ସ୍ବାସ୍ଥ୍ୟପ୍ରଦ ଅଙ୍ଗୁର
ଅଙ୍ଗୁର ଖାଇବା ଅନେକଙ୍କର ପ୍ରିୟ। ବିଶେଷକରି ଖରାଦିନେ ଏହାକୁ ଖାଇଲେ ଆମ ଶରୀରକୁ ଅନେକ ଉପକାର ମିଳିଥାଏ। କାରଣ ଏଥିରେ ଭରିଥାଏ କାର୍ବୋହାଇଡ୍ରେଟ୍, ଡାଇଟାରି ଫାଇବର୍, ପ୍ରୋଟିନ୍, ଭିଟାମିନ୍ ଏ, ଭିଟାମିନ୍ ବି କମ୍ଲେକ୍ସ, ଭିଟାମିନ୍ ସି, ଭିଟାମିନ୍ କେ, କାଲସିୟମ୍,…
ଟାଇମ୍ ମାଗାଜିନରେ ପୁଣି ସ୍ଥାନ ପାଇ ରେକର୍ଡ କଲେ ଦୀପିକା
ମୁମ୍ବାଇ: ଦୀପିକା ପାଦୁକୋନ ବଲିଉଡ ଜଗତରେ ଜଣେ ଆଗଧାଡିର ନାୟିକା । ଯିଏ ନିଜର ଅଭିନୟରେ ବକ୍ସ ଅଫିସରେ ହଙ୍ଗାମା କରନ୍ତି । କିଛି ହିଟ ମୁଭି ଭେଟି ଦେଇଥିବା ଦୀପିକା ସବୁଠାରୁ ଅଧିକ ପାରିଶ୍ରମିକ ନେଉଥିବା ଅଭିନେତ୍ରୀଙ୍କ ମଧ୍ୟରେ ଜଣେ…
ଶ୍ରୀମନ୍ଦିରରେ ଖସାପଡ଼ା ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ ଅଫିସ,୩।୪(ବ୍ୟୁରୋ): ଶୁକ୍ଳ ଦ୍ୱିତୀୟା ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏ ନେଇ ସୋମବାର ଅପରାହ୍ନ ୪ଟାରୁ ରାତି୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି…
ଏଠାରେ ବାସ କରନ୍ତି ବିପଜ୍ଜନକ ସାର୍କ, ନିମିଷକରେ ନେଇଯିବେ ମଣିଷ ଜୀବନ
ଗଭୀର ଜଳରେ ବାସ କରୁଥିବା ଅନେକ ପ୍ରାଣୀ ଅତ୍ୟନ୍ତ ବିପଜ୍ଜନକ । ଯେଉଁମାନଙ୍କ ମୁହଁରୁ ମଣିଷ ନିସ୍ତାର ପାଇବା କଷ୍ଟକର। ଏହି ଜୀବମାନଙ୍କ ମଧ୍ୟରୁ ସବୁଠାରୁ ବିପଜ୍ଜନକ ହେଉଛି ସାର୍କ । ଯାହାର ଗତି ଏବଂ ତୀକ୍ଷ୍ଣ ଦାନ୍ତ କିଛି ମିନିଟ୍ରେ…
ଶ୍ରୀମନ୍ଦିର ରୋଷ ଘରେ ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ
ପୁରୀ ଅଫିସ, ୩।୪: ଶ୍ରୀମନ୍ଦିର ରୋଷ ଘରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମହାପ୍ରଭୁଙ୍କ ମହାପ୍ରସାଦ ପ୍ରସ୍ତୁତ ପାଇଁ ରୋଷ ଘରେ ୧୦୦ ଚୁଲିରୁ ଅଧିକ ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ଏଥିରେ ୭ଟି କୋଠ ଭୋଗ ଚୁଲି ସମେତ…
୬ରେ ହୋଇପାରେ ଲଘୁଚାପ
ଭୁବନେଶ୍ୱର,୩।୪(ବ୍ୟୁରୋ): ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ…
ଏପ୍ରିଲରେ ହିଁ ବିବାହ
ବମ୍ବେ: ଖୁବଶୀଘ୍ର ଆଲିଆ ହେବେ ମିସେସ କପୁର। ଅଭିନେତା ରଣବୀର କପୁରଙ୍କ ସହ ଚଳିତ ମାସରେ ହିଁ ହେବ ବିବାହ। ଏପ୍ରିଲ ଦ୍ୱିତୀୟ ସପ୍ତାହରେ ଉଭୟଙ୍କ ବିବାହ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉଭୟ ଉଦୟପୁରରେ ଡେଷ୍ଟିନେସନ ମ୍ୟାରେଜ କରିଥାନ୍ତେ।…
ଶର୍ମିଷ୍ଠାଙ୍କୁ ପୁଣି ୫ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିବ କ୍ରାଇମବ୍ରଞ୍ଚ
ଭୁବନେଶ୍ୱର,୩।୪(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୁଣି ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ । ୪ ଅଭିଯୁକ୍ତ ଶର୍ମିଷ୍ଠା, ନିରଞ୍ଜନ, ରଞ୍ଜନ ଓ ଝୁନାଙ୍କ ପ୍ରଥମ ପର୍ଯ୍ୟାୟ ରିମାଣ୍ଡ ସରିଥିବା ବେଳେ ରବିବାର ଅପରାହ୍ନରେ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବ…
ଆଜି ୩୬ କରୋନା ପଜିଟିଭ୍ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ରବିବାର ୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ…
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ
ଭୁବନେଶ୍ୱର,୩।୪(ବ୍ୟୁରୋ): ଆଇଏଏସ୍ ସ୍ତରରେ ଅଦଳବଦଳ ହୋଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗରୁ ବିଜ୍ଞପ୍ତି ଜାରି ହୋଇଛି। ଏଥିରେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ବରିଷ୍ଠ ଆଇଏଏସ୍ ଅଫିସର ବୀର ବିକ୍ରମ ଯାଦବଙ୍କୁ ନିଯୁକ୍ତି ଦିଆଯାଇଛି । ଏଥିସହ ସେ ଖାଦ୍ୟ ଓ…
ମାରିଆନା ଟ୍ରେଞ୍ଚ୍
ପୃଥିବୀର ସବୁଠୁ ଗଭୀରତମ ସ୍ଥାନ ହେଉଛି ମାରିଆନା ଟ୍ରେଞ୍ଚ୍। ପ୍ରଶାନ୍ତ ମହାସାଗରର ପଶ୍ଚିମ ଭାଗରେ ଥିବା ୧୫୮୦ ମାଇଲ ପରିବ୍ୟାପ୍ତ ଅର୍ଦ୍ଧଚନ୍ଦ୍ରାକୃତି ଏହି ସ୍ଥାନଟିର ଗଭୀରତା ୩୬,୦୭୦ ଫୁଟ୍। ଜାଣିବା ଏହି ଗର୍ତ୍ତ ସମ୍ପର୍କରେ କିଛି ରୋଚକ ତଥ୍ୟ… ଏହି ସ୍ଥାନଟି…
ଶର୍ମିଳାଙ୍କୁ ସମ୍ମାନୀତ କରିବେ ମଣିପୁର ସରକାର
ଇମ୍ଫାଲ,୩ ।୪: ମଣିପୁର ସରକାର ମାନବାଧିକାର କର୍ମୀ ଇରୋମ ଶର୍ମିଳାଙ୍କୁ ସମ୍ମାନୀତ କରିବେ । ଶର୍ମିଳା ୧୬ ବର୍ଷ ପର୍ଯ୍ୟନ୍ତ ଆଣ୍ଟି ଆର୍ମଡ ଫୋର୍ସେସ ସ୍ପେଶାଲ ପାୱାର ଆକ୍ଟ(ଏଏଫଏସପିଏ)କୁ ନେଇ ଆନ୍ଦୋଳନ କରି ଆସୁଥିଲେ । ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ…

