Home Left

ଓକିଲଙ୍କ ନିଆରା ବିବାହ କାର୍ଡ, ଏଥିରେ ଲେଖାଅଛି ସମ୍ବିଧାନର ନିୟମାବଳୀ

ଗୁଆହାଟି,୨୬ା୧୧: ପ୍ରାୟ ସମସ୍ତେ ନିଜ ବିବାହକୁ ସ୍ବତନ୍ତ୍ର ଏବଂ ସ୍ମରଣୀୟ କରିବାକୁ ଚାହିଁଥାନ୍ତି। ଏଥିପାଇଁ କିଏ କେତେ ପ୍ରକାରର ଉପାୟ ଆପଣାଇଥାନ୍ତି। ବିଶେଷକରି ବିବାହ କାର୍ଡକୁ ସୁନ୍ଦର କରିବା ପାଇଁ କେହି କେହି ଚାହିଁଥାନ୍ତି। କିଛି ଲୋକ କାର୍ଡରେ ସମାଜ ପାଇଁ…

ଶ୍ରୀ ବାଲାଜୀ ଇଞ୍ଜିକନ ଲିଃରେ ଆୟକର ବିଭାଗର ଚଢ଼ାଉ

ଝାରସୁଗୁଡ଼ା ଅଫିସ,୨୬ା୧୧: ବେଲପାହାଡ଼ସ୍ଥିତ ଶ୍ରୀ ବାଲାଜୀ ଇଞ୍ଜିକନ ଲିଃ ନାମକ ଠିକାସଂସ୍ଥାର ମୁଖ୍ୟ କାର୍ଯ୍ୟାଳୟ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁକ୍ରବାର ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଭୁବନେଶ୍ବର ଆୟକର ବିଭାଗ କାର୍ଯ୍ୟାଳୟରୁ ୬୦ରୁ ଊଦ୍ଧର୍‌ବ ଅଧିକାରୀ ଓ…

କାର୍ତ୍ତିକ ପରେ ବି ଖସୁନି ପରିବା ଦର: ୧୦୦ ଟପିଲା ଟମାଟୋ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): କମିବାର ନା ଧରୁନି ପରିବା ଦର । କାର୍ତ୍ତିକ ମାସ ଗଲା ପରେ ବି ବଜାରରେ କଞ୍ଚା ପରିବା ଦର ଆକାଶଛୁଆଁ ହୋଇଛି । ଟମାଟୋ କିଛି ଦିନ ତଳେ ୬୦ ରୁ ୭୦ ଟଙ୍କାରେ ବିକ୍ରି ହେଉଥିବା ବେଳେ…

ଏଥର ଉଠିପାରେ ରତ୍ନଭଣ୍ଡାର ପ୍ରସଙ୍ଗ

ପୁରୀ ଅଫିସ,୨୬।୧୧:  ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପାଇଁ ଅଡ଼ୁଆ ବଢ଼ିବାରେ ଲାଗିଛି। ପୁରୀ ଜିଲା ଟ୍ରେଜେରି ତଥ୍ୟରେ ତାଳମେଳ ରହୁ ନ ଥିବା ଜଣାପଡ଼ିବା ପରେ ଜଗନ୍ନାଥପ୍ରେମୀ ରତ୍ନଭଣ୍ଡାର ସୁରକ୍ଷାକୁ ନେଇ ଚିନ୍ତା…

ସନ୍ଧ୍ୟା ୬ ପରେ ନନ୍ଦନକାନନକୁ ପ୍ରବେଶ ମନା

ବାରଙ୍ଗ,୨୬।୧୧(ଡି.ଏନ୍‌.ଏ.): ସପ୍ତାହକୁ ଗୋଟେ ଦିନ ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହୁଛି। ଏହିଦିନ ପଶୁପକ୍ଷୀ କୋଳାହଳରୁ ଦୂରେଇ ରହିବା ସହ ପରିସରର ଆନୁଷଙ୍ଗିକ କାର୍ଯ୍ୟ କରିବା ନିମନ୍ତେ ସୋମବାର ନନ୍ଦନକାନନକୁ ବନ୍ଦ ରଖାଯାଇଛି। କେବଳ ଘରୋଇକରଣରେ ନେଇଥିବା ଠିକାଦାର ଓ କର୍ମଚାରୀଙ୍କ…

ନିଶା କବଳରେ ଯୁବପିଢ଼ି

ଖୋର୍ଦ୍ଧା ଅଫିସ,୨୬ା୧୧: ଖୋର୍ଦ୍ଧାରେ ନିଶା କାରବାର ବଢିଚାଲିଛି। ସହରରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ଚେର ଲମ୍ବିଛି। ବାଲେଶ୍ୱର, ଭୁବନେଶ୍ୱର ପ୍ରଭୃତି ସ୍ଥାନରୁ ବ୍ରାଉନସୁଗାର ଆସୁଛି। ବିଶେଷକରି ବେକାର ଯୁବକ ଓ କଲେଜ ପଢୁଆ ଛାତ୍ର ଏହି ନିଶା କାରବାରରେ ସମ୍ପୃୃକ୍ତି ଥିବା ଦେଖିବାକୁ…

୧୦ ମାସରେ ୪୦ ହତ୍ୟା

ଭୁବନେଶ୍ୱର,(ବ୍ୟୁରୋ)/: କଟକ ଅଫିସ,୨୬ା୧୧ଚୋରି, ଡକାୟତି, ରାହାଜାନି ଓ ହତ୍ୟା ତଥା ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ବ୍ୟବସ୍ଥା ରହିଛି। ଏନେଇ କମିଶନରେଟ ପୋଲିସ ମଧ୍ୟ ସର୍ବଦା ‘ୱି କେୟାର ୱି ଡେୟାର’ର ନାରା ଦେଉଛି। କିନ୍ତୁ ବାସ୍ତବତା ସମ୍ପୂର୍ଣ୍ଣ…

ପାକୁଙ୍କ ୨.୩୪ କୋଟିର ସମ୍ପତ୍ତି ଜବତ

ଖୋର୍ଦ୍ଧା ଅଫିସ, ୨୬ା୧୧: ଭୁବନେଶ୍ୱର କମିଶନରେଟ ପୋଲିସର ହ୍ବାଇଟ୍‌ ସ୍ପାଇଡର ଅପରେଶନ ପରେ ଖୋର୍ଦ୍ଧା ପୋଲିସ ସ୍କାନରରେ ଏବେ ନିଶା ବେପାରୀ। ବ୍ରାଉନସୁଗାର ବେପାରକରି ରାତାରାତି କୋଟିପତି ପାଲଟିଥିବା ଖୋର୍ଦ୍ଧା ଟାଉନଥାନା ଅଧୀନ ସାମନ୍ତରାପୁର ଶାଗୁଆନ ବଜାର ଅଞ୍ଚଳର ସୋମନାଥ ଭୁଜବଳ…

ଝାଟିମାଟି କୁଡ଼ିଆରେ ନିଷ୍ପେଷିତ ଜୀବନ

ଯାଜପୁର ଅଫିସ,୨୬ା୧୧:  ସମାଜରୁ ବାସନ୍ଦ ହୋଇ ଅକର୍ମଣ୍ୟ ଅବସ୍ଥାରେ ଅଭିଶପ୍ତ ଜୀବନ ବିତାଉଛନ୍ତି କୁଷ୍ଠରୋଗୀ। ସରକାରୀ ଉଦାସୀନତା ଯୋଗୁ ନିଷ୍ପେଷିତ ଜୀବନ ବିତାଉଥିବା ଏହି ମଣିଷମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ନାହିଁ। ଜଙ୍ଗଲର ନିଛାଟିଆ ପରିବେଶରେ ଛାଟିମାଟି କୁଡ଼ିଆରେ ଦିନ…

ବୌଦ୍ଧରେ ହେବ ୨୦ହଜାର ଲିଟର ଦୁଗ୍ଧପ୍ଲାଣ୍ଟ

ବୌଦ୍ଧ/ସୋନପୁର,୨୬ା୧୧(ସ୍ବପ୍ର/ନି.ପ୍ର.): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବଣ୍ଟନରେ ସାମିଲ ହୋଇଛି ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲା। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡଓ କନଫରେନ୍ସିଂରେ ଏହି ଯୋଜନାର ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ କରିଥିଲେ। ବୌଦ୍ଧ ଜିଲା ଷ୍ଟାଡିୟମଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…

ନିଜ ପ୍ରାଇଭେଟ ପାର୍ଟକୁ ଗୁଳି ଚଳାଇଲେ ମଡେଲ, କାରଣ ଜାଣିଲେ…

ଓ୍ବାଶିଂଟନ,୨୬ା୧୧: ଆମେରିକାର ଜର୍ଜିଆରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଏଠାକାର ଜଣେ ମଡେଲ ନିଜ  ପ୍ରାଇଭେଟ ପାର୍ଟକୁ ଶୁଟ୍‌ କରି ଦେଇଛନ୍ତି । ମଡେଲ ଜଣଙ୍କ ହାତରେ ବନ୍ଧୁକ ଧରି ଏକ ଭିଡିଓ ଶୁଟିଂ କରୁଥିଲେ, ସେହି ସମୟରେ ଏହି ଅଘଟଣ…

ଲକ୍ଷେ ଲୋକଙ୍କ ପାଇଁ ୫ ଡାକ୍ତର

କେନ୍ଦ୍ରାପଡ଼ା ଅଫିସ,୨୬ା୧୧: ରାଜ୍ୟ ସରକାର ଗ୍ରାମାଞ୍ଚଳର ସ୍ୱାସ୍ଥ୍ୟସେବା ପାଇଁ ନୂଆ ଡାକ୍ତରଙ୍କ ପୋଷ୍ଟିଂ ଘୋଷଣା କରିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ସେହି ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇନାହିଁ। ଏହି ପରିପ୍ରେକ୍ଷୀରେ ଦେଖିଲେ କେନ୍ଦ୍ରାପଡ଼ା ଜିଲାରେ ସ୍ୱାସ୍ଥ୍ୟସେବା ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri