ଫେରିବ କରୋନା କଟକଣା
ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କରୋନାର ସାମ୍ଭାବ୍ୟ ପରିସ୍ଥିତି ଏବଂ ତୃତୀୟ ଲହରକୁ ନଜରରେ ରଖି ସରକାର ପୁଣି ତତ୍ପରତା ଦେଖାଇଛନ୍ତି। ଏଣିକି ପୂର୍ବଭଳି କରୋନା କଟକଣା କଡ଼ାକଡ଼ି ଭାବେ ପାଳନ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ୍-୧୯ର ସମ୍ଭାବ୍ୟ ତୃତୀୟ ଲହର ପ୍ରତିରୋଧ ନିମନ୍ତେ…
୪୮୭ ଏକର ଜମିରେ ଚାଷ ହୋଇଥିଲା ଗଞ୍ଜେଇ
ଆର୍.ଉଦୟଗିରି,୨୮ା୧୧(ଡି.ଏନ.ଏ.): ଗଜପତି ଜିଲାର ଆର୍.ଉଦୟଗିରି, ମୋହନା ଏବଂ ଅଡବା ଥାନା ଅଞ୍ଚଳରେ ୪୮୭ ଏକର ଜମିରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ନଷ୍ଟ କରି ଦିଆଯାଇଛି। ସ୍ଥାନୀୟ ପୋଲିସ, ଅବକାରୀ, ବନ ବିଭାଗ ଓ ରାଜସ୍ବ ବିଭାଗର ମିଳିତ କ୍ରମେ ଏହି…
ମିଳିଲା ଅପହୃତା ଶିଶୁକନ୍ୟାର ମୃତଦେହ
ରୂପସା,୨୮।୧୧(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ଶ୍ରୀରାମପୁର ପଞ୍ଚାୟତ ନିମା ଗ୍ରାମରୁ ନିଖୋଜ ଥିବା ଶିଶୁକନ୍ୟାଙ୍କ ମୃତଦେହ ରବିବାର ସ୍ଥାନୀୟ ଏକ ପୋଖରୀରୁ ମିଳିଛି। ହେଲେ ଝିଅକୁ ଅପହରଣ ପରେ ହତ୍ୟା କରି ପୋଖରୀରେ ଫିଙ୍ଗି ଦିଆଯାଇଥିବା ପରିବାର ଲୋକେ ଥାନାରେ…
ଥିଏଟରରେ ବାଣ ଫୁଟାଉଥିବା ଫ୍ୟାନ୍ସଙ୍କ ପାଇଁ ଏମିତି କହିଲେ ଭାଇଜାନ
ନୂଆଦିଲ୍ଲୀ,୨୮।୧୧: ନିକଟରେ ରିଲିଜ ହୋଇଛି ବଲିଉଡ୍ ସୁପରଷ୍ଟାର ସଲମାନ ଖାନଙ୍କ ଫିଲ୍ମ ‘ଅନ୍ତିମ: ଦି ଫାଇନାଲ ଟ୍ରୁଥ୍’। ଏହି ଫିଲ୍ମର ସ୍କ୍ରିନିଂ ବେଳେ ଥିଏଟରରେ ବାଣ ଫୁଟାଇ ଉତ୍ସବ ମନାଇଛନ୍ତି ଭାଇଜାନଙ୍କ ଫ୍ୟାନମାନେ। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ…
ବାଜିମାରିଲା ଭାଜପା
ଅଗରତାଲା,୨୮।୧୧: ଅଗରତାଲା ମ୍ୟୁନିସିପାଲିଟି କର୍ପୋରେସନ (ଏଏମ୍ସି) ଏବଂ ତ୍ରିପୁରାର ୧୩ଟି ପୌର ସଂସ୍ଥାରେ ୨୨୨ଟି ଆସନ ପାଇଁ ହୋଇଥିବା ଭୋଟ ଗଣତିରେ ବିଜେପି ବହୁମତ ପାଇଛି। ବିରୋଧୀ କଂଗ୍ରେସ, ତ୍ରୁଣମୂଳ କଂଗ୍ରେସ ଏବଂ ଅନ୍ୟମାନଙ୍କୁ ପରାସ୍ତ କରି ୨୨୨ଟି ଆସନରୁ ଭାଜପା…
ଦକ୍ଷିଣ ଆମେରିକାରେ ଶକ୍ତିଶାଳୀ ଭୂକମ୍ପ
ପେରୁ,୨୮।୧୧: ରବିବାର ପେରୁର ଉତ୍ତର ଅଞ୍ଚଳରେ ୭.୫ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ବରଙ୍କା ସହରଠାରୁ ୪୦ କିଲୋମିଟର ଦୂରରେ ଅବସ୍ଥିତ। ଯୁକ୍ତରାଷ୍ଟ୍ରର ଭୂତତ୍ତ୍ୱ ସର୍ବେକ୍ଷଣ (ୟୁଏସଜିଏସ୍) ଅନୁଯାୟୀ ପେରୁର ରାଜଧାନୀ ଲିମା ପର୍ଯ୍ୟନ୍ତ କମ୍ପନ ଅନୁଭୂତ ହୋଇଛି।…
ଟି୧୦ ଲିଗ୍ରେ ୨୩ ବଲରେ ଖେଳିଲେ ୭୭ ରନ୍ର ବିସ୍ଫୋରକ ପାଳି
ଆବୁଧାବି,୨୮।୧୧: ଚଳିତ ଆବୁଧାବି ଟି୧୦ ଲିଗ୍ରେ ଶନିବାର ଅନୁଷ୍ଠିତ ଏକ ମ୍ୟାଚ୍ରେ ନର୍ଦନ ଓ୍ବାରିଅର୍ସ ପାଇଁ ଖେଳୁଥିବା ମୋଇନ ଅଲି ମାତ୍ର ୨୩ ବଲରେ ଖେଳିଥିଲେ ୭୭ ରନ୍ର ବିସ୍ଫୋରକ ପାଳି। ତାଙ୍କ ଇନିଂସରେ ସାମିଲ ଥିଲା ୩ ଚୌକା ଓ…
ଓମିକ୍ରନକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଜରୁରୀକାଳୀନ ବୈଠକ
ନୂଆଦିଲ୍ଲୀ,୨୮।୧୧: ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା କରୋନାର ନୂଆ ଭିରିଏଣ୍ଟ୍ ଓମିକ୍ରନ୍କୁ ରବିବାର ଦିନ ଗୃହ ବିଭାଗର ସଚିବଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ସମୟରେ ଓମିକ୍ରନକୁ ଏଡାଇବା ପାଇଁ ସୁରକ୍ଷା ମାନ ବୃଦ୍ଧି…
୩ ଲକ୍ଷ ଟଙ୍କାର ଲେହେଙ୍ଗା ପିନ୍ଧି ଚର୍ଚ୍ଚାରେ ଦିୟା
ମୁମ୍ବାଇ: ବଲିଉଡ୍ ନାୟିକା ଦିୟା ମିର୍ଜା ବଡ ପରଦାରୁ ଦୂରେଇ ଯାଇଥିଲେ ବି ତାଙ୍କ ଗ୍ଲାମର ଓ ଫ୍ୟାଶନ ଏବେବି ରୁହେ ଚର୍ଚ୍ଚାରେ । ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ନାୟିକା ନିକଟରେ ଏକ ଫଟୋ ଶେୟାର କରି ଆସିଛନ୍ତି…
ଦାରିଙ୍ଗବାଡ଼ିରେ ଖସୁଛି ପାରଦ
ଦାରିଙ୍ଗବାଡ଼ି,୨୮।୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ କିଛିଦିନର ବ୍ୟବଧାନ ପରେ ପୁଣି ଶୀତ ଅନଭୁତ ହେଉଛି। ବିଳମ୍ବିତ ରାତିରୁ ସକାଳ ପ୍ରାୟ ୯ଟା ପର୍ଯ୍ୟନ୍ତ ଅଞ୍ଚଳରେ ଘନ କୁହୁଡ଼ି ରହୁଛି। ଗତ ୭ ତାରିଖରେ ଅଞ୍ଚଳରେ ତାପମାତ୍ରା ୯.୫ ଡିଗ୍ରୀ ରହିଥିଲା। ପରେ…
ଅନନ୍ୟା ପାଣ୍ଡେଙ୍କ ସହ ଫଟୋ ଶେୟାର କଲେ ବିଜୟ ଦେୱରକୋଣ୍ଡା
ମୁମ୍ବାଇ: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଅଭିନେତା ବିଜୟ ଦେୱରକୋଣ୍ଡା ଏବେ ବଲିଉଡରେ ତାଙ୍କର ପ୍ରଶଂସକ ତିଆରି କରିବାରେ ଲାଗି ପଡିଛନ୍ତି । ତାଙ୍କର ଅଗାମୀ ବଲିଉଡ ମୁଭିକୁ ନେଇ ସେ ଏବେ ଖୁବ୍ ଚର୍ଚ୍ଚାରେ ରହିଛନ୍ତି । ଏବେ ସେ…
ବିଳମ୍ବ ପାଇଁ ଚାଲିଗଲା ଉଇକେଟ
କାନପୁର,୨୮।୧୧: ସ୍ଥାନୀୟ ଗ୍ରୀନ ପାର୍କଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟକୁ ଜିତିବା ପାଇଁ ଅନ୍ତିମ ଦିନରେ ଭାରତକୁ ୯ ଉଇକେଟ ଦରକାର। ମ୍ୟାଚ୍ର ଚତୁର୍ଥ ଦିନରେ ଅନ୍ତିମ ୪ ଓଭର ମଧ୍ୟରେ ନ୍ୟୁଜିଲାଣ୍ଡକୁ ଓ୍ବିଲ ୟଙ୍ଗ ରୂପେ ପ୍ରଥମ ଝଟକା…
Archives


