ପୁରୀରେ ମୁଖ୍ୟ ଶାସନ ସଚିବ,ଡିଜିପି
ପୁରୀ ଅଫିସ,୪।୪: ଶ୍ରୀମନ୍ଦିର ରୋଷ ଘରେ ୮୦ରୁ ଅଧିକ ଚୁଲି ଭଙ୍ଗାରୁଜା ଘଟଣାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ଡିଜିପି ସୁନୀଲ ବଂଶଲ ପୁରୀରେ ପହଞ୍ଚିଛନ୍ତି। ତେବେ ଏହି ଘଟଣାର ଅନୁଧ୍ୟାନ କରିବେ ବୋଲି ଜଣାପଡିଛି। ଏହାକୁ ନେଇ…
ମିସ୍ ଇଣ୍ଡିଆ ପ୍ଲାନେଟ୍ ୨୦୨୨ ଟ୍ରଫି ହାତେଇଲେ ଓଡ଼ିଆ ଝିଅ
ନୂଆଦିଲ୍ଲୀ/ଭୁବନେଶ୍ୱର,୪।୪(ବ୍ୟୁରୋ): ମିସ୍ ଇଣ୍ଡିଆ ପ୍ଲାନେଟ୍ ୨୦୨୨ରେ ସମ୍ବଲପୁରର ଓଡ଼ିଆ ଝିଅ ଅନ୍ବେଷା ଆଦିତି ମହାପାତ୍ର ଦ୍ୱିତୀୟ ରନର୍ସ ଅପ ଟ୍ରଫି ଜିତିଛନ୍ତି। ଏହି ଇଭେଣ୍ଟ ମାର୍ଚ୍ଚ ୨୭ରୁ ୨୯ ମଧ୍ୟରେ ଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା। ଅନ୍ବେଷା ସମ୍ବଲପୁରର ଗଙ୍ଗାଧର ମେହେର କଲେଜରୁ…
ରାତ୍ରଭୋଜନ ଖାଇ ୨୮ ଛାତ୍ରୀ ଅସୁସ୍ଥ
ଲକ୍ଷ୍ନୌ,୪।୪: ଉତ୍ତର ପ୍ରଦେଶର ବୁଡାଉନ ଜିଲା ସମରେର ବ୍ଲକ ଅଧୀନ ସର୍ବୋଦୟ ବିଦ୍ୟାଳୟରେ ରାତ୍ରଭୋଜନ ଖାଇ ୨୮ ଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ୮ଜଣଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ସେମାନଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ରବିବାର ରାତିରେ ସେମାନଙ୍କୁ ଭାତ ସହିତ…
ଆଧାରକାର୍ଡରେ ନା ଦେଖି ଆଡ୍ମିଶନ କରିବାକୁ ମନା କଲା ସ୍କୁଲ
ବୁଦାଉନ(ୟୁପି),୪।୪: ଆଧାରକାର୍ଡରେ ନାମ ଦେଖି ଜଣେ କୁନି ଝିଅକୁ ଆଡ୍ମିଶନ ଦେବାକୁ ମନା କରି ଦେଇଛି ଉତ୍ତରପ୍ରଦେଶର ଏକ ସରକାରୀ ସ୍କୁଲ। ତେବେ ଆଧାରକାର୍ଡରେ ନାମ ସ୍ଥାନରେ ‘ମଧୁକା ପାଞ୍ଚଓ୍ବା ବଚ୍ଚା’ (ମଧୁର ପଞ୍ଚମ ଛୁଆ) ଉଲ୍ଲେଖ ଥିଲା। ସେହି କାର୍ଡରେ…
ନାବାଳକଙ୍କୁ ମାଡ଼ମାରିବା ଥାନା ଅଧିକାରୀଙ୍କୁ ମହଙ୍ଗା ପଡ଼ିଲା
ଭଦୋଦରା,୪।୪: ଜଣେ ୧୩ ବର୍ଷ ନାବାଳକକୁ ମାଡ଼ମାରିବା ପୋଲିସ ଅଧିକାରୀଙ୍କୁ ମହଙ୍ଗା ପଡିଛି। ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। ଗୁଜରାଟର ଭଦୋଦରାରେ ଥିବା ନନ୍ଦେସାରି ବଜାରରେ ଏହି ଘଟଣା ଘଟିଛି। ଶକ୍ତିସିନ ପାୱାର ନାମକ ଜଣେ ପୋଲିସ ଅଧିକାରୀ ଅଫିସିଆଲ କାମରେ…
ଶ୍ରୀନଗର ଲାଲ ଚୌକରେ ଆତଙ୍କବାଦୀ ଆକ୍ରମଣ, ଆହତ ଯବାନଙ୍କର ହସ୍ପିଟାଲରେ ହେଲା ମୃତ୍ୟୁ
ଜମ୍ମୁ,୪ ।୪: ଜମ୍ମୁ-କଶ୍ମୀରର ଶ୍ରୀନଗରସ୍ଥିତ ଲାଲ ଚୌକରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଯବାନ ଆହତ ହୋଇଥିଲେ । ୨ ଆହତ ଯବାନଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଚିକିତ୍ସା ଚାଲୁଥିବା ସମୟରେ ଜଣେ ଯବାନ ଶହୀଦ…
ଆକ୍ସନ ମୁଡରେ ଯୋଗୀ ସରକାର: ଅରୈଆ ଜିଲାପାଳ ନିଲମ୍ବିତ
ଲକ୍ଷ୍ନୌ,୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବେ ଆକ୍ସନ ମୁଡରେ ଅଛନ୍ତି। ବର୍ତ୍ତମାନ ଦୁର୍ନୀତିଖୋର ଅଫିସରଙ୍କ ବିରୋଧରେ ସେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ଦେଖିବାକୁ ମିଳୁଛି। ଇତିମଧ୍ୟରେ ଅରୈୟା ଜିଲାପାଳ ସୁନୀଲ ବର୍ମାଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଲମ୍ବିତ କରିଥିବା ଜଣାପଡ଼ିଛି।…
‘ଲାଉଡ୍ସ୍ପିକରକୁ ମସ୍ଜିଦ ଭିତର ଲଗାଅ’
ବେଙ୍ଗାଲୁରୁ,୪।୪: ମସ୍ଜିଦରେ ଲାଉଡ୍ସ୍ପିକରର ବ୍ୟବହାରକୁ କିଛି ଦକ୍ଷିଣ ପନ୍ଥୀ ଗୋଷ୍ଠୀ ବିରୋଧ କରୁଥିବା ବେଳେ ସମାଧାନ ଲାଗି ଏକ ଉପାୟ ଦେଇଛନ୍ତି କର୍ନାଟକର ବରିଷ୍ଠ ମନ୍ତ୍ରୀ କେ ଏସ୍ ଇଶାଓ୍ବାରାପ୍ପା। ଗତ ସପ୍ତାହରେ ମସ୍ଜିଦରୁ ଲାଉଡ୍ସ୍ପିକର ହଟାଇବା ପାଇଁ ମହାରାଷ୍ଟ୍ରର ନବର୍ନିମାଣ…
ହରିୟାଣା କଂଗ୍ରେସର ପୂର୍ବତନ ମୁଖ୍ୟ ଏଏପିରେ ସାମିଲ
ଚଣ୍ଡିଗଡ଼,୪ ।୪: ହରିୟାଣା କଂଗ୍ରେସର ପୂର୍ବତନ ମୁଖ୍ୟ ଅଶୋକ ତନୱର ସୋମବାର ଆମ ଆଦମୀ ପାର୍ଟି(ଏଏପି)ରେ ଯୋଗ ଦେଇଛନ୍ତି । ସେ ଆମ ଆଦମୀ ପାର୍ଟିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଉପସ୍ଥିତିରେ ଏଏପିରେ ଯୋଗ ଦେଇଛନ୍ତି ।…
ବ୍ଲକ ଉପାଧ୍ୟକ୍ଷାଙ୍କୁ ଦେଉନାହାନ୍ତି ପ୍ରକୋଷ୍ଠ
କେସିଙ୍ଗା,୪।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ଭାଇସଚେୟାର ମେନ(ଉପାଧ୍ୟକ୍ଷ) ନିର୍ବାଚନ ଶେଷ ହୋଇଛି। ଉପାଧ୍ୟକ୍ଷ ଭାବେ ଦେଓଗାଁ ପଞ୍ଚାୟତ ସମିତି ସଭ୍ୟା ରାଜଲଷ୍ମୀ ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି। ହେଲେ ବ୍ଳକ କାର୍ଯ୍ୟାଳୟରେ ତାଙ୍କୁ ବସିବା ପାଇଁ ପ୍ରକୋଷ୍ଠ ଦିଆଯାଉ ନ…
ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣା: ସିସିଟିଭିରୁ ୩ ଜଣଙ୍କୁ ଚିହ୍ନିଲା ପୋଲିସ
ପୁରୀ ଅଫିସ, ୪।୪: ପୁରୀ ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣାରେ ପୋଲିସ ୩ ଜଣଙ୍କୁ ଚିହ୍ନଟ କରିଛି। ସିସିଟିଭି ଯାଞ୍ଚ ବେଳେ ଏହି ଘଟଣା ସାମ୍ନାକୁ ଆସିଛି। ଅନ୍ୟପଟେ ଶ୍ରୀମନ୍ଦିର ରୋଷଘର ଭିତରେ ଚୁଲି ଭଙ୍ଗା ଘଟଣା ନେଇ ପୁରୀ…
ଇମ୍ରାନଙ୍କ ଉପରେ ମଙ୍ଗଳବାର ନିଆଯିବ ନିଷ୍ପତ୍ତି
ଇସଲାମାବାଦ୍,୪।୪:ପାକିସ୍ତାନରେ ରାଜନୈତିକ ସଙ୍କଟ ଥମିବାର ନା ଧରୁନି। ନ୍ୟାଶନାଲ୍ ଆସେମ୍ବ୍ଲି ଭଙ୍ଗ ବିରୋଧରେ ବିରୋଧୀଙ୍କ ଆବେଦନ ଉପରେ ପାକିସ୍ତାନର ସୁପ୍ରିମକୋର୍ଟରେ ଶୁଣାଣି ଆସନ୍ତାକାଲି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ସୋମବାର ଶୁଣାଣି ସମୟରେ ସୁପ୍ରିମକୋର୍ଟ କହିଛନ୍ତି, ଉପବାଚସ୍ପତି କାସିମ ସୁରି ନିଜ ଅଧିକାରଠାରୁ…

