ସୌନ୍ଦର୍ଯ୍ୟ ହରାଉଛି ଡୁଲୁରୀ ପାଇନ୍ ବଣ, ବିଗୁଡୁଛି ପରିବେଶ
ଦାରିଙ୍ଗବାଡ଼ି,୨୮ା୧୧(ଡି.ଏନ୍.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ପାଇଛି। ଶୀତ ହେଉ କି ଗ୍ରୀଷ୍ମ, ଏହାର ଜଳବାୟୁ ଏବଂ ସସ୍ତୁଳିତ ପରିବେଶ ପାଇଁ ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସିବାକୁ ପସନ୍ଦ…
ଜଳ ନିଷ୍କାସନ ବ୍ୟବସ୍ଥା ନାହିଁ, ଉଜୁଡୁଛି ଫସଲ
କଣାସ, ୨୮ା୧୧(ସ୍ବ.ପ୍ର.): ପୁରୀ ଜିଲାରେ ପ୍ରବାହିତ ଦୟା, ଭାର୍ଗବୀ, ରାଜୁଆ, ମକରା, ଲୁଣା, କାଣିଆ, ମଲାଗୁଣି, କୁଶଭଦ୍ରା, ପ୍ରାଚୀ ଏବଂ ଦେବୀ ନଦୀର ବନ୍ୟାଜଳ ପ୍ରତିବର୍ଷ ଠିକ୍ ଭାବେ ନିଷ୍କାସନ ହୋଇ ପାରୁନାହିଁ। ଫଳରେ ଚାଷୀଙ୍କର ବ୍ୟାପକ ଫସଲ କ୍ଷତିଗ୍ରସ୍ତ ହେଉଛି।…
ମୁଣ୍ଡରେ ରୁପି ହେଉଥିଲେ…
ଚୁଟିରେ ତେଲ ଲଗାଇବା ଦ୍ୱାରା ଚୁଟିମୂଳ ଶକ୍ତ ହେବା ସହ ମୁଣ୍ଡ ଥଣ୍ଡା ରୁହେ। ହେଲେ ଆପଣ ଜାଣନ୍ତିକି, ଅନେକେ ଭାବନ୍ତି ଶୀତଦିନେ କେଶରେ ଅଧିକ ତେଲ ଲଗାଇଲେ ଏବଂ କମ୍ ଧୋଇଲେ ଡ୍ରାଏନେସ୍ ଦୂର ହେବା ସହ ରୁପି ହେବ…
ଲିଜର ଟାଇମ୍
ଅଧୁନା ସମସ୍ତେ ନିଜ କାର୍ଯ୍ୟକୁ ନେଇ ନିଜ ନିଜ କ୍ଷେତ୍ରରେ ବେଶ୍ ତତ୍ପର। ନିଜ ଲକ୍ଷ୍ୟ ପୂରଣ କରି ଜଣେ ସଫଳ ବ୍ୟକ୍ତିତ୍ୱର ଅଧିକାରୀ ହେବାକୁ ମଧ୍ୟ ସେମାନେ ନିଜ ସଂଗ୍ରାମ ଜାରି ରଖନ୍ତି। ଖାଲି ଯେ ସଫଳ ହେବା ପାଇଁ…
ଜାଗା ମିଶନରୁ ବଢୁଛି ଜବରଦଖଲ
ନୟାଗଡ଼ ଅଫିସ,୨୮।୧୧: ଜବରଦଖଲକୁ ଜାଗା ମିଶନ ଯୋଜନା ପ୍ରୋତ୍ସାହିତ କରିଛି। ଏହି ଯୋଜନାରେ ୫ ଥର ପଟ୍ଟା ମିଳିବା ପରେ ନୟାଗଡ଼ ସଦର ମହକୁମାରେ ଜବରଦଖଲ ବଢ଼ି ଚାଲିଛି। ମ୍ୟୁନିସିପାଲିଟି ପକ୍ଷରୁ ଯଦିଓ ଉଚ୍ଛେଦ କରାଯାଉଛି ତେବେ ଜବରଦଖଲକୁ ରୋକା ଯାଇ…
ସ୍ମାର୍ଟ ବିଦ୍ୟାଳୟରେ ବି ଅବ୍ୟବସ୍ଥା
ନୂଆଗାଁ,୨୮।୧୧(ଡି.ଏନ୍.ଏ.): ଅତ୍ୟାଧୁନିକ ଶିକ୍ଷା ବ୍ୟବସ୍ଥା ସହିତ ସ୍କୁଲ ଢାଞ୍ଚାର ପରିବର୍ତ୍ତନ ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ଏଥିପାଇଁ ବିଭିନ୍ନ ଅଞ୍ଚଳରେ ଥିବା ପୁରାତନ ସ୍କୁଲକୁ ନୂଆ ରୂପ ଦିଆଯାଇ ସ୍ମାର୍ଟ ବିଦ୍ୟାଳୟରେ ପରିଣତ କରାଯାଉଛି। ସେହି ସ୍କୁଲକୁ ରୂପାନ୍ତରଣ ସ୍କୁଲ…
ହ୍ବାଟସ୍ଆପ୍ରେ ପେପର ଲିକ୍, ପରୀକ୍ଷା ବାତିଲ…
ଲକ୍ଷ୍ନୌ,୨୮।୧୧: ହ୍ବାଟସ୍ଆପ୍ରେ ପେପର ଲିକ୍ ହେବା ଯୋଗୁ ରବିବାର ଉତ୍ତରପ୍ରଦେଶରେ ହେବାକୁ ଥିବା ଟିଇଟି ପରୀକ୍ଷାକୁ ବାତିଲ କରି ଦିଆଯାଇଛି। ଏହି ପରୀକ୍ଷା ଦୁଇଟି ସିଫ୍ଟରେ କରାଯାଉଥିଲା। ଏହି ପରୀକ୍ଷାରେ ୨୧,୬୨,୨୮୭ ପ୍ରାର୍ଥୀ ପରୀକ୍ଷା ଦେଇଥାନ୍ତେ। କୁହାଯାଉଛି ଯେ ବର୍ତ୍ତମାନ ଏକ…
ମୃତଦେହକୁ ଶ୍ମଶାନ ନେଇ ଯାଉଥିବାବେଳେ ମର୍ମନ୍ତୁଦ ଦୁର୍ଘଟଣା, ୧୮ ମୃତ…
କୋଲକାତା,୨୮।୧୧: ମୃତଦେହର ଅନ୍ତିମ ସଂସ୍କାର ପାଇଁ ଯାଉଥିବାବେଳେ ଏକ ସଡ଼କ ଦୁର୍ଘଟଣାରେ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ଶନିବାର ରାତିରେ ପଶ୍ଚିମବଙ୍ଗର ନଦିଆ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ…
ଦାରିଙ୍ଗବାଡ଼ିକୁ ପୁଣି ଫେରିଲା ଶୀତ
ଦାରିଙ୍ଗବାଡ଼ି,୨୮ା୧୧(ଡି.ଏନ୍.ଏ.): କନ୍ଧମାଳ ଜିଲାକୁ ଗତ କିଛିଦିନର ବ୍ରବଧାନ ପରେ ପୁଣି ଶୀତ ଫେରିଛି ା ରବିବାର ଦାରିଙ୍ଗବାଡ଼ିରେ ପାରଦ ତଳମୁହାଁ ହୋଇ ୯ ଡିଗ୍ରୀରେ ପହଞ୍ଚିଛି ା ଫଳରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ଶୀତ ଅନୁଭୂତ ହେଉଛି। ଶୀତ ଯୋଗୁ…
ପ୍ରେମ ପାଇଁ ଅପହରଣ ନାଟକ: ଜେଲ ଗଲେ ଅଭିଯୁକ୍ତ
ନିରାକାରପୁର,୨୮ା୧୧(ଡି.ଏନ୍.ଏ.): ପ୍ରେମ ପାଇଁ ଅପହରଣ ନାଟକ ରଚିଥିବା ଅଭିଯୁକ୍ତଙ୍କୁ ଶନିବାର ଜଙ୍କିଆ ଥାନା ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ସେ ହେଲେ ତୋଫାନ ବେହେରା। ଜାମିନ ନାମଞ୍ଜୁର ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଛି। ଏନେଇ ଥାନାରେ ଏକ…
ବନ୍ଧୁକ କାରବାରରେ କେବିଏନ୍ ଗ୍ୟାଙ୍ଗ
ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଅପରାଧ ଘଟାଇ ଭିଡିଓ ଭାଇରାଲ କରି ରାଜଧାନୀରେ ଆତଙ୍କ ଖେଳାଇଥିବା ବୁବୁ ଜେନାଙ୍କ କେବିଏନ୍ ଗ୍ୟାଙ୍ଗ ସମ୍ପର୍କରେ ତଦନ୍ତବେଳେ କମିଶନରେଟ ପୋଲିସକୁ ସଫଳତା ମିଳିଛି। ଶନିବାର ସ୍ପେଶାଲ ସ୍କ୍ବାଡ୍ ଓ ନୟାପଲ୍ଲୀ ଥାନା ପୋଲିସ ନୟାପଲ୍ଲୀ ଆଇଆର୍ସି ଭିଲେଜସ୍ଥିତ…
ଆଉ ଗୋଟିଏ ମୁଣ୍ଡ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ କମିବାରେ ଲାଗିଛି। ତେବେ ଆଜି ଆଉ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ…
Archives


