ଘାତକ ସାଜିଛି ଇଂଲିଶ ଚ୍ୟାନେଲ
ପ୍ୟାରିସ/ଲଣ୍ଡନ, ୨୬।୧୧:ଆଟଲାଣ୍ଟିକ୍ ମହାସାଗରରେ ଥିବା ଇଂଲିଶ ଚ୍ୟାନେଲର ଲମ୍ବ ୫୬୦ କି.ମି. ଓ ଚଉଡ଼ା ୨୪୦ କି.ମି.। ବିଶ୍ୱର ସବୁଠୁ ବ୍ୟସ୍ତବହୁଳ ଜାହାଜ ଚଳାଚଳ ଲେନ୍ ଡୋଭର ପ୍ରଣାଳୀରେ ଏହା ସଂକୀର୍ଣ୍ଣ ହୋଇ ୩୪ କି.ମି. ରହିଛି। ଦକ୍ଷିଣ ଇଂଲଣ୍ଡକୁ ଉତ୍ତର…
ଓଡ଼ିଶାରେ ବଢ଼ୁଛି ତମାଖୁ ଓ ମଦ ସେବନ
ଓଡ଼ିଶାର ଅଧା ଜନସଂଖ୍ୟା ତମାଖୁ ଓ ମଦ ସେବନ କରୁଥିବା ଏନ୍ଏଫ୍ଏଚ୍ଏସ୍-୫ ରିପୋର୍ଟରେ ଦର୍ଶାଯାଇଛି। ସର୍ଭେ ଅନୁଯାୟୀ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ୫୧.୬ ପ୍ରତିଶତ ପୁରୁଷ ଏବଂ ୨୬ ପ୍ରତିଶତ ମହିଳା ବିଭିନ୍ନ ତମାଖୁ ସାମଗ୍ରୀ ସେବନ କରୁଛନ୍ତି।…
ଶିଶୁଙ୍କୁ ସମ୍ପୂର୍ଣ୍ଣ ଟିକାକରଣରେ ଓଡ଼ିଶା ଆଗୁଆ
ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ):ଶିଶୁଙ୍କୁ ସମ୍ପୂର୍ଣ୍ଣ ଟିକାକରଣରେ ଓଡ଼ିଶା ଆଗରେ ରହିଛି। ଏ କ୍ଷେତ୍ରରେ ଓଡ଼ିଶାର ହାର ଦେଶରେ ସର୍ବାଧିକ ରହିଥିବାବେଳେ ଜାତୀୟ ହାରଠାରୁ ମଧ୍ୟ ଅଧିକ। ଦେଶରେ ୧୨ରୁ ୨୩ମାସ ବୟସ୍କ ଶିଶୁଙ୍କୁ ସମ୍ପୂର୍ଣ୍ଣ ଟିକାକରଣ ହାର ୭୬% ଥିବାବେଳେ ଓଡ଼ିଶାରେ ୯୦.୫%…
ମୁହଁ ଲୁଚାଇଲେ ଶିଳ୍ପାଙ୍କ ସ୍ବାମୀ, ଲୋକେ କହିଲେ…
ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପର୍ନ ଫିଲ୍ମ ନିର୍ମାଣ ଅଭିଯୋଗରେ ଧରାପଡ଼ିବା ପରେ ଗଣମାଧ୍ୟମରୁ ଦୂରେଇ ରହିଛନ୍ତି। ନିକଟରେ ଶିଳ୍ପା ଏବଂ ରାଜଙ୍କୁ ମୁମ୍ବାଇ ବିମାନ ବନ୍ଦରରେ ଦେଖିବାକୁ ମିଳିଥିଲା। ଏହି ସମୟରେ, ରାଜ ଫଟୋଗ୍ରାଫରଙ୍କୁ ଦେଖି…
ସମ୍ବିଧାନ ଦିବସ ଅବସରରେ ସଂସଦର କେନ୍ଦ୍ରୀୟ କକ୍ଷରେ ସମ୍ବୋଧନ ଦେବେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୬ ।୧୧: ସାରା ଦେଶରେ ନଭେମ୍ବର ୨୬କୁ ସମ୍ବିଧାନ ଦିବସ ଭାବେ ପାଳନ କରାଯାଉଛି । ୧୯୪୯ ମସିହା ନଭେମ୍ବର ୨୬ରେ ସମ୍ବିଧାନ ସଭାରେ ଆମର ସମ୍ବିଧାନକୁ ବିଧିବଦ୍ଧ ଭାବେ ଗ୍ରହଣ କରାଯାଇଥିଲା । ହେଲେ ଏହା ୧୯୫୦ ମସିହା ଜାନୁୟାରୀ…
ଦକ୍ଷିଣ ଆଫ୍ରିକାରେ କରୋନାର ମାରାତ୍ମକ ଭାରିଏଣ୍ଟ, ଇଂଲଣ୍ଡ-ଇସ୍ରାଏଲ ଲଗାଇଲେ ପ୍ରତିବନ୍ଧକ, ଭାରତ ସରକାର ସଜାଗ
ଜୋହାନସର୍ଗ,୨୬ ।୧୧: ଦକ୍ଷିଣ ଆଫ୍ରିକାରେ କରୋନା ଭାଇରସ ସଂକ୍ରମଣର ସବୁଠାରୁ ମାରାତ୍ମକ ଭାରିଏଣ୍ଟ ଦେଖାଦେଇଛି । ଯାହା ସାରା ଦେଶକୁ ଚିନ୍ତାରେ ପକାଇ ଦେଇଛି । ଏହାକୁ ଦେଖି ଇଂଲଣ୍ଡ ଓ ଇସ୍ରାଏଲ ଦକ୍ଷିଣ ଆଫ୍ରିକା ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇ…
କୋହଲିଙ୍କୁ ଡ୍ୟାନ୍ସ ଶିଖାଇଲେ ଏହି କ୍ରିକେଟର୍ଙ୍କ ସ୍ତ୍ରୀ
ଟିମ ଇଣ୍ଡିଆର ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ତାଙ୍କ ନୃତ୍ୟ ସହିତ ସୋସିଆଲ ମିଡିଆରେ ଭାଇରାଲ ହୁଏ। ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କ ସହ ଏବେ ଧନଶ୍ରୀଙ୍କ ଏକ ଭିଡିଓ…
ସମ୍ବିଧାନ ମୌଳିକ ଅଧିକାରର ସୁରକ୍ଷା କବଚ
ଭାରତୀୟ ଜନସାଧାରଣଙ୍କ ମୌଳିକ ଅଧିକାରର ସୁରକ୍ଷା କ୍ଷେତ୍ରରେ ସମ୍ବିଧାନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ସମ୍ବିଧାନ ମୌଳିକ ଅଧିକାରକୁ ସୁନିଶ୍ଚିତ କରେ। ଏହା ମୌଳିକ ଅଧିକାରର ସୁରକ୍ଷା କବଚ ପାଲିଟି ଥାଏ। ୨୬ ନଭେମ୍ବର ୧୯୪୯ରେ, ଭାରତର ସମ୍ବିଧାନକୁ ଗ୍ରହଣ କରାଯାଇଥିଲା।…
ଏହି ଗାର୍ଡେନକୁ ବୁଲିବାକୁ ଗଲେ ଚାଲିଯାଏ ଜୀବନ!
ଦୁନିଆରେ ଏପରି ଅନେକ ରହସ୍ୟମୟ ସ୍ଥାନ ଅଛି, ଯେଉଁଠାକୁ ଯିବା ମାତ୍ରେ ଜଣେ ବ୍ୟକ୍ତିଙ୍କ ଜୀବନ ଚାଲିଯିବାର ଭୟ ଥାଏ। ଲୋକମାନେ ଏଭଳି କିଛି ସ୍ଥାନର ନାଁ ଶୁଣି ଥରିବାକୁ ଲାଗନ୍ତି। ଇଂଲଣ୍ଡରେ ଏପରି ଏକ ଗାର୍ଡେନ ଅଛି (ବିଷାକ୍ତ ଗାର୍ଡେନ…
ଟି୨୦ରେ ଇତିହାସ ରଚିଥିବା ମ୍ୟାଚ୍
ଦୁବାଇ, ୨୫ା୧୧ (ପି.ଟି.)- ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍ସିଲ (ଆଇସିସି) ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍କୁ ବିଶ୍ୱବ୍ୟାପୀ ରେକର୍ଡ ସଂଖ୍ୟକ ଦର୍ଶକ ଦେଖିଛନ୍ତି। ଟେଲିଭିଜନ ଜରିଆରେ ଏହି ଇଭେଣ୍ଟକୁ ୧୬୭ ନିୟୁତ ଦର୍ଶକ ଦେଖିଥିବା ଖେଳର ପରିଚାଳନା ପରିଷଦ ଗୁରୁବାର ସୂଚନା ଦେଇଛି।…
ବୟଫ୍ରେଣ୍ଡ ସହ ମିଶି ବାପାଙ୍କୁ ହତ୍ୟା
ବେଙ୍ଗାଲୁରୁ,୨୬।୧୧: ଯୌନ ନିର୍ଯାତନା ଦେଉଥିବା ବାପାଙ୍କୁ ବୟଫ୍ରେଣ୍ଡ ଓ ତାଙ୍କର ୩ ସାଙ୍ଗଙ୍କ ସହାୟତାରେ ହତ୍ୟା କରିଛି ଝିଅ। ଏଭଳି ଘଟଣା ବେଙ୍ଗାଲୁରୁରେ ଘଟିଛି। ମୃତକ ଜଣଙ୍କ ଏକ ଶିକ୍ଷାନୁଷ୍ଠାନର ସିକ୍ୟୁରିଟି ମ୍ୟାନେଜର ଥିଲେ। ପୋଲିସ କହିବା ଅନୁଯାୟୀ, ହତ୍ୟାକାରୀ ଯୁବତୀ…
ମହିଳା ଗ୍ରୁପଠାରୁ ଠକିନେଲେ ୮ ଲକ୍ଷ
ନୂଆଗାଁ,୨୫।୧୧(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ପୋଲିସ ଠକେଇ ଅଭିଯୋଗରେ ଶୁକ୍ରବାର ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ସେ ହେଲେ ଯଶୋବନ୍ତୀ ବାରିକ (୪୮)। ସୂଚନା ଅନୁଯାୟୀ, ବରଗଡ଼ ଜିଲାର ଯଶୋବନ୍ତୀ ଦୀର୍ଘ ଦିନ ହେଲା ନୂଆଗାଁ…
Archives


