ଖସିଲା ପାରଦ, ବଢ଼ିଲା ଶୀତ
କେନ୍ଦୁଝର,୨୯ା୧୧(ସ୍ବ.ପ୍ର.): ବିଳମ୍ବରେ ହେଉ ପଛେ କେନ୍ଦୁଝର ଜିଲାରେ ଶୀତ ଆସିଛି। ଧିରେ ଧିରେ ଜଲାରେ ଶୀତର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳେ ତାପମାତ୍ରା ୧୩ ଡିଗ୍ରୀ ତଳକୁ ଖସିଛି। ଯାହାକି ଚଳିତ ବର୍ଷର ସର୍ବନିମ୍ନ ବୋଲି ଜଣାପଡ଼ିଛି। ତାପମାତ୍ରା…
ସରକାର ଭୟଭୀତ: ରାହୁଲ
ନୂଆଦିଲ୍ଲୀ,୨୯।୧୧: ତିନୋଟି କୃଷି ଆଇନ ପ୍ରତ୍ୟାହାର ବିଲ ଲୋକ ସଭା ଓ ରାଜ୍ୟ ସଭାରେ ସୋମବାର ପାରିତ ହୋଇଛି। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, କୌଣସି ଚର୍ଚ୍ଚା ବିନା ଏହି…
ପୁଣି ବିଜ୍ଞାପନକୁ ନେଇ ଟ୍ରୋଲ ହେଲେ ପ୍ରସିଦ୍ଧ ଡିଜାଇନର୍ ସବ୍ୟସାଚୀ
ମୁମ୍ବାଇ: ପ୍ରସିଦ୍ଧ ଡ୍ରେସ ତଥା ଜୁଏଲାରୀ ଡିଜାଇନର୍ ସବ୍ୟସାଚୀ ମୁଖାର୍ଜୀ ନିଜର ଅଦ୍ଭୁତ ଡିଜାଇନ ପାଇଁ ସେ ଚାରିଆଡେ ପ୍ରସିଦ୍ଧ। ବଲିଉଡ୍ ଠାରୁ ଆରମ୍ଭ କରି ହଲିଉଡ୍ ସବୁଠୁ ତାଙ୍କର ଦବଦବା ରହିଛି। ତେବେ ପ୍ରସିଦ୍ଧ ଡିଜାଇନର୍ ସବ୍ୟସାଚୀ ପୁଣି ଥରେ…
ସ୍ୱାମୀଙ୍କ ସହ ମିଶି ଜନ୍ମଦିନ ପାଳିଲେ ଏହି ଅଭିନେତ୍ରୀ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ୟାମି ଗୌତମ ବିବାହ ପରେ ସ୍ୱାମୀଙ୍କ ସହ ମିଶି ତାଙ୍କର ପ୍ରଥମ ଜନ୍ମଦିନ ପାଳିଛନ୍ତି। ଚଳିତବର୍ଷ ଜନ୍ମଦିନ ପାଳନ ୟାମିଙ୍କ ପାଇଁ ଟିକେ ନିଆରା ଥିଲା। ଗତକାଲି ଅର୍ଥାତ୍ ନଭେମ୍ବର ୨୮ରେ ଥିଲା ୟାମିଙ୍କ ଜନ୍ମଦିନ। ଏହି…
ଆନ୍ଦୋଳନରୁ ହଟିବା ପ୍ରଶ୍ନ ଉଠୁ ନାହିଁ: ରାକେଶ ଟିକାୟତ
ନୂଆଦିଲ୍ଲୀ,୨୯।୧୧: ଲୋକ ସଭାରେ ସୋମବାର ତିନି କୃଷି ଆଇନ ପ୍ରତ୍ୟାହାର ବିଲ ପାରିତ ହୋଇଛି। କିନ୍ତୁ ଚାଷୀ ନେତା ରାକେଶ ଟିକାୟତ ଏବେ ବି ଆନ୍ଦୋଳନ ଜାରି ରଖିବାକୁ ଘୋଷଣା କରିଛନ୍ତି। ଏମଏସପି ବୃଦ୍ଧି ପ୍ରସଙ୍ଗ ଓ ଚାଷୀଙ୍କ ସହ ସରକାରଙ୍କ…
ସବୁ କିଛି ପରେ ବି ଜିତିପାରିଲା ନାହିଁ ଭାରତ
କାନପୁର,୨୯।୧୧: ସବୁ କିଛି ପରେ ମଧ୍ୟ ଟିମ୍ ଇଣ୍ଡିଆ ସପକ୍ଷରେ ଯାଇ ନାହିଁ କାନପୁର ଟେଷ୍ଟର ଫଳାଫଳ। ଶେଷରେ ଡ୍ର’ ସହ ଶେଷ ହୋଇଛି ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍। ୨୦୧୮ ପରେ ପ୍ରଥମ ଥର…
ବୃଦ୍ଧାଙ୍କର ରହିଛି ଅଜବ ଅଭ୍ୟାସ, ଜାଣିଲେ ପାଦତଳୁ ଖସିଯିବ ମାଟି
ଦୁନିଆର ଅନେକ ଲୋକ ସେମାନଙ୍କର ଅଦ୍ଭୁତ କାର୍ଯ୍ୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥା’ନ୍ତି। ଉତ୍ତରପ୍ରଦେଶର ବାରାଣସୀରେ ରହୁଥିବା ଜଣେ ବୃଦ୍ଧା ମଧ୍ୟ ତାଙ୍କର ଅଜବ ଅଭ୍ୟାସ ହେତୁ ଆଜିକାଲି ଚର୍ଚ୍ଚାରେ ରହିଛନ୍ତି। ଏହି ବୃଦ୍ଧାଙ୍କ ନାମ କୁସମାବତୀ ଦେବୀ ଏବଂ ତାଙ୍କୁ…
‘ଓମିକ୍ରନ’କୁ ନେଇ ଡବ୍ଲୁଏଚ୍ଓର ଚେତାବନୀ
ଜେନେଭା,୨୯।୧୧: କରୋନାର ନୂଆ ଭାରିଏଣ୍ଟ ‘ଓମିକ୍ରନ’କୁ ନେଇ ସାରା ବିଶ୍ୱ ଭୟଭୀତ ହୋଇଛି। ବିଭିନ୍ନ ଦେଶଗୁଡିକ ଆଗୁଆ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିସାରିଲେଣି। ଏବେ ଏହାକୁ ନେଇ ଚେତାବନୀ ଦେଇଛି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)। ଓମିକ୍ରନକୁ ‘ହାଇ ରିସ୍କ’ ବୋଲି…
ଭୋକିଲାଙ୍କ ପେଟ ଭରୁଥିବା ‘ଲଙ୍ଗର ବାବା’ଙ୍କ ପରଲୋକ
ଚଣ୍ଡିଗଡ଼,୨୯ ।୧୧: ପିଜିଆଇ ଚଣ୍ଡିଗଡ଼ ବାହାରେ ଲଙ୍ଗର ଲଗାଉଥିବା ପଦ୍ମଶ୍ରୀ ଜଗଦିଶ ଆହୁଜାଙ୍କର ସୋମବାର ପରଲୋକ ହୋଇଛି । ଦିନ ପ୍ରାୟ ୩ଟାରେ ଚଣ୍ଡିଗଡ଼ର ସେକ୍ଟର ୨୫ରେ ଥିବା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ଲଙ୍ଗର ବାବା…
ଡିସେମ୍ବର ୧ ରୁ ୩୧ ଯାଏ ଶୀତକାଳୀନ ବିଧାନସଭା ଅଧିବେଶନ,ଦିନକୁ ୫ ଘଣ୍ଟା ଚାଲିବ ଗୃହ
ଭୁବନେଶର,୨୭।୧୧(ବ୍ୟୁରୋ): ଶୀତକାଳୀନ ବିଧାନସଭା ଅଧିବେଶନ ଆସନ୍ତା ଡିସେମ୍ବର ୧ରୁ ୩୧ ତାରିଖ ଯାଏ ଚାଲିବ। ତେବେ ଏହା ପୂର୍ବରୁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସୋମବାର ସର୍ବଦଳୀୟ ବୈଠକ ବସିଥିଲା। ସର୍ବଦଳୀୟ ବୈଠକ ସରିବା ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପ୍ରତିକ୍ରିୟା ରଖିଛନ୍ତି…
‘ଯାଦୁ’ ଦେଖାଇଲେ ଜାଡେଜା
କାନପୁର,୨୯।୧୧: କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଖେଳାଯାଉଥିବା ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚର ଆଜି ପଞ୍ଚମ ତଥା ଶେଷ ଦିନରେ ରବିନ୍ଦ୍ର ଜାଡେଜା ଚମତ୍କାର ପ୍ରଦର୍ଶନ କରିଛନ୍ତି। ପଞ୍ଚମ ଦିନର ପ୍ରଥମ ଅଧିବେଶନ ନ୍ୟୁଜିଲାଣ୍ଡ ସପକ୍ଷରେ ଯାଇଥିବାବେଳେ…
ଗାଈକୁ ବିବାହ କଲେ ମହିଳା, କାରଣ ଜାଣିଲେ…
ଦୁନିଆରେ ବହୁତ ଲୋକ ଅଛନ୍ତି, ଯେଉଁମାନେ ପୁନଃଜନ୍ମରେ ବିଶ୍ୱାସ ରଖନ୍ତି। ଲୋକେ ବିଶ୍ୱାସ କରନ୍ତି ଯେ, ମୃତ୍ୟୁ ପରେ ଜଣେ ବ୍ୟକ୍ତି ପୃଥିବୀରେ ଯେକୌଣସି ରୂପରେ ଜନ୍ମ ନେଇଥାଏ। କାମ୍ବୋଡିଆର ଜଣେ ମହିଳା ମଧ୍ୟ ଠିକ୍ ଏଇୟା ଅନୁଭବ କରିଛନ୍ତି। ଏ…
Archives


