‘ଓମିକ୍ରନ ଭାରିଆଣ୍ଟ ବିପଦଜନକ ନୁହେଁ’
ବେଙ୍ଗାଲୁରୁ,୨୯।୧୧: ଦକ୍ଷିଣ ଆଫ୍ରିକାରେ କାର୍ଯ୍ୟ କରୁଥିବା ଡାକ୍ତରମାନଙ୍କ ସହ ମୁଁ କଥା ହୋଇଛି। ଏହି ନୂଆ ଭାରିଆଣ୍ଟା ଓମିକ୍ରନ କୋଭିଡ୍ର ଡେଲ୍ଟା ଭାରିଆଣ୍ଟ ଭଳି ବିପଦଜନକ ନୁହେଁ। ଏଥିରେ ସଂକ୍ରମିତ ହେଉଥିବା ବ୍ୟକ୍ତିଙ୍କୁ ଖୁବ କମ ହାରରେ ହସ୍ପିଟାଲରେ ଭର୍ତ୍ତି ହେବାକୁ…
‘ମୁଁ ଓଡ଼ିଆ ପୁଅ, ଶେଷ ପର୍ଯ୍ୟନ୍ତ ଲଢିବି’
ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଜେଲ୍ ଯାଇ ଜାମିନ୍ରେ ଆସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଏହି ଦୁଇ…
ସ୍ମାର୍ଟ ସିଟିରେ ଫ୍ରେଞ୍ଚ ପ୍ରତିନିଧି
ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କୋଲକାତାର ଫ୍ରାନ୍ସ କନ୍ସୁଲେଟ୍ ଜେନେରାଲ୍, ଫ୍ରେଞ୍ଚ ଡେଭଲପମେଣ୍ଟ ଏଜେନ୍ସି (ଏଏଫ୍ଡି) ଏବଂ ନ୍ୟାସନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ ଅର୍ବାନ ଆଫାୟାର୍ସ (ଏନ୍ଆଇୟୁଏ)ର ଦିଦିଅର୍ ତାଲପେନ୍ଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଫ୍ରେଞ୍ଚ ପ୍ରତିନିଧି ଭୁବନେଶ୍ୱର ସ୍ମାର୍ଟ ସିଟି ପରିଦର୍ଶନ କରିଛନ୍ତି। ଏହି ଅବସରରେ…
ଶବଗୃହରୁ ମିଳିଲା ୧୫ ମାସ ତଳର ମୃତଦେହ
ବେଙ୍ଗାଲୁରୁ,୨୯।୧୧: କର୍ନାଟକର ରାଜଧାନୀସ୍ଥିତ ଇଏସ୍ଆଇ ହସ୍ପିଟାଲର ଶବଗୃହରୁ ମିଳିଛି ୧୫ ମାସ ତଳର ଦୁଇଟି ମୃତଦେହ। କରୋନାରେ ଦୁହିଁଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗତ ଶୁକ୍ରବାର ଶବଗୃହର ସଫେଇ ବେଳେ ଏଭଳି ଘଟଣା ସାମ୍ନାକୁ ଆସିଛି। କୋଭିଡ୍ ପ୍ରୋଟୋକଲ ଅନୁସାରେ ସେମାନଙ୍କ…
ନନ୍-ସିଡ୍ୟୁଲ ବିମାନକୁ ଭୁବନେଶ୍ବରରେ ମିଳିବନି ଅବତରଣ ଅନୁମତି
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଡିସେମ୍ବର ୧୫ରୁ ଅନ୍ତର୍ଜାତୀୟ ବିମାନ ଯାତ୍ରା ପାଇଁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। କିନ୍ତୁ କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ୍’ ପାଇଁ ଏବେ ସରକାର ଚିନ୍ତାରେ ପଡିଛନ୍ତି। ଡେଲଟା ଭାରିଆଣ୍ଟଠାରୁ ‘ଓମିକ୍ରନ୍’ ଅଧିକ ମାରାତ୍ମକ ହୋଇଥିବାରୁ ୧୫ରୁ ଅନ୍ତର୍ଜାତୀୟ ବିମାନ…
ବେକାରୀ ଯୁବତୀ, ଯୁବକଙ୍କୁ ଆହ୍ବାନ ଦେଲେ ମାଓବାଦୀ
ରାୟଗଡ଼ା ଅଫିସ,୨୯ା୧୧: ରାୟଗଡ଼ା ଜିଲା ନିୟମଗିରି ପାଦଦେଶ ତଥା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତର ବିଭିନ୍ନ ସ୍ଥାନରେ ମାଓବାଦୀମାନେ ବ୍ୟାନର ଓ ପୋଷ୍ଟର ଲଗାଇଛନ୍ତି। ଡିସେମ୍ବର ୨ରୁ ୮ ପର୍ଯ୍ୟନ୍ତ ପିଏଲ୍ଜିଏ(ପିପୁଲ୍ସ ଲିବରେସନ ଗରିଲା ଆର୍ମୀ) ସପ୍ତାହ ପାଳନ କରାଯିବ ବୋଲି…
ସ୍ମାର୍ଟ ହେଲ୍ଥ କାର୍ଡ ଖାଲି ମନ୍ତ୍ରୀ ବାଣ୍ଟିବେ, ଆଉ ଆମେ..
ଉମରକୋଟ, ୨୯।୧୧(ସ୍ବ.ପ୍ର.): ସ୍ମାର୍ଟ ହେଲ୍ଥ କାର୍ଡ ଖାଲି ମନ୍ତ୍ରୀ ବାଣ୍ଟିବେ, ଆମେ କ’ଣ ଲୋକ ପ୍ରତିନିଧି ନୁହଁ। ଦିନ ରାତି ଲୋକଙ୍କ ପାଇଁ ଖଟୁଛୁ। ମନ୍ତ୍ରୀ ଦିନକ ପାଇଁ ଆସିଛନ୍ତି ଚାଲିଯିବେ ବୋଲି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତ ବେହେରାଙ୍କ ଆଗରେ ମଞ୍ଚ…
“ରନୱେ ୩୪”ରେ କମାଲ କରିବେ ଅଜୟ ଦେବଗନ
ମୁମ୍ବାଇ: କିଛିଦିନ ପରେ ପୁଣିଥରେ ବଡ ପରଦାରେ ଦେଖିବାକୁ ମିଳିବ ଅଜୟ ଦେବଗନଙ୍କୁ । ତାଙ୍କ ଅଭିନୀତ ଫିଲ୍ମ “ରନୱେ ୩୪”ର ପୋଷ୍ଟର ରିଲିଜ ହୋଇଛି । ପ୍ରଥମେ ଏହି ଫିଲ୍ମର ନାଁ ‘ମେ ଡେ’ ଥିବା ବେଳେ ଏବେ ଏହା…
ହଇରାଣ କରୁଥିବାରୁ ଗ୍ରାମ୍ୟ ସଭାପତିଙ୍କୁ ହତ୍ୟା କରିଛି
ଗଞ୍ଜାମ,୨୯ା୧୧(ଡି.ଏନ.ଏ.): ଗଞ୍ଜାମ ବ୍ଲକ ରମ୍ଭା ଥାନା ଅଧୀନ ପୋଇରାଶି ପଞ୍ଚାୟତ କଣ୍ଟିଆପଲ୍ଲୀ ଗ୍ରାମ୍ୟ ସଭାପତି କେ.ଗୋବିନ୍ଦ ରେଡ୍ଡୀ ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଣ୍ଟିଆପଲ୍ଲୀ ଗ୍ରାମର କେ.ମୁରଲୀ ରେଡ୍ଡୀ,…
ଗ୍ରାଉଣ୍ଡ୍ସମ୍ୟାନଙ୍କୁ ୩୫ ହଜାର ଟଙ୍କା ଦେଲେ ଡ୍ରାଭିଡ୍
କାନପୁର,୨୯।୧୧: ଭାରତୀୟ ଦଳର ମୁଖ୍ୟକୋଚ୍ ରାହୁଲ ଡ୍ରାଭିଡ୍ ଏବେ ବି ବଦଳି ନ ଥିବା ପ୍ରମାଣ କରି ଦେଇଛନ୍ତି। ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍ ପାଇଁ ସ୍ପୋର୍ଟିଂ ପିଚ୍ ପ୍ରସ୍ତୁତ କରିଥିବା ଗ୍ରୀନ ପାର୍କ ଗ୍ରାଉଣ୍ଡଷ୍ଟାଫଙ୍କୁ ୩୫…
ପ୍ରିୟଙ୍କା ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପାଇବା ସମୟରେ ରାଗି ଯାଇଥିଲେ ଏହି ନିର୍ଦ୍ଦେଶକ
ମୁମ୍ବାଇ: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ମଡେଲିଂ ଦୁନିଆରେ ନିଜର କ୍ୟାରିଅର୍ ଆରମ୍ଭ କରିଥିଲେ ହେଁ ବଲିଉଡ୍ରୁ ଯାଇ ସେ ହଲିଉଡ୍ରେ ପହଞ୍ଚତ୍ ପାରିଛନ୍ତି। ଆଜିର ଦିନରେ ପ୍ରିୟଙ୍କା ବିଶ୍ୱସ୍ତରୀୟ ଏକ ଆଇକନ ପାଲଟିଛନ୍ତି। ତାଙ୍କର ପ୍ରଶଂସକମାନେ ପ୍ରିୟଙ୍କାଙ୍କ ଅଭିନୀତ ଫିଲ୍ମ…
ଅଶ୍ୱିନଙ୍କୁ ଭଜିଙ୍କ ଶୁଭେଚ୍ଛା
କାନପୁର,୨୯।୧୧: ଟେଷ୍ଟ କ୍ରିକେଟରେ ଭାରତ ପାଇଁ ସର୍ବାଧିକ ଉଇକେଟ ନେଇଥିବା ବୋଲରଙ୍କ ତାଲିକାରେ ପୂର୍ବତନ ଭାରତୀୟ ସ୍ପିନର ହରଭଜନ ସିଂଙ୍କୁ ପଛରେ ପକାଇ ତୃତୀୟ ସ୍ଥାନ ଅଧିକାର କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। କାନପୁର ଟେଷ୍ଟର ୫ମ ଦିନରେ ଟମ୍ ଲଥାମ (୫୨)ଙ୍କୁ…
Archives


