଶାସକ ଦଳକୁ ଘେରିବା ଲାଗି ଏକାଧିକ…

ଅନୁଚ୍ଛେଦ ୩୭୦ ନାମରେ ସ୍ପୋର୍ଟସ୍‌ ଲିଗ୍‌ ଆରମ୍ଭ କରିବ ଭାଜପା…

ଗାନ୍ଧୀନଗର,୩୦।୧୧: ଭାଜପା  ଅନୁଚ୍ଛେଦ ୩୭୦ ନାମ ଅନୁସାରେ ଏକ ସ୍ପୋର୍ଟସ୍‌ ଲିଗ୍‌ ଆରମ୍ଭ କରିବାକୁ ଯାଉଛି। ଗୁଜରାଟର ଗାନ୍ଧୀନଗରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀରେ ଏହି ଲିଗ ଆୟୋଜିତ ହେବ ଏବଂ ଏଥିରେ କ୍ରିକେଟ ଏବଂ କବାଡି ଭଳି ମ୍ୟାଚ…

ଆବାସିକ ବିଦ୍ୟାଳୟରେ ୪୫ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ହାଇଦ୍ରାବାଦ,୩୦।୧୧: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର ମୁଥାଙ୍ଗି ଗାଁରେ ଥିବା ମହାତ୍ମା ଜ୍ୟୋତିବା ଫୁଲେ ଗୁରୁକୁଳ ଏକ ଆବାସିକ ବିଦ୍ୟାଳୟରେ ୪୫ ଜଣ ଛାତ୍ରୀଛାତ୍ର ଓ ଜଣେ ଶିକ୍ଷକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସୂଚନାନୁସାରେ, ତିନି ଦିନ ତଳେ ସ୍କୁଲର…

କିଟ୍‌-କିସ୍‌ ଓ ଏନ୍‌ଜିଏମ୍‌ଏ ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): କିଟ୍‌-କିସ୍‌ ଓ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ଥିବା ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ଏନ୍‌ଜିଏମ୍‌ଏ) ମଧ୍ୟରେ ନୂଆଦିଲ୍ଲୀଠାରେ ସୋମବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ରାଜ୍ୟସଭା ସଦସ୍ୟ ତଥା ଶିକ୍ଷା, ମହିଳା, ଶିଶୁ ଏବଂ ଯୁବ…

କୋଲକାତା ଚାଲାଣ ପୂର୍ବରୁ ୪୩ କଇଁଛ ଜବତ, ଜଣେ ଗିରଫ

ଚଣ୍ଡିଖୋଲ,୩୦।୧୧(ଡି.ଏନ.ଏ.): କୋଲକାତା ଚାଲାଣ ପୂର୍ବରୁ ଯାଜପୁର ଜିଲା ବୈରୀ ପୋଲିସ ସୋମବାର ୪୩ କଇଁଛ ଜବତ କରିଛି। ଏହି ଘଟଣାରେ ଅଜୟ କୁମାର ମଲ୍ଲିକ ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ଏହି ର଼୍ୟାକେଟ୍‌ର ମୁଖ୍ୟ କୁହାଯାଉଥିବା ଶୁକଦେବ ମଣ୍ଡଳ ଫେରାର…

୩ ଫେରାର ଅଭିଯୁକ୍ତ ଏବେ ୱାଣ୍ଟେଡ୍‌

ଭୁବନେଶ୍ୱର,୩୦।୧୧(ବ୍ୟୁରୋ):  ରାଜ୍ୟରେ ବିଭିନ୍ନ ଠକେଇ ମାମଲାରେ ସମ୍ପୃକ୍ତ ଥାଇ ଫେରାର ୩ ଅଭିଯୁକ୍ତଙ୍କୁ ଓ୍ବାଣ୍ଟେଡ ଘୋଷଣା କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)। ଏମାନଙ୍କ ସମ୍ବନ୍ଧରେ ସୂଚନା ଦେବା ପାଇଁ ଇଓଡବ୍ଲ୍ୟୁ ଫୋନ୍‌ ନମ୍ବର ଜାରି କରିଛି। ସୂଚନା ଦେଲେ…

ହଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି ସାମନ୍ଥା

ମୁମ୍ବାଇ: ସାଉଥ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ନିକଟରେ ତାଙ୍କ ସ୍ବାମୀ ତଥା ଅଭିନେତା ନାଗା ଚୈତନ୍ୟଙ୍କ ଠାରୁ ଅଲଗା ହୋଇଛନ୍ତି । ଛାଡପତ୍ର ହେବା ପରଠାରୁ ସାମନ୍ଥା ନିଜର ପର୍ସନାଲ ଲାଇଫକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି । ତେବେ…

ଖବରକାଗଜ ବିତରକଙ୍କ ଦାବି ପୂରଣ ହେବ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଖବରକାଗଜ ବିତରକମାନଙ୍କୁ ମିଳିବ ସ୍ବୀକୃତି। ସେମାନଙ୍କୁ ସାମାଜିକ ସୁରକ୍ଷା ବଳୟକୁ ଅଣାଯିବା ସହ ବାସଗୃହ, ସ୍ବାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ। ଖୁବ୍‌ଶୀଘ୍ର ଏ ସମ୍ପର୍କରେ ବିଧିବଦ୍ଧ ଘୋଷଣା କରାଯିବ। ରାଜ୍ୟ ସରକାର ଏଥିଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଖବରକାଗଜ…

ଗୋଟିଏ ଓଭରରେ ୫ ଛକା ମାରିଥିବା କ୍ରିକେଟର୍‌ କଲେ ବିବାହ

ଭାରତୀୟ ଏବଂ ରାଜସ୍ଥାନ ରୟାଲ୍ସର ଅଲରାଉଣ୍ଡର ରାହୁଲ ତେୱତିଆ ରିଦ୍ଧି ପନ୍ନୁଙ୍କୁ ବିବାହ କରିଛନ୍ତି। ବିବାହ ଉତ୍ସବରେ ୟୁଜବେନ୍ଦ୍ର ଚହଲ, ରିଷଭ ପନ୍ତ ଏବଂ ନୀତୀଶ ରାଣାଙ୍କ ସମେତ ଅନେକ ଖେଳାଳି ଯୋଗ ଦେଇଥିଲେ। ରାହୁଲ ଏବଂ ରିଦ୍ଧି ପନ୍ନୁ ଚଳିତ…

ନାର୍କୋଟିକ୍ସ ବିରୋଧରେ କାର୍ଯ୍ୟଶୈଳୀର ସମୀକ୍ଷା

କଟକ ଅଫିସ,୩୦।୧୧: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ କଟକ ବକ୍ସିବଜାରସ୍ଥିତ ପୋଲିସ ମୁଖ୍ୟାଳୟରେ ସୋମବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଡିଜିପି ଅଭୟ ଯୋଗଦେଇ ରାଜ୍ୟର ସମସ୍ତ ଏସ୍‌ପି, ରେଞ୍ଜ ଆଇଜି, ଡିଆଇଜି ଓ କଟକ-ଭୁବନେଶ୍ୱର ଡିସିପିଙ୍କ ସହ…

ଦାୟିତ୍ୱ ନେଲେ ନୌସେନା ମୁଖ୍ୟ: ସମୁଦ୍ର ସୀମାକୁ ସୁରକ୍ଷା ଦେବାକୁ କରାଯିବ ଯଥା ସମ୍ଭବ ପ୍ରୟାସ

ନୂଆଦିଲ୍ଲୀ,୩୦ ।୧୧: ନୂଆ ନୌସେନା ମୁଖ୍ୟ ଆଡମିରାଲ ଆର ହରି କୁମାର ଭାରତୀୟ ନୌସେନାର ମୁଖ୍ୟ ପଦ ଗ୍ରହଣ କରିଛନ୍ତି । ପୂର୍ବତନ ନୌସେନାଧ୍ୟକ୍ଷ ଆଡମିରାଲ କରମବୀର ସିଂ ଆଡମିରାଲ ହରି କୁମାରଙ୍କୁ ଭାରତୀୟ ନୌସେନାର କମାଣ ଧରାଇଛନ୍ତି । କେନ୍ଦ୍ର…

ଧ୍ୱଂସ ହେବ ପାରାଭାଡ଼ି ପାହାଡ଼

ଚଣ୍ଡିଖୋଲ,୩୦।୧୧(ଡି.ଏନ.ଏ.): ରାଜ୍ୟ ସରକାର ଅବଢା ଯୋଜନାରେ ପୁରୀର ସୌନ୍ଦର୍ଯ୍ୟକରଣ ପାଇଁ ଯାଜପୁର ଜିଲାର ଐତିହାସିକ ପାହାଡ଼ ପାରାଭାଡ଼ିକୁ ଖନନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ବନ୍ଦରେଶ୍ୱର ଓ କେଶରାଇପୁର ଅଞ୍ଚଳରୁ ଏହି ପାହାଡ଼କୁ ଖନନ କରାଯିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri