Home Left

ରାଜଧାନୀରେ ସୁପାରିକିଲର

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ହତ୍ୟା ପାଇଁ ଭୁବନେଶ୍ୱରରେ ଜଗି ରହିଥିଲେ ସୁପାରିକିଲର। ହେଲେ ଟାର୍ଗେଟ ପୂର୍ବରୁ ମାଡ଼ି ବସିଲା ପୋଲିସ। ଜଣେ ଖସିଯାଇଥିବାବେଳେ ଅନ୍ୟ ଜଣେ ଧରାପଡିଛନ୍ତି। ଶୁକ୍ରବାର ରାତିରେ ନୟାପଲ୍ଲୀ ଥାନା ପୋଲିସ ହାତରେ ଧରାପଡିଥିବା ବନ୍ଧୁକଧାରୀ ଅପରାଧୀ ଜଣକ ସୁପାରିକିଲର ବୋଲି…

ସଲମାନଙ୍କ ଫଟୋରେ କ୍ଷୀର ଢାଳିଲେ ପ୍ରଶଂସକ, ଭାଇଜାନ କହିଲେ…

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଫିଲ୍ମ ‘ଅନ୍ତିମ’ ମୁକ୍ତିଲାଭ କରିଛି। ପ୍ରଶଂସକମାନେ ଏହି ଫିଲ୍ମକୁ ନେଇ ବହୁତ ଉତ୍ସାହିତ ଦେଖାଯାଉଛନ୍ତି। ବହୁତ ସମୟ ପରେ ସଲମାନ ବଡ ପରଦାରେ ନଜର ଆସୁଛନ୍ତି। ଫିଲ୍ମ ରିଲିଜ୍‌ ହେବା ପରେ ପ୍ରଶଂସକମାନେ ପୋଷ୍ଟରରେ କ୍ଷୀର…

୩୦ରେ ଲଘୁଚାପ, ବାତ୍ୟା ଆଶଙ୍କା

ଭୁବନେଶ୍ୱର, ୨୯ା୧୧(ବ୍ୟୁରୋ): ଓଡ଼ିଶାକୁ ଆଉଏକ ବଡ଼ ବର୍ଷା ଆସୁଛି। ଏଥିସହ ବାତ୍ୟାର ଆଶଙ୍କା ବି ଦୃଢ଼ୀଭୂତ ହେବାରେ ଲାଗିଛି। ଆସନ୍ତା ୩୦ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା କ୍ରମଶଃ ଘନିଭୂତ ହୋଇ…

ଟ୍ରକ୍‌ ଚାଳକଙ୍କୁ ତହସିଲଦାରଙ୍କ ମାଡ଼ ଅଭିଯୋଗ

ଧର୍ମଶାଳା/ଚଢ଼େଇଧରା/ଜେନାପୁର,୨୯ା୧୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଚଢ଼େଇଧରା ଉପରଛକଠାରେ ରବିବାର କଳାପଥର ପରିବହନକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। କଳାପଥର ବୋଝେଇ ଗାଡ଼ି ଚେକିଂ ବେଳେ ତହସିଲଦାର ଜଣେ ଚାଳକଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ଚାଳକ ସଂଘ ପକ୍ଷରୁ…

ବ୍ୟାସନଗର ଦୁରବସ୍ଥା ଦୂର ହୋଇପାରୁନି

ଯାଜପୁର ଅଫିସ,୨୯ା୧୧: କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ତଥା ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ସବୁକ୍ଷେତ୍ରରେ ଅବହେଳିତ। ସହରର ୨୬ଟି ୱାର୍ଡକୁ ସଂଯୋଗ କରୁଥିବା ରାସ୍ତା ଖାଲଖମାରେ ପରିଣତ ହୋଇସାରିଛି। ବିଶେଷକରି ୨୫ ନମ୍ବର ୱାର୍ଡ ଗୋଶାଳାଛକଠାରୁ ଶିଶୁମନ୍ଦିର ପଛପାର୍ଶ୍ୱ ଛକ…

୬୫ ଟଙ୍କାରେ ୭ ଘଣ୍ଟା କାମ

କେନ୍ଦ୍ରାପଡ଼ା ଅଫିସ, ୨୯ା୧୧: କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଇଛନ୍ତି। ଆସନ୍ତା ୨୦୨୩ ସୁଦ୍ଧା ପ୍ରତି ଘରକୁ ଟ୍ୟାପ ଯୋଗେ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ଯୋଜନା ପ୍ରଣୟନ କରିଛନ୍ତି। ତେବେ ତୃଣମୂଳରେ ଏହି…

ଦୁର୍ଘଟଣାର ସମ୍ମୁଖୀନ ହେଲେ ମହାନ କ୍ରିକେଟର୍‌

ସିଡନୀ,୨୯।୧୧: ଅଷ୍ଟ୍ରେଲିଆର ପୂର୍ବତନ ସ୍ପିନର ସେନ୍‌ ଓ୍ବାର୍ନ ଏକ ଦୁର୍ଘଟଣାରେ ଆହତ ହୋଇଛନ୍ତି। ତାଙ୍କ ପୁଅ ଜ୍ୟାକସନଙ୍କ ସହ ଯାଉଥିବାବେଳେ ବାଇକ୍‌ରୁ ଖସି ପଡିଥିଲେ। କେବଳ ଏତିକି ନୁହେଁ, ସେ ୧୫ ମିଟରରୁ ଅଧିକ ଟାଣି ହୋଇ ପଡିଥିଲେ। ଏହି ଦୁର୍ଘଟଣାରେ…

ପର୍ଯ୍ୟଟକଙ୍କ ଆକର୍ଷଣ ସାଜିଛି ୩ ବର୍ଷର ଧଳା କୁମ୍ଭୀର

ରାଜନଗର, ୨୯ା୧୧(ଡି.ଏନ୍‌.ଏ.): ଭିତରକନିକା ଜାତୀୟ ଉଦ୍ୟାନର ଡାଙ୍ଗମାଳଠାରେ ଥିବା ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ରରେ ୩ ବର୍ଷର ଧଳା କୁମ୍ଭୀର ଏବେ ସମସ୍ତଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଭିତରକନିକାକୁ ବୁଲିବାକୁ ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକମାନଙ୍କ ପାଇଁ ଏହି…

ଓମିକ୍ରନକୁ ନେଇ ଆକ୍ସନରେ ଶିବରାଜ, ଜାରି କଲେ ନୂଆ ଗାଇଡ ଲାଇନ

ଭୋପାଳ,୨୯ ।୧୧: କରୋନା ଭାଇରସର ନୂଆ ଭାରିଏଣ୍ଟର ଆସିବା ପରେ ଏହାକୁ ନେଇ ମଧ୍ୟପ୍ରଦେଶର ଶିବରାଜ ସିଂ ସରକାର ଆକ୍ସନ ମୁଡକୁ ଆସିଯାଇଛନ୍ତି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ନୂଆ ଗାଇଡ ଲାଇନ ଜାରି କରିଛନ୍ତି ।…

ନିଶ୍ଚିହ୍ନ ଅବସ୍ଥାରେ କଳିଙ୍ଗ ଇଞ୍ଜିନିୟରିଂ

ପାରାଦୀପ,୨୯ା୧୧(ସ୍ବ.ପ୍ର.): ପାରାଦୀପ ବନ୍ଦରାଞ୍ଚଳର ଅଠରବାଙ୍କିଠାରେ ହୋଇଥିବା ଘରୋଇ କମ୍ପାନୀ କଳିଙ୍ଗ ଇଞ୍ଜିନିୟରିଂ ଏବେ ନିଶ୍ଚିହ୍ନ ଅବସ୍ଥାରେ ପହଞ୍ଚିଯାଇଛି। କମ୍ପାନୀର କୋଠାକୁ ଭାଙ୍ଗିବା ପାଇଁ ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ନୋଟିସ ଲଗାଯାଇଛି। ଏନେଇ କମ୍ପାନୀ ପରିସରରେ ଥିବା ୨ଟି ପରିବାରକୁ…

ବାର୍‌ବାଡୋସ୍‌ରୁ ସରିବ ବ୍ରିଟିଶ ଯୁଗ

ବ୍ରିଜ୍‌ଟାଉନ, ୨୯ା୧୧: ବିଶ୍ୱର ଅନେକ ଦେଶକୁ ଶାସନ କରିଥିବା ବ୍ରିଟେନ୍‌ ହାତରୁ ମୁକୁଳି ଏବେ ନୂଆକରି ଗଣତନ୍ତ୍ର ଦେଶ ହେବାକୁ ଯାଉଛି ବାର୍‌ବାଡୋସ୍‌। ସ୍ବାଧୀନ ହେବା ସତ୍ତ୍ୱେ ବ୍ରିଟେନ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟ ଔପଚାରିକ ଭାବେ ଦେଶର ରାଷ୍ଟ୍ରମୁଖ୍ୟ ରହିଥିଲେ। ମହାରାଣୀଙ୍କୁ…

ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଆସିଥିବା ଜଣେ ବ୍ୟକ୍ତି କରୋନା ପଜିଟିଭ

ମୁମ୍ବାଇ,୨୯ ।୧୧: ଦକ୍ଷିଣ ଆଫ୍ରିକାରେ ପ୍ରଥମଥର ପାଇଁ ଦେଖାଦେଇଥିବା କରୋନା ଭାଇରସର ‘ଓମିକ୍ରନ୍‌’ ଭାରିଏଣ୍ଟ ଏବେ ଗୋଟିଏ ପରେ ଗୋଟିଏ ଦେଶକୁ ବ୍ୟାପିବାରେ ଲାଗିଛି । ଯାହା ବିଶ୍ୱବାସୀଙ୍କ ନିଦ ହଜାଇ ସାରିଲାଣି । ଇତିମଧ୍ୟରେ ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଆସିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri