୫ ଉଇକେଟ୍ ନେବା ପରେ ବି ଏମିତି ଭୁଲ୍ କରିଦେଲେ ଅକ୍ଷର
କାନପୁର,୨୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା କାନପୁର ଟେଷ୍ଟର ତୃତୀୟ ଦିନରେ ଭାରତୀୟ ସ୍ପିନର୍ ଅକ୍ଷର ପଟେଲ ୫ଟି ଉଇକେଟ ନେଇଥିଲେ। ଚତୁର୍ଥ ଟେଷ୍ଟ ଖେଳୁଥିବା ଅକ୍ଷର ପଞ୍ଚମ ଥର ପାଇଁ ଗୋଟିଏ ଇନିଂସରେ ୫ ଉଇକେଟ ନେଇଥିଲେ। ସେ ୬୨ ରନ…
ଭାରତ ନିୟନ୍ତ୍ରଣରେ କାନପୁର ଟେଷ୍ଟ
କାନପୁର,୨୮।୧୧: ସ୍ଥାନୀୟ ଗ୍ରୀନ ପାର୍କଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ଚତୁର୍ଥ ଦିନ ଶେଷ ସୁଦ୍ଧା ଭାରତୀୟ ଦଳର ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସରେ ୪୯ ରନ୍ର ଇନିଂସ ଅଗ୍ରଣୀ ହାସଲ କରିଥିବା ଟିମ୍ ଇଣ୍ଡିଆ ଦ୍ୱିତୀୟ ଇନିଂସ ଆରମ୍ଭରୁ…
୩୦ ଜଣଙ୍କୁ ନିଜ ହାତରେ ଖାଦ୍ୟ ପରଷି ଥିଲେ ନୀଳନୟନା
ବଲିଉଡର ଅନ୍ୟତମ ସୁନ୍ଦର ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ନିଜ ଅଭିନୟ ମାଧ୍ୟମରେ ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। କୁହାଯାଏ ଯେ ଐଶ୍ୱର୍ଯ୍ୟା ତାଙ୍କ ବ୍ୟକ୍ତିଗତ ଜୀବନରେ ବହୁତ ସରଳ। ନିକଟରେ ସଙ୍ଗୀତକାର ତଥା ଗାୟକ ବିଶାଲ ଡଡଲାନି ମଧ୍ୟ…
କରୋନାର ତୃତୀୟ ଲହରକୁ ନେଇ ଚିନ୍ତା: ସତର୍କ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କୋଭିଡ-୧୯ ର ସମ୍ଭାବ୍ୟ ତୃତୀୟ ଲହର ପାଇଁ ସଜାଗ ରହିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସବୁ ଜିଲାର ଜିଲାପାଳ, ଏସ.ପି. ଏବଂ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଲୋକସେବା ଭବନରୁ ଭିଡ଼ିଓ…
ଶାସନକାଳର ୨ ବର୍ଷ ପୂର୍ତ୍ତି ଉପଲକ୍ଷେ ଜନତାଙ୍କୁ ଧନ୍ୟବାଦ ଦେଲେ ଠାକରେ
ମୁମ୍ବାଇ,୨୮ ।୧୧: ମହାରାଷ୍ଟ୍ର ସରକାରଙ୍କ ଶାସନକୁ ୨ ବର୍ଷ ପୂରଣ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ୨ ବର୍ଷ ମଧ୍ୟରେ ଅଧିକାଂଶ ଦିନ କରୋନା ମହାମାରୀ ମଧ୍ୟରେ କଟିଛି । ହେଲେ ମହାବିକାଶ ଅଘାଡି(ଏମ୍ବିଏ) ଏହି…
ପ୍ରଥମ ଭାରତୀୟ ଭାବେ ଏଭଳି କାରନାମା କଲେ ଶ୍ରେୟାସ
କାନପୁର,୨୮।୧୧: କାନପୁରରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟର ଦ୍ୱିତୀୟ ଇନିଂସରେ ଶ୍ରେୟାସ ଆୟର ଭାରତ ପାଇଁ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଦ୍ୱିତୀୟ ଇନିଂସରେ ଆୟାର ଅର୍ଦ୍ଧଶତକ ହାସଲ କରିଥିଲେ। ଏହା ସହ ସେ ପ୍ରଥମ ଭାରତୀୟ ଭାବେ ଡେବ୍ୟୁ…
୪୦ ଆଲୋକ ବର୍ଷ ଦୂରରେ ଦ୍ୱିତୀୟ ସୌର ଜଗତର ସନ୍ଧାନ…
ଓ୍ବାଶିଂଟନ,୨୮।୧୧: ଆମ ସୌର ଜଗତ ଆକାଶଗଙ୍ଗାରେ ରହିଛି। ଏହାଠାରୁ ୪୦ ଆଲୋକବର୍ଷ ଦୂରରେ ଏକ ଦ୍ୱିତୀୟ ସୌର ଜଗତର ସନ୍ଧାନ ମିଳିଛି। ଏହାକୁ ହୋଲି ଗ୍ରେଲ୍ ଭାବେ ନାମିତ କରାଯାଇଛି। ଏଠାରେ ଥିବା ଗ୍ରହମାନଙ୍କ ଉପରେ ମହାକାଶବିଜ୍ଞାନୀମାନେ ଏବେ ନାନା ତଥ୍ୟ…
ଲଜ୍ଜାଜନକ ରେକର୍ଡ ହାସଲ କଲେ ପୂଜାରା
କାନପୁର,୨୮।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ କାନପୁରରେ ଖେଳାଯାଉଛି। ଏହି ସିରିଜରେ ଅନେକ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି। ଏଭଳି ପରିସ୍ଥିତିରେ ଟିମ ଇଣ୍ଡିଆର ବ୍ୟାଟ୍ସମ୍ୟାନଚେତେଶ୍ୱର ପୂଜାରାଙ୍କ ଉପରେ ରନ ସ୍କୋର କରିବା…
ଲେବର ପେନ୍ ସତ୍ତ୍ୱେ ସାଇକେଲ ଚଲାଇ ହସ୍ପିଟାଲ ପହଞ୍ଚିଲେ ନ୍ୟୁଜିଲାଣ୍ଡ ସାଂସଦ: ପ୍ରସବ କଲେ ସୁସ୍ଥ ଶିଶୁକନ୍ୟା
ୱେଲିଂଟନ,୨୮ ।୧୧: ନ୍ୟୁଜିଲାଣ୍ଡର ସାଂସଦ ଗୁଲି ଏନି ଜେଣ୍ଡରଙ୍କ ଚର୍ଚ୍ଚା ଇଣ୍ଟରନ୍ୟାସନାଲ ଗଣମାଧ୍ୟମରେ ଖୁବ୍ ହେଉଛି । ଚର୍ଚ୍ଚାର କାରଣ ହେଉଛି ତାଙ୍କ ସାହସ । ଘଟଣା ହେଉଛି ରବିବାର ସକାରେ ତାଙ୍କର ପ୍ରସବ ଯନ୍ତ୍ରଣା ବା ଲେବର ପେନ୍ ଆରମ୍ଭ…
ପୁଣି ରାଜ୍ୟକୁ ବାତ୍ୟା ଆଶଙ୍କା
ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଆସନ୍ତା ୨୯ରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ବଳୟ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା ରହିଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)ର ପୂର୍ବାନୁମାନ ଅନୁସାରେ, ଆସନ୍ତା ୪୮ଘଣ୍ଟା ଭିତରେ ଏହି ଲଘୁଚାପ ବଳୟ…
ସୀମା ସିଲ୍ କଲା ଇସ୍ରାଏଲ
ଜେରୁଜେଲମ,୨୮ ।୧୧: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ ଆସିବା ପରେ ଏବେସାରା ବିଶ୍ୱରେ ଚିନ୍ତାର ବିଷୟ ପାଲଟିଛି । ଏହା ଡେଲ୍ଟା ଭାରିଏଣ୍ଟ ଠାରୁ ମାରାତ୍ମକ ବୋଲି କୁହାଯାଉଥିବା ବେଳେ ଦ୍ରୁତ ଗତିରେ ବ୍ୟାପୁଛି ବୋଲି ଜଣାପଡିଛି । ଏହାକୁ…
ବିବାହ ବିଳମ୍ବ ହେଉଛି କି, ଆପଣାନ୍ତୁ ଏହି ଉପାୟ
ହିନ୍ଦୁ ଧର୍ମର ମୁଖ୍ୟ ୧୬ଟି ସଂସ୍କାର ମଧ୍ୟରୁ ବିବାହ ହେଉଛି ଅନ୍ୟତମ। ଏହାକୁ ଏକ ଗୁରୁତ୍ୱପୂର୍ଣ୍ଣ ସଂସ୍କାର ଭାବରେ ବିବେଚନା କରାଯାଏ। ଏହି ବିବାହ ସମାରୋହ ପାଇଁ ଅନେକ ରୀତିନୀତି ପାଳନ କରାଯାଏ। ବେଳେବେଳେ ବିବାହ ଅନାବଶ୍ୟକ ଭାବରେ ବିଳମ୍ବ ହୁଏ।…
Archives


