Home Left

ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ସାଂଘାତିକ ଅଭିଯୋଗ ଆଣିଲେ ତେଜସ୍ବୀ

ପାଟନା,୧୦।୧୧: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଭୋଟ ନଭେମ୍ବର ୧୧ ତାରିଖରେ ହେବାକୁ ଯାଉଛି। ଏହାପୂର୍ବରୁ ତେଜସ୍ବୀ ଯାଦବ ନିର୍ବାଚନ କମିଶନ ଏବଂ ଭାଜପା ଉପରେ ଆକ୍ରମଣ କରିଛନ୍ତି। ସେ କହିଛନ୍ତି, ସେ ସର୍ବାଧିକ ୧୭୧ଟି ଜନସଭା କରିଛନ୍ତି।…

ଡୁଲୁରୀ ପାଇନବଣରେ ପର୍ଯ୍ୟଟକଙ୍କୁ ମିଳୁନି ଶୁଦ୍ଧ ପାନୀୟ ଜଳ, ବଣଭୋଜି ପାଇଁ ଆସି ହେଉଛନ୍ତି ହଟହଟା

ଦାରିଙ୍ଗବାଡ଼ି,୧୦ା୧୧(ଅରୁଣ ସାହୁ): ଆସିଲା ପର୍ଯ୍ୟଟନ ଋତୁ। ଦୈନିକ ଶହ ଶହ ପର୍ଯ୍ୟଟକ  ପରିବାର ସାଙ୍ଗସାଥୀ ସହ ଆସି ଦାରିଙ୍ଗବାଡ଼ି ବୁଲିବା ସହ ବଣଭୋଜି କରି ମଜା ନିଅନ୍ତି। ଦାରିଙ୍ଗବାଡ଼ିର ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଥିବା ବେଳେ କିସୁବାଡ଼ି ଜଳପ୍ରପାତ, ଡୁଲୁରୀ ପାଇନବଣ ଏବଂ…

CSK ଛାଡ଼ିବା ଚର୍ଚ୍ଚା ଭିତରେ ଜାଡେଜା କୁଆଡ଼େ ଗାଏବ୍‌: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୧୧:ଭାରତୀୟ ଷ୍ଟାର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଆଇପିଏଲ ୨୦୨୬ ନିଲାମ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗସ ତାଙ୍କୁ ବଦଳାଇପାରେ। ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନଙ୍କ ବଦଳରେ ତାଙ୍କୁ ଏବଂ ସାମ କରାନଙ୍କୁ ବଦଳାଇ ଦିଆଯାଇପାରେ। ଏହାପୂର୍ବରୁ ରବିନ୍ଦ୍ର ଜାଡେଜାଙ୍କ ଇନଷ୍ଟାଗ୍ରାମ…

ମଣ୍ଡି ପ୍ରସ୍ତୁତିରେ ବିଳମ୍ବ: ବଢୁଛି ଚାଷୀ ଅସନ୍ତୋଷ

କୁଚିଣ୍ଡା, ୧୦।୧୧(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଆରଏମ୍‌ସି ପକ୍ଷରୁ ମଣ୍ଡି ପ୍ରସ୍ତୁତିରେ ବିଳମ୍ବକୁ ନେଇ ଚାଷୀ ଅସନ୍ତୋଷ ଦେଖାଦେଇଛି। ବିଗତ ବର୍ଷରେ ମାସେ ପୂର୍ବରୁ ମଣ୍ଡି ପ୍ରସ୍ତୁତି ହେଉଥିବା ବେଳେ ଚଳିତବର୍ଷ ନଭେମ୍ବର ୧୦ସୁଦ୍ଧା ଆରଏମ୍‌ସି ପକ୍ଷରୁ ମଣ୍ଡି ପ୍ରସ୍ତୁତି…

ଏହି ୫ ମନ୍ଦିରକୁ ଗଲେ ପ୍ରାପ୍ତ ହୁଏ ପୁତ୍ର ସନ୍ତାନ: ଜାଣନ୍ତୁ ରୋଚକ ତଥ୍ୟ

ଦେଶରେ ଲକ୍ଷ ଲକ୍ଷ ମନ୍ଦିର ଅଛି। କିଛି ମନ୍ଦିର ଅନନ୍ୟ ବିଶ୍ୱାସ ଏବଂ ଚମତ୍କାର ପାଇଁ ଲୋକପ୍ରିୟ। କିଛି ମନ୍ଦିର ପାପରୁ ମୁକ୍ତି ପାଇଁ, କିଛି ଇଚ୍ଛା ପୂରଣ ପାଇଁ, କିଛି ଋଣରୁ ମୁକ୍ତି ପାଇଁ ଏବଂ କିଛି ସନ୍ତାନର ଆଶୀର୍ବାଦ…

କୋଣାର୍କର ପଞ୍ଚବଟ ମଧ୍ୟରୁ ଅର୍କବଟ ଥିଲା ସିଦ୍ଧିପ୍ରଦ

ଗତ ସଂଖ୍ୟାରେ ବିଶୁ ମହାରଣାଙ୍କ ଗାଁ ନୂଆଗଡ଼ କଥା ଲେଖିଥିଲୁ। ନୂଆଗଡ଼ ଗାଁ ୧୬୨୬ରେ ହୋଇଥିବା ସୁନାମିରେ ମହୋଦଧିରେ ଲୀନ ହୋଇଯାଇଥିଲା। ଗଡ଼ ସହିତ ସାମିଲ ଥିଲା ‘ଗୋ-ଧନପଡ଼ା’। ଆଶ୍ଚର୍ଯ୍ୟଜନକ ଭାବରେ ଏହି ପଡ଼ା ରହିଯାଇଥିଲା। ନୂଆଗଡ଼ର ଆରାଧ୍ୟା ଥିଲେ ଜାଗୁଳାଈ।…

ପଣସ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ମୋହନା,୧୦ା୧୧(ମନ୍ମଥ ମିଶ୍ର): ପଣସ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଛି। ମୃତ ଯୁବକ ଜଣକ ହେଲେ ମୋହନା ଥାନା ଅନ୍ତର୍ଗତ ମାଣିକପୁର ପଞ୍ଚାୟତ ସରପଞ୍ଚ ଲକ୍ଷ୍ମଣ ଦଳାଇଙ୍କ ସାନ ପୁଅ କୁମୁଦ(୨୫)। ଚନ୍ଦ୍ରଗିରି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ…

ରାଜଧାନୀରେ ଖସୁଛି ତାପମାତ୍ରା: ୪ ଦିନରେ ଖସିଲାଣି ୪.୬ ଡିଗ୍ରୀ ପାରଦ

ଭୁବନେଶ୍ୱର,୧୦।୧୧: କିଛି ଦିନ ହେଲା ରାଜ୍ୟରେ ପାରଦ ତଳ ମୁହାଁ ରହିଛି। ଏପରିକି ରାଜଧାନୀ ଭୁବନେଶ୍ବରରେ ମଧ୍ୟ ପାରଦ ତଳକୁ ଖସି ଶୀତ ବଢିବାରେ ଲାଗିଛି। ଗତ ୪ ଦିନ ମଧ୍ୟରେ ରାଜଧାନୀର ତାପମାତ୍ରା ୪.୬ ଡିଗ୍ରୀ ତଳକୁ ଖସ ଆସିଛି।…

ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ଅଞ୍ଚଳ, ତାପମାତ୍ରା ରହିଛି…

ଜି.ଉଦୟଗିରି,୧୦ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ସହ ପ୍ରବଳରୁ ଅତି ପ୍ରବଳ ଶୀତ ଅନୁଭୂତ ହେଉଛି। ରବିବାର ସନ୍ଧ୍ୟାଠାରୁ ଶୀତ କ୍ରମଶଃ ବୃଦ୍ଧି ଘଟିଛି। ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ,…

୩୦ ବର୍ଷ ପରେ ଦୁର୍ଲଭ ସଂଯୋଗ: ୩ ରାଶିର ବ୍ୟକ୍ତି ହେବେ ମାଲାମାଲ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଏବଂ ଶୁକ୍ର ଉଭୟଙ୍କୁ ଅତ୍ୟନ୍ତ ଲାଭଦାୟକ ଗ୍ରହ ଭାବରେ ବିବେଚନା କରାଯାଏ। କୁହାଯାଏ ଯେ, ଯେଉଁମାନଙ୍କର ଜାତକରେ ଏହି ଗ୍ରହଗୁଡ଼ିକ ଏକ ଶକ୍ତିଶାଳୀ ସ୍ଥିତିରେ ଥାଆନ୍ତି, ସେମାନଙ୍କୁ ଧନୀ ହେବାରୁ ରୋକି ହେବ ନାହିଁ। ଯେତେବେଳେ ଏହି…

ନୂଆପଡ଼ା ଉପନିର୍ବାଚନ: ସକାଳ ୭ରୁ ମତଦାନ ଆରମ୍ଭ, ରହିଛି ୧୦୧ ଗୁରୁତ୍ୱପୂର୍ଣ୍ଣ ବୁଥ୍‌

ନୂଆପଡ଼ା,୧୦।୧୧(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳେ ମତଦାନ ଆରମ୍ଭ ହେବ। ଏହି ନିର୍ବାଚନମଣ୍ଡଳୀରେ ମୋଟ ୩୫୮ଟି ବୁଥ ରହିଥିବାବେଳେ ସେଥିମଧ୍ୟରୁ ୧୦୧ ଗୁରୁତ୍ୱପୂର୍ଣ୍ଣ ବୁଥ୍‌। ଏହି ୧୦୧ ବୁଥ୍‌ ମଧ୍ୟରୁ ୪୭ ମାଓବାଦୀ ପ୍ରଭାବିତ ଅଞ୍ଚଳରେ, ୫୪ଟି…

ବିନା ପରୀକ୍ଷାରେ ମିଳିବ ସରକାରୀ ଚାକିରି: ୨.୮ ଲକ୍ଷ ଟଙ୍କା ଦରମା ପାଇଁ ତୁରନ୍ତ କରନ୍ତୁ ଆବେଦନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧୦।୧୧: ଯଦି ସରକାରୀ ଚାକିରି ଖୋଜୁଛନ୍ତି, ତେବେ ଖୁବ୍‌ଶୀଘ୍ର ଅପେକ୍ଷାର ଅନ୍ତ ହୋଇପାରେ। ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିମିଟେଡ (DMRC) ଜେନେରାଲ ମ୍ୟାନେଜର ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ପ୍ରାର୍ଥୀମାନେ ନଭେମ୍ବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri