ମଞ୍ଚା କରି ରାତିରେ ଫସଲ ଜଗୁଛନ୍ତି ଚାଷୀ
ମହାକାଳପଡ଼ା,୨୬ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଜଙ୍ଗଲି ବାର୍ହା ଉପଦ୍ରବ ଦେଖାଦେଇଛି। ବାର୍ହାମାନେ ଚାଷୀମାନଙ୍କ ଆଖିରୁ ନିଦ ହଜାଇ ଦେଇଛନ୍ତି। ପାଚିଲା ଧାନ ଫସଲ ଖାଇବାକୁ ବାର୍ହା ଗାଁ ମୁହାଁ ହେଉଛନ୍ତି ବୋଲି ଚାଷୀମାନେ କହିଛନ୍ତି। ସ୍ଥାନୀୟ ଚାଷୀ ବର୍ଷକର…
୧୦୮ ଥର ସୂର୍ଯ୍ୟ ନମସ୍କାର କରି ଟ୍ରୋଲ ହେଲେ କରିନା
ବଲିଉଡ ଅଭିନେତ୍ରୀ କରିନା କପୁର ତାଙ୍କ ଫିଟନେସକୁ ନେଇ ବେଶ୍ ସଚେତନ। ଦୁଇ ସନ୍ତାନର ଜନ୍ମଦେବା ପରେ ମଧ୍ୟ ସେ ନିଜକୁ ଫିଟ କରିଛନ୍ତି। କରିନା କପୁର ପ୍ରାୟତଃ ସୋସିଆଲ ମିଡିଆରେ ତାଙ୍କ ବ୍ୟାୟାମର ଫଟୋ ଏବଂ ଭିଡିଓ ଶେୟାର କରନ୍ତି।…
ଏମ୍ସରେ ଅନ୍ୟ ୨ ବିଭାଗରେ ଆରମ୍ଭ ହେବ ଏମ୍ସିଏଚ୍, ଡିଏମ୍ କୋର୍ସ
ଭୁବନେଶ୍ୱର, ୨୬।୧୧(ବ୍ୟୁରୋ): ଭୁବନେଶ୍ବର ଏମ୍ସରେ ସୁପରସ୍ପେଶାଲିଟି ସେବା ବୃଦ୍ଧି ପାଇବ। ସର୍ଜିକାଲ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗରେ ଏମ୍ସିଏଚ୍ ଓ ନେଫ୍ରୋଲୋଜି ବିଭାଗରେ ଡିଏମ୍ କୋର୍ସ ଖୁବ୍ଶୀଘ୍ର ଆରମ୍ଭ ହେବ। ଏନେଇ ଚୂଡ଼ାନ୍ତ ପ୍ରକ୍ରିୟା ଶେଷ ହୋଇଛି। ଗତ ୨୧ ତାରିଖ ଓ ଗୁରୁବାର…
ପ୍ରତିବାଦ ରାଜନୀତି ଅଣ୍ଡାଫିଙ୍ଗା
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ରାଜ୍ୟରେ ଏବେ ଶାସକ, ବିରୋଧୀ ପରସ୍ପରକୁ ଅଣ୍ଡାମାଡ଼ କରିବା ରାଜନୀତିରେ ମାତିଛନ୍ତି। ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ବିରୋଧୀ ଦଳ ନିଜର ଆକ୍ରମଣ ଆଭିମୁଖ୍ୟକୁ ଜୋରଦାର କରିଛି। କଳାହାଣ୍ଡି ଜିଲା ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ…
ଅଦିନିଆ ବର୍ଷାରେ ଗଜାହେଲା ପାଚିଲାଧାନ
ଧର୍ମଶାଳା,୨୬ା୧୧(ଡି.ଏନ.ଏ.): ଧର୍ମଶାଳା ବ୍ଲକ ଜାରକା ପଞ୍ଚାୟତ ଉତ୍ତରଶାସନ ମୌଜାରେ ଲଘୁଚାପଜନିତ ଅଦିନିଆ ବର୍ଷାରେ ଧାନ ଫସଲ ନଷ୍ଟ ହୋଇଥିବା ଦେଖିବାକୁ ମିଳିଛି। ଏପରି କି ବିଲରେ ପାଚିଲା ଧାନ ପଡ଼ି ଗଜା ହୋଇଯାଇଛି। ଅନେକ ଖାଲୁଆ ଜମିରେ ବର୍ଷା ଜଳ ଏବେ…
କାମ ନ କରି ୬୩ ଲକ୍ଷ ଟଙ୍କାର ବିଲ୍
ପଟ୍ଟାମୁଣ୍ଡାଇ,୨୬ା୧୧(ସ୍ବ.ପ୍ର.): ରାଜ୍ୟ ସରକାର କୋଭିଡ୍ ଗାଇଡ୍ ଲାଇନ୍କୁ କଡ଼ାକଡ଼ି ଲାଗୁ କରିବା ସହ ବିଭିନ୍ନ ବିଭାଗର ଉନ୍ନୟନମୂଳକ କାର୍ଯ୍ୟକୁ ବନ୍ଦ ରଖିଥିଲେ। ହେଲେ ପଟ୍ଟାମୁଣ୍ଡାଇ ପୂର୍ତ୍ତ ବିଭାଗ ସବ୍ଡିଭିଜନରେ ରାସ୍ତା ନିର୍ମାଣ ଓ ମରାମତି କରାଯାଇଥିବା କାଗଜପତ୍ରରେ ଦର୍ଶାଯାଇଛି। ୨୦୨୦-୨୧ଆର୍ଥତ୍କ ବର୍ଷରେ…
ବାଲେଶ୍ୱର ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବାଲେଶ୍ୱର ଜିଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଦିନ ୧୧ଟାରେ ହେଲିକପ୍ଟର ଯୋଗେ ରିଜର୍ଭ ପୋଲିସ ପଡ଼ିଆରେ ପହଞ୍ଚିବେ। ତେବେ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଜିଲାରେ ବିଜୁ ସ୍ବାସ୍ଥ୍ୟକାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ…
ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୧କୁ ବୃଦ୍ଧି
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୪୦୧କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…
ଆଜି ରାଜ୍ୟରୁ ୨୧୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୩୨ ଶିଶୁ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୮,୨୨୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୩୧ ଜଣ ଚିହ୍ନଟ ହୋଇଥିବା…
୨୯ରେ ଲଘୁଚାପ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ଦାନ ବାନ୍ଧୁଛି। ଆସନ୍ତା ୨୯ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ…
ଏମ୍ବିବିଏସ୍, ବିଡିଏସ୍ ନାମଲେଖା ୨୯ରୁ ଆବେଦନ
ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ୨୦୨୧-୨୨ ସେସନ ପାଇଁ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ସମେତ ହାଇଟେକ୍ ମେଡିକାଲ କଲେଜ (ଘରୋଇ)ରେ ଥିବା ଏମ୍ବିବିଏସ ଓ ବିଡିଏସ୍ ସିଟଗୁଡ଼ିକରେ ନାମଲେଖା ଏନ୍ଇଇଟି(ୟୁଜି) ୨୦୨୧ ମେରିଟ୍ ଲିଷ୍ଟ ଅନୁସାରେ ହେବ। ଏ ନେଇ ଗୁରୁବାର…
୬୫ ବର୍ଷ ପରେ ଅଷ୍ଟ୍ରେଲିଆ କ୍ରିକେଟ୍ରେ ଘଟିଲା ଏମିତି
ସିଡନୀ,୨୬।୧୧: ଅଷ୍ଟ୍ରେଲିଆର ଟେଷ୍ଟ କ୍ରିକେଟ ଦଳର ନୂତନ ଅଧିନାୟକ ଭାବରେ ବିଶ୍ୱର ଏକ ନମ୍ବର ଟେଷ୍ଟ ବୋଲର ପ୍ୟାଟ କମିନ୍ସଙ୍କୁ ମନୋନୀତ କରାଯାଇଛି। କମିନ୍ସ ଅଷ୍ଟ୍ରେଲିଆର ୪୭ ତମ ଟେଷ୍ଟ ଅଧିନାୟକ ହୋଇଛନ୍ତି। ଭେଟେରାନ ଖେଳାଳି ଷ୍ଟିଭ ସ୍ମିଥଙ୍କୁ ଦଳର ଉପ-ଅଧିନାୟକ…
Archives


